Trending
- ୟୁଏଇରେ ତିନି ଦିନିଆ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟି ଟଙ୍କାର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା
- ବନତାରାରୁ ନନ୍ଦନକାନନକୁ ଆସିଲେ ୪୦ରୁ ଅଧିକ ଜୀବଜନ୍ତୁ,ପର୍ଯ୍ୟଟକଙ୍କ ପାଇଁ ଏହା ହେବ ଏକ ନୂଆ ଅନୁଭୂତି
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
Browsing Category
National
ଅଭିନେତା ଟିକୁ ତଲସାନିଆଙ୍କୁ ହାର୍ଟଆଟାକ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତି
ଟିଭି ତଥା ବଲିଉଡର ଜଣାଶୁଣା ଅଭିନେତା ଟିକୁ ତଲସାନିଆଙ୍କ ବିଗିଡିଲା ସ୍ବାସ୍ଥ୍ୟାବସ୍ଥା । ତାଙ୍କ ଅବସ୍ଥା ସଙ୍କଟାପନ୍ନ ବୋଲି ଜଣାପଡିଛି । ତାଙ୍କୁ ହାର୍ଟଆଟାକ ଆସିଥିବା ବୋଲି ପ୍ରାରମ୍ଭିକ ରିପୋର୍ଟରୁ ଜଣାପଡିଛି । ସେଠାରେ ଡାକ୍ତରମାନେ ଅଭିନେତାଙ୍କ ସ୍ୱାସ୍ଥ୍ୟ ଉପରେ ନଜର ରଖିଛନ୍ତି ।…
ପୋଡକାଷ୍ଟରେ ଡେବ୍ୟୁ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
ପୋଡକାଷ୍ଟରେ ଡେବ୍ୟୁ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଜେରୋଧା ସହ ପ୍ରତିଷ୍ଠାତା ନିଖିଲ କମାତଙ୍କ People by WTF seriesରେ ପ୍ରଥମଥର ପାଇଁ ମୋଦି ନିଜ ବ୍ୟକ୍ତିଗତ ଓ ରାଜନୀତି ଜୀବନକୁ ନେଇ ଜଣାଅଜଣା କଥା ପ୍ରକାଶ କରିଛନ୍ତି । ୨ ଘଣ୍ଟାରୁ ଅଧିକ ସମୟ ଧରି ମୋଦି ପୋଡକାଷ୍ଟରେ…
ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠାର ପ୍ରଥମ ବର୍ଷ ପୂର୍ତ୍ତି ପାଳିତ
ଅଯୋଧ୍ୟାର ରାମ ମନ୍ଦିରରେ ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠାର ଏକବର୍ଷ ପୂରଣ ହୋଇଛି । ଏହି ଅବସରରେ ଆଯୋଧ୍ୟାରେ ଭବ୍ୟ ଆୟୋଜନ କରାଯାଇଛି । ତିନିଦିନ ପର୍ଯ୍ୟନ୍ତ ସାଂସ୍କୃତିକ ଏବଂ ଧାର୍ମିକ କାର୍ଯ୍ୟକ୍ରମ ଅୟୋଜିତ କରାଯିବ । ରାମମନ୍ଦିରକୁ ୫୦ କ୍ୱିଣ୍ଟାଲ ପୁଷ୍ପରେ ସଜା ଯାଇଛି । ପ୍ରଥମ ବାର୍ଷିକୀ…
ରାଜ୍ୟପାଳ ପଦବୀ ଲାଟସାହେବ ପଦ ନୁହେଁ
ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଭୂମି ଓଡ଼ିଶାରେ ମୁଁ ସାଧାରଣ ଲୋକ ଭଳି କାମ କରୁଥିଲି । ଆଗରୁ ରାଜ୍ୟପାଳ ନିଜକୁ ଲାଟସାହେବ ଭାବୁଥିଲେ । ଏହି ଚିନ୍ତାଧାରାକୁ ଭାଙ୍ଗିଥିବା କହିଛନ୍ତି ପୂର୍ବତନ ରାଜ୍ୟପାଳ ରଘୁବର ଦାସ । ୩ ମାସରେ ୩୦ ଜିଲ୍ଲା ବୁଲି ଲୋକଙ୍କ ସମସ୍ୟା ବୁଝିଥିବା ସେ କହିଛନ୍ତି ।…
ଆତ୍ମସମର୍ପଣ କଲେ ୯ ନକ୍ସଲ
ମାଲକାନଗିରି ସୀମାନ୍ତ ଛତିଶଗଡ଼ର ସୁକମା ପୁଲିସ ନିକଟରେ ୨ ଜଣ ମହିଳା ମାଓବାଦୀଙ୍କ ସମେତ ୯ ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ସୁକମା ଏସପି କିରଣ ଚୌହାନଙ୍କ ନିକଟରେ ଏମାନେ ଆତ୍ମସମର୍ପଣ କରିଛନ୍ତି। ୨ ଜଣ ମାଓବାଦୀଙ୍କ ନାମରେ ୮ ଲକ୍ଷ ଟଙ୍କା ଏବଂ ୪ ଜଣ ମାଓବାଦୀଙ୍କ ପାଇଁ ୫ ଲକ୍ଷ ଟଙ୍କା…
ନିଜ ବନ୍ଧୁକରୁ ନିଜକୁ ଗୁଳି କଲେ ଆପ୍ ବିଧାୟକ
ପଶ୍ଚିମ ଲୁଧିଆନାର ଆପ୍ ବିଧାୟକ ଗୁରୁପ୍ରୀତ ଗୋଗିଙ୍କ ମୃତ୍ୟୁ ହୋଇଛି । ଗୁରୁତର ବିଧାୟକଙ୍କୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର ।ସୂଚନାରୁ ଜଣାପଡିଛି କି ଗତକାଲି ମଧ୍ୟରାତିରେ ଗୁରପ୍ରୀତଙ୍କୁ ଗୁଳି ଲାଗିଥିଲା । ଗୁରୁତର ଅବସ୍ଥାରେ ତାଙ୍କୁ ଡିଏମସି ମେଡିକାଲରେ ଭର୍ତ୍ତି କରାଯାଇଥିଲା ।…
ନୀରଜ ଚୋପ୍ରା ଚଳିତ ବର୍ଷର ବିଶ୍ବର ଶ୍ରେଷ୍ଠ ପୁରୁଷ ଜାଭ୍ଲିନ୍ ଫିଙ୍ଗାଳି
ଅଲିମ୍ପିକ୍ ପଦକ ବିଜେତା ନୀରଜ ଚୋପ୍ରା ଚଳିତ ବର୍ଷର ବିଶ୍ବର ଶ୍ରେଷ୍ଠ ପୁରୁଷ ଜାଭ୍ଲିନ୍ ଫିଙ୍ଗାଳି ହେବାର ଗୌରବ ଅର୍ଜନ କରିଛନ୍ତି। ବିଶ୍ବର ନାମକରା ଆମେରିକୀୟ ପତ୍ରିକା ‘ଟ୍ରାକ୍ ଆଣ୍ଡ ଫିଲ୍ଡ ନ୍ୟୁଜ୍’ ପକ୍ଷରୁ ପ୍ୟାରିସ୍ ଅଲିମ୍ପିକ୍ସ ରୌପ୍ୟ ବିଜେତା ନୀରଜଙ୍କୁ ଏହି ସମ୍ମାନ…
ଦେଶରେ ଏଚ୍ଏମ୍ପିଭି ଆକ୍ରନ୍ତଙ୍କ ସଂଖ୍ୟା ୧୪ ଛୁଇଁଲା
ଦେଶରେ କାୟା ବିସ୍ତାର କରିବାରେ ଲାଗିଛି ଏଚଏମପିଭି । ଦିନକୁ ଦିନ ବଢିବାରେ ଲାଗିଛି ଆକ୍ରାନ୍ତଙ୍କ ସଂଖ୍ୟା। ଦେଶରେ ବର୍ତ୍ତମାନ ଏହି ଭୂତାଣୁରେ ଆକ୍ରାନ୍ତଙ୍କ ସଂଖ୍ୟା ୧୪ରେ ପହଁଚିଛି। ଶୁକ୍ରବାର ମହାରାଷ୍ଟ୍ର ନାଗପୁରରେ ଦୁଇ ଶିଶୁଙ୍କ ରିପୋର୍ଟ ପଜେଟିଭ୍ ଆସିଛି । ଏବେ ସୁଦ୍ଧା ମହରାଷ୍ଟ୍ର,…
ଫ୍ଲିମ ‘ଏମରଜେନ୍ସି’ ଦେଖିବାକୁ ପ୍ରିୟଙ୍କାଙ୍କୁ ଅନୁରୋଧ କଲେ କଙ୍ଗନା
ବଲିଉଡ୍ ଅଭିନେତା-ନିର୍ଦ୍ଦେଶକ ତଥା ଭାଜପା ଏମ୍ପି କଙ୍ଗନା ରାଣାଓ୍ବତଙ୍କ ଫିଲ୍ମ ‘ଏମରଜେନ୍ସିଂ’ ନାନାଦି ବିବାଦ ପରେ ରିଲିଜ ହେଉଛି। ଜାନୁଆରୀ ୧୭ରେ ଏହା ପରଦାକୁ ଆସିବ। ଫିଲ୍ମରେ କଙ୍ଗନା ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ଭୂମିକାରେ ନଜର ଆସିବେ। ଏବେ କଙ୍ଗନା ଇନ୍ଦିରାଙ୍କ…
ତିରୁପତି ମନ୍ଦିରରେ ଦଳାଚକଟାରେ ୬ ମୃତ ଶତାଧିକ ଆହତ
ଗତକାଲି ରାତିରେ ଆନ୍ଧ୍ରପ୍ରଦେଶର ପ୍ରସିଦ୍ଧ ତିରୁପତି ମନ୍ଦିରର ବୈକୁଣ୍ଠ ଦ୍ୱାର ଦର୍ଶନ ଟିକେଟ୍ କେନ୍ଦ୍ର ନିକଟରେ ଦଳାଚକଟା ଘଟି ୬ ଜଣ ମୃତ୍ୟୁ ବରଣ କରିଛନ୍ତି। ଖବର ଅନୁସାରେ ସକାଳ ସମୟରେ ହଜାର ହଜାର ଭକ୍ତ ତିରୁପତିଙ୍କ ବିଭିନ୍ନ ଟିକେଟ୍ କେନ୍ଦ୍ରରେ ଧାଡ଼ିରେ ଠିଆ ହୋଇଥିଲେ। ଯେତେବେଳେ…