Trending
- ନେପାଳରେ ରାଷ୍ଟ୍ରୀୟ ସ୍ବତନ୍ତ୍ର ପାର୍ଟି ବାମପନ୍ଥୀ ଦଳଗୁଡ଼ିକୁ ପରାସ୍ତ କରିଛି,ରବି ଲାମିଛାନେ ଏବଂ ବାଲେନ ଶାହଙ୍କ ସହ କଥା ହେଲେ ମୋଦୀ
- ରାଜ୍ୟସଭା ନିର୍ବାଚନ: ୩ ରାଜ୍ୟ ପାଇଁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ବିଜେପି
- ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ: ରିଫାଇନ୍, ପାମୋଲିନ୍ ତେଲ ଦର ୫ରୁ ୬ ଟଙ୍କା ବୃଦ୍ଧି
- ରାଜ୍ୟରେ ମହିଳା, ଦଳିତ ମାନଙ୍କ ଉପରେ ଆକ୍ରମଣ, ମହିଳାଙ୍କ ପ୍ରତି ଘଟିଥିବା ହିଂସା ସ୍ଥିର – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବିଧାନସଭା ବଜେଟ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ ଆଜିଠାରୁ ଆରମ୍ଭ
- ଜେଡିୟୁରେ ଯୋଗ ଦେଲେ ନୀତିଶ କୁମାରଙ୍କ ପୁଅ ନିଶାନ୍ତ କୁମାର
- ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା
- ରାଜଧାନୀରୁ ନିଖୋଜ ,ମୈତ୍ରୀବିହାର ଥାନା ଅଞ୍ଚଳରୁ ଉଦ୍ଧାର
- ଯୁଦ୍ଧ ଭିତରେ ୫୨,୩୬୦ ଜଣ ଭାରତୀୟ ଘରକୁ ଫେରିଛନ୍ତି
- ଆସନ୍ତାକାଲି ଶ୍ରୀବିଗ୍ରହମାନଙ୍କ ଖସାପଡା ଲାଗି ନୀତି,ସନ୍ଧ୍ୟା ୬ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ
Browsing Category
National
ବିହାରରେ ଭୟଙ୍କର ବନ୍ୟା
ଲଗାଣ ବର୍ଷା ଯୋଗୁଁ ବିହାରରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। କର୍ତ୍ତୃପକ୍ଷ ବନ୍ୟା ସତର୍କ ସୂଚନା ଜାରି କରିବା ସହ ଯୁଦ୍ଧସ୍ତରରେ ଲୋକଙ୍କୁ ସୁରକ୍ଷିତ ସ୍ଥାନାନ୍ତର ଜାରି ରଖିଛନ୍ତି। ୧୩ଟି ଜିଲ୍ଲାର ୧୬ ଲକ୍ଷ ଲୋକ ଏହି ବନ୍ୟାରେ ପ୍ରଭାବିତ ହୋଇଛନ୍ତି। ବନ୍ୟା ପ୍ରଭାବିତ ଅଂଚଳରେ…
ଆସୁଛି ଶୀତ ଋତୁ ,ଦିଲ୍ଲୀକୁ ଘାରିଲାଣି ପ୍ରଦୂଷଣ ଚିନ୍ତା, ମାର୍ଗଦର୍ଶିକା ଜାରି
ଦିଲ୍ଲୀରେ ବାୟୁ ପ୍ରଦୂଷଣ ଚିନ୍ତାର ବିଷୟ ପାଲଟିଥିବାବେଳେ ଆଗାମୀ ଶୀତ ଋତୁରେ ଏହା ଅଧିକ ସାଙ୍ଘାତିକ ହେବାର ଆଶଙ୍କା ରହିଛି। ବିଶେଷ କରି କୋଠାବାଡ଼ି, ରାସ୍ତାଘାଟ ନିର୍ମାଣ ସମୟରେ ବାହାରୁଥିବା ଧୂଳି ବାୟୁମଣ୍ଡଳରେ ମିଶିବା ଫଳରେ ପ୍ରଦୂଷଣ ବଢ଼ିବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି…
ଭାରତକୁ ସୁରକ୍ଷା ପରିଷଦର ସ୍ଥାୟୀ ସଦସ୍ୟତା ଦିଆଯିବାକୁ ରୁଷିଆ ସମର୍ଥନ କରିଛି
ମିଳିତ ଜାତିସଂଘ ସୁରକ୍ଷା ପରିଷଦରେ ସ୍ଥାନ ପାଇବାକୁ ଭାରତକୁ ଅନେକ ଦେଶ ସମର୍ଥନ କରିଛନ୍ତି । ଏହାରି ଭିତରେ ରୁଷିଆ ମଧ୍ୟ ଭାରତକୁ ସମର୍ଥନ କରିଛି । ବ୍ରିଟେନ, ଆମେରିକା, ଫ୍ରାନ୍ସ, ଭୁଟାନ, ପର୍ତ୍ତୁଗାଲ ଏବଂ ଚିଲି ଭାରତକୁ ୟୁଏନଏସସିର ସ୍ଥାୟୀ ସଦସ୍ୟ କରିବା ପାଇଁ ସମର୍ଥନ…
ମୁମ୍ବାଇରେ ହାଇ ଆଲର୍ଟ
ମୁମ୍ବାଇରେ ଆତଙ୍କବାଦୀ ଆକ୍ରମଣ ସମ୍ଭାବନା ଥିବା ଗୁଇନ୍ଦା ସୂଚନା ପରେ ସୁରକ୍ଷା ବ୍ୟବସ୍ଥାକୁ ବଢ଼ାଇ ଦିଆଯାଇଛି । ପାର୍ବଣ ସମୟରେ ମୁମ୍ବାଇରେ ଆତଙ୍କବାଦୀ ଆକ୍ରମଣ ସମ୍ଭାବନା ଥିବା କେନ୍ଦ୍ରୀୟ ଏଜେନ୍ସୀ ସୂଚନା ଦେବା ପରେ ହାଇ ଆର୍ଲଟରେ ମୁମ୍ବାଇ । ଜନଗହଳିପୂର୍ଣ୍ଣ ଅଞ୍ଚଳ ଏବଂ ଧାର୍ମିକ ସ୍ଥଳ…
ନଡ୍ଡାଙ୍କ ସ୍ଥାନ ନେବେ ବସୁନ୍ଧରା
ପୁଣି ଥରେ ଭାଜପା ଏକ ବଡ ମାଷ୍ଟରଷ୍ଟ୍ରୋକ ଖେଳିବାକୁ ଯାଉଛି। ଏକ ଜାତୀୟ ଗଣମାଧ୍ୟମ ରିପୋର୍ଟନୁସାରେ ଦଳର ହାଇକମାଣ୍ଡ ରାଜସ୍ଥାନର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ରାଷ୍ଟ୍ରୀୟ ଉପସଭାପତି ବସୁନ୍ଧରା ରାଜେଙ୍କୁ ରାଷ୍ଟ୍ରୀୟ ଅଧ୍ୟକ୍ଷ କରିପାରନ୍ତି।ଖୁବ ଶୀଘ୍ର ଏନେଇ ଘୋଷଣା କରାଯାଇପାରେ ବୋଲି…
ପାର୍ବଣ ପାଇଁ ଦେଶବ୍ୟାପୀ ଗଡିବ ୬ହଜାର ଟ୍ରେନ
ଗତବର୍ଷ ପାର୍ବଣ ସମୟରେ ରେଳ ବିଭାଗ ପକ୍ଷରୁ ୪,୪୨୯ ସ୍ବତନ୍ତ୍ର ଟ୍ରେନ୍ ଚଳାଯାଇଥିବା ବେଳେ ଚଳିତବର୍ଷ ପାର୍ବଣ ରେ ୬ହଜାର ସ୍ଵତନ୍ତ୍ର ଟ୍ରେନ ଚଳାଇବା ପାଇଁ ରେଳମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବ କହିଛନ୍ତି |ଏହଦ୍ଵାରା୧ କୋଟି ରୁ ଉର୍ଦ୍ଧ ଯାତ୍ରୀ ଉପକୃତ ହେବେ ବୋଲି ଏକ ଖବରଦାତା ସମ୍ମିଳନୀରେ ରେଳ…
କାହିଁକି ତିରୁପତି ଗସ୍ତ ବାତିଲ କଲେ ଜଗନମୋହନ
ତିରୁପତି ଗସ୍ତ ବାତିଲ କଲେ ଜଗନମୋହନ । ହିନ୍ଦୁମାନଙ୍କୁ ନେଇ ପୂର୍ବରୁ ଦେଇଥିବା ମନ୍ତବ୍ୟ ପାଇଁ ତାଙ୍କୁ ଟ୍ରୋଲ କରାଯାଉଛି । ଆଉ ଏହାରି ଭିତରେ ଓ୍ବାଇଏସ୍ଆର୍ସିପି ମୁଖ୍ୟ ଓ୍ବାଇ.ଏସ୍. ଜଗନମୋହନ ରେଡ୍ଡୀଙ୍କୁ ନିଜ ଧର୍ମ ଘୋଷଣା କରିବାକୁ କୁହାଯିବାରୁ ସେ ତାଙ୍କର ତିରୁପତି ଭେଙ୍କଟେଶ୍ୱର…
ସ୍ୱଚ୍ଛତା ହିଁ ସେବା ଅଭିଯାନ ଅନ୍ତର୍ଗତ ବ୍ୟାପକ କାର୍ଯ୍ୟକ୍ରମ ଆୟୋଜନ କରିବ କେନ୍ଦ୍ର
ନୂଆଦିଲ୍ଲୀ: କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନା ଲୋକଙ୍କ ପାଖରେ ପହଁଚାଇବା ପାଇଁ ଏବେ ଗୁରୁତ୍ବ ଦିଆଯିବ । ପ୍ରଚାର ପ୍ରସାର ହେଲେ ଯୋଜନା ଲୋକମାନେ ସୋସିଆଲ ମିଡିଆ ମାଧ୍ୟମରେ ଜାଣିପାରିବେ । କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ ଓଡ଼ିଶାରେ କାର୍ଯ୍ୟରତ ବିଭିନ୍ନ ବିଭାଗ ଏବଂ…
ବାଂଲାଦେଶ ରୁ ଆସିଲା ଇଲିସି
ରାଜନୈତିକ ଅସ୍ଥିରତା ଭିତରେ ପଠାଇଲା ବାଂଲାଦେଶ। ହାୱଡାର ହୋଲସେଲ ମାଛ ବଜାରରେ ପହଞ୍ଚିଥିଲା ଇଲିସି ଗାଡ଼ି। ବାଂଲାଦେଶର ଆଭ୍ୟନ୍ତରୀଣ ରାଜନୈତିକ ଅସ୍ଥିରତା ମଧ୍ୟରେ ଏଥର ସାମାନ୍ୟ ବିଳମ୍ବ ହୋଇଛି ବୋଲି ହାୱାଡ଼ା ମାଛ ବଜାର ସଙ୍ଘର ମୁଖ୍ୟ କହିଛନ୍ତି। କିନ୍ତୁ ଗତକାଲି ପେଟ୍ରାପୋଲ ଜମି ସୀମାରୁ…
ଦିଲ୍ଲୀ ବାୟୁ ପ୍ରଦୂଷଣ ରୋକିବାରେ କମିଶନ ବିଫଳ
ଶୁକ୍ରବାର ବାୟୁ ମାନ ପରିଚାଳନା କମିଶନ (ସିଏକ୍ୟୁଏମ୍)କୁ ଭର୍ତ୍ସନା କରିଛନ୍ତି। ପଡୋଶୀ ରାଜ୍ୟ ପଞ୍ଜାବ ଓ ହରିୟାଣାରେ ନଡ଼ାପୋଡ଼ି ଯୋଗୁ ଦିଲ୍ଲୀ ବାୟୁ ଅଧିକ ପ୍ରଦୂଷିତ ହେଉଥିବା ବେଳେ ଏହାକୁ ରୋକିବା ଦିଗରେ ସିଏକ୍ୟୁଏମ୍ ବିଫଳ ହୋଇଛନ୍ତି।ଏଦିଗରେ କମିଶନ ଅଧିକ ସକ୍ରିୟତାର ସହ ପଦକ୍ଷେପ…