Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Browsing Category
National
ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କ ବଡ଼ ବୟାନ , ଭାରତ-ବିରୋଧୀ ମନୋଭାବ ପଛରେ ଉଗ୍ରବାଦୀଙ୍କ ହାତ
ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କ ବଡ଼ ବୟାନ । ଭାରତ-ବିରୋଧୀ ମନୋଭାବ ପଛରେ ଉଗ୍ରବାଦୀଙ୍କ ହାତ। ୟୁନୁସ୍ ସରକାର ଅପରାଧୀଙ୍କୁ ପ୍ରଶ୍ରୟ ଦେଉଛନ୍ତି । ଉଗ୍ରବାଦୀଙ୍କୁ ଉତ୍ସାହିତ କରୁଥିବା ହସିନା ଅଭିଯୋଗ କରିଛନ୍ତି । ଯେଉଁମାନେ ମୋତେ ଦେଶ ଛାଡ଼ିବାକୁ ବାଧ୍ୟ କଲେ, ସେମାନେ…
ଜାନୁଆରି ୨୦୨୬ ସତ୍ର ପାଇଁ ‘ଇଗ୍ନୋ’ରେ ନାମଲେଖା ଆରମ୍ଭ
ଭୁବନେଶ୍ୱର: ଇନ୍ଦିରା ଗାନ୍ଧୀ ରାଷ୍ଟ୍ରୀୟ ମୁକ୍ତ ବିଶ୍ୱବିଦ୍ୟାଳୟ (ଇଗ୍ନୋ) ପକ୍ଷରୁ ଜାନୁଆରୀ–୨୦୨୬ ଶିକ୍ଷା ସତ୍ର ପାଇଁ ବିଭିନ୍ନ ପାଠ୍ୟକ୍ରମରେ ନାମଲେଖା ପ୍ରକ୍ରିୟା ଆରମ୍ଭ ହୋଇଛି। ଆଗ୍ରହୀ ଛାତ୍ରଛାତ୍ରୀମାନେ ଆସନ୍ତା ୩୧ ଜାନୁଆରୀ ୨୦୨୬ ପର୍ଯ୍ୟନ୍ତ ନାମ ଲେଖାଇ ପାରିବେ।
ଭିନ୍ନ…
ଛଅଟି ଜିସିସି ରାଷ୍ଟ୍ର ମଧ୍ୟରୁ 5ଟି ଦେଶ ସେମାନଙ୍କ ସର୍ବୋଚ୍ଚ ନାଗରିକ ସମ୍ମାନରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ କରିଛନ୍ତି…
ଗତ ଦଶନ୍ଧି ମଧ୍ୟରେ ଗଲ୍ଫ ବା ଉପସାଗରୀୟ ଦେଶ ସହିତ ଭାରତର ସମ୍ପର୍କରେ ଏକ ଗଭୀର ପରିବର୍ତ୍ତନ ଆସିଛି। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବ୍ୟକ୍ତିଗତ କୂଟନୀତିର ସ୍ପଷ୍ଟ ପ୍ରଭାବ ରହିଛି। 2014 ପରଠାରୁ ପଶ୍ଚିମ ଏସିଆରେ ନୂଆଦିଲ୍ଲୀକୁ ମିଳିଥିବା ଉପଲବ୍ଧି ଭାରତ-ଉପସାଗରୀୟ ସମ୍ପର୍କ…
ଘନ କୁହୁଡ଼ି ପାଇଁ ପଶ୍ଚିମବଙ୍ଗର ତାହେରପୁରରେ ପ୍ରଧାନମନ୍ତ୍ରୀଙ୍କ ହେଲିକପ୍ଟର ଅବତରଣ କରିପାରିଲା ନାହିଁ
ଅବତରଣ କରିପାରିଲାନି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ହେଲିକପ୍ଟର। ଖରାପ ପାଗ ଯୋଗୁଁ ପଶ୍ଚିମବଙ୍ଗର ତାହେରପୁରରେ ପ୍ରଧାନମନ୍ତ୍ରୀଙ୍କ ହେଲିକପ୍ଟର ଅବତରଣ କରିପାରିନଥିବା ଜଣାପଡ଼ିଛି। ଘନ କୁହୁଡ଼ି ପାଇଁ ଏଭଳି ହୋଇଥିବା କୁହାଯାଉଛି। ହେଲିକପ୍ଟରଟି ଉଡ଼ାଣ କରିଥିଲେ ବି ଦୃଶ୍ୟମାନ୍ୟତା କମ…
ଢାକାରେ ପହଞ୍ଚିଛି ମୃତ ଛାତ୍ରନେତା ଉସମାନ ହାଦିଙ୍କ ମୃତଦେହ
ବାଂଲାଦେଶ ନେତା ଉସମାନଙ୍କ ମୃତ୍ୟୁ ପର ଠାରୁ ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ରହିଛି । ଦେଶବ୍ୟାପୀ ଉତ୍ତେଜନା ଲାଗି ରହିଥିବା ବେଳେ ଏହାରି ଭିତରେ ଢାକାରେ ପହଞ୍ଚିଛି ମୃତ ଛାତ୍ରନେତା ଉସମାନ ହାଦିଙ୍କ ମୃତଦେହ । ଢାକା ବିମାନବନ୍ଦରରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡ଼ି କରାଯାଇଛି ।…
ବାଂଲାଦେଶ ରେ ପୁଣିଥରେ ତେଜିଛି ଭାରତ ବିରୋଧୀ ହିଂସା , ଚାରିଆଡ଼େ ହିଂସାତ୍ମକ ପରିସ୍ଥିତି
ବାଂଲାଦେଶ ରେ ପୁଣିଥରେ ତେଜିଛି ଭାରତ ବିରୋଧୀ ହିଂସା । ସରିଫ ଓସ୍ମାନ ହାଦି ହତ୍ୟାକୁ ନେଇ ଶୁକ୍ରବାର ଢାକା ଓ ଅନ୍ୟାନ୍ୟ ସହରରେ ହଜାର ହଜାର ଲୋକ ହିଂସାତ୍ମକ ବିକ୍ଷୋଭ କରିଛନ୍ତି । ୩୨ ବର୍ଷୀୟ ହାଦି ଗତ ଡିସେମ୍ବର ୧୨ ତାରିଖରେ ନିର୍ବାଚନ ପ୍ରଚାର ବେଳେ ଅଜଣା ଆତତାୟୀଙ୍କ ଦ୍ୱାରା ଗୁଳିମାଡ଼ର…
ସଂସଦର ଉଷ୍ମତାକୁ ଥଣ୍ଡା କଲା ବାଚସ୍ପତିଙ୍କ ଟି-ପାର୍ଟି
ସଂସଦରେ ଆକ୍ଷେପ, ବିତର୍କ, ପ୍ରତିବାଦ। ଭିବି-ଜି ରାମ୍-ଜି ବିଲକୁ ନେଇ ବିରୋଧୀଙ୍କ ନାରାବାଜିରେ ତାତିଥିଲା ଶୀତକାଳୀନ ଅଧିବେଶନ। ଆରମ୍ଭରୁ ଶେଷ ଯାଏଁ ପ୍ରତିବାଦ- ତର୍କ ବିତର୍କରେ ମୁହାମୁହିଁ ହୋଇଥିଲେ ଶାସକ-ବିରୋଧୀ। କିନ୍ତୁ ସଂସଦର ଉଷ୍ମତାକୁ ଥଣ୍ଡା କରିଛି ବାଚସ୍ପତିଙ୍କ…
ବିଚାରପତିଙ୍କ ଅବସର ନେବାର କିଛି ଦିନ ପୂର୍ବରୁ ବହୁ ଅଧିକ ଆଦେଶ ଦେବା ପ୍ରବୃତ୍ତି ବଢ଼ୁଛି – ପ୍ରଧାନ ବିଚାରପତି
ନ୍ୟାୟପାଳିକାରେ ଭ୍ରଷ୍ଟ ଆଚରଣକୁ ନେଇ ସୁପ୍ରିମକୋର୍ଟ ପରୋକ୍ଷ ଭାବେ ଏକ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣୀ ଦେଇଛନ୍ତି । ଭ୍ରଷ୍ଟାଚାର ନାଁ ନ ନେଇ ପ୍ରଧାନ ବିଚାରପତି (ସିଜେଆଇ) ଜଷ୍ଟିସ ସୂର୍ଯ୍ୟକାନ୍ତ, ଜଷ୍ଟିସ୍ ଜୟମାଲ୍ୟ ବାଗ୍ଚୀ ଏବଂ ଜଷ୍ଟିସ୍ ବିପୁଲ ଏମ୍ ପଞ୍ଚୋଲିଙ୍କ ଖଣ୍ଡପୀଠ କହିଥିଲେ, ଅବସରର…
ପ୍ରବଳ ହଟ୍ଟଗୋଳ ମଧ୍ୟରେ ଆଜି ରାଜ୍ୟସଭାରେ ପାସ୍ ହେଲା ଭିବି-ଜି ରାମ ଜି ବିଲ୍, ମନରେଗାର ସ୍ଥାନ ନେବ ଭିବି-ଜି ରାମ…
ଲୋକସଭା ପରେ ଆଜି ରାଜ୍ୟସଭାରେ ପାସ୍ ହେଲା ଭିବି-ଜି ରାମ ଜି ବିଲ୍। ପ୍ରବଳ ହଟ୍ଟଗୋଳ ମଧ୍ୟରେ ଗୃହୀତ ହୋଇଛି ମନରେଗାର ନାଁ ପରିବର୍ତ୍ତନ କରିଥିବା ଗୁରୁତ୍ୱପୂର୍ଣ୍ଣ ବିଧେୟକ । ଏହି ବିଧେୟକ ବିକଶିତ ଭାରତ ଗ୍ୟାରେଣ୍ଟି ରୋଜଗାର ଓ ଆଜୀବିକ ମିଶନ ବିଧେୟକ, ୨୦୨୫(ଭିବି-ଜି ରାମ ଜି) ମନରେଗାର…
୩୯ଦେଶକୁ ଆମେରିକା ଆସିବା ମନା
ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜାତୀୟ ସୁରକ୍ଷା ଏବଂ ସାର୍ବଜନୀକ ସୁରକ୍ଷାକୁ ନଜରରେ ରଖି ପ୍ରବାସ ନୀତିକୁ ଆହୁରି କଠୋର କରିଛନ୍ତି। ମଙ୍ଗଳବାର ଟ୍ରମ୍ପ ପ୍ରଶାସନ ଆହୁରି ୭ଟି ଦେଶ ଏବଂ ପାଲେଷ୍ଟେନୀୟଙ୍କ ଉପରେ ସମ୍ପୂର୍ଣ୍ଣ ଯାତ୍ରା ପ୍ରତିବନ୍ଧକ ଲଗାଇଛି। ଏହା ସହିତ, ଅନ୍ୟ ୧୫ଟି…