Trending
- ୟୁଏଇରେ ତିନି ଦିନିଆ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟି ଟଙ୍କାର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା
- ବନତାରାରୁ ନନ୍ଦନକାନନକୁ ଆସିଲେ ୪୦ରୁ ଅଧିକ ଜୀବଜନ୍ତୁ,ପର୍ଯ୍ୟଟକଙ୍କ ପାଇଁ ଏହା ହେବ ଏକ ନୂଆ ଅନୁଭୂତି
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
Browsing Category
National
ଭାରତର ଓ୍ବାଣ୍ଟେଡ଼ ଆତଙ୍କବାଦୀର ହୃଦଘାତରେ ମୃତ୍ୟୁ
ପୁଅ ପରେ ଆତଙ୍କବାଦୀ ବାପାର ମୃତ୍ୟୁ । ମୁମ୍ବାଇ ଆକ୍ରମଣର ମାଷ୍ଟରମାଇଣ୍ଡ ତଥା ନିଷିଦ୍ଧ ଜମାତ-ଉଦ-ଦାଓ୍ଵା ସଂଗଠନର ଡେପୁଟି ମୁଖ୍ୟ ହାଫିଜ୍ ସୟିଦଙ୍କ ଭିଣୋଇ ହାଫିଜ୍ ଅବଦୁଲ୍ ରେହମାନ ମକ୍କିର ମୃତ୍ୟୁ । ହୃଦଘାତରେ ଆତଙ୍କବାଦୀ ମକ୍କିର ମୃତ୍ୟୁ ହୋଇଛି। ଜମାତ-ଉଦ-ଦାୱାର ଅନୁଯାୟୀ ଅବଦୁଲ…
ଆସନ୍ତାକାଲି ହେବ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ଅନ୍ତିମ ସଂସ୍କାର
ଆସନ୍ତାକାଲି ଅର୍ଥାତ ଡିସେମ୍ବର ୨୮ ତାରିଖରେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ଅନ୍ତିମ ସଂସ୍କାର କରାଯିବ। ନୂଆଦିଲ୍ଲୀସ୍ଥିତ କଂଗ୍ରେସ ମୁଖ୍ୟାଳୟରୁ ସକାଳ ସାଢ଼େ ୯ଟାରେ ତାଙ୍କର ଅନ୍ତିମ ଯାତ୍ରା ଆରମ୍ଭ ହେବ। ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ମନମୋହନ ସିଂହଙ୍କ ଶେଷକୃତ୍ୟ ସମ୍ପନ୍ନ ହେବ।…
ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂଙ୍କ ପରଲୋକ
ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂଙ୍କ ପରଲୋକରେ ପ୍ରଧାନମନ୍ତ୍ରୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ରାଷ୍ଟ୍ରପତି ଦ୍ରୈାପଦୀ ମୁର୍ମୁ ମଧ୍ୟ ଦୁଃଖ ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଦୁଃଖ ପ୍ରକାଶ କରିଛନ୍ତି । ମୃତ୍ୟୁବେଳକୁ ତାଙ୍କୁ ୯୨ ବର୍ଷ ହୋଇଥିଲା । ମନମୋହନ…
ବାଂଲାଦେଶରେ ସଂଖ୍ୟାଲଘୁ ଅଧିକାରର ସୁରକ୍ଷା ପାଇଁ ଆମେରିକାର ଚିନ୍ତା
ବାଂଲାଦେଶ ଅନ୍ତରୀଣ ସରକାରର ନେତା ମହମ୍ମଦ ୟୁନୁସଙ୍କ ସହ ଟେଲିଫୋନ୍ ଯୋଗେ କଥାବାର୍ତ୍ତା କରି ଆମେରିକାର ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍ଏସ୍ଏ) ଜେକ୍ ସୁଲିଭାନ୍ ଦେଶରେ ହିନ୍ଦୁ ସଂଖ୍ୟାଲଘୁଙ୍କ ଉପରେ ହେଉଥିବା ଆକ୍ରମଣକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି। ଏହି କଥାବାର୍ତ୍ତା ପରେ ହ୍ୱାଇଟ୍…
ମୃତ ମହିଳାଙ୍କ ପରିବାରକୁ ୨ କୋଟି ଟଙ୍କାର ଆର୍ଥିକ ସହାୟତା ଦେବେ ପୁଷ୍ପାରାଜ
ଅଭିନେତା ଅଲ୍ଲୁ ଅର୍ଜୁନଙ୍କ ବଡ଼ ଘୋଷଣା। ହାଇଦ୍ରାବାଦ ସନ୍ଧ୍ୟା ଥିଏଟରରେ ହୋଇଥିବା ଦଳାଚକଟା ଘଟଣାରେ ପ୍ରାଣ ହରାଇଥିବା ମହିଳାଙ୍କ ପରିବାରକୁ ୨ କୋଟି ଟଙ୍କାର ଆର୍ଥିକ ସହାୟତା ଦେବେ ସେ ଏବଂ ‘ପୁଷ୍ପା’ ଫିଲ୍ମ ନିର୍ମାତା।ଅଭିନେତାଙ୍କ ବାପା ତଥା ଭେଟେରାନ ନିର୍ମାତା ଅଲ୍ଲୁ ଅରବିନ୍ଦ, ଦିଲ…
ବାପା ହେଲେ ଭାରତୀୟ କ୍ରିକେଟର ଅକ୍ଷର ପଟେଲ
ଅକ୍ଷର ପଟେଲଙ୍କ ପତ୍ନୀ ମେହା ମା’ ହୋଇଛନ୍ତି। ସେ ଗୋଟିଏ ପୁତ୍ର ସନ୍ତାନଙ୍କୁ ଜନ୍ମ ଦେଇଛନ୍ତି। ଏନେଇ ଅକ୍ଷର ପଟେଲ ନିଜେ ଇନଷ୍ଟାଗ୍ରାମରେ ଖୁସି ଖବରକୁ ଜଣାଇଛନ୍ତି। କିନ୍ତୁ ମେହା ଡିସେମ୍ବର ୧୯ରୁ ମା’ ହୋଇ ସାରିଥିବା ସେ କହିଛନ୍ତି। ଅକ୍ଷର ଓ ମେହା ଇନଷ୍ଟାଗ୍ରାମରେ ସେମାନଙ୍କ ନବଜାତ ପୁଅ…
ବୀର ବାଳ ଦିବସ: ଅମର ବଳିଦାନର ପ୍ରତୀକ
ଭାରତର ସେତେବେଳେ ଘୋର ଦୁର୍ଦ୍ଦଶା। ମୋଗଲ ଶାସକ ମାନଙ୍କର ଅତ୍ୟାଚାରରେ ଜର୍ଜରିତ ଭାରତ ମାତା। ମୋଗଲ ଶାହୀ, ଆଦିଲ ଶାହୀ , କୁତବ ଶାହୀ , ନିଜାମ୍ ଶାହୀ ଓ ବ୍ରିଟିଶ ଶାହୀ ଆଦି ପାଞ୍ଚୋଟି ବୈଦେଶିକ ସତ୍ତାକୁ ଛିନ୍ନ ଭିନ୍ନ କରି ହିନ୍ଦୁପଦ ପାଦଶାହୀର ପ୍ରତିଷ୍ଠା କରିଥିବା ପ୍ରବଳ ପରାକ୍ରମୀ…
ହିମାଚଳପ୍ରଦେଶର ବିଭିନ୍ନ ଜିଲାରେ ପ୍ରବଳ ତୁଷାରପାତ
ହିମାଚଳପ୍ରଦେଶର ବିଭିନ୍ନ ଜିଲାରେ ପ୍ରବଳ ତୁଷାରପାତ ଯୋଗୁ ୩ଟି ଜାତୀୟ ରାଜପଥ ସମେତ ୨୨୩ଟି ସଡ଼କ ଅବରୋଧ ହୋଇଯାଇଛି। କିନ୍ନୌର, ଲହାଉଲ, ସ୍ପିଟି ସମେତ ଶିମ୍ଲା, କୁଲ୍ଲୁ, ମଣ୍ଡି, ଚାମ୍ବା ଏବଂ ସିର୍ମଉର ଜିଲାର ଉଚ୍ଚ ସ୍ଥାନଗୁଡ଼ିକରେ ତୁଷାରପାତ ହୋଇଛି। ରାସ୍ତା ଅବରୋଧ ହୋଇଥିବାରୁ ଶିମ୍ଲାର…
ଅଲ୍ଲୁ ଅର୍ଜୁନଙ୍କୁ ପୋଲିସ୍ର ୪ଘଣ୍ଟା ଜେରା
ହାଇଦ୍ରାବାଦର ସନ୍ଧ୍ୟା ଥିଏଟରରେ ଗତ ୪ ତାରିଖରେ ‘ପୁଷ୍ପା-୨’ ସିନେମାର ପ୍ରିମିୟର ବେଳେ ଦଳାଚକଟାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିବା ସହ ତାଙ୍କର ୮ ବର୍ଷର ପୁଅ ଗୁରୁତର ହୋଇଥିଲେ। ଏହି ମାମଲାରେ ହାଇଦ୍ରାବାଦ ପୋଲିସ ମଙ୍ଗଳବାର ଅଲ୍ଲୁଙ୍କୁ ୩ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଜେରା କରିଛି। ତେଲୁଗୁ…
ଆଜି ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ୧୦୦ତମ ଜନ୍ମ ବାର୍ଷିକୀ
ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ୧୦୦ତମ ଜନ୍ମ ବାର୍ଷିକୀ । ଏହି ବିଶେଷ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ମନେ ପକାଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ଇନଷ୍ଟାଗ୍ରାମରେ ଲେଖିଛନ୍ତି, ପୂର୍ବତନ ପ୍ରଧାନମନ୍ତ୍ରୀ…