Trending
- ଚାଷୀଙ୍କ ଆକାଉଣ୍ଟକୁ ଗଲା ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୨୪ତମ କିସ୍ତି
- ବାତ୍ୟା ଅର୍ଣ୍ଣବ ପରେ ଗଞ୍ଜାମ ଓ ଗଜପତିରେ ବ୍ୟାପକ କ୍ଷୟକ୍ଷତି – ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
Browsing Category
National
ଦାୟିତ୍ଵ ଗ୍ରହଣ କଲେ ଦେଶର ନୂଆ ମୁଖ୍ୟ ନିର୍ବାଚନ ଆୟୁକ୍ତ
ଦାୟିତ୍ଵ ଗ୍ରହଣ କଲେ ଦେଶର ନୂଆ ମୁଖ୍ୟ ନିର୍ବାଚନ ଆୟୁକ୍ତ(ସିଇସି)। ଆଇଏଏସ ଜ୍ଞାନେଶ କୁମାର ବୁଧବାର ୨୬ତମ ମୁଖ୍ୟ ନିର୍ବାଚନ ଆୟୁକ୍ତ ଭାବେ ଦାୟିତ୍ଵ ଗ୍ରହଣ କରିଛନ୍ତି। ଜ୍ଞାନେଶ କୁମାର ୨୦୨୪ ମସିହା ମାର୍ଚ୍ଚ ମାସରୁ ନିର୍ବାଚନ ଆୟୁକ୍ତ ଭାବେ କାର୍ଯ୍ୟରତ ଥିଲେ ଏବଂ ସୋମବାର ତାଙ୍କୁ ମୁଖ୍ୟ…
କତର ଏବଂ ଭାରତ ମଧ୍ୟରେ ବାଣିଜି୍କ କାରବାରକୁ ନେଇ ଚୁକ୍ତି ସ୍ବାକ୍ଷର ହୋଇଛି
କତର ଏବଂ ଭାରତ ସେମାନଙ୍କ ମଧ୍ୟରେ ଥିବା ସମ୍ପର୍କକୁ ଏକ ରଣନୀତିକ ସହଭାଗିତାକୁ ବୃଦ୍ଧି କରିବାପାଇଁ ରାଜି ହୋଇଛନ୍ତି। ଏନେଇ କତର ଏବଂ ଭାରତ ମଧ୍ୟରେ ଏକ ଚୁକ୍ତି ସ୍ବାକ୍ଷର ହୋଇଛି। ନୂଆଦିଲ୍ଲୀର ହାଇଦ୍ରାବାଦ ହାଉସରେ ଆଜି ପ୍ରଧାନମନ୍ତ୍ରୀ ଏବଂ କତର ଅମିର ଶେଖ ତମିମ ବିନ୍ ହମାଦ ଅଲ…
ସୋସିଆଲ ମିଡିଆରେ ଅଶ୍ଳୀଳ କଣ୍ଟେଣ୍ଟ ରୋକିବାକୁ କେନ୍ଦ୍ରକୁ ନିର୍ଦ୍ଦେଶ ଦେଲେ ସୁପ୍ରିମକୋଟ
ୟୁଟ୍ୟୁବ୍ ଏବଂ ଅନ୍ୟାନ୍ୟ ସୋସିଆଲ୍ ମିଡିଆ ପ୍ଲାଟ୍ଫର୍ମଗୁଡ଼ିକରେ ‘ଅଶ୍ଳୀଳ କଣ୍ଟେଣ୍ଟ’ ପୋଷ୍ଟ ହେଉଥିବାରୁ ସେଗୁଡ଼ିକୁ ନିୟନ୍ତ୍ରଣ କରିବା ପାଇଁ କେନ୍ଦ୍ର ସରକାର ବିଚାର କରନ୍ତୁ ବୋଲି ସୁପ୍ରିମକୋର୍ଟ ମଙ୍ଗଳବାର ଆହ୍ବାନ ଦେଇଛନ୍ତି। କେତେକ ଚ୍ୟାନେଲ୍ ଏହି ପ୍ଲାଟ୍ଫର୍ମଗୁଡ଼ିକର…
ଫୁଟବଲ ମ୍ୟାଚ୍ବେଳେ ବଡ଼ ଦୁର୍ଘଟଣା
ମାଲାପ୍ପୁରମ ଜିଲାର ଆରିକୋଡ ସହରରେ ଏକ ଫୁଟବଲ ମ୍ୟାଚ ସମୟରେ ଅଗ୍ନିକାଣ୍ଡରେ ୩୦ରୁ ଅଧିକ ଦର୍ଶକ ପୋଡ଼ି ଯାଇଛନ୍ତି। ମ୍ୟାଚ ଆରମ୍ଭ ହେବାର ଠିକ ପୂର୍ବରୁ ଏହି ଘଟଣା ଘଟିଥିଲା।
ମ୍ୟାଚ ପୂର୍ବରୁ ଆୟୋଜକମାନେ ଏଠାରେ ଏକ ବିଶାଳ ଆତସବାଜି ପ୍ରଦର୍ଶନର ଆୟୋଜନ କରିଥିଲେ। ଏହି ସମୟରେ ଷ୍ଟାଡିୟମରେ…
ଜ୍ଞାନେଶ କୁମାର ହେବେ ଦେଶର ପରବର୍ତ୍ତୀ ମୁଖ୍ୟ ନିର୍ବାଚନ କମିଶନର
ବରିଷ୍ଠ ପ୍ରଶାସନିକ ଅଧିକାରୀ ଜ୍ଞାନେଶ କୁମାର ହେବେ ଦେଶର ପରବର୍ତ୍ତୀ ମୁଖ୍ୟ ନିର୍ବାଚନ କମିଶନର । ସେ ବର୍ତ୍ତମାନ ସିଇସି ଥିବା ରାଜୀବ କୁମାରଙ୍କ ସ୍ଥାନ ନେବେ। ନିଯୁକ୍ତିକୁ ନେଇ ଆଇନ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୯୮୮ ବ୍ୟାଚର କେରଳ କ୍ୟାଡର ଆଇଏଏସ ହେଉଛନ୍ତି…
ହିରୋଇନ ଶ୍ରୀଲୀଲାଙ୍କ ପ୍ରେମରେ କାର୍ତ୍ତିକ
ଦକ୍ଷିଣୀ ସୁନ୍ଦରୀଙ୍କ ପ୍ରେମରେ ପଡିଛନ୍ତି ଅଭିନେତା କାର୍ତ୍ତିକ ଆର୍ଯ୍ୟନ। ଏହା ସତ କି ମିଛ ଫ୍ୟାନ୍ସଙ୍କ ମନରେ ପ୍ରଶ୍ନ ଉଠୁଥିବାବେଳେ ପ୍ରକୃତରେ ସେମିତି କିଛି ନାହିଁ। କହିବାକୁ ଗଲେ କାର୍ତ୍ତିକ ଏକ ନୂଆ ଫିଲ୍ମରେ ନଜର ଆସୁଛନ୍ତି । ଯେଉଁଥିରେ ତାଙ୍କ ବିପକ୍ଷରେ ଅଛନ୍ତ ଜଣେ ସାଉଥ…
ଆଇପିଏଲର ପ୍ରଥମ ମ୍ୟାଚ୍ରେ KKRକୁ ଭେଟିବ RCB
ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୫ ସଂସ୍କରଣର ସମ୍ପୂର୍ଣ୍ଣ ଖେଳ ସୂଚୀ ରବିବାର ଜାରି ହୋଇଛି । ପ୍ରଥମ ମ୍ୟାଚ୍ ଇଡେନ୍ ଗାର୍ଡେନରେ ଖେଳାଯିବ । ଯେଉଁଠି କୋଲକାତା ନାଇଟ୍ ରାଇଡର୍ସକୁ ଭେଟିବ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ । ମାର୍ଚ୍ଚ ୨୨ରୁ ଆରମ୍ଭ ହେବ ଓ ଆଇପିଏଲ୍ର ଫାଇନାଲ୍ ମ୍ୟାଚ୍…
ମହାରାଷ୍ଟ୍ର ଆଣିବ ବାଧ୍ୟତାମୂଳକ ଧର୍ମାନ୍ତରିକରଣ ଓ ଲଭ୍ ଜିହାଦ ବିରୋଧରେ ଆଇନ
ବଳପୂର୍ବକ ଧର୍ମ ପରିବର୍ତ୍ତନ ଏବଂ ଲଭ୍ ଜିହାଦ ବିରୋଧରେ ଖୁବ୍ଶୀଘ୍ର ମହାରାଷ୍ଟ୍ର ସରକାର ଆଇନ ଆଣିବାକୁ ଯାଉଛନ୍ତି। ଏଥିପାଇଁ ରହିଥିବା ଦିଗଗୁଡ଼ିକୁ ଅଧ୍ୟୟନ କରିବା ଲାଗି ଶନିବାର ମହାରାଷ୍ଟ୍ର ସରକାର ରାଜ୍ୟ ଡିଜିପି ସଞ୍ଜୟ ବର୍ମାଙ୍କ ଅଧ୍ୟକ୍ଷତାରେ ଏକ ୭ ଜଣିଆ କମିଟି ଗଠନ କରିଛନ୍ତି। ଏହି…
ଆଜି ହୋଇପାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ମନୋନୟନ,କାହା ନାଁରେ ବାଜିବ ମୋହର
ଦିଲ୍ଲୀ ବିଧାନସଭା ନିର୍ବାଚନରେ ବିଜେପି ଏକକ ସଂଖ୍ୟାଗରିଷ୍ଠତା ହାସଲ କରି କ୍ଷମତାକୁ ଫେରିଥିବାବେଳେ ସରକାର ଗଠନ ବିଳମ୍ବିତ ହୋଇଛି। ବିଜେପି ସରକାରରେ କିଏ ମୁଖ୍ୟମନ୍ତ୍ରୀ ହେବେ ତାହା ଦଳ ଚୂଡାନ୍ତ କରିପାରି ନାହିଁ। ମୁଖ୍ୟମନ୍ତ୍ରୀ ପଦକୁ ନେଇ ସନ୍ଦେହ ଲାଗି ରହିଥିବାବେଳେ ସୋମବାର ଏ…
ରାଜଧାନୀ ଦିଲ୍ଲୀରେ ଭୂକମ୍ପ ଅନୁଭୂତ
ରାଜଧାନୀ ଦିଲ୍ଲୀର ଏନ୍ସିଆର୍ ସମତେ ଉତ୍ତର ଭାରତରେ ସୋମବାର ସକାଳ ୫.୩୬ ମିନିଟ୍ରେ ଶକ୍ତିଶାଳୀ ଭୂକମ୍ପ ଝଟ୍କା ଅନୁଭୂତ ହୋଇଛି। ଜାତୀୟ ଭୂକମ୍ପ କେନ୍ଦ୍ର ସୂଚନା ଅନୁଯାୟୀ, ରିକ୍ଟର ସ୍କେଲ୍ରେ ଏହାର ତୀବ୍ରତା ୪.୦ ଥିଲା। ପ୍ରାରମ୍ଭିକ ସୂଚନା ଅନୁଯାୟୀ ଏହି ଭୂମ୍ପର କେନ୍ଦ୍ରସ୍ଥଳ…