Browsing Category

National

ବଜେଟ ଅଧିବେଶନ ଆରମ୍ଭ, ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସଂସଦର ଉଭୟ ଗୃହକୁ ସମ୍ବୋଧିତ କରିଛନ୍ତି

ଶୁକ୍ରବାର ବଜେଟ ଅଧିବେଶନ ଆରମ୍ଭ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସଂସଦର ଉଭୟ ଗୃହକୁ ସମ୍ବୋଧିତ କରିଛନ୍ତି। ସଂସଦରେ ପୂର୍ବାହ୍ନ ୧୧ଟାରେ ଅଧିବେଶନ ଆରମ୍ଭ ହୋଇଯାଇଛି। ଆସନ୍ତାକାଲି ବା ଫେବ୍ରୁଆରି ୧  ତାରିଖରେ କେନ୍ଦ୍ରୀୟ ବଜେଟ୍ ଉପସ୍ଥାପିତ ହେବ। ରାଷ୍ଟ୍ରପତି ଦ୍ରୌପଦୀ…

ଉପରାଷ୍ଟ୍ରପତିଙ୍କୁ ଭେଟିଲେ କୋହଲି ଓ ରାଜୀବ ଶୁକ୍ଳା

ବିସିସିଆଇ ଉପାଧ୍ୟକ୍ଷ ରାଜୀବ ଶୁକ୍ଳା ସୋସିଆଲ ମିଡିଆରେ ଏକ ଫଟୋ ଶେୟାର କରିଛନ୍ତି। ଏଥିରେ ତାଙ୍କ ସହିତ ବିରାଟ କୋହଲି ଏବଂ ଭାରତର ଉପରାଷ୍ଟ୍ରପତି ଜଗଦୀପ ଧନଖର ନଜର ଆସିଛନ୍ତି। ରାଜୀବ ଶୁକ୍ଲା କ୍ୟାପସନରେ ଲେଖିଛନ୍ତି, ଭାରତର ଉପରାଷ୍ଟ୍ରପତି ଜଗଦୀପ ଧନଖରଙ୍କୁ ଭେଟି ବହୁତ ଭଲ ଲାଗିଲା।…

ମହାକୁମ୍ଭରେ ବୁଡ଼ ପକାଇଲେ ପୁନମ ପାଣ୍ଡେ

ମୌନୀ ଅମାବାସ୍ୟା ଅବସରରେ ଅଭିନେତ୍ରୀ ପୁନମ ପାଣ୍ଡେ ପ୍ରୟାଗରାଜର କୁମ୍ଭ ନଗରୀରେ ପହଞ୍ଚିଥିଲେ। ମହାକୁମ୍ଭରେ ପହଞ୍ଚିଥିବା ପୁନମ ପାଣ୍ଡେ ପୂର୍ବରୁ ଘୋଷଣା କରିଥିଲେ ଯେ ସେ ମହାକୁମ୍ଭ ଯିବେ। ସଙ୍ଗମ କୂଳରେ ବୁଡ଼ ପକାଇବା ପରେ, ସେ ଡଙ୍ଗାରେ ବସି କିଛି ସମୟ ବୁଲାବୁଲି ମଧ୍ୟ କରିଥିଲେ। ସେ ଫଟୋ…

ମହାକୁମ୍ଭରେ ଅଘଟଣ : ମୃତକଙ୍କ ପରିବାରକୁ ଦିଆଯିବ ୨୫ ଲକ୍ଷ ଟଙ୍କାର କ୍ଷତିପୂରଣ

ଉତ୍ତର ପ୍ରଦେଶର ପ୍ରୟାଗରାଜରେ ଚାଲିଥିବା ମହାକୁମ୍ଭ ମେଳାରେ ଘଟିଥିବା ଦଳାଚକଟାରେ ୩୦ରୁ ଊର୍ଦ୍ଧ୍ୱ ପ୍ରାଣ ହରାଇଥିବାବେଳେ ୬୦ରୁ ଅଧିକ ଆହତ ହୋଇଛନ୍ତି। ତେବେ ଏହି ଘଟଣାକୁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଦୁଃଖଦ କହିବା ସହ ମୃତ ଶ୍ରଦ୍ଧାଳୁଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କା ସହାୟତା ଦେବାକୁ…

ଆଜି ମହାତ୍ମା ଗାନ୍ଧିଙ୍କ ତିରୋଧାନ ଦିବସ

ଦେଶ ପ୍ରତି ଅଦ୍ଵିତୀୟ ତ୍ୟାଗ କରିଥିବା ଜାତିର ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛି ସାରା ଭାରତ । ଜାନୁଆରୀ ୩୦ ତାରିଖକୁ ସାରା ଦେଶ ଗାନ୍ଧିଙ୍କ ପୁଣ୍ୟତିଥି ଭାବେ ପାଳନ କରିଥାଏ । ଆଜିର ଦିନରେ ଜାତିର ପିତା ତଥା ସ୍ଵାଧୀନତା ସଂଗ୍ରାମୀ ମହାତ୍ମା ଗାନ୍ଧୀଙ୍କ ପରଲୋକ ହୋଇଥିଲା । ୧୯୪୮…

ମହାକୁମ୍ଭ ଦଳାଚକଟାରେ ଦୁଃଖ ପ୍ରକାଶ କଲେ ମୋଦି

ପ୍ରୟାଗରାଜର ମହାକୁମ୍ଭରେ ମୌନୀ ଅମାବାସ୍ୟା ଅବସରରେ କୋଟି କୋଟି ଶ୍ରଦ୍ଧାଳୁ ସ୍ନାନ କରିବାକୁ ପହଞ୍ଚିଛନ୍ତି । ଶ୍ରଦ୍ଧାଳୁଙ୍କ ଭିଡ଼ ଯୋଗୁଁ ଦଳାଚକଟା ହେବା ପରେ ଅତି କମରେ ୧୦ ଜଣଙ୍କର ମୃତ୍ୟୁ ହୋଇଛି । ମୌନୀ ଅମାବାସ୍ୟାରେ ପବିତ୍ର ବୁଡ଼ ପକାଇବା ପାଇଁ ହଜାର ହଜାର ଭକ୍ତ ତ୍ରିବେଣୀ ସଂଗମରେ…

ଦିଲ୍ଲୀର ପ୍ରଚାର ମଇଦାନରେ ପ୍ରଧାନମନ୍ତ୍ରୀ ମୋଦି

ଦିଲ୍ଲୀରେ ବିଜେପିର ଜୋରଦାର କ୍ୟାମ୍ପେନିଂ । ପ୍ରଚାର ମଇଦାନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ 5 ରାଜ୍ୟର ମୁଖ୍ୟମନ୍ତ୍ରୀ । କାରତର ନଗରରେ ମୋଦିଙ୍କ ମେଗା କ୍ୟାମ୍ପେନିଂ । ବିଶାଳ ଜନସଭାକୁ ପିଏମଙ୍କ ସମ୍ବୋଧନ । କହିଲେ, ଦିଲ୍ଲୀରେ ବିଜେପି କ୍ଷମତାକୁ ଆସିଲେ ପୂରଣ ହେବ ସବୁ…

ଶ୍ରୀହରିକୋଟାରୁ ଲଞ୍ଚ ହେଲା ନାଭିଗେସନ ସାଟେଲାଇଟ୍ NVS-02

ଦେଶର ମହାକାଶ ଗବେଷଣା କ୍ଷେତ୍ରରେ ସ୍ଥାପନ ହେଲା ନୂଆ ମାଇଲ ଖୁଣ୍ଟ । NVS-୦୨ ସାଟେଲାଇଟର ସଫଳ ଉତ୍ କ୍ଷେପଣ କରିଛି ଇସ୍ରୋ । ସକାଳ ୬ଟା ୨୩ରେ ନାବିକ୍-ଟୁ ମିଶନ ଲଞ୍ଚ ହୋଇଛି । ଶ୍ରୀହରିକୋଟାରୁ ଜିଏସଏଲଭି ରକେଟ ମାଧ୍ୟମରେ ଏହାକୁ ମହାକାଶକୁ ପଠାଯାଇଛି । ସତୀଶ ଧାୱନ ମହାକାଶ ଗବେଷଣା…

ସଂସଦର ବଜେଟ ଅଧିବେଶନ ଜାନୁଆରୀ ୩୧ରୁ ଆରମ୍ଭ

ବଜେଟ ଅଧିବେଶନ ଜାନୁଆରୀ ୩୧ରୁ ଆରମ୍ଭ ହେବାକୁ ଯାଉଛି। ପ୍ରଥମ ଦିନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଲୋକ ସଭା ଓ ରାଜ୍ୟ ସଭାର ମିଳିତ ଅଧିବେଶନକୁ ସମ୍ବୋଧନ କରିବେ। ଏହା ପରେ ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପନ କରାଯିବ। ଫେବୃଆରୀ ୧ରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଲୋକ ସଭାରେ…

ମହାକୁମ୍ଭରେ ଦଳଚକଟାରେ ୧୦ରୁ ଉର୍ଦ୍ଧ ମୃତ୍ୟୁ, ଶତାଧିକ ଆହତ

ଆଜି ମୌନୀ ଅମାବାସ୍ୟା ଅବସରରେ ମହାକୁମ୍ଭମେଳାର ସଙ୍ଗମ ସ୍ଥଳରେ ଦଳାଚକଟା ହୋଇଛି। ଏହି ଦୁର୍ଘଟଣାରେ ଅନେକ ଭକ୍ତଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ପ୍ରାୟ ୧୦ ଜଣଙ୍କ ମୃତୁଦେହ ଏପର୍ଯ୍ୟନ୍ତ ମିଳିଥିବା ଅନୁମାନ କରାଯାଉଛି, କିନ୍ତୁ ଆହୁରି ମୃତ୍ୟୁ ଆଶଙ୍କା କରାଯାଉଛି |ଅନେକ ଭକ୍ତ ଆହତ…