Trending
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
- ଅସହ୍ୟ ଗରମ କାରଣରୁ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା,ଏପ୍ରିଲ ୨୧ ପର୍ଯ୍ୟନ୍ତ ଛୁଟି ଘୋଷଣା କଲେ ଜିଲ୍ଲାପାଳ
- ସଂସଦରେ ବିଳମ୍ବିତ ରାତିରେ ମହିଳା ସଂରକ୍ଷଣ ବିଲ 2023 ଲାଗୁ
Browsing Category
Market
All market-related news and information will update here
ଜୁଲାଇ ୨୩ରେ ଆସିବ କେନ୍ଦ୍ରୀୟ ବଜେଟ୍
କେନ୍ଦ୍ରରେ ମୋଦୀ ସରକାର ପୁଣିଥରେ କ୍ଷମତାକୁ ଆସିବା ପରେ, ଏବେ ଆସିବାକୁ ଯାଉଛି କେନ୍ଦ୍ରୀୟ ବଜେଟ୍ । ଆସନ୍ତା ଜୁଲାଇ ୨୩ରେ ଆସିବ କେନ୍ଦ୍ରୀୟ ବଜେଟ୍ । ଏହିଦିନ ଲୋକସଭାରେ ବଜେଟ୍ ଉପସ୍ଥାପନ କରିବେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ମିଳିଥିବା ସୂଚନା ମୁତାବକ, ୧୮ ତମ ଲୋକସଭାର…
ଟେସ୍ଲା ଆସିବା ଆଶା ମଉଳିଲା
ବ୍ଲୁମବର୍ଗର ରିପୋର୍ଟ ଅନୁଯାୟୀ ଏଲନ ମସ୍କଙ୍କ କମ୍ପାନୀ ଟେସଲା ପୁଣିଥରେ ଭାରତରେ ନିବେଶ ପାଇଁ ଯୋଜନାକୁ ସ୍ଥଗିତ ରଖିଛି। ମସ୍କ ଏପ୍ରିଲ ଶେଷରେ ଭାରତ ଗସ୍ତକୁ ବାତିଲ କରିବା ପରେ ଏହି ଖବର ଆସିଛି। ମସ୍କ ତାଙ୍କର ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ମଧ୍ୟ ଭେଟିବାର…
ବିଶ୍ବର ପ୍ରଥମ ସିଏନ୍ଜି ବାଇକ୍ ‘ଫ୍ରିଡମ୍ ୧୨୫’
ବିଶ୍ବର ପ୍ରଥମ ସିଏନ୍ଜି ବାଇକ୍କୁ ଶୁକ୍ରବାର ଉନ୍ମୋଚନ କରାଯିବ। ପୁନେରେ ଆୟୋଜିତ ହେବାକୁ ଥିବା ଏକ କାର୍ଯ୍ୟକ୍ରମରେ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତୀନ ଗଡ଼କରୀ ଏହାକୁ ଉନ୍ମୋଚନ କରିବେ। ବାଇକ୍ର ନାମ ‘ଫ୍ରିଡମ୍ ୧୨୫’ ରଖାଯାଇଥିବା କୁହାଯାଉଛି। ଏହି ବାଇକ୍ରେ ଉଭୟ…
ଜୁଲାଇରେ ଶସ୍ତା ହୋଇପାରେ ଔଷଧ
ଜୁଲାଇରେ ଶସ୍ତା ହୋଇପାରେ ଅନେକ ଜରୁରୀ ଓ ନିତ୍ୟ ବ୍ୟବହାର ତଥା ଦୀର୍ଘ ଦିନ ରୋଗ ପାଇଁ ବ୍ୟବହାର କରାଯାଉଥିବା ଔଷଧ। ଔଷଧ ଏପରି ଏକ ଜିନିଷ ଯାହାକୁ ପ୍ରତ୍ୟେକ ବ୍ୟକ୍ତିଙ୍କୁ ଏହାର ଆବଶ୍ୟକତା ରହିଥାଏ। ମାତ୍ର ସବୁଠାରୁ ବଡ କଥା ସଭିଏଁ ମହଙ୍ଗା ଔଷଧ ଓ ଔଷଧ ଦାମ୍ ବୃଦ୍ଧି ହେଲେ ଏହାକୁ କିଣିବାକୁ…
ଐତିହାସିକ ସଫଳତା ହାସଲ କଲା ଶେୟାରବଜାର
ଭାରତୀୟ ଷ୍ଟକ୍ ଏକ୍ସଚେଞ୍ଜ ଏକ ଐତିହାସିକ ସଫଳତା ହାସଲ ସହ ନୂତନ ରେକର୍ଡ କରିଛି। ଏପରିକି ଘରୋଇ ଶେୟାର ବଜାର କାରବାରରେ ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ (ବିଏସ୍ଇ) ଏବଂ ନ୍ୟାଶନାଲ ଷ୍ଟକ୍ ଏକ୍ସଚେଞ୍ଜ (ଏନ୍ଏସ୍ଇ) ମଧ୍ୟ ନୂଆ ମାଇଲଖୁଣ୍ଟ ସହ ସର୍ବୋଚ୍ଚସ୍ତରରେ ପହଞ୍ଚତ୍ଛି। ବିଶେଷ କରି ୩୦…
ମହଙ୍ଗା ହେଲା ମୋବାଇଲ ରିଚାର୍ଜ
ଆଜିଠାରୁ କମ୍ପାନୀଗୁଡ଼ିକ ନୂଆ ଦର ଲାଗୁ କରିବା ସହ ମୋବାଇଲ୍ ରିଚାର୍ଜ ପ୍ଲାନ୍ଗୁଡ଼ିକ ମହଙ୍ଗା ହେବ ବୋଲି ରିଲାଏନ୍ସ ଜିଓ, ଏୟାରଟେଲ ଏବଂ ଭୋଡାଫୋନ ଆଇଡିଆ ପ୍ରମୁଖ କମ୍ପାନୀ ପକ୍ଷରୁ ଘୋଷଣା କରାଯାଇଛି। କମ୍ପାନୀଗୁଡିକ ମୋବାଇଲ ଶୁଳ୍କ ବୃଦ୍ଧି କରି ନୂଆ ପ୍ଲାନ୍ ଆରମ୍ଭ କରିଛନ୍ତି। ଏହି…
ଆଜିଠୁ ଜିଓ ପ୍ଲାନର ଶୁଳ୍କ ବୃଦ୍ଧି
ଆଜିଠୁ ଲାଗୁହେବ ଜିଓର ନୂଆ ପ୍ଲାନ୍ । ଉଭୟ ପ୍ରିପେଡ୍ ଏବଂ ପୋଷ୍ଟପେଡ୍ ପ୍ଲାନର ହେବ ଶୁଳ୍କ ବୃଦ୍ଧି । ଦେଶର ବୃହତ୍ତମ ଟେଲିକମ୍ କମ୍ପାନୀ ରିଲାଏନ୍ସ ଜିଓ ଇନଫୋକମ୍ ଆଜିଠୁ ମୋବାଇଲ୍ ଶୁଳ୍କ ବୃଦ୍ଧି କରିବା ନେଇ ଘୋଷଣା କରିଛି । ନୂତନ ଶୁଳ୍କ ଯୋଜନା ଅନୁଯାୟୀ, ୨୮ ମାସର ବୈଧତାର ମାସିକ ଯୋଜନା…
ଆସନ୍ତା ମାସ ଠାରୁ ଜିଏସଟି ଡାଟା ସାର୍ବଜନୀନ ହେବ ନାହିଁ
କେନ୍ଦ୍ର ସରକାର ମାସିକିଆ ଜିଏସଟି ଡାଟା ରିଲିଜ କରିବା ବନ୍ଦ କରିଦେଇଛନ୍ତି । କେନ୍ଦ୍ର ସରକାରଙ୍କ ତରଫରୁ ଜିଏସଟି ଲାଗୁ ହେବା ପରେ ପ୍ରତିମାସ ପହିଲାରେ ଏହି ଡାଟା ସାର୍ବଜନୀନ କରୁଥିଲେ । କ୍ରମାଗତ ଭାବେ ୭୪ ମାସ ଧରି ଏହି ପକ୍ରିୟା ଜାରି ରହିଥିବା ବେଳେ ଆସନ୍ତାମାସ ପାଖରୁ ସରକାର ଏହି ଡାଟା…
ଖସିଲା ୟୁପିଆଇ କାରବାର
ୟୁନିଫାଏଡ ପେମେଣ୍ଟ ଇଣ୍ଟରଫେସ (ୟୁପିଆଇ) କାରବାରର ପରିମାଣ ଏବଂ ମୂଲ୍ୟ ମେ’ ମାସ ତୁଳନାରେ ଜୁନରେ ସାମାନ୍ୟ ହ୍ରାସ ପାଇଛି। ନ୍ୟାଶନାଲ ପେମେଣ୍ଟ କର୍ପୋରେଶନ ଅଫ ଇଣ୍ଡିଆ (ଏନପିସିଆଇ) ପକ୍ଷରୁ ସୋମବାର ମିଳିଥିବା ସରକାରୀ ତଥ୍ୟରେ ଦର୍ଶାଯାଇଛି ଯେ, ୟୁପିଆଇ କାରବାରରେ ମେ’ ତୁଳନାରେ ଜୁନ ମାସରେ…
ଜିଏସ୍ଟି କୁ ପୂରିଲା 7
୨୦୧୭ ମସିହା ଜୁନ୍ ୩୦ ଓ ଜୁଲାଇ ୧ ତାରିଖର ମଧ୍ୟରାତ୍ରରେ ସଂସଦର କେନ୍ଦ୍ରୀୟ ହଲ୍ରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଜିଏସ୍ଟି (ସାମଗ୍ରୀ ଓ ସେବା ଟିକସ) ଏହି ନୂଆ ଟିକସ ବ୍ୟବସ୍ଥାକୁ ତତ୍କାଳୀନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆନୁଷ୍ଠାନିକ…