Trending
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
- ଶ୍ରୀମନ୍ଦିରରେ ଏଏସଆଇ ଟିମ୍,ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ
- ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିଛି ଭାରତ,ସଫଳତାର ସହ ଉତକ୍ଷେପଣ କଲା
Browsing Category
Market
All market-related news and information will update here
ଶେୟାର ବଜାର
ଶେୟାର ବଜାର ଚଳିତ ସପ୍ତାହ କାର୍ଯ୍ୟ ଦିବସର ଶେଷ ଦିନରେ ନିବେଶକ ୭ ଲକ୍ଷ କୋଟି ଟଙ୍କାରୁ ଅଧିକ ପୁଞ୍ଜି ବଜାରରେ ଯୋଡ଼ିଛନ୍ତି। ଫଳରେ ଶେୟାର ବଜାରର ନିବେଶକ ଓ ପୁଞ୍ଜି ବଜାରରେ ଉତ୍ସାହ ଦେଖାଦେଇଛି। ଏପରିକି ଚଳିତ ସପ୍ତାହର ଶେଷଦିନର ଫଳାଫଳ ଅନୁଯାୟୀ ଉଭୟ ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ…
୭୦% ଷ୍ଟକ୍ ବଜାରରେ କ୍ଷତି
ଭାରତୀୟ ପ୍ରତିଭୂତି ଓ ବିନିମୟ ବୋର୍ଡ (ସେବି)ର ଏକ ନୂଆ ସର୍ବେକ୍ଷଣ ଅନୁସାରେ ୨୦୨୨-୨୩ ଆର୍ଥିକ ବର୍ଷରେ ପ୍ରତି ତିନି ନିବେଶକଙ୍କ ଭିତରୁ ଜଣେ ଲେଖାଏଁ ବିପଦପୂର୍ଣ୍ଣ ଇଣ୍ଟ୍ରା-ଡେ ଟ୍ରେଡିଂ କରୁଛନ୍ତି। ସେମାନଙ୍କ ଭିତରୁ ୭୦ ପ୍ରତିଶତ କ୍ଷତି ସହୁଛନ୍ତି। ଦେଶରେ ୩୦ ବର୍ଷରୁ କମ୍ ବୟସର…
ରାଜ୍ୟରେ ପନିପରିବା ଦର ଆକାଶଛୁଆଁ
ଖୁଚୁରା ବଜାରରେ ଆଳୁ ଦର କିଲୋଗ୍ରାମ ପିଛା ୪୦ ଟଙ୍କା ଏବଂ ପିଆଜ କିଲୋଗ୍ରାମ୍ ପିଛା ୪୫ ଟଙ୍କାରେ ବିକ୍ରି ହେଉଛି। ଖୁଚୁରା ବଜାରରେ ଅଦା କିଲୋଗ୍ରାମ୍ ପିଛା ୨୦୦ରୁ ୨୪୦ ଟଙ୍କାରେ ବିକ୍ରି ହେଉଥିବାବେଳେ ରସୁଣ କିଲୋଗ୍ରାମ୍ ପିଛା ୨୨୦ରୁ ୨୪୦ଟଙ୍କାରେ ବିକ୍ରି ହେଉଛି।ସେହିପରି ପୋଟଳ…
ବଜାରରେ ଅଲ୍ ନ୍ୟୁ ବିଏମ୍ଡବ୍ଲ୍ୟୁ ସିଇ ୦୪
ଦେଶର ପ୍ରମୁଖ ପ୍ରିମିୟମ ବ୍ରାଣ୍ଡ୍ ତଥା ବିଏମ୍ଡବ୍ଲ୍ୟୁ ମୋଟୋରାଡ ଇଣ୍ଡିଆର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ଅଲ୍ ନ୍ୟୁ ବିଏମ୍ଡବ୍ଲ୍ୟୁ ସିଇ ୦୪’ର ସର୍ବଭାରତୀୟ ଉନ୍ମୋଚନ (ଅନାବରଣ) ନିକଟରେ ହୋଇଯାଇଛି। ଏପରିକି ବ୍ରାଣ୍ଡର ପ୍ରଥମ ପ୍ରିମିୟମ ଇଲେକ୍ଟ୍ରିକ…
ଖସିଲା ସୁନା ଦର
କେନ୍ଦ୍ର ବଜେଟର ଉପସ୍ଥାପନା ପରେ ସାଧାରଣ ଜନତାଙ୍କୁ ବହୁତ ଆରାମ ମିଳିଛି। ୧୦ ଗ୍ରାମରେ ପ୍ରାୟ ୪ ହଜାର ଟଙ୍କା କମିଲା । କଷ୍ଟମ ଡ୍ୟୁଟି କମାଇବା ପରେ ରେଟ ହ୍ରାସ ପାଇଛି ।ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସାଧାରଣ ବଜେଟ ଉପସ୍ଥାପନ କରୁଥିବାବେଳେ ସୁନା ଓ ରୂପା ଉପରେ କଷ୍ଟମ ଶୁଳ୍କ ହ୍ରାସ…
ଉଛୁଳିଲା ସେୟାର ମାର୍କେଟ୍
ସାଧାରଣ ଲୋକଙ୍କ ସମେତ ସେୟାର ମାର୍କେଟ୍ ନିବେଶକଙ୍କ ମଧ୍ୟ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଉପରେ ବଡ଼ ଆଶା ରହିଛି । ଆଜି ଷ୍ଟକ ମାର୍କେଟ ନିବେଶକମାନଙ୍କ ପାଇଁ ଏକ ଶୁଭ ଦିନ ହେବ ବୋଲି ଆଶା କରାଯାଉଛି । ଘରୋଇ ଷ୍ଟକ ମାର୍କେଟ ବର୍ତ୍ତମାନ ସମୟରେ ଅନେକ ଥର ସର୍ବୋଚ୍ଚ ସ୍ତର ଛୁଇଁଛି ।…
ଅର୍ଥନୈତିକ ସର୍ଭେ ରିପୋର୍ଟ ୨୦୨୩-୨୪ : ୭% ଛୁଇଁବ ଜିଡିପି ଅଭିବୃଦ୍ଧି
ମୌସୁମୀ ଅଧିବେଶନରେ ବଜେଟ ଉପସ୍ଥାପନ ପୂର୍ବରୁ ସୋମବାର ଅର୍ଥନୈତିକ ସର୍ଭେ ରିପୋର୍ଟ ଆଗତ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ରିପୋର୍ଟ ଅନୁସାରେ, ୨୦୨୪-୨୫ ଆର୍ଥିକ ବର୍ଷରେ ଦେଶର ମୋଟ ଘରୋଇ ଉତ୍ପାଦ (ଜିଡିପି) ୬.୫ %ରୁ ୭% ମଧ୍ୟରେ ରହିବ ବୋଲି ଆକଳନ କରାଯାଇଛି। ବିଶ୍ଵସ୍ତରରେ ଅନେକ…
ଶେୟାର ବଜାର ଲାଲ୍
ସପ୍ତାହର ପ୍ରଥମ ବାଣିଜ୍ୟ ଦିନ ଏବଂ ମୌସୁମୀ ଅଧିବେଶନ ଆରମ୍ଭ, ସେପଟେ କେନ୍ଦ୍ର ବଜେଟ ମଧ୍ୟ ଆସିବାକୁ ଯାଉଛି। ଏହି ଅବସରରେ ବ୍ୟାଙ୍କ ନିଫ୍ଟି ସମେତ ଆଇଟି ଏବଂ ଅଟୋ ଷ୍ଟକ୍ରେ ହ୍ରାସ ପାଇଛି।ସଂସଦରେ ଆଜି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଅପରାହ୍ନ ୧ ଟାରେ ଅର୍ଥନୈତିକ ସର୍ଭେ ଉପସ୍ଥାପନ କରିବେ।…
ସାମ୍ନାକୁ ଆସିଲା ମହିନ୍ଦ୍ରା ଥାର୍ ରକ୍ସ
ମହିନ୍ଦ୍ରା ଆଣ୍ଡ୍ ମହିନ୍ଦ୍ରା ଏହାର ବହୁ ପ୍ରତୀକ୍ଷିତ ୫ ଡୋର୍ ବିଶିଷ୍ଟ ଥାର୍ର ଭିଡିଓ ସାମ୍ନାକୁ ଆଣିଛି। ଏଥିସହିତ ଏହାର ନାମ ମଧ୍ୟ ଥାର୍ ରକ୍ସ ଦିଆଯାଇଛି। କମ୍ପାନି ଆସନ୍ତା ଅଗଷ୍ଟ ୧୫ ତାରିଖରେ ଉକ୍ତ ଏସୟୁଭିର ବଜାର ପ୍ରବେଶ କରାଇବ। ଉଲ୍ଲେଖଯୋଗ୍ୟ, ଠିକ୍ ୪ ବର୍ଷ ପୂର୍ବେ ଅଗଷ୍ଟ…
ଖସିଲା ଶେୟାର ବଜାର
ଦିନକ ପରେ ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଏପରିକି ଚଳିତ ସପ୍ତାହର ଶେଷ ଦିନର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି।ବିଶେଷକରି ଶୁକ୍ରବାର ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ (ବିଏସ୍ଇ)ର ସେନ୍ସେକ୍ସ ୭୩୯ (୭୩୮.୮୧) ପଏଣ୍ଟ…