Trending
- ମହାକାଶରେ ଇସ୍ରୋର ଆଉ ଏକ ସଫଳତା,ଶ୍ରୀହରିକୋଟାରୁ GSLV-F18 ରକେଟ୍ ରେ NVS-03 ଉପଗ୍ରହର ସଫଳ ଉତକ୍ଷେପଣ
- ଭାରତୀୟ ବାୟୁସେନାର ୨୯ତମ ମୁଖ୍ୟ ଭାବେ କାର୍ଯ୍ୟଭାର ଗ୍ରହଣ କଲେ ଏୟାର ଚିଫ୍ ମାର୍ଶଲ ଆଶୁତୋଷ ଦୀକ୍ଷିତ
- ଭୟଙ୍କର ଭୂସ୍ଖଳନରେ ପୋତି ହୋଇ ଯାଇଥିବା ୧୨ଜଣଙ୍କୁ ଖୋଜିବ ହେଲିକପ୍ଟର
- ଚାଷୀଙ୍କ ଆକାଉଣ୍ଟକୁ ଗଲା ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୨୪ତମ କିସ୍ତି
- ବାତ୍ୟା ଅର୍ଣ୍ଣବ ପରେ ଗଞ୍ଜାମ ଓ ଗଜପତିରେ ବ୍ୟାପକ କ୍ଷୟକ୍ଷତି – ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
Browsing Category
National
ଆଜି ବର୍ଷର ଶେଷ ମନ୍ କି ବାତ୍
ଆଜି ପ୍ରଧାନମନ୍ତ୍ରୀ ମୋଦୀଙ୍କ ମନ୍ କି ବାତ୍। ବର୍ଷର ଶେଷ ମନ୍ କି ବାତ୍ରେ ଦେଶବାସୀଙ୍କୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ। ଆଜି ହେଉଛି ୧୧୭ ତମ ମନ୍ କି ବାତ୍ ଓ ଚଳିତ ବର୍ଷର ୯ ତମ ମନ୍ କି ବାତ୍ । ଲୋକସଭା ନିର୍ବାଚନ ପାଇଁ ମାର୍ଚ୍ଚ, ଏପ୍ରିଲ ଓ ମେ’ ମାସରେ କାର୍ୟ୍ୟକ୍ରମ ବନ୍ଦ…
ପଞ୍ଚଭୂତରେ ଲୀନ ହେଲା ମନମୋହନଙ୍କ ପାର୍ଥିବଶରୀର
ପଞ୍ଚଭୂତରେ ଲୀନ ହେଲେ ମନମୋହନ। ଲୁହ ଭରା ଆଖିରେ ସଂସାରର ସଂସ୍କାରକୁ ବିଦାୟ ଦେଲେ ଦେଶବାସୀ। ଗୁରୁବାର ରାତିରେ ୯୨ବର୍ଷ ବୟସରେ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂହଙ୍କ ଦେହାନ୍ତ ହୋଇଥିଲା । ଦେହାନ୍ତ ପରେ ତାଙ୍କ ଝିଅ ଆସିପାରିନଥିବାରୁ ଶୁକ୍ରବାର ପରିବର୍ତ୍ତେ ଆଜି ତାଙ୍କର…
ଅନ୍ତିମ ଯାତ୍ରାରେ ମନମୋହନ , ଶେଷ ଦର୍ଶନ କଲେ କଂଗ୍ରେସ ନେତା
କଂଗ୍ରେସ ମୁଖ୍ୟାଳୟରେ ପୂର୍ବ ପ୍ରଧାନମନ୍ତ୍ରୀ ଡକ୍ଟର ମନମୋହନ ସିଂହଙ୍କ ପାର୍ଥିବ ଶରୀର । ଶେଷ ଦର୍ଶନ କଲେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ୍ ଖଡଗେଙ୍କ ସହ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ, ସୋନିଆ ଗାନ୍ଧୀ ଆଉ ସୋନିଆ ଗାନ୍ଧୀ । ତେବେ ତାଙ୍କ ମରଶରୀରକୁ ଶୋଭାଯାତ୍ରାରେ ତାଙ୍କ ବାସଭବନରୁ…
ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂହଙ୍କୁ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି, ଆଜି ହେବ ଶେଷକୃତ୍ୟ
ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂହଙ୍କ ବାସଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହ, ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ, ସୋନିଆ ଗାନ୍ଧୀଙ୍କ ସମେତ ବହୁ ନେତା ତାଙ୍କୁ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।…
ଭାରତର ଓ୍ବାଣ୍ଟେଡ଼ ଆତଙ୍କବାଦୀର ହୃଦଘାତରେ ମୃତ୍ୟୁ
ପୁଅ ପରେ ଆତଙ୍କବାଦୀ ବାପାର ମୃତ୍ୟୁ । ମୁମ୍ବାଇ ଆକ୍ରମଣର ମାଷ୍ଟରମାଇଣ୍ଡ ତଥା ନିଷିଦ୍ଧ ଜମାତ-ଉଦ-ଦାଓ୍ଵା ସଂଗଠନର ଡେପୁଟି ମୁଖ୍ୟ ହାଫିଜ୍ ସୟିଦଙ୍କ ଭିଣୋଇ ହାଫିଜ୍ ଅବଦୁଲ୍ ରେହମାନ ମକ୍କିର ମୃତ୍ୟୁ । ହୃଦଘାତରେ ଆତଙ୍କବାଦୀ ମକ୍କିର ମୃତ୍ୟୁ ହୋଇଛି। ଜମାତ-ଉଦ-ଦାୱାର ଅନୁଯାୟୀ ଅବଦୁଲ…
ଆସନ୍ତାକାଲି ହେବ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ଅନ୍ତିମ ସଂସ୍କାର
ଆସନ୍ତାକାଲି ଅର୍ଥାତ ଡିସେମ୍ବର ୨୮ ତାରିଖରେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ଅନ୍ତିମ ସଂସ୍କାର କରାଯିବ। ନୂଆଦିଲ୍ଲୀସ୍ଥିତ କଂଗ୍ରେସ ମୁଖ୍ୟାଳୟରୁ ସକାଳ ସାଢ଼େ ୯ଟାରେ ତାଙ୍କର ଅନ୍ତିମ ଯାତ୍ରା ଆରମ୍ଭ ହେବ। ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ମନମୋହନ ସିଂହଙ୍କ ଶେଷକୃତ୍ୟ ସମ୍ପନ୍ନ ହେବ।…
ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂଙ୍କ ପରଲୋକ
ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂଙ୍କ ପରଲୋକରେ ପ୍ରଧାନମନ୍ତ୍ରୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ରାଷ୍ଟ୍ରପତି ଦ୍ରୈାପଦୀ ମୁର୍ମୁ ମଧ୍ୟ ଦୁଃଖ ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଦୁଃଖ ପ୍ରକାଶ କରିଛନ୍ତି । ମୃତ୍ୟୁବେଳକୁ ତାଙ୍କୁ ୯୨ ବର୍ଷ ହୋଇଥିଲା । ମନମୋହନ…
ବାଂଲାଦେଶରେ ସଂଖ୍ୟାଲଘୁ ଅଧିକାରର ସୁରକ୍ଷା ପାଇଁ ଆମେରିକାର ଚିନ୍ତା
ବାଂଲାଦେଶ ଅନ୍ତରୀଣ ସରକାରର ନେତା ମହମ୍ମଦ ୟୁନୁସଙ୍କ ସହ ଟେଲିଫୋନ୍ ଯୋଗେ କଥାବାର୍ତ୍ତା କରି ଆମେରିକାର ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍ଏସ୍ଏ) ଜେକ୍ ସୁଲିଭାନ୍ ଦେଶରେ ହିନ୍ଦୁ ସଂଖ୍ୟାଲଘୁଙ୍କ ଉପରେ ହେଉଥିବା ଆକ୍ରମଣକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି। ଏହି କଥାବାର୍ତ୍ତା ପରେ ହ୍ୱାଇଟ୍…
ମୃତ ମହିଳାଙ୍କ ପରିବାରକୁ ୨ କୋଟି ଟଙ୍କାର ଆର୍ଥିକ ସହାୟତା ଦେବେ ପୁଷ୍ପାରାଜ
ଅଭିନେତା ଅଲ୍ଲୁ ଅର୍ଜୁନଙ୍କ ବଡ଼ ଘୋଷଣା। ହାଇଦ୍ରାବାଦ ସନ୍ଧ୍ୟା ଥିଏଟରରେ ହୋଇଥିବା ଦଳାଚକଟା ଘଟଣାରେ ପ୍ରାଣ ହରାଇଥିବା ମହିଳାଙ୍କ ପରିବାରକୁ ୨ କୋଟି ଟଙ୍କାର ଆର୍ଥିକ ସହାୟତା ଦେବେ ସେ ଏବଂ ‘ପୁଷ୍ପା’ ଫିଲ୍ମ ନିର୍ମାତା।ଅଭିନେତାଙ୍କ ବାପା ତଥା ଭେଟେରାନ ନିର୍ମାତା ଅଲ୍ଲୁ ଅରବିନ୍ଦ, ଦିଲ…
ବାପା ହେଲେ ଭାରତୀୟ କ୍ରିକେଟର ଅକ୍ଷର ପଟେଲ
ଅକ୍ଷର ପଟେଲଙ୍କ ପତ୍ନୀ ମେହା ମା’ ହୋଇଛନ୍ତି। ସେ ଗୋଟିଏ ପୁତ୍ର ସନ୍ତାନଙ୍କୁ ଜନ୍ମ ଦେଇଛନ୍ତି। ଏନେଇ ଅକ୍ଷର ପଟେଲ ନିଜେ ଇନଷ୍ଟାଗ୍ରାମରେ ଖୁସି ଖବରକୁ ଜଣାଇଛନ୍ତି। କିନ୍ତୁ ମେହା ଡିସେମ୍ବର ୧୯ରୁ ମା’ ହୋଇ ସାରିଥିବା ସେ କହିଛନ୍ତି। ଅକ୍ଷର ଓ ମେହା ଇନଷ୍ଟାଗ୍ରାମରେ ସେମାନଙ୍କ ନବଜାତ ପୁଅ…