Trending
- ବିଜେଡି ନେତା ଦିଲ୍ଲୀପ ନାୟକଙ୍କୁ କାହିଁକି ଉଠାଇ ନେଲା EOW !
- ବିଦ୍ୟାଳୟରେ ଭଗବତ ଗୀତା ପାଠ କରିବେ ଛାତ୍ରଛାତ୍ରୀ
- ମାତ୍ର ୪ ମିନିଟ ଚାଲିବା ପରେ ଅପରାହ୍ଣ ୪ଟା ଯାଏ ଗୃହ ମୁଲତବୀ ଘୋଷଣା କଲେ ବାଚସ୍ପତି
- ରାହୁଲ ଦେଶରେ ନିଆଁ ଲଗାଇବାକୁ ଚାହୁଁଛନ୍ତି : ବିଜେପି
- ଶୁଭମିତ୍ରା ହତ୍ୟାକାରୀ ଦୀପକଙ୍କ ଗୁମର ଫିଟୁଛି
- ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
Browsing Category
National
୬ଟି ଭାରତୀୟ ଭାଷାକୁ ମିଳିଛି ଶାସ୍ତ୍ରୀୟ ମାନ୍ୟତା
କେନ୍ଦ୍ର ସଂସସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତ୍ କହିଛନ୍ତି, ୬ଟି ଭାରତୀୟ ଭାଷାକୁ ଶାସ୍ତ୍ରୀୟ ମାନ୍ୟତା ଦିଆଯାଇଛି। ଲୋକସଭାରେ ଏକ ଲିଖିତ ଉତ୍ତରରେ ମନ୍ତ୍ରୀ ଶ୍ରୀ ଶେଖାୱତ୍ କହିଛନ୍ତି, ତାମିଲ୍, ସଂସ୍କୃତ, କନ୍ନଡ, ତେଲୁଗୁ, ମାଲାୟଲମ୍ ଏବଂ ଓଡ଼ିଆ ଭାଷାକୁ…
ଓଡ଼ିଶାର ପର୍ଯ୍ୟଟନସ୍ଥଳୀ ହେବ ବିଶ୍ୱସ୍ତରୀୟ
ସଂସଦରେ ୨୦୨୪-୨୫ ଆର୍ଥିକ ବର୍ଷର ସାଧାରଣ ବଜେଟ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଚଳିତ ବଜେଟରେ ଓଡ଼ିଶାକୁ ଗୁରୁତ୍ୱ ଦିଆଯାଇଛି । ରଜ୍ୟର ପର୍ଯ୍ୟଟନସ୍ଥଳୀ ପାଇଁ ବଜେଟରେ ବିଶେଷ ଘୋଷଣା କରାଯାଇଛି । ପ୍ରାକୃତିକ ଶୋଭାରେ ସମୃଦ୍ଧ ଓଡ଼ିଶାର ବନ୍ୟପ୍ରାଣୀ ଅଭୟାରଣ୍ୟ ଓ…
ଦେଶରେ ୧୨ଟି ଇଣ୍ଡଷ୍ଟ୍ରିଆଲ ପାର୍କ ହେବ
୨୦୨୪-୨୫ ଆର୍ଥିକ ବର୍ଷର ବଜେଟ ଉପସ୍ଥାପନ କରୁଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଅର୍ଥମନ୍ତ୍ରୀ କହିଛନ୍ତି ଲୋକମାନେ ସରକାରଙ୍କ ନୀତି ଉପରେ ଭରସା କରିଛନ୍ତି । ଦେଶରେ ଆଉ ୧୨ଟି ଇଣ୍ଡଷ୍ଟ୍ରିଆଲ ପାର୍କ ପ୍ରତିଷ୍ଠା ହେବ। ଶିଳ୍ପ କାରଖାନାରେ ଯେଉଁ ଶ୍ରମିକମାନେ କାର୍ଯ୍ୟ କରୁଛନ୍ତି ,…
ଆନ୍ଧ୍ରପ୍ରଦେଶ ଊପରେ ଟଙ୍କା ବର୍ଷା
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କର ତୃତୀୟ କାର୍ଯ୍ୟକାଳର ପ୍ରଥମ ବଜେଟ୍। ଏହା ନିର୍ମଳା ସୀତାରମଣଙ୍କ ସପ୍ତମ ବଜେଟ୍ । ଏଥର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସିଏମ ଚନ୍ଦ୍ରବାବୁ ନାଇଡୁଙ୍କୁ ଏକ ରିଟର୍ନ ଗିଫ୍ଟ ଦେଇଛନ୍ତି। କେନ୍ଦ୍ର ସରକାର ଆନ୍ଧ୍ରପ୍ରଦେଶ ପାଇଁ ଟ୍ରେଜେରୀ ଖୋଲି ଦେଇଛନ୍ତି…
କେନ୍ଦ୍ର ବଜେଟ
ଲୋକ ସଭାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ସମ୍ପୂର୍ଣ୍ଣ ବଜେଟ ଉପସ୍ଥାପନ କରିଛନ୍ତି। ବଜେଟରେ ଅର୍ଥମନ୍ତ୍ରୀ ପ୍ରତିରକ୍ଷା ବିଭାଗକୁ ୪,୫୪,୭୭୩ କୋଟି, ଗ୍ରାମ୍ୟ ଉନ୍ନୟନକୁ ୨,୬୫,୮୦୮ କୋଟି, କୃଷି କ୍ଷେତ୍ରକୁ ୧,୫୧,୮୫୧ କୋଟି, ଗୃହ ବିଭାଗକୁ ୧,୫୦,୯୮୩ କୋଟି,…
ଶସ୍ତା ହେଲା ଏହି ସବୁ ଜିନିଷ
ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ବଜେଟ୍ ଉପସ୍ଥାପନ କରିଛନ୍ତି। ବଜେଟରେ କଣ ଶସ୍ତା ହେଲା ତାକୁ ନେଇ ଅର୍ଥମନ୍ତ୍ରୀ କହିଛନ୍ତି । ନିର୍ମଳା ସୀତାରମଣ ତାଙ୍କ ବଜେଟ୍ ଅଭିଭାଷଣରେ ଗରିବ, ଯୁବପିଢ଼ି, ମହିଳା, କୃଷକ ଇତ୍ୟାଦିଙ୍କୁ ଗୁରୁତ୍ବ ଦେଇଥିବା ବେଳେ ସୁନା ଦର କମିଛି। ସୁନା ଓ ରୂପା…
ସେନା ଶିବିର ଉପରେ ଆତଙ୍କୀ ହମଲା
ଜମ୍ମୁ-କାଶ୍ମୀରର ରଜୌରୀ ଜିଲ୍ଲାର ଗୁଣ୍ଡା ଖବାସ ଅଞ୍ଚଳରେ ଭାରତୀୟ ସେନା ଉପରେ ଆତଙ୍କୀ ହମଲା ହୋଇଛି । ଏଥିରେ ଜଣେ ଯବାନ ଆହତ ହୋଇଛନ୍ତି । ଆତଙ୍କବାଦୀଙ୍କ ବଡଧରଣର ଏହି ଉଦ୍ୟମ ପଣ୍ଡ ହୋଇଛି । ବର୍ତ୍ତମାନ ମଧ୍ୟ ଉଭୟ ସେନା ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ଜାରି ରହିଛି । ଭାରତୀୟ ସେନା…
ବିଶ୍ୱ ଐତିହ୍ୟ ଅଧିବେଶନର ଆୟୋଜନ ଭାରତରେ ସଫଳତାର ନୂଆ କୀର୍ତ୍ତିମାନ ଗଢିବ- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ଦିଲ୍ଲୀସ୍ଥିତ ଭାରତ ମଣ୍ଡପରେ ଆରମ୍ଭ ହୋଇଛି ବିଶ୍ୱ ଐତିହ୍ୟ କମିଟିର ୪୬ ତମ ଅଧିବେଶନ। ଦେଶରେ ପ୍ରଥମ ଥର ହେଉଥିବା ଏହି ବୈଠକକୁ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ ବିଶ୍ୱ ଐତିହ୍ୟ କମିଟିକୁ ୧୦ ଲକ୍ଷ ଡଲାର ସହାୟତା ଘୋଷଣା କରିଛନ୍ତି ।…
କାଲିଠୁ ସଂସଦର ମୌସୁମୀ ଅଧିବେଶନ
ସଂସଦର ମୌସୁମୀ ଅଧିବେଶନ ପୂର୍ବରୁ ସର୍ବଦଳୀୟ ବୈଠକ ଡକାଯାଇଛି। ମୌସୁମୀ ଅଧିବେଶନ ସମୟରେ ସାଂସଦମାନେ ଯେପରି କାର୍ଯ୍ୟରେ କୌଣସି ପ୍ରକାର ବାଧା ସୃଷ୍ଟି ନ କରିବେ ସେଥିଲାଗି ସଂସଦୀୟ ଶିଷ୍ଟାଚାର ଉପରେ ଧ୍ୟାନ ନିବେଶ କରିବାକୁ କୁହାଯାଇଛି। ସର୍ବଦଳୀୟ ବୈଠକରେ କଂଗ୍ରେସ ତରଫରୁ ଗୌରବ ଗୋଗୋଇ ଏବଂ…
କର୍ନାଟକରେ ଭୂସ୍ଖଳନ
ଉତ୍ତର କର୍ନାଟକରେ ଭୂସ୍ଖଳନ ଯୋଗୁ ବଡ଼ ଧରଣର ଅଘଟଣ ଘଟିଛି। ଭୂସ୍ଖଳନ ଯୋଗୁ ୭ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩ ଜଣ ବର୍ତ୍ତମାନ ସୁଦ୍ଧା ନିଖୋଜ ଅଛନ୍ତି।ଡେପୁଟି କମିଶନର କହିଛନ୍ତି, ୧୦ ଜଣ ନିଖୋଜ ଥିଲେ। ସେମାନଙ୍କ ମଧ୍ୟରୁ ୭ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଥିବା ବେଳେ ଆଉ ୩ ଜଣ ବର୍ତ୍ତମାନ…