Trending
- ଚଳିତ ବର୍ଷ ଚିଲିକାକୁ ଆସିଛନ୍ତି ୧୦୬ ପ୍ରଜାତିର ୧୧ ଲକ୍ଷ ୧୦ ହଜାର ୨୫୭ ଟି ବିଦେଶାଗତ ପକ୍ଷୀ
- ଆଜି ଠୁ ଭକ୍ତ ନିବାସରେ ଲାଗୁ ହେବ ହେବ ନୂଆ ପାର୍କିଂ ଫି
- ଦାବି ପୂରଣ ନ ହେଲେ ୨୪ ରେ ରୁ ଗଡ଼ିବନି ଘରୋଇ ବସ
- ସରକାରଙ୍କ ଅନୁମତି ପରେ ଗଣତି ମଣତି ହେବ – ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ
- ହାୱଡ଼ାରୁ ଗୌହାଟୀ ଗଡ଼ିଲା ଦେଶର ପ୍ରଥମ ସ୍ଲିପର ବନ୍ଦେ ଭାରତ ଟ୍ରେନ୍
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
Browsing Category
National
ଚକୋଲେଟରୁ ଆଣ୍ଟିଅକ୍ସିଡାଣ୍ଟ, ଫ୍ଲେଭୋନୋଏଡସ, ଆଇରନ୍ ଏବଂ ମ୍ୟାଗ୍ନେସିୟମ୍ ପରି ଉପକାରୀ ପଷୋକ ତତ୍ତ୍ୱ ମିଳିଥାଏ
ଚକୋଲେଟ୍ କେବଳ ସ୍ୱାଦିଷ୍ଟ ନୁହେଁ, ଏହା ସ୍ୱାସ୍ଥ୍ୟ ଉପକାରୀ ମଧ୍ୟ। ଏଥିରୁ ମିଳୁଥିବା ଆଣ୍ଟିଅକ୍ସିଡାଣ୍ଟ, ଫ୍ଲେଭୋନୋଏଡସ, ଆଇରନ୍ ଏବଂ ମ୍ୟାଗ୍ନେସିୟମ୍ ପରି ପଷୋକ ତତ୍ତ୍ୱ ମିଳିଥାଏ। ଏହାକୁ ଖାଇବା ଦ୍ୱାରା ହୃଦୟ ସ୍ୱାସ୍ଥ୍ୟଠୁ ଆରମ୍ଭ କରି ବ୍ଲଡ୍ ସୁଗାର ନିୟନ୍ତ୍ରଣରେ ରହିଥାଏ। ଏଥିସହ ଆଉ କି…
ଆଜି ୬ଟି ବନ୍ଦେ ଭାରତ ଟ୍ରେନକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ
ଆଜି ପ୍ରଧାନମନ୍ତ୍ରୀ ମୋଦୀ ଛଅଟି ବନ୍ଦେ ଭାରତ ଟ୍ରେନକୁ ସବୁଜ ପତାକା ଦେଖାଇ ଉଦଘାଟନ କରିବେ। ରେଳ ମନ୍ତ୍ରାଳୟ ଶନିବାର ଦିନ ଏକ ବିବୃତ୍ତିରେ କହିଛନ୍ତି ଯେ, ଏହି ନୂଆ ଟ୍ରେନ ସଂଖ୍ୟା ୫୪ ଥିଲା ଯାହା ବର୍ତ୍ତମାନ ୬୦ଟି ହେବ। ଏହି ଟ୍ରେନ ସେଟ ଦୈନିକ ଆଧାରରେ ୧୨୦ ଟ୍ରିପ କରି ୨୪ଟି ରାଜ୍ୟ ଏବଂ…
ଥରିଲା ଏସ.ଏନ ବାନାର୍ଜୀ ରୋଡ
ପଶ୍ଚିମବଙ୍ଗର ରାଜଧାନୀ କୋଲକାତାର ବ୍ଲୁଚମାନ ସେଣ୍ଟ ଏବଂ ଏସ.ଏନ ବାନାର୍ଜୀ ରୋଡ କ୍ରସିଂରେ ଶନିବାର ଏକ ବଡ଼ ଧରଣର ବିସ୍ଫୋରଣ ହୋଇଥିଲା। କୋଲକାତା ପୋଲିସ କହିଛି ଯେ ଅପରାହ୍ନ ପ୍ରାୟ ୧ଟା ୩୦ ସମୟରେ ଏହି ବିସ୍ଫୋରଣ ଘଟିଛି। ୧ଟା ୪୫ରେ ପୋଲିସକୁ ଏ ସମ୍ପର୍କରେ ସୂଚନା ଦିଆଯାଇଥିଲା। ବିସ୍ଫୋରଣ…
ପୋର୍ଟବ୍ଲେୟାର ନାଁ ପରିବର୍ତ୍ତନ
ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜର ରାଜଧାନୀ ପୋର୍ଟ ବ୍ଲେୟାରକୁ କେନ୍ଦ୍ର ସରକାର ଶ୍ରୀ ବିଜୟପୁରମ୍ ନାମରେ ନାମିତ କରିଛନ୍ତି। କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଶୁକ୍ରବାର କହିଛନ୍ତି, ଦେଶକୁ ଉପନିବେଶବାଦୀ ଛାପରୁ ମୁକ୍ତ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସ୍ୱପ୍ନକୁ ସାକାର…
କେଜ୍ରିଓ୍ବାଲଙ୍କୁ ମିଳିଲା ଜାମିନ
ଦିଲ୍ଲୀ ମଦ ନୀତି ମାମଲାରେ ସିବିଆଇ ଗିରଫ କରିଥିବା ବେଳେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ୍ଙ୍କୁ ସୁପ୍ରିମ୍କୋର୍ଟ ଜାମିନ୍ ପ୍ରଦାନ କରିଛନ୍ତି। ପୂର୍ବରୁ ଇଡି ଗିରଫ କରିଥିବା ମାମଲାରେ ଜାମିନ୍ ମିଳି ସାରିଥିବା ବେଳେ ସିବିଆରର ଗିରଫଦାରୀକୁ ନେଇ ସୁପ୍ରିମ୍କୋର୍ଟର ଦୁଆରେ…
ମମତା ଙ୍କ ମଧ୍ୟରେ ବିବାଦ ତୀବ୍ର
କୋଲକାତାର ଆର୍ଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାକୁ ବିରୋଧ କରି ଆନ୍ଦୋଳନରେ ବସିଥିବା କନିଷ୍ଠ ଡାକ୍ତର ଏବଂ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ମଧ୍ୟରେ ବିବାଦ ତୀବ୍ର ହୋଇଛି। ଆଜି ୩୨ ସଦସ୍ୟ ବିଶିଷ୍ଟ ଏକ ଡାକ୍ତର…
ଗଣପତି ବିସର୍ଜନରେ ସାମିଲ ହେବେ ୩୦ରୁ ଅଧିକ ଲୋକ
ଗଣପତି ବିସର୍ଜନ ପାଇଁ ୩୦ରୁ ଅଧିକ ଲୋକଙ୍କୁ ଢୋଲ ବାଜାସହ ଆସିବାକୁ ବାରଣ କରିବା ପାଇଁ ସୁପ୍ରିମକୋର୍ଟ ଏନଜିଟି ଆଦେଶ ଉପରେ ରୋକ ଲଗାଇଛନ୍ତି। ବର୍ତ୍ତମାନ ପୁଣେରେ ଢୋଲ ବାଜା ସହ ଗଣପତି ବିସର୍ଜନରେ ୩୦ରୁ ଅଧିକ ଲୋକ ଅଂଶଗ୍ରହଣ କରିପାରିବେ।
ସୂଚନାଯୋଗ୍ୟ, ଏକ ଏନଜିଓର ଆବେଦନ ଉପରେ…
ପାକ୍ର ଗୁଳିବର୍ଷା
ବିନା ଉତ୍ତେଜନାରେ ଜମ୍ମୁ-କଶ୍ମୀରର ଅଖନୁର ଅଞ୍ଚଳରେ ଥିବା ଭାରତୀୟ ପୋଷ୍ଟକୁ ଟାର୍ଗେଟ କରି ଗୁଳିବର୍ଷା କରିଛି। ପାକିସ୍ତାନର ଏଭଳି ଅଚାନକ ଅସ୍ତ୍ରବିରତି ଉଲ୍ଲଂଘନରେ ଭାରତୀୟ ସୀମା ସୁରକ୍ଷା ବାହିନୀ (ବିଏସ୍ଏଫ୍)ର ଜଣେ ଯବାନ ଆହତ ହୋଇଛନ୍ତି। ଅଖନୁର ଅଞ୍ଚଳରେ ରାତି ପ୍ରାୟ ୨ଟା ୩୫…
ମଣିପୁରରେ କର୍ଫ୍ୟୁ ଜାରି
ଗତକାଲି ମଣିପୁରରେ ଜାତିଆଣ ହିଂସା ଜାରି ରହିଥିବା ବେଳେ ଅପରାହ୍ନରୁ ସମଗ୍ର ରାଜ୍ୟରେ ତୀବ୍ର ଉତ୍ତେଜନାପୂର୍ଣ୍ଣ ପରିସ୍ଥିତି ସୃଷ୍ଟି ହୋଇଛି। ପରିସ୍ଥିତିକୁ ନିୟନ୍ତ୍ରଣରେ ରଖିବା ପାଇଁ ଇମ୍ଫାଲର ଦୁଇଟି ଜିଲ୍ଲା ସମେତ ରାଜ୍ୟର ୫ଟି ଜିଲ୍ଲାରେ କର୍ଫ୍ୟୁ ଜାରି ହୋଇଛି ଏବଂ ହିଂସାକାରୀଙ୍କ…
ହରିୟାଣା ବିଧାନସଭା ନିର୍ବାଚନ: ଦ୍ବିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି ବିଜେପି
ହରିୟାଣା ବିଧାନସଭା ନିର୍ବାଚନ ପାଇଁ ଦ୍ବିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି ବିଜେପି। ମଙ୍ଗଳବାର ଦଳ ପକ୍ଷରୁ ଜାରି ହୋଇଥିବା ଏହି ତାଲିକାରେ ମୋଟ୍ ୨୧ ଜଣ ପ୍ରାର୍ଥୀଙ୍କ ନାମ ରହିଛି। ଏହା ପୂର୍ବରୁ ପ୍ରଥମ ତାଲିକାରେ ୬୭ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଥିଲା ବିଜେପି।…