Trending
- ବାଲିଯାତ୍ରା ଏକ ପର୍ବ ନୁହେଁ, ଏହା ଓଡ଼ିଶାର ଗୌରବମୟ ନୌବାଣିଜ୍ୟ ଐତିହ୍ୟ ଓ ସାଧବଙ୍କ ଦୁଃସାହସିକ ମନୋବଳର ପ୍ରତୀକ
- ବେଦାନ୍ତ ଆଲୁମିନିୟମ୍ ଝାରସୁଗୁଡାରେ ସାଇବର ସୁରକ୍ଷା ସଚେତନତା ଅଭିଯାନ – ଓଡିଶା ୨୦୨୫’ ଅଧିବେଶନର ଆୟୋଜିତ
- ଅଙ୍ଗନବାଡ଼ି ଚଣା ଓ ମୁଢ଼ି ଯୋଗାଣରେ ଅନିୟମିତତା ଅଭିଯୋଗ
- ଜାନୁଆରି ୧ ରେ ଆରମ୍ଭ ହେବ ଝାରସୁଗୁଡ଼ା ଜିଲ୍ଲା ମହୋତ୍ସବ ଦୁଲଦୁଲି
- ଆୟକର ଫାଙ୍କି ନେଇ ଉତ୍କଳ ବିଲ୍ଡର୍ସରେ ଚଢ଼ଉ
- ଆଜି କାର୍ତ୍ତିକପୂର୍ଣ୍ଣିମାରୁ ଆରମ୍ଭ ହେବ କଟକର ଐତିହାସିକ ବାଲିଯାତ୍ରା
- ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା, ରାଜ୍ୟର ବିଭିନ୍ନ ସ୍ଥାନରେ ବୋଇତ ବନ୍ଦାଣ କାର୍ଯ୍ୟକ୍ରମ ଅନୁଷ୍ଠିତ
- ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ବିମାନ ଯାଞ୍ଚ
- ଆଜି କାର୍ତ୍ତିକ ମାସ ଶୁକ୍ଳପକ୍ଷ ପବିତ୍ର ଚତୁର୍ଦ୍ଦଶୀ ତିଥି,ଶ୍ରୀମନ୍ଦିରରେ ‘ଲକ୍ଷ୍ମୀ ନୃସିଂହ’ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ
- ନୀତିଶଙ୍କ ବିକାଶ ବନାମ ଲାଲୁଙ୍କ ଜଙ୍ଗଲରାଜ
Browsing Category
National
କେରଳର ୱାୟନାଡ଼ ଭୂସ୍ଖଳନ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ପ୍ରଧାନମନ୍ତ୍ରୀ
କେରଳର ୱାୟନାଡ଼ ଭୂସ୍ଖଳନ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଆକାଶମାର୍ଗରୁ ନୀରିକ୍ଷଣ କରିବା ସହ ଭୁସ୍ଖଳନ ଦ୍ୱାରା ହୋଇଥିବା କ୍ଷୟକ୍ଷତିର ସମୀକ୍ଷା କରିଛନ୍ତି ପ୍ରଧାନମନ୍ତ୍ରୀ। ଏହି ସମୀକ୍ଷା ପରେ କେରଳ ଭୁସ୍ଖଳନ ପୀଡିତଙ୍କ ପାଇଁ ସ୍ୱତନ୍ତ୍ର ପ୍ୟାକେଜ…
ଏୟାର ଇଣ୍ଡିଆ ବିମାନ ସେବା ସ୍ଥଗିତ
ଇସ୍ରାଏଲ୍ ଓ ଇରାନ ମଧ୍ୟରେ ଉତ୍ତେଜନା ବଢ଼ୁଥିବାରୁ ଏୟାର ଇଣ୍ଡିଆ କର୍ତ୍ତୃପକ୍ଷ ତେଲ୍ ଆଭିଭ୍କୁ ପରବର୍ତ୍ତୀ ନୋଟିସ ପର୍ଯ୍ୟନ୍ତ ବିମାନ ସେବା ସ୍ଥଗିତ ରଖିଛନ୍ତି। ପୂର୍ବରୁ ଟାଟା ଗ୍ରୁପ୍ ମାଲିକାନାରେ ଥିବା ଉକ୍ତ ଏୟାରଲାଇନ୍ସ ଅଗଷ୍ଟ ୮ ପର୍ଯ୍ୟନ୍ତ ଦିଲ୍ଲୀରୁ ତେଲ୍ ଆଭିଭ୍ ବିମାନ ସେବା…
ଓ୍ବକ୍ଫ ବିଲ୍କୁ ନେଇ ସଂସଦରେ ଝଡ଼
ଲୋକ ସଭାରେ ଆଗତ ପ୍ରଥମ ଗୁରୁତ୍ୱପୂର୍ଣ୍ଣ ବିଧେୟକ ଓ୍ବକ୍ଫ (ସଂଶୋଧନ) ବିଲ୍କୁ ନେଇ ବିବାଦ ମୁଣ୍ଡ ଟେକିଛି। କେନ୍ଦ୍ର ସଂଖ୍ୟାଲଘୁ ବ୍ୟାପାର ମନ୍ତ୍ରୀ କିରେନ୍ ରିଜିଜୁଙ୍କ ଦ୍ୱାରା ଆଗତ ଉକ୍ତ ବିଲ୍ରେ ଥିବା ନିୟମକୁ ନେଇ ବିରୋଧୀ ସଦସ୍ୟମାନେ ଆପତ୍ତି ଉଠାଇ ହଟ୍ଟଗୋଳ କରିଛନ୍ତି। ଏହା ପରେ…
ପାଳିତ ହେବ ‘ହର ଘର ତିରଙ୍ଗା’ ଅଭିଯାନର ତୃତୀୟ ସଂସ୍କରଣ
ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ‘‘ହର ଘର ତିରଙ୍ଗା’’ ଅଭିଯାନର ତୃତୀୟ ସଂସ୍କରଣ ଚଳିତ ଅଗଷ୍ଟ ମାସ ୯ରୁ ୧୫ ପର୍ଯ୍ୟନ୍ତ ପାଳନ କରାଯିବ ବୋଲି କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତ ଆଜି ଘୋଷଣା କରିଛନ୍ତି। ଆଜି ନୂଆଦିଲ୍ଲୀରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ…
ଇତିହାସ ରଚିବ ଇସ୍ରୋ
ଅଗଷ୍ଟ ୧୫ରେ SSLV-D3 ରକେଟରେ ଉତକ୍ଷେପଣ ହେବ ଆର୍ଥ ଅବଜର୍ଭେସନ୍ ସାଟେଲାଇଟ୍ EOS-08 । ଶ୍ରୀହରିକୋଟାରୁ ସକାଳ ୯ଟା ୧୭ରେ ଏହି ଲଞ୍ଚ ହେବ। ଏହା ସ୍ମଲ୍ ସାଟେଲାଇଟ୍ ଲଞ୍ଚ ଭେହିକିଲ୍ ବା SSLVର ତୃତୀୟ ତଥା ଚୂଡ଼ାନ୍ତ ଉଡ଼ାଣ ହେବାକୁ ଯାଉଛି । ଫଳରେ SSLV ଡେଭଲପମେଣ୍ଟ ପ୍ରୋଜେକ୍ଟ ସଂପୂର୍ଣ୍ଣ…
ପଶ୍ଚିମବଙ୍ଗ ପୂର୍ବତନ ମୁଖ୍ୟମନ୍ତ୍ରୀ ବୁଦ୍ଧଦେବ ଭଟ୍ଟାଚାର୍ଯ୍ୟଙ୍କ ପରଲୋକ
ଦୀର୍ଘ ଦିନର ଅସୁସ୍ଥତା ପରେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସିପିଏମ ନେତା ବୁଦ୍ଧଦେବ ଭଟ୍ଟାଚାର୍ୟ୍ୟଙ୍କ ଗୁରୁବାର ସକାଳେ କୋଲକାତାରେ ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ ହୋଇଥିଲା। ଜୁଲାଇ ୨୯ ତାରିଖରେ ଭଟ୍ଟାଚାର୍ୟ୍ୟଙ୍କୁ ଆଲିପୋରର ଏକ ଘରୋଇ ଡାକ୍ତରଖାନାରେ…
ରାଷ୍ଟ୍ରୀୟ ବିଜ୍ଞାନ ପୁରସ୍କାର
ଚଳିତ ମାସ ଅଗଷ୍ଟ ୨୩ ତାରିଖ ତଥା ଜାତୀୟ ମହାକାଶ ଦିବସ ଅବସରରେ ଏହି ପୁରସ୍କାର ପ୍ରଦାନ କରାଯିବ ବୋଲି କେନ୍ଦ୍ର ସରକାରଙ୍କ ପକ୍ଷରୁ ସୂଚନା ମିଳିଛି। ପ୍ରଥମ ଥର ପାଇଁ ପ୍ରଦାନ କରାଯାଉଥିବା ଏହି ପୁରସ୍କାରର ଉଦ୍ଦେଶ୍ୟ ହେଉଛି ବିଜ୍ଞାନ, ପ୍ରଯୁକ୍ତି ବିଦ୍ୟା ଏବଂ ପ୍ରଯୁକ୍ତି ବିଦ୍ୟା ଭିତ୍ତିକ…
ଶପଥ ନେବେ ମହମ୍ମଦ ୟୁନୁସ
ରାଷ୍ଟ୍ରପତି ମହମ୍ମଦ ଶାହାବୁଦ୍ଦିନ ପାର୍ଲାମେଣ୍ଟକୁ ଭଙ୍ଗକରି ନୋବେଲ ପୁରସ୍କାର ବିଜେତା ମହମ୍ମଦ ୟୁନୁସ୍ଙ୍କୁ ଅନ୍ତରୀରଣ ସରକାରରେ ମୁଖ୍ୟ ପରାମର୍ଶଦାତା ନିଯୁକ୍ତ କରିଛନ୍ତି। ୮୪ ବର୍ଷୀୟ ୟୁନୁସ୍ ଷ୍ଟୁଡେଣ୍ଟ୍ସ ଏଗେନ୍ଷ୍ଟ ଡିସ୍କ୍ରିମିନେଶନ୍ ଆନ୍ଦୋଳନର ନେତୃତ୍ୱ ନେଇଥିବା ‘ସାହସୀ…
ଅଧିକ ଓଜନ ହେତୁ ଅଯୋଗ୍ୟା ହେଲେ ଭିନେଶ ଫୋଗଟ
ପ୍ୟାରିସ୍ ଅଲିମ୍ପିକ୍ସ ୧୨ ଦିନରେ ପହଞ୍ଚିଥିବା ବେଳେ ଆଜି ଅଲିମ୍ପିକ୍ ଗେମ୍ସରେ ଏକ କୁସ୍ତି ଇଭେଣ୍ଟର ଫାଇନାଲରେ ପ୍ରବେଶ କରିଥିବା ପ୍ରଥମ ଭାରତୀୟ ମହିଳା ଭିନେଶ ଫୋଗଟଙ୍କ ଉପର ସଭିଙ୍କ ନଜର ରହିଥିଲା। ସେ ସ୍ବର୍ଣ୍ଣ ପଦକ ଜିତିବେ ବୋଲି ଆଶା କରାଯାଉଥିବା ବେଳେ ସେହି ଆଶା ଆଶାରେ ହିଁ…
ଚୀନ୍-ପାକ୍ ଷଡ଼୍ଯନ୍ତ୍ର
ବାଂଲାଦେଶରେ ଏବେ ଯେଉଁ ଅରାଜକ ସ୍ଥିତି ଆସିଛି ତା’ ପଛରେ ଚୀନ୍ ଏବଂ ପାକିସ୍ତାନର ବଡ଼ ଧରଣର ଷଡ଼୍ଯନ୍ତ୍ର ଅଛି। ସଂରକ୍ଷଣକୁ ବିରୋଧ କରି ଦେଶବ୍ୟାପୀ ହିଂସାତ୍ମକ ଆନ୍ଦୋଳନ ଏବଂ ପରିଶେଷରେ ଶେଖ୍ ହସିନାଙ୍କ ୧୫ ବର୍ଷ ଶାସନର ଅନ୍ତ ଘଟିବା ଏକ ଯୋଜନାବଦ୍ଧ ଷଡ଼୍ଯନ୍ତ୍ର ବୋଲି ଗୁଇନ୍ଦା…