Trending
- ଚଳିତ ବର୍ଷ ଚିଲିକାକୁ ଆସିଛନ୍ତି ୧୦୬ ପ୍ରଜାତିର ୧୧ ଲକ୍ଷ ୧୦ ହଜାର ୨୫୭ ଟି ବିଦେଶାଗତ ପକ୍ଷୀ
- ଆଜି ଠୁ ଭକ୍ତ ନିବାସରେ ଲାଗୁ ହେବ ହେବ ନୂଆ ପାର୍କିଂ ଫି
- ଦାବି ପୂରଣ ନ ହେଲେ ୨୪ ରେ ରୁ ଗଡ଼ିବନି ଘରୋଇ ବସ
- ସରକାରଙ୍କ ଅନୁମତି ପରେ ଗଣତି ମଣତି ହେବ – ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ
- ହାୱଡ଼ାରୁ ଗୌହାଟୀ ଗଡ଼ିଲା ଦେଶର ପ୍ରଥମ ସ୍ଲିପର ବନ୍ଦେ ଭାରତ ଟ୍ରେନ୍
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
Browsing Category
National
ଦିଲ୍ଲୀ ବାୟୁ ପ୍ରଦୂଷଣ ରୋକିବାରେ କମିଶନ ବିଫଳ
ଶୁକ୍ରବାର ବାୟୁ ମାନ ପରିଚାଳନା କମିଶନ (ସିଏକ୍ୟୁଏମ୍)କୁ ଭର୍ତ୍ସନା କରିଛନ୍ତି। ପଡୋଶୀ ରାଜ୍ୟ ପଞ୍ଜାବ ଓ ହରିୟାଣାରେ ନଡ଼ାପୋଡ଼ି ଯୋଗୁ ଦିଲ୍ଲୀ ବାୟୁ ଅଧିକ ପ୍ରଦୂଷିତ ହେଉଥିବା ବେଳେ ଏହାକୁ ରୋକିବା ଦିଗରେ ସିଏକ୍ୟୁଏମ୍ ବିଫଳ ହୋଇଛନ୍ତି।ଏଦିଗରେ କମିଶନ ଅଧିକ ସକ୍ରିୟତାର ସହ ପଦକ୍ଷେପ…
ସଂସଦର ସଂସଦୀୟ ଷ୍ଟାଣ୍ଡିଂ କମିଟି ଗଠିତ : ରାହୁଳଙ୍କୁ ମିଳିଲା ସୋନିଆ ଗାନ୍ଧୀଙ୍କୁ ମିଳିଲାନି ସ୍ଥାନ
ସଂସଦର ସଂସଦୀୟ ଷ୍ଟାଣ୍ଡିଂ କମିଟି ଗଠିତ ହୋଇଛି। କେନ୍ଦ୍ର ସରକାରଙ୍କ ପକ୍ଷରୁ ଗତକାଲି ଏହି କମିଟି ଗଠନ କରାଯାଇଛି। ବିରୋଧୀ ଦଳ ନେତା ରାହୁଲ ଗାନ୍ଧି ସଂସଦର ପ୍ରତିରକ୍ଷା କମିଟିର ସଦସ୍ୟତା ବଜାୟ ରଖିଥିବା ବେଳେ ଓଡିଶାର ବହୁ ସାଂସଦ ଏଥିରେ ସ୍ଥାନ ପାଇଛନ୍ତି। ଓଡିଶା ସାଂସଦ ଭର୍ତ୍ତୃହରି…
ଇନ୍ସ୍ୟୁରାନ୍ସ କରିବା ବେଳେ ଗଣିବାକୁ ପଡ଼ିପାରେ ମୋଟା ଅଙ୍କର ଟଙ୍କା
ଟ୍ରାଫିକ ନିୟମକୁ କଡ଼ାକଡ଼ି ପାଳନ କରିବା ଲାଗି ନୂଆ ନିୟମ ଆଣିପାରନ୍ତି କେନ୍ଦ୍ର ସରକାର। ପ୍ରସ୍ତାବିତ ନିୟମ ଆସିଲେ ବିଶେଷ କରି ଯେଉଁମାନଙ୍କର ଗାଡ଼ିରେ ପୂର୍ବରୁ ବିଭିନ୍ନ ଫାଇନ୍ ବା ଚାଲାଣ ଅଛି ସେମାନେ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି। ଏନେଇ ଦିଲ୍ଲୀ ଲେଫ୍ଟନାଣ୍ଟ ଗଭର୍ଣ୍ଣର ଭି.କେ…
ଶ୍ରମିକମାନଙ୍କର ସର୍ବନିମ୍ନ ମଜୁରୀ ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ
ଦିଲ୍ଲୀ ନୂଆ ମୁଖ୍ୟମନ୍ତ୍ରୀ ଆତିଶୀ ମାର୍ଲେନା ଶ୍ରମିକମାନଙ୍କୁ ପୂଜାଭେଟି ଦେଇଛନ୍ତି। ଦିଲ୍ଲୀର ଅସଂଗଠିତ କ୍ଷେତ୍ରର କୁଶଳୀ, ଅର୍ଦ୍ଧ-କୁଶଳୀ ଏବଂ କୁଶଳୀ ଶ୍ରମିକମାନଙ୍କର ସର୍ବନିମ୍ନ ମଜୁରୀ ବୃଦ୍ଧି କରାଯାଇଛି |
ଦାୟିତ୍ବ ଗ୍ରହଣ କରିବା ପରେ ମୁଖ୍ୟମନ୍ତ୍ରୀ ଆତିଶୀ ତାଙ୍କର ପ୍ରଥମ…
ପରିସ୍ଥିତିରେ ଅନ୍ତରୀଣ ସରକାରଙ୍କୁ ସମର୍ଥନ କରିବୁ
ବାଂଲାଦେଶର ସେନା ମୁଖ୍ୟ ଜେନେରାଲ ୱାକର-ଉଜ୍-ଜମାନ୍ ରଏଟର୍ସ ନ୍ୟୁଜ୍ ଏଜେନ୍ସିକୁ କହିଛନ୍ତି ଯେ ଆସନ୍ତା ଦେଢ଼ ବର୍ଷ ମଧ୍ୟରେ ଦେଶରେ ନିର୍ବାଚନ ପାଇଁ ସେ ଅନ୍ତରୀଣ ସରକାରଙ୍କୁ ଗୁରୁତ୍ୱପୂର୍ଣ୍ଣ ସଂସ୍କାର କରିବାରେ ସାହାଯ୍ୟ କରିବେ । ଜେନେରାଲ ୱାକର ରଏଟର୍ସକୁ କହିଛନ୍ତି, ଯାହା ହେଉ ନା…
ତିରୁପତି ଲଡ଼ୁ ଘଟଣା
ବିଶ୍ବପ୍ରସିଦ୍ଧ ତିରୁମଲା ତିରୁପତି ଲଡ଼ୁରେ ଅପମିଶ୍ରଣକୁ ନେଇ ସୃଷ୍ଟି ହୋଇଥିବା ବିବାଦରେ ଆଜି ଖାଉଟି ବ୍ୟାପାର ମନ୍ତ୍ରଣାଳୟ ମୁହଁ ଖୋଲିଛି। ନମୁନାକୁ ଫୁଡ଼୍ ସେଫ୍ଟି ଆଣ୍ଡ୍ ଷ୍ଟାଣ୍ଡାର୍ଡସ୍ ଅଥରିଟି ଅଫ୍ ଇଣ୍ଡିଆ (ଏଫ୍ଏସ୍ଏସ୍ଏଆଇ)କୁ ପଠାଯାଇଛି। ରିପୋର୍ଟ ଆସିବା ପରେ ମନ୍ତ୍ରଣାଳୟ…
ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ବ ଗ୍ରହଣ କଲେ ଅତିଶୀ
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଆପ୍ ଆଦମୀ ପାର୍ଟି (ଆପ୍)ର ବରିଷ୍ଠ ନେତ୍ରୀ ଅତିଶୀ ତାଙ୍କର ଦାୟିତ୍ବ ଗ୍ରହଣ କରିଛନ୍ତି। କଂଗ୍ରେସ ଶିଲା ଦୀକ୍ଷିତ୍ ଏବଂ ବିଜେପିର ସୁଷମା ସ୍ୱରାଜଙ୍କ ପରେ ସେ ହେଉଛନ୍ତି ତୃତୀୟ ମହିଳା ଓ ଦିଲ୍ଲୀର ଅଷ୍ଟମ ମୁଖ୍ୟମନ୍ତ୍ରୀ। ଗତକାଲି ସେ ମୁଖ୍ୟମନ୍ତ୍ରୀ ଭାବେ…
କ୍ୱାଡ୍ ସମ୍ମିଳନୀରେ ମୋଦିଙ୍କ ବଡ଼ ଘୋଷଣା
ଭାରତ-ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳରେ ସର୍ଭିକାଲ କ୍ୟାନ୍ସର ମୁକାବିଲାକୁ ସୁଦୃଢ଼ କରିବା ପାଇଁ ଭାରତ ୭.୫ ନିୟୁତ ଡଲାର ଯୋଗାଇଦେବ ବୋଲି ପ୍ରତିଶ୍ରୁତି ଦେଇଛି।ରୋଗର ପରୀକ୍ଷା, ଯାଞ୍ଚ ଏବଂ ନିଦାନରେ ଏହି ଅର୍ଥ ବ୍ୟୟକରାଯିବ। କ୍ୱାଡ୍ ସମ୍ମିଳନୀ ଅବସରରେ କ୍ୟାନ୍ସର ମୁନ୍ଶୁଟ୍…
ଜାତିସଂଘର ସୁରକ୍ଷା ପରିଷଦର କଳେବରରେ ଆସିବ ସଂସ୍କାର
ଜାତିସଂଘର ସୁରକ୍ଷା ପରିଷଦର କଳେବରରେ ଆସିବ ସଂସ୍କାର। ଉଭୟ ସ୍ଥାୟୀ ଏବଂ ଅସ୍ଥାୟୀ ସଦସ୍ୟଙ୍କ ସଂଖ୍ୟା ବୃଦ୍ଧି ସହ ସୁରକ୍ଷା ପରିଷଦକୁ ଅଧିକ ଦକ୍ଷ, ଶକ୍ତିଶାଳୀ କରାଯିବ। ଆମେରିକାରେ ଆୟୋଜି କ୍ଵାଡ୍ ଶିଖର ସମ୍ମିଳନୀରେ ଭାରତ, ଆମେରିକା, ଜାପାନ ଏବଂ ଅଷ୍ଟେଲିଆ ମଧ୍ୟରେ ଏହି ସହମତି ପ୍ରକାଶ…
ଅମର ପ୍ରୀତ ସିଂହ ହେବେ ବାୟୁସେନାର ନୂଆ ମୁଖ୍ୟ
ଭାରତୀୟ ବାୟୁସେନାରେ ଅଧିକାରୀ ଚାକିରି ଏନଡିଏ, ସିଡିଏସ ଏବଂ ଏଏଫସିଏଟି ମାଧ୍ୟମରେ ମିଳିଥାଏ। ଲୋକମାନେ ଏଥିପାଇଁ କଠିନ ପରିଶ୍ରମ କରିଥାନ୍ତି। ଯେଉଁମାନେ ଦ୍ୱାଦଶ ପରେ ଏନଡିଏ ମାଧ୍ୟମରେ ବାୟୁସେନାରେ ଯୋଗ ଦିଅନ୍ତି, ପଦୋନ୍ନତି ପାଇ ବାୟୁସେନା ମୁଖ୍ୟ ପଦରେ ପହଞ୍ଚିବାକୁ ଚେଷ୍ଟା କରିଥାନ୍ତି।…