Trending
- ୟୁଏଇରେ ତିନି ଦିନିଆ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟି ଟଙ୍କାର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା
- ବନତାରାରୁ ନନ୍ଦନକାନନକୁ ଆସିଲେ ୪୦ରୁ ଅଧିକ ଜୀବଜନ୍ତୁ,ପର୍ଯ୍ୟଟକଙ୍କ ପାଇଁ ଏହା ହେବ ଏକ ନୂଆ ଅନୁଭୂତି
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
Browsing Category
National
ଉପମୁଖ୍ୟମନ୍ତ୍ରୀ ପୱନ କଲ୍ୟାଣଙ୍କୁ ହତ୍ୟା ଧମକ
ଆନ୍ଧ୍ରପ୍ରଦେଶ ଉପମୁଖ୍ୟମନ୍ତ୍ରୀ ତଥା ଅଭିନେତା ପୱନ କଲ୍ୟାଣଙ୍କୁ ହତ୍ୟା ଧମକ ମିଳିଛି। ଏନେଇ ଜନସେନା ପାର୍ଟି ପକ୍ଷରୁ ସୂଚନା ଦିଆଯାଇଛି। ଉପମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ଏକ ଅଜଣା ନମ୍ବରରେ ଧମକପୂର୍ଣ୍ଣ କଲ୍ ଆସିଥିଲା। ଅଜ୍ଞାତ ବ୍ୟକ୍ତି ଜଣକ ପୱନ କଲ୍ୟାଣଙ୍କୁ ହତ୍ୟା ଧମକ ଦେଇଥିଲେ।
ନୂଆ RBI ଗଭର୍ଣ୍ଣରଙ୍କୁ ଶୁଭେଚ୍ଛା ଜଣାଇଲେ ଶକ୍ତିକାନ୍ତ ଦାସ
ଆଜି ଶେଷ ହୋଇଛି ଶକ୍ତିକାନ୍ତ ଦାସଙ୍କ କାର୍ଯ୍ୟକାଳ। ଆସନ୍ତାକାଲି ୧୧ ତାରିଖରେ ଶକ୍ତିକାନ୍ତ ଦାସଙ୍କ ଠାରୁ ଦାୟିତ୍ୱ ଗ୍ରହଣ କରିବେ ସଞ୍ଜୟ ମଲହୋତ୍ରା। ବର୍ତ୍ତମାନର ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କ କାର୍ଯ୍ୟକାଳ ଆଜି ଶେଷ ହେଉଛି। ଆର୍ବିଆଇରୁ ବିଦାୟ ନେବା ସହ ନୂଆ RBI ଗଭର୍ଣ୍ଣର…
କର୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ଏସ୍ଏମ୍ କ୍ରିଷ୍ଣାଙ୍କ ଦେହାନ୍ତ
କର୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ଏସ୍ଏମ୍ କ୍ରିଷ୍ଣାଙ୍କ ଦେହାନ୍ତ । ୯୨ ବର୍ଷ ବୟସରେ ନିଜ ବାସଭବନରେ ଏସ୍ଏମ୍ କ୍ରିଷ୍ଣାଙ୍କ ଦେହାନ୍ତ ହୋଇଛି । ୨୦୦୪ରୁ ୨୦୦୮ ପର୍ଯ୍ୟନ୍ତ ଏସ୍ଏମ୍ କ୍ରିଷ୍ଣା ମହାରାଷ୍ଟ୍ରର ରାଜ୍ୟପାଳ ଥିଲେ। ୨୦୦୯ରେ କେନ୍ଦ୍ର ବୈଦେଶିକ ମନ୍ତ୍ରୀ ଭାବେ ମଧ୍ୟ ଦାୟିତ୍ବ…
ଦେଶରେ ବୀମା ସଖୀ ଯୋଜନା ଲଞ୍ଚ କଲେ ପ୍ରଧାନମନ୍ତ୍ରୀ
ବୀମା ସଖୀ ଯୋଜନାରେ ଦେଶର ଆଗ୍ରହୀ ମହିଳାଙ୍କୁ ଏଲଆଇସି ଏଜେଣ୍ଟ ହେବା ପାଇଁ ମିଳିବ ତାଲିମ । 3 ବର୍ଷ ପାଇଁ ତାଲିମ ସମୟରେ ମଧ୍ୟ ମହିଳାଙ୍କୁ ମିଳିବ 5ରୁ 7 ହଜାର ଟଙ୍କା । ଏହାବ୍ୟତୀତ କମିଶନ ମଧ୍ୟ ମିଳିବ । କାର୍ଯ୍ୟ ଅନୁସାରେ ପରବର୍ତ୍ତୀ ସମୟରେ ମହିଳାଙ୍କୁ ପଦୋନ୍ନତି ମିଳିବ । ହରିୟାଣାର…
ଆଜି ସଂସଦରେ ପାରିତ ହୋଇପାରେ ଗୋଟିଏ ଦେଶ-ଗୋଟିଏ ନିର୍ବାଚନ ବିଲ
ପାର୍ଲାମେଣ୍ଟର ଚଳିତ ଅଧିବେଶନରେ ମୋଦି ସରକାର ଆଗତ କରିପାରନ୍ତି ଗୋଟିଏ ଦେଶ-ଗୋଟିଏ ନିର୍ବାଚନ ବିଲ । ଆଉ ଏହାକୁ ଆଲୋଚନା ପାଇଁ ଯୁଗ୍ମ ସଂସଦୀୟ କମିଟିକୁ ପଠାଯାଇପାରେ । ଗୋଟିଏ ଦେଶ-ଗୋଟିଏ ନିର୍ବାଚନ ନେଇ ରାମନାଥ କୋବିନ୍ଦ ଆଣିଥିବା ରିପୋର୍ଟକୁ କେନ୍ଦ୍ର କ୍ୟାବିନେଟ ମଞ୍ଜୁରୀ ଦେଇସାରିଛି ।…
ପୁଡୁଚେରୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଏମଡିଆର ରାମଚନ୍ଦ୍ରନଙ୍କ ପରଲୋକ
କଂଗ୍ରେସର ବରିଷ୍ଠ ନେତା ତଥା ପୁଡୁଚେରୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଏମଡିଆର ରାମଚନ୍ଦ୍ରନଙ୍କ ଅସୁସ୍ଥତା ହେତୁ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୩ବର୍ଷ ବୟସ ହୋଇଥିଲା। ପୁଡୁଚେରୀ ମୁଖ୍ୟମନ୍ତ୍ରୀ ଏନ ରଙ୍ଗାସାମି ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପାଇଁ ତିନି ଦିନ ଶୋକ ଘୋଷଣା…
୪ ଦିନରେ ୭୫୦ କୋଟିରୁ ଅଧିକ ରୋଜଗାର କଲା ‘ପୁଷ୍ପା ଦି ରୁଲ୍’
ରିଲିଜ୍ ହେବା ପରଠାରୁ ଅଭିନେତା ଅଲ୍ଲୁ ଅର୍ଜୁନଙ୍କ ‘ପୁଷ୍ପା ଦି ରୁଲ୍’ ଚଳଚ୍ଚିତ୍ର ବିଭିନ୍ନ ରେକର୍ଡକୁ ଭଙ୍ଗ କରି ନୂତନ ରେକର୍ଡ ସୃଷ୍ଟି କରିଚାଲିଛି। ବିଭିନ୍ନ ରିପୋର୍ଟ ଅନୁଯାୟୀ, ରବିବାର ରାତି ୧୧ଟା ସୁଦ୍ଧା ବିଶ୍ୱବ୍ୟପୀ ‘ପୁଷ୍ପା ୨’ ଚଳଚ୍ଚିତ୍ର ୭୫୦ କୋଟି ଟଙ୍କାରୁ ଅଧିକ ରୋଜଗାର…
ବିରୋଧୀଙ୍କୁ ଟାର୍ଗେଟ କଲେ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଶିନ୍ଦେ
ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ବିରୋଧୀଙ୍କୁ ଟାର୍ଗେଟ କରିଛନ୍ତି। ଇଲେକ୍ଟ୍ରୋନିକ ଭୋଟିଂ ମେଶିନ ବିଷୟରେ ଲୋକଙ୍କୁ ବିଭ୍ରାନ୍ତ କରିବା ଏବଂ ସେମାନଙ୍କ ଆଦେଶ ଗ୍ରହଣ ନକରିବାକୁ ସେ ବିରୋଧ କରିଛନ୍ତି। ସାମ୍ବାଦିକମାନଙ୍କ ସହ କଥାବାର୍ତ୍ତା କରି ଶିନ୍ଦେ କହିଛନ୍ତି ଯେ କଠିନ…
କେନ୍ଦ୍ର ସରକାରଙ୍କ ବଡ ପଦକ୍ଷେପ : କମିଲା କ୍ୟାନ୍ସର ଔଷଧ ଦର
ଜୀବନ ରକ୍ଷକ ଔଷଧମାନଙ୍କୁ ଅଧିକ ଶସ୍ତା କରିବା ଦିଗରେ ସରକାରଙ୍କର ବଡ ପଦକ୍ଷେପ । ଭାରତ ସରକାର ତିନିଟି ପ୍ରମୁଖ କ୍ୟାନ୍ସର ଔଷଧର MRP କମେଇବାକୁ ଔଷଧ ନିର୍ମାତାମାନଙ୍କୁ ନିର୍ଦେଶ ଦେଇଛନ୍ତି । ଏହି ଔଷଧମାନଙ୍କୁ କଷ୍ଟମ୍ ଶୁଲ୍କରୁ ମୁକ୍ତ କରିବା ଏବଂ ଜିଏସଟି ହାରକୁ ୧୨% ରୁ ୫% କରାଯାଇଛି।…
ବାଂଲାଦେଶ ଗସ୍ତରେ ଯିବେ ଭାରତ ବୈଦେଶିକ ସଚିବ ବିକ୍ରମ ମିସ୍ରୀ
ଡିସେମ୍ବର ୯ରେ ଭାରତ ବୈଦେଶିକ ସଚିବ ବିକ୍ରମ ମିସ୍ରୀ ବାଂଲାଦେଶ ଗସ୍ତରେ ଯିବେ। ଏହି ଗସ୍ତ ସମୟରେ ମିସ୍ରୀ ବାଂଲାଦେଶ ସହ ବୈଦେଶିକ କାର୍ଯ୍ୟାଳୟର ପରାମର୍ଶର ନେତୃତ୍ୱ ନେବେ ଏବଂ ତାଙ୍କ ପ୍ରତିପକ୍ଷଙ୍କୁ ଭେଟିବେ। ବୈଦେଶିକ ସଚିବ ବାଂଲାଦେଶର ଅନ୍ତରୀଣ ସରକାରଙ୍କ ଅଧୀକାରୀମାନଙ୍କୁ…