Trending
- ଅକ୍ଷୟ ତୃତୀୟା ଅବସରରେ ୫୦ ଲକ୍ଷରୁ ଊର୍ଦ୍ଧ୍ବ ଚାଷୀଙ୍କୁ ୧ ହଜାର କୋଟି ଟଙ୍କାର ସହାୟତା ରାଶି ବାଣ୍ଟିଛନ୍ତି ମୁଖ୍ୟମନ୍ତ୍ରୀ
- ଆଗାମୀ ଜନଗଣନା ପ୍ରକ୍ରିୟାରେ ଜାତିଗଣନାକୁ ଅନ୍ତର୍ଭୁକ୍ତ ହେବ
- ବୋମା ମାଡ଼ ଘଟଣା ୩ଅଭିଯୁକ୍ତ ଗିରଫ
- ନିଆଁ ଲାଗି ପୋଡିଗଲା ୩ବଖରା ଚାଳ ଘର ଓ ଗୋଟିଏ ଦୋକାନ ଗୃହ
- ଟାଙ୍ଗୀ ବ୍ଲକ କଂଗ୍ରେସ ର ମହମବତୀ ଶୋଭାଯାତ୍ରା
- ପହଲଗାମ ଆତଙ୍କୀ ଆକ୍ରମଣ ଘଟଣାର ଦୋଷୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଆଜିର ବୈଠକରେ ନିର୍ଦ୍ଦେଶ ଦେଇଛନ୍ତି ମୋଦୀ
- ପୁଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି ୨୪ ମାଓବାଦୀ
- ବିଭିନ୍ନ କ୍ଷେତ୍ରରେ ବଳିଷ୍ଠ ଅବଦାନ ପାଇଁ ୭୧ ଜଣଙ୍କୁ ପଦ୍ମ ସମ୍ମାନରେ ସମ୍ମାନିତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
- ପହଲଗାମରେ ଆତଙ୍କବାଦୀ ଆକ୍ରମଣର ସବୁଠାରୁ ଡରାଇଲା ଭଳି ଭିଡିଓ ସାମ୍ନାକୁ ଆସିଛି
- ମୁମ୍ବାଇ ଆକ୍ରମଣର ମାଷ୍ଟରମାଇଣ୍ଡ ତହୱୁର ହୁସେନ ରାଣାର ଏନଆଇଏ ହେପାଜତ ୧୨ ଦିନ ବୃଦ୍ଧି
Browsing Category
National
କେଜ୍ରିୱାଲଙ୍କୁ ଜାମିନ ମିଳିବା ସମ୍ଭାବନା କ୍ଷୀଣ!
ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଶୁକ୍ରବାର ଏକ ବଡ଼ ଦିନ। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଆଜି ଟ୍ରାଏଲ କୋର୍ଟରେ ମଦଫା ଦୁର୍ନୀତି ମାମଲାରେ ଏହାର ଚାର୍ଜସିଟ୍ ଦାଖଲ କରିବାକୁ ଯାଉଛି। ଏହାରି ମଧ୍ୟରେ ଚାର୍ଜସିଟ୍କୁ ନେଇ ବଡ଼ ଖୁଲାସା ହୋଇଛି। ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଚାର୍ଜସିଟ୍ରେ…
ଆଜି ଆସୁଛନ୍ତି ମୋଦୀ
ଆଜି ଭୁବନେଶ୍ୱର ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ରାତି ୮ଟାରେ ଭୁବନେଶ୍ୱରରେ ପହଞ୍ଚିବା ପରେ ରୋଡ୍ ସୋ କରିବେ ମୋଦୀ । ରାଜ୍ୟ ବିଜେପି କାର୍ଯ୍ୟାଳୟରୁ ବାଣୀବିହାର ଯାଏଁ ହେବ ରୋଡ୍ ସୋ । ରାତି ସାଢ଼େ ୯ଟା ଯାଏଁ ଚାଲିବ ମୋଦୀଙ୍କ ରୋଡ୍ ସୋ । ମାଷ୍ଟରକ୍ୟାଣ୍ଟିନ୍ ଠାରୁ ବାଣୀ…
ବିଜେପିର ବଡ଼ କାର୍ଯ୍ୟାନୁଷ୍ଠାନ
ଲୋକସଭା ନିର୍ବାଚନ ପାଇଁ ସାରା ଦେଶରେ ସାତ ପର୍ଯ୍ୟାୟ ବିଶିଷ୍ଟ ମତଦାନ ପ୍ରକ୍ରିୟା ଜାରି ରହିଛି । ଏହା ମଧ୍ୟରେ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ପର୍ଯ୍ୟାୟ ମତଦାନ ସମାପ୍ତ ହୋଇଥିବା ବେଳେ ଆଗକୁ ଆଉ ୪ଟି ପର୍ଯ୍ୟାୟରେ ମତଦାନ ଗ୍ରହଣ କରାଯିବ । ତେବେ ରାଜନୈତିକ ଦଳମାନେ ବିଭିନ୍ନ ପର୍ଯ୍ୟାୟରେ…
ଭୋଟ୍ ଦେଲେ ପ୍ରଧାନମନ୍ତ୍ରୀ , ଅହମ୍ମଦାବାଦ ସ୍ଥିତ ନିସାନ ହାଇୟର ସେକେଣ୍ଡାରୀ ସ୍କୁଲରେ ମତ ସାବ୍ୟସ୍ତ କଲେ ନରେନ୍ଦ୍ର…
ଭୋଟ୍ ଦେଲେ ପ୍ରଧାନମନ୍ତ୍ରୀ । ସକାଳୁ ସକାଳୁ କଡା ସୁରକ୍ଷା ବଳୟ ଭିତରେ ଯାଇ ନିଜ ମତ ସାବ୍ୟସ୍ତ କରିଛନ୍ତି । ଗୁଜରାଟ, ଅହମ୍ମଦାବାଦ ସ୍ଥିତ ନିସାନ ହାଇୟର ସେକେଣ୍ଡାରୀ ସ୍କୁଲରେ ମତ ସାବ୍ୟସ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ତାଙ୍କ ସାଥିରେ ଗୃହମନ୍ତ୍ରୀ ଅମିତ ଶାହା ଉପସ୍ଥିତ…
ରାଜ୍ୟରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି
ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ବିଜ୍ଞପ୍ତି ରାଜ୍ୟରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ରାଜ୍ୟର ୬ ଲୋକସଭା ଆସନ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁରରେ ଭୋଟ୍ ଗ୍ରହଣ ହେବ । ଏହା ଅଧୀନରେ ଥିବା ସମସ୍ତ ୪୨ଟି ବିଧାନସଭା…
ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ , ୧୨ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୯୪ ଆସନରେ ଭୋଟିଂ
ଆଜି ତୃତୀୟ ପର୍ଯ୍ୟାୟ ନିର୍ବାଚନ । ୧୨ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୯୪ ଆସନ ପାଇଁ ଆରମ୍ଭ ହୋଇଛି ଭୋଟିଂ । ସନ୍ଧ୍ୟା ସାଢ଼େ ୬ଟା ଯାଏ ମତଦାନ କରିପାରିବେ ଭୋଟର । ୯୪ ସଂସଦୀୟ କ୍ଷେତ୍ରରେ ନିଜ ମନ ପସନ୍ଦର ନେତା ବାଛିବେ ୧୭ କୋଟି ୨୪ ଲକ୍ଷ ମତଦାତା । ଏଥିପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା ସହ…
ଭାରତ-କାନାଡ଼ା ସମ୍ପର୍କ ବିଗିଡ଼ିଛି
କାନାଡ଼ାର ବ୍ରିଟିସ କଲମ୍ବିଆରେ ଗତବର୍ଷ ଖାଲିସ୍ତାନୀ ଆତଙ୍କବାଦୀ ହରଦୀପ ସିଂହ ନିଜାର ହତ୍ୟା ମାମଲା ଗମ୍ଭୀର ରୂପ ନେଇଛି। ଗତକାଲି ଏହି ମାମଲାରେ ସଂପୃକ୍ତ ହିଟ୍ ସ୍କ୍ବାଡ୍ର ତିନି ସଦସ୍ୟଙ୍କୁ କାନାଡ଼ା ପୁଲିସ ଗିରଫ କରିଛି। ଏଥିସହିତ ଏହି ଘଟଣାଟି ନୂଆ ମୋଡ଼ ନେଇଛି। ଠିକ୍ ଏହି ସମୟରେ ଆଜି…
କାଲି ଓଡ଼ିଶା ଆସୁଛନ୍ତି ମୋଦୀ
ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ରାତି ସାଢ଼େ ୯ଟାରେ ଭୁବନେଶ୍ୱର ପହଞ୍ଚିବେ । ଏହା ସହ କାଲି ଭୁବନେଶ୍ୱରରେ ରାତ୍ରୀଯାପନ କରିବା ସହ ସୋମବାର ବ୍ରହ୍ମପୁର ଏବଂ ନବରଙ୍ଗପୁରରେ ପ୍ରଧାନମନ୍ତ୍ରୀଙ୍କ ସଭା ଆୟୋଜିତ ହେବ । ଏନେଇ ବିଜେପି ରାଜ୍ୟ ଉପସଭାପତି ଗୋଲକ…
ଆଜି ରାୟଗଡା ଆସିବେନି ରାହୁଲ , ନାମାଙ୍କନ ଦାଖଲ ଯୋଗୁଁ ଓଡିଶା ଗସ୍ତ ବାତିଲ
ଆଜି ରାୟଗଡା ଆସିବେନି କଂଗ୍ରେସ ନେତା ରାହୁଲ ଗାନ୍ଧୀ । ଆଜି କଂଗ୍ରସର ରାୟବରେଲି ଆସନ ପାଇଁ ରାହୁଲ ନାଁ ଘୋଷଣା କରିବା ପରେ ଆଜି ରାୟବରେଲିରେ ନାମାଙ୍କନ ଭରିବେ ରାହୁଲ । ଏଥିପାଇଁ ତାଙ୍କ ଓଡିଶା ଗସ୍ତ ବାତିଲ କରାଯାଇଥିବା ସୂଚନା ଦେଇଛନ୍ତି କଂଗ୍ରେସ ଇସ୍ତାହାର କମିଟି ମୁଖ୍ୟ ପ୍ରସାଦ…
CPI ଜାତୀୟ ସଚିବ ଅତୁଲ କୁମାର ଅଞ୍ଜାନଙ୍କ ପରଲୋକ
ଭାରତୀୟ କମ୍ୟୁନିଷ୍ଟ ପାର୍ଟି(CPI)ର ଜାତୀୟ ସଚିବ ଅତୁଲ କୁମାର ଅଞ୍ଜାନଙ୍କ ଶୁକ୍ରବାର ନିଧନ ହୋଇଛି । ସେ ଦୀର୍ଘ ଏ ମାସ ଧରି ଲକ୍ଷ୍ନୌର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ୧୯୭୭ରେ ଲକ୍ଷ୍ନୌ ବିଶ୍ୱବିଦ୍ୟାଳୟ ଛାତ୍ର ସଂଘର ସଭାପତି ଭାବେ ରାଜନୀତି ଆରମ୍ଭ କରିଥିବା ଅତୁଲ…