Trending
- ମହାକାଶରେ ଇସ୍ରୋର ଆଉ ଏକ ସଫଳତା,ଶ୍ରୀହରିକୋଟାରୁ GSLV-F18 ରକେଟ୍ ରେ NVS-03 ଉପଗ୍ରହର ସଫଳ ଉତକ୍ଷେପଣ
- ଭାରତୀୟ ବାୟୁସେନାର ୨୯ତମ ମୁଖ୍ୟ ଭାବେ କାର୍ଯ୍ୟଭାର ଗ୍ରହଣ କଲେ ଏୟାର ଚିଫ୍ ମାର୍ଶଲ ଆଶୁତୋଷ ଦୀକ୍ଷିତ
- ଭୟଙ୍କର ଭୂସ୍ଖଳନରେ ପୋତି ହୋଇ ଯାଇଥିବା ୧୨ଜଣଙ୍କୁ ଖୋଜିବ ହେଲିକପ୍ଟର
- ଚାଷୀଙ୍କ ଆକାଉଣ୍ଟକୁ ଗଲା ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୨୪ତମ କିସ୍ତି
- ବାତ୍ୟା ଅର୍ଣ୍ଣବ ପରେ ଗଞ୍ଜାମ ଓ ଗଜପତିରେ ବ୍ୟାପକ କ୍ଷୟକ୍ଷତି – ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
Browsing Category
National
ଦେଢ ବର୍ଷରେ 10 ଲକ୍ଷଙ୍କୁ ସ୍ଥାୟୀ ସରକାରୀ ଚିକିରି ଦିଆଯାଇଛି – ମୋଦୀ
ରୋଜଗାର ମେଳା ମାଧ୍ୟମରେ ବେକାର ଯୁବକଯୁବତୀମାନଙ୍କୁ ଚାକିରି ଦେବା ପାଇଁ କେନ୍ଦ୍ର ସରକାରଙ୍କ ପ୍ରୟାସକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରଶଂସା କରିଛନ୍ତି। ସୋମବାର ଏକ ରୋଜଗାର ମେଳାକୁ ଭର୍ଚୁଆଲ ମାଧ୍ୟମରେ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ଯେ ତାଙ୍କ ସରକାର ଗତ ୧୮ ମାସ…
ବିବାହ ବନ୍ଧନରେ ବାନ୍ଧି ହେଲେ ଭାରତର ପ୍ରସିଦ୍ଧ ବ୍ୟାଡମିଣ୍ଟନ ଖେଳାଳି ପିଭି ସିନ୍ଧୁ
ବିବାହ ବନ୍ଧନରେ ବାନ୍ଧି ହେଲେ ଭାରତର ପ୍ରସିଦ୍ଧ ବ୍ୟାଡମିଣ୍ଟନ ଖେଳାଳି ତଥା ଦୁଇଥର ଅଲିମ୍ପିକ ପଦକ ବିଜେତା ପିଭି ସିନ୍ଧୁ। ଡିସେମ୍ବର ୨୨ରେ ଅର୍ଥାତ୍ ରବିବାର ରାଜସ୍ଥାନର ଉଦୟପୁରରେ ସିନ୍ଧୁ ବିବାହ କରିଛନ୍ତି। ସିନ୍ଧୁଙ୍କ ଭାବିସ୍ୱାମୀ ଭେଙ୍କଟ ଦତ୍ତା ସାଇ ଜଣେ ବରିଷ୍ଠ ଆଇଟି ପ୍ରଫେସନାଲ…
ଶେଖ୍ ହସିନାଙ୍କୁ ପ୍ରତ୍ୟର୍ପଣ କରିବାକୁ ଭାରତକୁ ଚିଠି ଲେଖିଛନ୍ତି ବାଂଲାଦେଶର ଅନ୍ତରୀଣ ସରକାର
ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ପ୍ରତ୍ୟର୍ପଣ କରିବାକୁ ଭାରତକୁ ଚିଠି ଲେଖିଛନ୍ତି ବାଂଲାଦେଶର ଅନ୍ତରୀଣ ସରକାର । ବାଂଲାଦେଶର ଅନ୍ତରୀଣ ସରକାରର ବୈଦେଶିକ ବ୍ୟାପାର ପରାମର୍ଶଦାତା ତୌହିଦ ହୁସେନ କହିଛନ୍ତି, ଆମେ ଭାରତ ସରକାରଙ୍କୁ ଜଣାଇଛୁ ଯେ ବାଂଲାଦେଶ ସରକାର…
ପଦ୍ମ ଧରିବେ ଛଗନ ଭୁଜବଳ
ମହାରାଷ୍ଟ୍ରରେ ମନ୍ତ୍ରଣାଳୟ ବିଭାଜନ ପରେ ମଧ୍ୟ ରାଜନନୈତିକ ଅସ୍ଥିରତା ଚରମ ସୀମାରେ ରହିଛି। କୌଣସି ବିଭାଗ ନ ପାଇ କ୍ରୋଧିତ ଏନସିପି ନେତା ଛଗନ ଭୁଜବଲ ସୋମବାର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସଙ୍କୁ ଭେଟିଛନ୍ତି। ବୈଠକ ପରେ ତାଙ୍କର ପରବର୍ତ୍ତୀ ପଦକ୍ଷେପ ବିଷୟରେ ଖୁବ୍ ଆଲୋଚନା ହେଉଛି।…
୩ ଅଭିଯୁକ୍ତ ଖାଲିସ୍ତାନୀ ଆତଙ୍କବାଦୀଙ୍କୁ ଏନ୍କାଉଣ୍ଟର୍
ପଞ୍ଜାବର ଗୁରୁଦାସପୁର ଜିଲ୍ଲାର ପୁଲିସ୍ ପୋଷ୍ଟ ଉପରେ ଆକ୍ରମଣ କରିଥିବା ୩ ଅଭିଯୁକ୍ତ ଖାଲିସ୍ତାନୀ ଆତଙ୍କବାଦୀଙ୍କୁ ଡିସେମ୍ବର ୨୩ ତାରିଖ (ସୋମବାର) ଏନ୍କାଉଣ୍ଟ୍ର କରାଯାଇଛି। ଉତ୍ତରପ୍ରଦେଶର ପିଲିବିଟ୍ ଜିଲ୍ଲାରେ ପୁଲିସ୍ ଗୁଳିରେ ସୋମବାର ସକାଳୁ ସକାଳୁ ଖାଲିସ୍ତାନୀ ଆତଙ୍କବାଦୀମାନେ…
କୁଏତରେ ପ୍ରଧାନମନ୍ତ୍ରୀ , ଦ୍ବିପାକ୍ଷିକ ବୈଠକରେ ହେବେ ସାମିଲ
ଦୁଇଦିନିଆ କୁଏତ୍ ଗସ୍ତରେ ଅଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ୪୩ ବର୍ଷ ପରେ ପ୍ରଥମଥର ପାଇଁ ଜଣେ ଭାରତୀୟ ପ୍ରଧାନମନ୍ତ୍ରୀ ଭାବେ କୁଏତ ଗସ୍ତ କରିଛନ୍ତି ମୋଦି। ଗତକାଲି କୁଏତ୍ ବିମାନବନ୍ଦରରେ ପହଞ୍ଚିବା ପରେ ମୋଦୀଙ୍କୁ ରେଡ୍ କାର୍ପେଟରେ ପାଛୋଟି ନେଇଥିଲେ କୁଏତ ପ୍ରିନ୍ସ ଶେଖ ମେଶାଲ ।…
ଆଜିଠାରୁ ଦୁଇ ଦିନିଆ କୁଏତ ଗସ୍ତରେ ମୋଦୀ, ମିଳିଲା ଭବ୍ୟ ସ୍ବାଗତ
ସଂସଦର ଶୀତ ଅଧିବେଶନ ସରିଛି । ଏହାପରେ ପ୍ରଧାନମନ୍ତ୍ରୀ ମୋଦି ଆଜିଠାରୁ ଦୁଇ ଦିନିଆ କୁଏତ ଗସ୍ତରେ ଯାଇ ପହଞ୍ଚିଛନ୍ତି। ୪୩ ବର୍ଷ ପରେ ପ୍ରଥମଥର ପାଇଁ କୌଣସି ଭାରତୀୟ ପ୍ରଧାନମନ୍ତ୍ରୀ କୁଏତ ଗସ୍ତରେ ଯାଇଥିବାରୁ ସେଠାରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଛି ।
କୁଏତର ଆମିର ଶେଖ ମେଶଲ ଅଲ…
ସଂସଦରେ ଠେଲାପେଲା ଘଟଣାର ତଦନ୍ତ କରିବ କ୍ରାଇମ୍ବ୍ରାଞ୍ଚ
ସଂସଦରେ ଠେଲାପେଲା ଘଟଣାକୁ ନେଇ ସଂସଦରୁ, ପାନ ଦୋକାନ ଚର୍ଚା ହେଉଛି । କିଏ କାହାକୁ ଠେଲିଲା ତାହା ଯେତିକି ଆଲୋଚନା ହେଉନାହିଁ ତାଠୁ ବେଶୀ ଆଲୋଚନା ହେଉଛି ରାହୁଲ ଗାନ୍ଧୀଙ୍କ ଆଚରଣ । ସାଂସଦ ପ୍ରତାପ ଷଡ଼ଙ୍ଗୀ ପଡ଼ିଯିବା ପରେ ସେ କହିଲେ ଯିଏ ଯେମିତି କରିଛି ସେମିତି ଫଳ ପାଇବ । ଏହି ଭିଡିଓ…
ମନ୍ଦିର-ମସ୍ଜିଦ ବିବାଦ ଉପରେ ମତଦେଲେ ମୋହନ ଭାଗବତ
ମନ୍ଦିର-ମସ୍ଜିଦ ବିବାଦ ଉପରେ ମତଦେଲେ ମୋହନ ଭାଗବତ । ଭାରତରେ ସବୁ ଧର୍ମର ଲୋକ ରହିବେ । ସମ୍ବିଧାନ ଅନୁଯାୟୀ ଦେଶ ଚାଲିବ । ଏଠି ରାମ ମନ୍ଦିର ନିର୍ମାଣ କରି କେହି ହିନ୍ଦୁ ନେତା ହୋଇଯାଆନ୍ତି ନାହିଁ । ଏହା କହିଛନ୍ତି ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍ଏସ୍ଏସ୍) ମୁଖ୍ୟ ମୋହନ ଭାଗବତ ।…
ହିନ୍ଦୁଙ୍କ ଉପରେ ୨୨୦୦ ଆକ୍ରମଣ
ୟୁନୁସ ସରକାର ମାନୁନାହାଁନ୍ତି । ହିନ୍ଦୁଙ୍କ ଉପରେ ମୁସଲମାନମାନେ ଆକ୍ରମଣ କରୁଛନ୍ତି । ଅନେକ ଲୋକଙ୍କ ଜୀବନ ଯାଇଛି । ବାଂଲାଦେଶରେ ହିନ୍ଦୁ ଓ ଅନ୍ୟ ସଂଖ୍ୟାଲଘୁଙ୍କ ଉପରେ ଅତ୍ୟାଚାର ବଢ଼ିଚାଲିଛି ବୋଲି ସଂସଦରେ ଆଲୋଚନା ବେଳେ ଭାରତ ସରକାର ତଥ୍ୟ ପ୍ରଦାନ କରିଛନ୍ତି ।
ପୂର୍ବତନ…