Browsing Category

National

ପ୍ରୟାଗରାଜ ଯାଉଥିବା ଟ୍ରେନ ଉପରେ ପଥରମାଡ଼

ଝାନ୍ସୀରୁ ପ୍ରୟାଗରାଜ ଯାଉଥିବା ଏକ ଟ୍ରେନ ଉପରେ ମଧ୍ୟପ୍ରଦେଶର ହରପାଲପୁରରେ ଆକ୍ରମଣ ହୋଇଛି। ଆକ୍ରମଣକାରୀମାନେ କେବଳ ଟ୍ରେନ ଉପରେ ପଥର ମାଡ଼ କରିନଥିଲେ ବରଂ ଏଥିରେ ଭଙ୍ଗାରୁଜା ମଧ୍ୟ କରିଥିଲେ। ଏହି ଟ୍ରେନଟି ମହାକୁମ୍ଭ ପାଇଁ ଯାଉଥିଲା। ଏହି ମାମଲା ଝାନ୍ସୀ ଡିଭିଜନର ହରପାଲପୁର ଷ୍ଟେଶନରୁ…

ସ୍ମୃତି ମନ୍ଧାନା ICC ମହିଳା ଦିନିକିଆ କ୍ରିକେଟର ଅଫ୍ ଦି ଇୟର

ଭାରତୀୟ ଷ୍ଟାର ବ୍ୟାଟର ସ୍ମୃତି ମନ୍ଧାନା ICC ମହିଳା ଦିନିକିଆ କ୍ରିକେଟର ଅଫ୍ ଦି ଇୟର ୨୦୨୪ ପୁରସ୍କାର ଜିତିଛନ୍ତି। ମନ୍ଧାନା ଶ୍ରେଷ୍ଠ ମହିଳା ଦିନିକିଆ ୨୦୨୫ ପୁରସ୍କାର ଜିତିବା ପରେ ଖୁସି ପ୍ରକାଶ କରି କହିଛନ୍ତି, ମୁଁ ଏହି ପୁରସ୍କାର ପାଇ ICCକୁ ଧନ୍ୟବାଦ ଦେବାକୁ ଚାହୁଁଛି। ଗତ ବର୍ଷ…

ଡୋନାଲ୍ଡ ଟ୍ରମ୍ପଙ୍କ ସହ କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଆମେରିକାର ନୂଆ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଟ୍ରମ୍ପ ଦ୍ୱିତୀୟ ଥର ପାଇଁ ଆମେରିକାର ରାଷ୍ଟ୍ରପତି ଭାବେ ଶପଥ ନେବା ପରେ ମୋଦି ତାଙ୍କସହ ଫୋନରେ କଥା ହୋଇଛନ୍ତି । ବିଶ୍ବର ଶାନ୍ତି, ସମୃଦ୍ଧି ଓ ସୁରକ୍ଷା ପାଇଁ ଏକାଠି କାମ କରିବେ ଉଭୟ…

ଉତ୍ତରାଖଣ୍ଡରେ ସମାନ ନାଗରିକ ସଂହିତାର ଅଧିସୂଚନା ଜାରି

ଉତ୍ତରାଖଣ୍ଡରେ ସମାନ ନାଗରିକ ସଂହିତାର ଅଧିସୂଚନା ଜାରି କରିବା ପରେ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି କହିଛନ୍ତି ଯେ ଏହା ଏକ ଐତିହାସିକ ପଦକ୍ଷେପ । ମୁଖ୍ୟମନ୍ତ୍ରୀ କହିଛନ୍ତି ରାଜ୍ୟ ସରକାରଙ୍କ ଅଧିକାରୀମାନେ ଏହି ଆଇନ ପାଇଁ ଦିନରାତି କଠିନ ପରିଶ୍ରମ କରିଛନ୍ତି । ସମସ୍ତେ ସମନ୍ବୟ ରଖି କାମ…

କୁମ୍ଭ ମେଳାରେ ବୁଡ଼ ପକାଇବ‌େ ସହ ସାଧୁସନ୍ଥଙ୍କଠାରୁ ଆଶୀର୍ବାଦ ନେଇଛନ୍ତି କେନ୍ଦ୍ର ମନ୍ତ୍ରୀ ଅମିତ ଶାହ

ଉତ୍ତର ପ୍ରଦେଶର ପ୍ରୟାଗରାଜରେ ପହଞ୍ଚି ଗଙ୍ଗା, ଯମୁନା ଏବଂ ସରସ୍ୱତୀ ନଦୀର 'ତ୍ରିବେଣୀ ସଙ୍ଗମ'ର ପବିତ୍ର ଜଳରେ ବୁଡ଼ ପକାଇଛନ୍ତି କେନ୍ଦ୍ର ମନ୍ତ୍ରୀ ଅମିତ ଶାହ। ବୁଡ଼ ପକାଇବ‌େ ସହ ସାଧୁସନ୍ଥଙ୍କଠାରୁ ଆଶୀର୍ବାଦ ନେଇଛନ୍ତି ଶାହ।  ପବିତ୍ର ବୁଡ଼ ପକାଇବା ପରେ, ଶାହ ତାଙ୍କ ପତ୍ନୀ ସୋନାଲ ଶାହ…

ସମ୍ବିଧାନ ଆମର ସାମୂହିକ ପରିଚୟର ଆଧାର

୭୬ତମ ଗଣତନ୍ତ୍ର ଦିବସର ପୂର୍ବ ସନ୍ଧ୍ୟାରେ ରାଷ୍ଟ୍ର ଉଦ୍ଦେଶ୍ୟରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧିତ କରିଛନ୍ତି। ସେ କହିଛନ୍ତି, ଗଣତନ୍ତ୍ର ଦିବସ ଅବସରରେ ମୁଁ ଆପଣଙ୍କୁ ସମସ୍ତଙ୍କୁ ଅଭିନନ୍ଦନ ଜଣାଉଛି। ୭୫ବର୍ଷ ପୂର୍ବେ, ୨୬ ଜାନୁଆରୀରେ, ଭାରତର ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା।…

ଆଜି କୁମ୍ଭମେଳାର ସମୀକ୍ଷା କରିବେ ଯୋଗୀ ଆଦିତ୍ୟନାଥ

୧୦୦ ଘଣ୍ଟା ଭିତରେ ଯୋଗୀ ଆଦିତ୍ୟନାଥଙ୍କ ଏହା ଦ୍ବିତୀୟ ଗସ୍ତ । ଆସନ୍ତା ୨୯ ତାରିଖରେ ମୌନୀ ଅମାବାସ୍ୟା । ସେହିଦିନ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ ବୁଡ ପକାଇବେ । ଏଥିପାଇଁ ଉତ୍ତରପ୍ରଦେଶ ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ମୁଖ୍ୟମନ୍ତ୍ରୀ ଘଟଣାସ୍ଥଳରେ ୫ଘଣ୍ଟା ରହି ପ୍ରସ୍ତୁତିର…

ଭାରତ ଫେରିବ ମୁମ୍ବାଇ ଆକ୍ରମଣର ମୋଷ୍ଟ ୱାନ୍ଟେଡ ତହିବୁର ରାଣା

ମୁମ୍ବାଇ ଆକ୍ରମଣ ଦୋଷୀ ତହିବୁର ରାଣାକୁ ଭାରତ ଅଣାଯିବ । ଆମେରିକାର ସୁପ୍ରିମକୋର୍ଟ ତାଙ୍କ ପ୍ରତ୍ୟର୍ପଣକୁ ମଞ୍ଜୁରୀ ଦେଇଛନ୍ତି । ଗୋଟିଏ ପ୍ରକାରେ ଏହା ଆମେରିକୀୟ ଦରବାରରେ ଭାରତ ପାଇଁ ଏକ ବଡ଼ ବିଜୟ। ଅଗଷ୍ଟ ୨୦୨୪ରେ, ଆମେରିକାର କୋର୍ଟ ଭାରତ-ଆମେରିକା ପ୍ରତ୍ୟର୍ପଣ ଚୁକ୍ତି ଅନୁଯାୟୀ…

୯୪୨ ଯବାନଙ୍କୁ ମିଳିବ ବୀରତା ପୁରସ୍କାର

୨୦୨୫ ଗଣତନ୍ତ୍ର ଦିବସ ଅବସରରେ, ପୋଲିସ, ଅଗ୍ନିଶମ, ଗୃହରକ୍ଷୀ ଏବଂ ନାଗରିକ ସୁରକ୍ଷା ଏବଂ ସଂଶୋଧନ ସେବାର ୯୪୨ ଜଣ କର୍ମଚାରୀଙ୍କୁ ବୀରତ୍ୱ ପୁରସ୍କାର ପ୍ରଦାନ କରାଯିବ। ଏଥିରେ ୯୫ ଜଣ ସୈନିକଙ୍କୁ ବୀରତ୍ୱ ପଦକ, ୧୦୧ ଜଣଙ୍କୁ ବିଶିଷ୍ଟ ସେବା ପାଇଁ ରାଷ୍ଟ୍ରପତି ପଦକ, ୭୪୬ ଜଣଙ୍କୁ ପ୍ରଶଂସନୀୟ…

ୱାକଫ୍ ସଂଶୋଧନ ବିଲ୍ ଉପରେ ଗଠିତ ଯୁଗ୍ମ ସଂସଦୀୟ କମିଟି ବା ଜେପିସି ବୈଠକରେ ହଙ୍ଗାମା

ୱାକଫ୍ ସଂଶୋଧନ ବିଲ୍ ଉପରେ ଗଠିତ ଯୁଗ୍ମ ସଂସଦୀୟ କମିଟି ବା ଜେପିସି ବୈଠକରେ ହଙ୍ଗାମା । ଏପରି କି ପରିସ୍ଥିତି ସମ୍ଭାଳିବା ପାଇଁ ମାର୍ଶାଲ ଡକାଇବାକୁ ପଡ଼ିଥିଲା। ଜେପିସି ବୈଠକ ଗଣ୍ଡଗୋଳ ଘଟଣାରେ ଅସଦ୍ଦୁଦ୍ଦିନ ଓବିସି ଓ କଲ୍ୟାଣ ବାନାର୍ଜୀଙ୍କ ସମେତ ମୋଟ୍ ୧୦ ଜଣ ବିରୋଧୀ ସାଂସଦଙ୍କୁ ଦିନକ…