Trending
- ଚଳିତ ବର୍ଷ ଚିଲିକାକୁ ଆସିଛନ୍ତି ୧୦୬ ପ୍ରଜାତିର ୧୧ ଲକ୍ଷ ୧୦ ହଜାର ୨୫୭ ଟି ବିଦେଶାଗତ ପକ୍ଷୀ
- ଆଜି ଠୁ ଭକ୍ତ ନିବାସରେ ଲାଗୁ ହେବ ହେବ ନୂଆ ପାର୍କିଂ ଫି
- ଦାବି ପୂରଣ ନ ହେଲେ ୨୪ ରେ ରୁ ଗଡ଼ିବନି ଘରୋଇ ବସ
- ସରକାରଙ୍କ ଅନୁମତି ପରେ ଗଣତି ମଣତି ହେବ – ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ
- ହାୱଡ଼ାରୁ ଗୌହାଟୀ ଗଡ଼ିଲା ଦେଶର ପ୍ରଥମ ସ୍ଲିପର ବନ୍ଦେ ଭାରତ ଟ୍ରେନ୍
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
Browsing Category
National
ଆମରିକା ୩ଦିନିଆ ଗସ୍ତରେ ପ୍ରଧାନମନ୍ତ୍ରୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୩ ଦିନିଆ ଆମେରିକା ଗସ୍ତ ପାଇଁ ପ୍ରସ୍ଥାନ କରିସାରିଛନ୍ତି । ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କ ଦ୍ୱାରା ୱିଲମିଙ୍ଗଟନରେ ଆୟୋଜିତ ୬ଷ୍ଠ କ୍ୱାଡ୍ ଶିଖର ସମ୍ମିଳନୀରେ ସାମିଲ ହେବେ । ଏହା ସହ ନ୍ୟୁୟର୍କର ନ୍ୟାସନାଲ ଆସେମ୍ବ୍ଲିରେ ଭବିଷ୍ୟତର ଶିଖର ସମ୍ମିଳନୀକୁ…
ଆଜି ଶପଥ ନେବେ ଆତିଶୀ
ଆଜି ଦିଲ୍ଲୀ ପାଇବ ନୂଆ ମୁଖ୍ୟମନ୍ତ୍ରୀ । ଦିଲ୍ଲୀର ତୃତୀୟ ମହିଳା ମୁଖ୍ୟମନ୍ତ୍ରୀ ହେବେ ଆତିଶୀ ମର୍ଲେନା । ଦିଲ୍ଲୀର ମନୋନିତ ମୁଖ୍ୟମନ୍ତ୍ରୀ ଆଜି ସନ୍ଧ୍ୟା 4ଟା 30ରେ ଶପଥ ନେବେ । ଏହାସହିତ ଆଜି 5ଜଣ କ୍ୟାବିନେଟ ମନ୍ତ୍ରୀ ମଧ୍ୟ ଶପଥ ନେବେ । ସୌରଭ ଭରଦ୍ବାଜ, ଗୋପାଳ ରାୟ, କୈଳାସ ଗେହଲଟ,…
୨୦୨୬ ମସିହା ସୁଦ୍ଧା ନକ୍ସଲବାଦ୍ ପୂରାପୂରି ଭାବେ ଲୋପ ପାଇଯିବ – ଅମିତ ଶାହା
ନକ୍ସଲବାଦ୍କୁ ନେଇ ଏକ ବଡ଼ ଘୋଷଣା କରିଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା। ସେ କହିଛନ୍ତି କି ୨୦୨୬ ମସିହା ସୁଦ୍ଧା ନକ୍ସଲବାଦ୍ ପୂରାପୂରି ଭାବେ ଲୋପ ପାଇଯିବ। ଏହା ସହିତ ଶାହା ମାଓବାଦୀମାନଙ୍କୁ ହିଂସା ତ୍ୟାଗ କରିବା, ଅସ୍ତ୍ରଶସ୍ତ୍ର ରଖିଦେବା ଏବଂ ଆତ୍ମସମର୍ପଣ କରିବାକୁ ନିବେଦନ…
ଆସନ୍ତାକାଲି ଠାରୁ ପଶ୍ଚିମବଙ୍ଗର ଜୁନିୟର ଡାକ୍ତର ଆନ୍ଦୋଳନରୁ ଓହରିବେ ଏବଂ କାର୍ଯ୍ୟରେ ଯୋଗଦେବେ
ଆସନ୍ତାକାଲି ଠାରୁ ପଶ୍ଚିମବଙ୍ଗର ଜୁନିୟର ଡାକ୍ତର ଆନ୍ଦୋଳନରୁ ଓହରିବେ ଏବଂ କାର୍ଯ୍ୟରେ ଯୋଗଦେବେ ବୋଲି ସୂଚନା ମିଳିଛି। ଏହାସହିତ ଶନିବାରଠାରୁ ଜରୁରୀ ମେଡ଼ିକାଲ ସେବାରେ ଯୋଗଦେବେ, କିନ୍ତୁ ଓପିଡି ସେବା ଯୋଗାଇ ଦେବେ ନାହିଁ। ସ୍ବାସ୍ଥ୍ୟ ଭବନ ସାମ୍ନାରେ ବସିଥିବା ଧାରଣା ପ୍ରତ୍ୟାହାର…
ନୂତନ ପୁନଃବ୍ୟବହାରକ୍ଷମ ପ୍ରକ୍ଷେପଣ ଯାନକୁ କ୍ୟାବିନେଟ ମଞ୍ଜୁରି
ପରବର୍ତ୍ତୀ ପିଢ଼ିର ପ୍ରକ୍ଷେପଣ ଯାନର ବିକାଶ ପାଇଁ ଏକ ପ୍ରସ୍ତାବକୁ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକରେ ମଞ୍ଜୁରି ମିଳିଛି । ଭାରତୀୟ ଅନ୍ତରୀକ୍ଷ ଷ୍ଟେସନର ପ୍ରତିଷ୍ଠା ଓ ପରିଚାଳନା ଏବଂ ୨୦୪୦ରେ ଚନ୍ଦ୍ରପୃଷ୍ଠକୁ ମାନବ ପଠାଇବା ସକାଶେ ସରକାରଙ୍କ…
ଭାରତ ପାଣିରେ ମଉଜ କରିପାରିବନାହିଁ ପାକିସ୍ତାନ
ପାକିସ୍ତାନ ବର୍ଷ ବର୍ଷ ଧରି ଭାରତୀୟ ଜଳକୁ ଉପଭୋଗ କରିଆସୁଥିଲା, କିନ୍ତୁ ବର୍ତ୍ତମାନ ଏହି ଦିନ ପରିବର୍ତ୍ତନ ହେବାକୁ ଯାଉଛି। ଭାରତ ସରକାର ପାକିସ୍ତାନକୁ ଏକ ନୋଟିସ ପଠାଇ ଜଳ ଚୁକ୍ତିରେ ପରିବର୍ତ୍ତନ ଆଣିବାକୁ ଦାବି କରିଛନ୍ତି। ସରକାରଙ୍କ ସହ ଜଡିତ ଶୀର୍ଷ ସୂତ୍ରରୁ ପ୍ରକାଶ ଯେ ପାକିସ୍ତାନକୁ…
୩ ଦିନିଆ ଗସ୍ତରେ ପ୍ରଧାନମନ୍ତ୍ରୀ
ଆସନ୍ତା ସେପ୍ଟେମ୍ବର ୨୧ରୁ ୨୩ ପର୍ଯ୍ୟନ୍ତ ମୋଦୀଙ୍କ ଆମେରିକା ଗସ୍ତକୁ ନେଇ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି ।ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା ଅଧିକାରିକ ଏଜେଣ୍ଡା ଅନୁଯାୟୀ ପ୍ରଧାନମନ୍ତ୍ରୀ ୨୧ ସେପ୍ଟେମ୍ବର ଆମେରିକାର ଡେଲୱେୟର ୱିଲମିଙ୍ଗଟନ୍ରେ ୪ର୍ଥ ସ୍କ୍ୱାଡ୍…
ଡାକ୍ତରଙ୍କ ଦାବିକୁ ଗ୍ରହଣ କଲେ ମମତା
ଆର୍.ଜି. କର ହସ୍ପିଟାଲରେ ମହିଳା ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ମାମଲାକୁ ନେଇ ରୋଗୀସେବାରେ ଲାଗିରହିଥିବା ଅଚଳାବସ୍ଥା ଦୂର ପାଇଁ ସୋମବାର ରାତିରେ ଆନ୍ଦୋଳନରତ ଜୁନିୟର ଡାକ୍ତରମାନଙ୍କ ପ୍ରତିନିଧି ପଶ୍ଚିମବଙ୍ଗ ସରକାରଙ୍କର ୨ ଘଣ୍ଟା ଆଲୋଚନା ହୋଇଛି। ଡାକ୍ତରମାନଙ୍କ ଅନ୍ୟତମ ମୁଖ୍ୟ…
ମନ୍ତ୍ରୀଙ୍କ ବାସଭବନ ଉପରେ ଗ୍ରେନେଡ୍ ଆକ୍ରମଣ
ଉଖରୁଲ ଜିଲ୍ଲାରେ ଥିବା ମଣିପୁର ମନ୍ତ୍ରୀ କାଶିମ ୱାଶିମଙ୍କ ବାସଭବନ ଉପରକୁ ସନ୍ଦିଗ୍ଧ ଆତଙ୍କବାଦୀମାନେ ଗ୍ରେନେଡ ମାଡ଼ କରିବା ଫଳରେ ତାଙ୍କ ସମ୍ପତ୍ତିର ବ୍ୟାପକ କ୍ଷୟକ୍ଷତି ହୋଇଛି। ସୋମବାର ପୁଲିସ ଏହି ସୂଚନା ଦେଇଛି। ଶନିବାର ରାତିରେ ଘଟିଥିବା ଏହି ଘଟଣାରେ କେହି ଆହତ ହୋଇନଥିବା ଜଣେ…
ଦିଲ୍ଲୀରେ ଡେଙ୍ଗୁ ଆତଙ୍କ
ଥରେ ଦିଲ୍ଲୀକୁ ଡେଙ୍ଗୁ ଫେରିଛି। ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଇତିମଧ୍ୟରେ ଚଳିତ ବର୍ଷ ରାଜଧାନୀରେ ଡେଙ୍ଗୁରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି। ଗଣମାଧ୍ୟମ ଅନୁଯାୟୀ ଜଣେ ଆକ୍ରାନ୍ତଙ୍କର ମୃତ୍ୟୁ ଲୋକ ନାୟକ ହସ୍ପିଟାଲରେ ଘଟିଛି। ସେହିପରି ଅନ୍ୟ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ…