Trending
- ଚାଷୀଙ୍କ ଆକାଉଣ୍ଟକୁ ଗଲା ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୨୪ତମ କିସ୍ତି
- ବାତ୍ୟା ଅର୍ଣ୍ଣବ ପରେ ଗଞ୍ଜାମ ଓ ଗଜପତିରେ ବ୍ୟାପକ କ୍ଷୟକ୍ଷତି – ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
Browsing Category
National
ସୋସିଆଲ ମିଡିଆ ୟୁଜର୍ସଙ୍କ ଟ୍ରୋଲ୍ର ଶିକାର ହେଉଛନ୍ତି ଉଦିତ ନାରାୟଣ
ଗାୟକ ଉଦିତ୍ ନାରାୟଣ ମଞ୍ଚରେ ଜଣେ ମହିଳାଙ୍କୁ ଚୁମ୍ବନ ଦେଇ ବିବାଦଘେରକୁ ଆସିଛନ୍ତି। ଏକ ଲାଇଭ୍ କନ୍ସର୍ଟରେ ଜଣେ ଯୁବତୀ ତାଙ୍କ ସହ ସେଲ୍ଫି ନେବା ପାଇଁ ଅନୁରୋଧ କରିଥିଲେ। ଉଦିତ୍ ଯୁବତୀ ଜଣକ ସହ ସେଲ୍ଫି ଉଠାଇ ତାଙ୍କୁ ଏକ ଚୁମ୍ବନ ଦେଇଥିଲେ। ଏହାର କିଛି ଭିଡିଓ ଏବେ ଭାଇରାଲ ହେଉଛି।…
କନ୍ନାପ୍ପା ଫିଲ୍ମରେ ଦେଖିବାକୁ ମିଳିବ ପ୍ରଭାସଙ୍କ ରୁଦ୍ର ଅବତାର
‘କନ୍ନାପ୍ପା’ ଫିଲ୍ମରେ ଦେଖିବାକୁ ମିଳିବ ପ୍ରଭାସଙ୍କ ରୁଦ୍ର ଅବତାର। ଏହି ଚଳଚ୍ଚିତ୍ରରେ ପ୍ରଭାସଙ୍କ ଲୁକ୍ ଉପରୁ ପରଦା ଉଠିଛି। ଏହି ଲୁକ୍ରେ ପ୍ରଭାସ ରୁଦ୍ରଙ୍କ ଅବତାରରେ ନଜରକୁ ଆସିଛନ୍ତି, ଯାହା ତାଙ୍କ ପ୍ରଶଂସକଙ୍କୁ ପ୍ରଭାବିତ କରିଛି। ଇନ୍ଷ୍ଟାଗ୍ରାମରେ ତାଙ୍କର ଏହି ନୂତନ ଲୁକ୍ର…
ବରିଷ୍ଠ କଂଗ୍ରେସ ନେତା ଶକିଲ ଅହମ୍ମଦ ଖାନଙ୍କ ପୁଅ ଆତ୍ମହତ୍ୟା
ବିହାରର ବରିଷ୍ଠ କଂଗ୍ରେସ ନେତା ଶକିଲ ଅହମ୍ମଦ ଖାନଙ୍କ ପୁଅ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। କୁହାଯାଉଛି ଯେ ସେ ପାଟନାର ଏମଏଲସି ବାସଭବନରେ ଆତ୍ମହତ୍ୟା କରିଛନ୍ତି। ସଚିବାଳୟ ଡିଏସପି ଘଟଣାର ସତ୍ୟାସତ୍ୟ ପ୍ରକାଶ କରିଛନ୍ତି ଏବଂ ପୋଲିସ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ଏହି…
ଦିଲ୍ଲୀ ବିଧାନସଭା ନିର୍ବାଚନ: ଆଜି ସନ୍ଧ୍ୟା ୫ଟାରେ ସରିବ ପ୍ରଚାର
ଦିଲ୍ଲୀ ବିଧାନସଭା ନିର୍ବାଚନ ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ଆଜି ସନ୍ଧ୍ୟା ୫ଟାରେ ସରିଯିବ ନିର୍ବାଚନ ପ୍ରଚାର । ଏହାପରେ ଫେବ୍ରୁଆରି ୫ ତାରିଖରେ ଦେଢକୋଟିରୁ ଅଧିକ ଭୋଟର ଭୋଟ ଦେଇ ବାଛିବେ ନେତା ଓ ସରକାର । ପ୍ରଚାରରେ ଶେଷ ଦିନ ହୋଇଥିବାରୁ ସବୁ ରାଜନୈତିକ ଦଳ ନିଜର ହଭିୱେଟ ନେତାଙ୍କୁ…
ସରଗରମ ହେଲାଣି ଦିଲ୍ଲୀ ରାଜନୀତି , ଦିଲ୍ଲୀର ବିକାଶ ଆମର ଫୋକସ୍ – ମୋଦୀ
ସରଗରମ ହେଲାଣି ଦିଲ୍ଲୀ ରାଜନୀତି । ନିର୍ବାଚନ ହେବାକୁ ଆଉ ମାତ୍ର ୨ ଦିନ ବାକି ଥିବା ବେଳେ ବିରୋଧୀ-ଶାସକ ମୁହାଁମୁହିଁ ହୋଇଛନ୍ତି । ଲଗାତାର ତୃତୀୟ ଥର କ୍ଷମତାକୁ ଫେରିବାକୁ ଚାହିଁ ବସିଥିବା ଆପ୍ ରାସ୍ତାରେ କଣ୍ଟା ସାଜିଛନ୍ତି ମୋଦି । କାରଣ ନିଜ ନିର୍ବାଚନ ପ୍ରଚାର ସମୟରେ କେଜ୍ରିୱାଲ…
ବଜେଟ 2025-26 , 12 ଲକ୍ଷ ପର୍ଯ୍ୟନ୍ତ ଆୟକର ଛାଡ଼
କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଶନିବାର ସଂସଦରେ ବଜେଟ ଉପସ୍ଥାପନ କରିଛନ୍ତି। ଅଭିବୃଦ୍ଧି, ଭିତ୍ତିଭୂମି ଏବଂ ମଧ୍ୟବିତ୍ତ ଶ୍ରେଣୀକୁ ବଜେଟରେ ଗୁରୁତ୍ଵ ଦିଆଯାଇଥିବା ସେ କହିଛନ୍ତି। ବଜେଟରେ ଯେଉଁସବୁ ଘୋଷଣା ହୋଇଛି ତାହା ଏଠାରେ ଉପସ୍ଥାପନ କରାଯାଉଛି।
ଜେଟରେ ଜ୍ଞାନ(GYAN)…
ବଜେଟ୍ ଉପସ୍ଥାପନ କରୁଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ
ସଂସଦରେ ଶନିବାର ଅର୍ଥାତ୍ ଫେବୃଆରୀ ୧ରେ ଦେଶର ସାଧାରଣ ବଜେଟ୍ ଉପସ୍ଥାପିତ ହେଉଛି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଅଷ୍ଟମ ଥର ପାଇଁ ଲୋକସଭାରେ ସାଧାରଣ ବଜେଟ୍ ଉପସ୍ଥାପନ କରୁଛନ୍ତି। ନିର୍ମଳା ସୀତାରମଣ ତାଙ୍କ ଆସନରେ ବଜେଟର ପ୍ରତ୍ୟେକ ବିବରଣୀ ବୁଝାଉଛନ୍ତି। ପୂର୍ବରୁ, ୨୦୨୫ -୨୬ ଆର୍ଥିକ…
ରାଷ୍ଟ୍ରପତିଙ୍କୁ Poor Lady କହି କଟାକ୍ଷ କଲେ ସୋନିଆ
ସଂସଦରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ରାଷ୍ଟ୍ରପତିଙ୍କ ଅଭିଭାଷଣ ପରେ ସୋନିଆ ଗାନ୍ଧୀ କହିଛନ୍ତି, ବିଚାରୀ ଭାଷଣ ପଢ଼ି ପଢ଼ି କ୍ଳାନ୍ତ ହୋଇଯାଇଥିଲେ। ସେପଟେ ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ…
ମନରାଜ ଜୱାଣ୍ଡାଙ୍କୁ ବିବାହ କଲେ ରାପର୍ ରଫ୍ତାର୍
ରାପର୍ ରଫ୍ତାର୍ ଫ୍ୟାଶନ୍ ଷ୍ଟାଇଲିଷ୍ଟ ଏବଂ ଅଭିନେତ୍ରୀ ମନରାଜ ଜୱାଣ୍ଡାଙ୍କୁ ବିବାହ କରିଛନ୍ତି। ଦୁହିଁଙ୍କ ବିବାହକୁ ନେଇ ଅନେକ ଦିନରୁ ଚର୍ଚ୍ଚା ଲାଗି ରହିଥିବା ବେଳେ ବାହାଘର ଫଟୋ ସାମ୍ନାକୁ ଆସିବା ପରେ ଏହି ଖବର ନିଶ୍ଚିତ ହୋଇଛି।
ରଫ୍ତାର୍ଙ୍କ ଏହା ଦ୍ୱିତୀୟ ବିବାହ, କାରଣ ସେ…
ଲାଇଫଟାଇମ ଆଚିଭମେଣ୍ଟ ପୁରସ୍କାରରେ ସମ୍ମାନିତ ହେବେ ସଚିନ
ଭାରତୀୟ କ୍ରିକେଟ ଦଳ ପୂର୍ବତନ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକରଙ୍କୁ ବିସିସିଆଇ ଲାଇଫଟାଇମ ଆଚିଭମେଣ୍ଟ ପୁରସ୍କାରରେ ସମ୍ମାନିତ କରିବାକୁ ଯାଉଛି। ବିସିସିଆଇ ଶନିବାର ଏହାର ବାର୍ଷିକ କାର୍ଯ୍ୟକ୍ରମରେ ମାଷ୍ଟର ବ୍ଲାଷ୍ଟରଙ୍କୁ ଏହି ସମ୍ମାନ ପ୍ରଦାନ କରିବ। ଭାରତ ପାଇଁ ୬୬୪ଟି ଅନ୍ତର୍ଜାତୀୟ…