Browsing Category

National

ଯୁଦ୍ଧ ସମୟରେ ସବୁଠାରୁ ଦୀର୍ଘ ସମୟ ପ୍ରଧାନମନ୍ତ୍ରୀ ରହିବାର ରେକର୍ଡ କଲେ ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି,…

ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି ଯୁଦ୍ଧ ସମୟରେ ସବୁଠାରୁ ଦୀର୍ଘ ସମୟ ପ୍ରଧାନମନ୍ତ୍ରୀ ରହିବାର ରେକର୍ଡ କରିଛନ୍ତି । ଏହି ସଫଳତା ପାଇଁ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଲୋନିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ମୋଦି X ରେ ପୋଷ୍ଟ କରି କହିଛନ୍ତି ଯେ, ଇଟାଲୀର ଯୁଦ୍ଧ ସମୟରେ…

ଆନ୍ଦୋଳନକାରୀଙ୍କ ବାପାଙ୍କୁ ଆକ୍ରମଣ କରି ଗୁରୁତର ଆହତ କରିଥିବା ଅଭିଯୋଗରେ ଇନଫ୍ଲୁଏନ୍ସର ସ୍ୱତନ୍ତ୍ର ଭରଦ୍ୱାଜ ଗିରଫ

ଦିଲ୍ଲୀର ଜନ୍ତର ମନ୍ତରରେ ଆୟୋଜିତ ଏକ ପ୍ରତିବାଦ ସମୟରେ ଜଣେ ୧୪ ବର୍ଷୀୟା ଦଳିତ ନାବାଳିକା ଆନ୍ଦୋଳନକାରୀଙ୍କ ବାପାଙ୍କୁ ଆକ୍ରମଣ କରି ଗୁରୁତର ଆହତ କରିଥିବା ଅଭିଯୋଗରେ ହିନ୍ଦୁତ୍ୱ ଇନଫ୍ଲୁଏନ୍ସର ସ୍ୱତନ୍ତ୍ର ଭରଦ୍ୱାଜଙ୍କୁ ଦିଲ୍ଲୀ ପୋଲିସ ଗିରଫ କରିଛି । ଉତ୍ତରପ୍ରଦେଶର ବୁଲନ୍ଦସହରରୁ ଗିରଫ…

ମହାକାଶରେ ଭାରତର ନୂଆ ଆଖି । EOS-05ର ସଫଳ ଉତକ୍ଷେପଣ

ମହାକାଶରେ ଭାରତର ନୂଆ ଆଖି । EOS-05ର ସଫଳ ଉତକ୍ଷେପଣ । ମହାକାଶ କ୍ଷେତ୍ରରେ ଭାରତକୁ ମିଳିଛି ଆଉ ଏକ ବଡ଼ ସଫଳତା । ଶୁକ୍ରବାର ଭୋର ୨ଟା ୫୫ ମିନିଟ୍ ରେ ଇସ୍ରୋର GSLV-F17 ରକେଟ୍ ମହାକାଶକୁ ସଫଳତାର ସହ ଉଡ଼ାଣ ଭରିଛି । ଏହି ରକେଟ୍ ରେ ପଠାଯାଇଥିବା EOS-05 ଉପଗ୍ରହକୁ ନିର୍ଦ୍ଧାରିତ…

ପୂର୍ବତନ ମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟିର ନେତା ସତ୍ୟେନ୍ଦ୍ର ଜୈନଙ୍କୁ ବଡ଼ ଆଶ୍ୱସ୍ତି, ମିଳିଲା ଜାମିନି

ଦିଲ୍ଲୀ ସରକାରର ପୂର୍ବତନ ମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟିର ନେତା ସତ୍ୟେନ୍ଦ୍ର ଜୈନଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି । ଦିଲ୍ଲୀର ରାଉଜ୍ ଆଭେନ୍ୟୁ କୋର୍ଟ ତାଙ୍କୁ ୨ ଲକ୍ଷ ଟଙ୍କାର ମୁଚାଲିକାରେ ଜାମିନ ପ୍ରଦାନ କରିଛନ୍ତି । ଦିଲ୍ଲୀ ଜଳ ବୋର୍ଡର ସିୱେଜ୍ ଟ୍ରିଟମେଣ୍ଟ ପ୍ଲାଣ୍ଟ (STP) ପ୍ରକଳ୍ପରେ…

ଏୟାର ମାର୍ଶାଲ୍ ଜିତେନ୍ଦ୍ର ମିଶ୍ର ହେଲେ ଆଯୋଧ୍ୟା ରାମ ମନ୍ଦିରର CEO

ଶ୍ରୀ ରାମ ମନ୍ଦିର ତୀର୍ଥ କ୍ଷେତ୍ର ଟ୍ରଷ୍ଟକୁ ଏହାର ପ୍ରଥମ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ମିଳିଛନ୍ତି । ସୂତ୍ର ଅନୁସାରେ, ଏୟାର ମାର୍ଶାଲ୍ ଜିତେନ୍ଦ୍ର ମିଶ୍ରଙ୍କ ନାମରେ ମୋହର ଲାଗିଛି । ଟ୍ରଷ୍ଟର ପ୍ରେସ୍ ସମ୍ମଳନୀରେ ଏନେଇ ଆନୁଷ୍ଠାନିକ ଘୋଷଣା କରାଯିବ । ଏୟାର ମାର୍ଶାଲ୍…

ଯେପର୍ଯ୍ୟନ୍ତ ଅତ୍ୟନ୍ତ ଆବଶ୍ୟକ ନହୋଇଛି, ସେପର୍ଯ୍ୟନ୍ତ ସୁନା କିଣିବାରୁ ଦୂରେଇ ରହିବା ଉଚିତ : ପ୍ରଧାନମନ୍ତ୍ରୀ…

ଭାରତର ଆର୍ଥିକ ବିକାଶ ହାରକୁ ନେଇ ଦେଶବାସୀଙ୍କୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଦେଶର ଅର୍ଥନୀତି ୭.୮% ହାରରେ ବଢ଼ୁଥିବା ବେଳେ ଏହାକୁ ଭାରତୀୟଙ୍କ ଦୃଢ଼ ସଂକଳ୍ପ ଓ କଠିନ ପରିଶ୍ରମର ଫଳ ବୋଲି କହିଛନ୍ତି ପିଏମ୍ ମୋଦୀ। ସୋସିଆଲ୍ ମିଡିଆରେ ଏକ ଲମ୍ବା ପୋଷ୍ଟ କରି ସେ…

ବାଣ କାରଖାନାରେ ବିସ୍ଫୋରଣ : ୮ ପିଲାଙ୍କ ସମେତ ୧୧ ମୃତ ୫ ଗୁରୁତର

ଉତ୍ତରପ୍ରଦେଶରେ ସୋମବାର ପ୍ରୟାଗରାଜ ଏବଂ କୌଶାମୀ ସୀମା ନିକଟରେ ଏକ ବାଣ କାରଖାନାରେ ବିସ୍ଫୋରଣ ଘଟିଛି। ଏଥିରେ ୮ ପିଲାଙ୍କ ସମେତ ୧୧ଜଣ ପ୍ରାଣ ହରାଇଛନ୍ତି । ଅନ୍ୟ ୫ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ପ୍ରୟାଗରାଜ ହସ୍ପିଟାଲରେ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଛି। ବିସ୍ପୋରଣ ଏତେ…

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପାରା ସ୍ପେଶାଲ ଫୋର୍ସେସ ଅଧିକାରୀ ଋଷଭ ସିଂହ ସାଂବ୍ୟାଲଙ୍କ ଇସ୍ତଫା, ପାରିବାରିକ ଓ…

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ ଛାଇ ଭଳି ରହୁଥିବା ପାରା ସ୍ପେଶାଲ ଫୋର୍ସେସ ଅଧିକାରୀ ଋଷଭ ସିଂହ ସାଂବ୍ୟାଲ ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ସେ ଭାରତୀୟ ସେନାରୁ ସମୟପୂର୍ବ ଅବସର ଗ୍ରହଣ କରିଛନ୍ତି। ସେ ରାଷ୍ଟ୍ରପତିଙ୍କ ଏଡ-ଡି-କ୍ୟାମ୍ପ (ଏଡିସି) ଭାବେ କାମ କରି ସୋସିଆଲ ମିଡିଆରେ…

ନେପାଳ ବନ୍ୟା: ଏପର୍ଯ୍ୟନ୍ତ ୯୦୩ ମୃତଦେହ ଉଦ୍ଧାର ସମେତ ୪,୦୦୦ ରୁ ଅଧିକ ନିଖୋଜ

ବଢି ଚାଲିଛି ନେପାଳ ବନ୍ୟା ମୃତ୍ୟୁ ସଂଖ୍ୟା। ଅଗଷ୍ଟ ୨୬ ତାରିଖରେ ନେପାଳ-ତିବ୍ଦତ ସୀମା ନିକଟବର୍ତ୍ତୀ ଭୋଟେକୋଶୀ ନଦୀରେ ଘଟିଥିବା ଭୟଙ୍କର ବନ୍ୟା ଉଭୟ ଦେଶର ବିଭିନ୍ନ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ଘଟାଇଛି। ଏପର୍ଯ୍ୟନ୍ତ ବନ୍ୟାରେ ୯୦୩ ଜଣଙ୍କର ମୃତଦେହ ଉଦ୍ଧାର ହୋଇସାରିଛି, ୪,୦୦୦ ରୁ ଅଧିକ…

ମନ୍ କି ବାତ୍ କାର୍ଯ୍ୟକ୍ରମର ୧୩୭ ସଂସ୍କରଣ: ସରକାରଙ୍କ ଲକ୍ଷ୍ୟ ସ୍ପଷ୍ଟ, ନିଶାମୁକ୍ତ ଯୁବପିଢ଼ି ଏବଂ ଭାରତ

ବିକଶିତ ହେବା ପାଇଁ ଭାରତକୁ ନିଶାମୁକ୍ତ ରହିବାକୁ ପଡିବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମନ୍ କି ବାତ୍ କାର୍ଯ୍ୟକ୍ରମର ୧୩୭ ସଂସ୍କରଣରେ ଦେଶର ଯୁବବର୍ଗଙ୍କୁ ଆହ୍ବାନ ଦେଇଛନ୍ତି । ଦେଶର ଭବିଷ୍ୟତକୁ ରକ୍ଷା କରିବା ସରକାରଙ୍କ ସଂକଳ୍ପ । ନିଶାମୁକ୍ତି କାର୍ଯ୍ୟକ୍ରମରେ ବିଶେଷକରି…