Trending
- ଇସ୍ତଫା ଦେଲେ ଇଣ୍ଡିଗୋ ଏୟାର ଲାଇନ୍ସର ସିଇଓ
- ରାଜ୍ୟରେ ଯଥେଷ୍ଟ ପରିମାଣର ରନ୍ଧନ ଗ୍ୟାସ ଉପଲବ୍ଧ ରହିଛି ,ଚିନ୍ତିତ ନ ହେବାକୁ ପରାମର୍ଶ- ଓଡ଼ିଶା ସରକାର
- ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା
- ଯୁଦ୍ଧ ଯୋଗୁଁ ଏଲ୍ପିଜି ସିଲିଣ୍ଡରର ଅଭାବ, ସ୍ଥିତି ନସୁଧୁରିଲେ, ୨ ଦିନ ଭିତରେ ବଡ଼ ବଡ଼ ସହରରେ ବନ୍ଦ ରହିବ ରେଷ୍ଟୁରାଣ୍ଟ
- ଷ୍ଟ୍ରେଟ୍ ଅଫ୍ ହରମୁଜ ଦେଇ ଗୋଟିଏ ଲିଟର ବି ତେଲ କେହି ନେଇପାରିବେ ନାହିଁ – ଇରାନ
- ଓଡ଼ିଶାର 9 ଟି ଷ୍ଟେସନ ଦେଇ ଚାଲିବ ଏକ ନୂତନ ଅମୃତ ଭାରତ ଟ୍ରେନ୍
- ନେପାଳରେ ରାଷ୍ଟ୍ରୀୟ ସ୍ବତନ୍ତ୍ର ପାର୍ଟି ବାମପନ୍ଥୀ ଦଳଗୁଡ଼ିକୁ ପରାସ୍ତ କରିଛି,ରବି ଲାମିଛାନେ ଏବଂ ବାଲେନ ଶାହଙ୍କ ସହ କଥା ହେଲେ ମୋଦୀ
- ରାଜ୍ୟସଭା ନିର୍ବାଚନ: ୩ ରାଜ୍ୟ ପାଇଁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ବିଜେପି
- ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ: ରିଫାଇନ୍, ପାମୋଲିନ୍ ତେଲ ଦର ୫ରୁ ୬ ଟଙ୍କା ବୃଦ୍ଧି
- ରାଜ୍ୟରେ ମହିଳା, ଦଳିତ ମାନଙ୍କ ଉପରେ ଆକ୍ରମଣ, ମହିଳାଙ୍କ ପ୍ରତି ଘଟିଥିବା ହିଂସା ସ୍ଥିର – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
Browsing Category
National
ସ୍ୱଚ୍ଛତା ହିଁ ସେବା ଅଭିଯାନ ଅନ୍ତର୍ଗତ ବ୍ୟାପକ କାର୍ଯ୍ୟକ୍ରମ ଆୟୋଜନ କରିବ କେନ୍ଦ୍ର
ନୂଆଦିଲ୍ଲୀ: କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନା ଲୋକଙ୍କ ପାଖରେ ପହଁଚାଇବା ପାଇଁ ଏବେ ଗୁରୁତ୍ବ ଦିଆଯିବ । ପ୍ରଚାର ପ୍ରସାର ହେଲେ ଯୋଜନା ଲୋକମାନେ ସୋସିଆଲ ମିଡିଆ ମାଧ୍ୟମରେ ଜାଣିପାରିବେ । କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ ଓଡ଼ିଶାରେ କାର୍ଯ୍ୟରତ ବିଭିନ୍ନ ବିଭାଗ ଏବଂ…
ବାଂଲାଦେଶ ରୁ ଆସିଲା ଇଲିସି
ରାଜନୈତିକ ଅସ୍ଥିରତା ଭିତରେ ପଠାଇଲା ବାଂଲାଦେଶ। ହାୱଡାର ହୋଲସେଲ ମାଛ ବଜାରରେ ପହଞ୍ଚିଥିଲା ଇଲିସି ଗାଡ଼ି। ବାଂଲାଦେଶର ଆଭ୍ୟନ୍ତରୀଣ ରାଜନୈତିକ ଅସ୍ଥିରତା ମଧ୍ୟରେ ଏଥର ସାମାନ୍ୟ ବିଳମ୍ବ ହୋଇଛି ବୋଲି ହାୱାଡ଼ା ମାଛ ବଜାର ସଙ୍ଘର ମୁଖ୍ୟ କହିଛନ୍ତି। କିନ୍ତୁ ଗତକାଲି ପେଟ୍ରାପୋଲ ଜମି ସୀମାରୁ…
ଦିଲ୍ଲୀ ବାୟୁ ପ୍ରଦୂଷଣ ରୋକିବାରେ କମିଶନ ବିଫଳ
ଶୁକ୍ରବାର ବାୟୁ ମାନ ପରିଚାଳନା କମିଶନ (ସିଏକ୍ୟୁଏମ୍)କୁ ଭର୍ତ୍ସନା କରିଛନ୍ତି। ପଡୋଶୀ ରାଜ୍ୟ ପଞ୍ଜାବ ଓ ହରିୟାଣାରେ ନଡ଼ାପୋଡ଼ି ଯୋଗୁ ଦିଲ୍ଲୀ ବାୟୁ ଅଧିକ ପ୍ରଦୂଷିତ ହେଉଥିବା ବେଳେ ଏହାକୁ ରୋକିବା ଦିଗରେ ସିଏକ୍ୟୁଏମ୍ ବିଫଳ ହୋଇଛନ୍ତି।ଏଦିଗରେ କମିଶନ ଅଧିକ ସକ୍ରିୟତାର ସହ ପଦକ୍ଷେପ…
ସଂସଦର ସଂସଦୀୟ ଷ୍ଟାଣ୍ଡିଂ କମିଟି ଗଠିତ : ରାହୁଳଙ୍କୁ ମିଳିଲା ସୋନିଆ ଗାନ୍ଧୀଙ୍କୁ ମିଳିଲାନି ସ୍ଥାନ
ସଂସଦର ସଂସଦୀୟ ଷ୍ଟାଣ୍ଡିଂ କମିଟି ଗଠିତ ହୋଇଛି। କେନ୍ଦ୍ର ସରକାରଙ୍କ ପକ୍ଷରୁ ଗତକାଲି ଏହି କମିଟି ଗଠନ କରାଯାଇଛି। ବିରୋଧୀ ଦଳ ନେତା ରାହୁଲ ଗାନ୍ଧି ସଂସଦର ପ୍ରତିରକ୍ଷା କମିଟିର ସଦସ୍ୟତା ବଜାୟ ରଖିଥିବା ବେଳେ ଓଡିଶାର ବହୁ ସାଂସଦ ଏଥିରେ ସ୍ଥାନ ପାଇଛନ୍ତି। ଓଡିଶା ସାଂସଦ ଭର୍ତ୍ତୃହରି…
ଇନ୍ସ୍ୟୁରାନ୍ସ କରିବା ବେଳେ ଗଣିବାକୁ ପଡ଼ିପାରେ ମୋଟା ଅଙ୍କର ଟଙ୍କା
ଟ୍ରାଫିକ ନିୟମକୁ କଡ଼ାକଡ଼ି ପାଳନ କରିବା ଲାଗି ନୂଆ ନିୟମ ଆଣିପାରନ୍ତି କେନ୍ଦ୍ର ସରକାର। ପ୍ରସ୍ତାବିତ ନିୟମ ଆସିଲେ ବିଶେଷ କରି ଯେଉଁମାନଙ୍କର ଗାଡ଼ିରେ ପୂର୍ବରୁ ବିଭିନ୍ନ ଫାଇନ୍ ବା ଚାଲାଣ ଅଛି ସେମାନେ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି। ଏନେଇ ଦିଲ୍ଲୀ ଲେଫ୍ଟନାଣ୍ଟ ଗଭର୍ଣ୍ଣର ଭି.କେ…
ଶ୍ରମିକମାନଙ୍କର ସର୍ବନିମ୍ନ ମଜୁରୀ ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ
ଦିଲ୍ଲୀ ନୂଆ ମୁଖ୍ୟମନ୍ତ୍ରୀ ଆତିଶୀ ମାର୍ଲେନା ଶ୍ରମିକମାନଙ୍କୁ ପୂଜାଭେଟି ଦେଇଛନ୍ତି। ଦିଲ୍ଲୀର ଅସଂଗଠିତ କ୍ଷେତ୍ରର କୁଶଳୀ, ଅର୍ଦ୍ଧ-କୁଶଳୀ ଏବଂ କୁଶଳୀ ଶ୍ରମିକମାନଙ୍କର ସର୍ବନିମ୍ନ ମଜୁରୀ ବୃଦ୍ଧି କରାଯାଇଛି |
ଦାୟିତ୍ବ ଗ୍ରହଣ କରିବା ପରେ ମୁଖ୍ୟମନ୍ତ୍ରୀ ଆତିଶୀ ତାଙ୍କର ପ୍ରଥମ…
ପରିସ୍ଥିତିରେ ଅନ୍ତରୀଣ ସରକାରଙ୍କୁ ସମର୍ଥନ କରିବୁ
ବାଂଲାଦେଶର ସେନା ମୁଖ୍ୟ ଜେନେରାଲ ୱାକର-ଉଜ୍-ଜମାନ୍ ରଏଟର୍ସ ନ୍ୟୁଜ୍ ଏଜେନ୍ସିକୁ କହିଛନ୍ତି ଯେ ଆସନ୍ତା ଦେଢ଼ ବର୍ଷ ମଧ୍ୟରେ ଦେଶରେ ନିର୍ବାଚନ ପାଇଁ ସେ ଅନ୍ତରୀଣ ସରକାରଙ୍କୁ ଗୁରୁତ୍ୱପୂର୍ଣ୍ଣ ସଂସ୍କାର କରିବାରେ ସାହାଯ୍ୟ କରିବେ । ଜେନେରାଲ ୱାକର ରଏଟର୍ସକୁ କହିଛନ୍ତି, ଯାହା ହେଉ ନା…
ତିରୁପତି ଲଡ଼ୁ ଘଟଣା
ବିଶ୍ବପ୍ରସିଦ୍ଧ ତିରୁମଲା ତିରୁପତି ଲଡ଼ୁରେ ଅପମିଶ୍ରଣକୁ ନେଇ ସୃଷ୍ଟି ହୋଇଥିବା ବିବାଦରେ ଆଜି ଖାଉଟି ବ୍ୟାପାର ମନ୍ତ୍ରଣାଳୟ ମୁହଁ ଖୋଲିଛି। ନମୁନାକୁ ଫୁଡ଼୍ ସେଫ୍ଟି ଆଣ୍ଡ୍ ଷ୍ଟାଣ୍ଡାର୍ଡସ୍ ଅଥରିଟି ଅଫ୍ ଇଣ୍ଡିଆ (ଏଫ୍ଏସ୍ଏସ୍ଏଆଇ)କୁ ପଠାଯାଇଛି। ରିପୋର୍ଟ ଆସିବା ପରେ ମନ୍ତ୍ରଣାଳୟ…
ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ବ ଗ୍ରହଣ କଲେ ଅତିଶୀ
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଆପ୍ ଆଦମୀ ପାର୍ଟି (ଆପ୍)ର ବରିଷ୍ଠ ନେତ୍ରୀ ଅତିଶୀ ତାଙ୍କର ଦାୟିତ୍ବ ଗ୍ରହଣ କରିଛନ୍ତି। କଂଗ୍ରେସ ଶିଲା ଦୀକ୍ଷିତ୍ ଏବଂ ବିଜେପିର ସୁଷମା ସ୍ୱରାଜଙ୍କ ପରେ ସେ ହେଉଛନ୍ତି ତୃତୀୟ ମହିଳା ଓ ଦିଲ୍ଲୀର ଅଷ୍ଟମ ମୁଖ୍ୟମନ୍ତ୍ରୀ। ଗତକାଲି ସେ ମୁଖ୍ୟମନ୍ତ୍ରୀ ଭାବେ…
କ୍ୱାଡ୍ ସମ୍ମିଳନୀରେ ମୋଦିଙ୍କ ବଡ଼ ଘୋଷଣା
ଭାରତ-ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳରେ ସର୍ଭିକାଲ କ୍ୟାନ୍ସର ମୁକାବିଲାକୁ ସୁଦୃଢ଼ କରିବା ପାଇଁ ଭାରତ ୭.୫ ନିୟୁତ ଡଲାର ଯୋଗାଇଦେବ ବୋଲି ପ୍ରତିଶ୍ରୁତି ଦେଇଛି।ରୋଗର ପରୀକ୍ଷା, ଯାଞ୍ଚ ଏବଂ ନିଦାନରେ ଏହି ଅର୍ଥ ବ୍ୟୟକରାଯିବ। କ୍ୱାଡ୍ ସମ୍ମିଳନୀ ଅବସରରେ କ୍ୟାନ୍ସର ମୁନ୍ଶୁଟ୍…