Trending
- ୟୁଏଇରେ ତିନି ଦିନିଆ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟି ଟଙ୍କାର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା
- ବନତାରାରୁ ନନ୍ଦନକାନନକୁ ଆସିଲେ ୪୦ରୁ ଅଧିକ ଜୀବଜନ୍ତୁ,ପର୍ଯ୍ୟଟକଙ୍କ ପାଇଁ ଏହା ହେବ ଏକ ନୂଆ ଅନୁଭୂତି
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
Browsing Category
National
ଦିଲ୍ଲୀ ବିଧାନସଭା ନିର୍ବାଚନ ଲାଗି ଆପ୍ ପକ୍ଷରୁ ପ୍ରଥମ ପ୍ରାର୍ଥୀ ତାଲିକା ଜାରି
ଦିଲ୍ଲୀ ବିଧାନସଭା ନିର୍ବାଚନ ଲାଗି ଆମ ଆଦମୀ ପାର୍ଟି(ଆପ୍) ପକ୍ଷରୁ ପ୍ରଥମ ପ୍ରାର୍ଥୀ ତାଲିକା ଜାରି କରାଯାଇଛି। ଏହି ତାଲିକାରେ ୧୧ ପ୍ରାର୍ଥୀଙ୍କ ନାମ ରହିଛି। ସେମାନଙ୍କ ମଧ୍ୟରୁ ୬ ଏପରି ପ୍ରାର୍ଥୀ ଅଛନ୍ତି, ଯେଉଁମାନେ ନିକଟରେ କଂଗ୍ରେସ ଓ ବିଜେପି ଛାଡ଼ି ଆପ୍ରେ ସାମିଲ ହୋଇଛନ୍ତି। ଏହି…
ଟି-୨୦ ଅଲରାଉଣ୍ଡରରେ ନମ୍ବର ଓ୍ୱାନ୍ ହାର୍ଦ୍ଦିକ ପାଣ୍ଡ୍ୟା
ଆସିଲା ଆଇସିସିର ନୂଆ ରାଙ୍କିଙ୍ଗ୍ ତାଲିକା । ଆଉ ନୂଆ ରାଙ୍କିଙ୍ଗ୍ ତାଲିକାରେ ଭାରତୀୟ ଖେଳାଳିଙ୍କୁ ମିଳିଛି ବଡ ସଫଳତା । ଭାରତର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଟି-୨୦ ଅଲରାଉଣ୍ଡର ରାଙ୍କିଙ୍ଗର ପ୍ରଥମ ସ୍ଥାନ ଅକ୍ତିଆର କରିଛନ୍ତି | ତେବେ ହାର୍ଦ୍ଦିକ ପାଣ୍ଡ୍ୟା ନିକଟରେ ଦକ୍ଷିଣ…
ବଙ୍ଗୋପସାଗରରେ ଆସୁଛି ବାତ୍ୟା : ଓଡିଶା ଉପରେ ପଡିବ ନାହିଁ ପ୍ରଭାବ
ବଙ୍ଗୋପସାଗରରେ ପୁଣି ବାତ୍ୟା ଆସୁଛି | କାଲି ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ୨୩ ତାରିଖରେ ନେବ ଲଘୁଚାପର ରୂପ । ପରବର୍ତ୍ତୀ ୨ ଦିନ ପର୍ଯ୍ୟନ୍ତ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତିକରିବ । ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ରେ ନେବ ଅବପାତର ରୂପ । ପରବର୍ତ୍ତୀ…
ଇଣ୍ଡିଆ ମେଣ୍ଟ ଝାଡ଼ଖଣ୍ଡରେ ଗାଦିଚ୍ୟୁତ ହେବ !
ଝାଡ଼ଖଣ୍ଡରେ ବିଜେପି ନେତୃତ୍ୱାଧୀନ ଏନଡିଏ କ୍ଷମତାକୁ ଫେରିବ। ଅଧିକାଂଶ ଏକଜିଟ ପୋଲ ବିଜେପି ସରକାର ଗଠନ କରିବ ବୋଲି କହିଛନ୍ତି । ଇଣ୍ଡିଆ ମେଂଟ ଏଠି ଫେଲ ମାରିବ । ହେମନ୍ତଙ୍କ ସରକାର ଗାଦିଚ୍ୟୁତ ହେବ ବୋଲି ଅଧିକାଂଶ ଏକଜିଟ ପୋଲ ଦାବି କରିଛି ।
ଟାଇମ୍ସ ନାଓଁ-ଜେଭିସି ପକ୍ଷରୁ…
ମହାରାଷ୍ଟ୍ରରେ ବିଜେପି ମେଣ୍ଟ ଗଢ଼ିବ ସରକାର !
ମହାରାଷ୍ଟ୍ରରେ ବିଜେପି ମେଣ୍ଟ ଗଢ଼ିପାରେ ସରକାର । ଅଧିକାଂଶ ଏକଜିଟ ପୋଲ ବିଜେପି ମେଂଟ ସରକାର ଗଢ଼ିବ ବୋଲି କହିଛନ୍ତି । ମହାୟୁତି ପୁଣି ମହାରାଷ୍ଟ୍ରରେ ସରକାର ଗଢ଼ିବ ବୋଲି ବିଭିନ୍ନ ସଂସ୍ଥା କହିଛନ୍ତି ।
ମାଟ୍ରିଜ କରିଥିବା ଏକଜିଟ ପୋଲରେ କୁହାଯାଇଛି ଯେ ବିଜେପି ମେଣ୍ଟ ମହାରାଷ୍ଟ୍ରରେ…
ପ୍ରଧାନମନ୍ତ୍ରୀଙ୍କୁ ମିଳିବ ଗୟାନାର ସର୍ବୋଚ୍ଚ ସମ୍ମାନ
ସାରା ବିଶ୍ବରେ ବଢୁଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକପ୍ରିୟତା । ଗୟାନା ଓ ବାର୍ବାଡୋସ ପକ୍ଷରୁ ସମ୍ମାନିତ ହେବେ ମୋଦି। ପ୍ରଧାନମନ୍ତ୍ରୀଙ୍କୁ ମିଳିବ ଗୟାନାର ସର୍ବୋଚ୍ଚ ସମ୍ମାନ। 'ଦ ଅର୍ଡର ଅଫ୍ ଏକ୍ସଲେନ୍ସ` ସମାନ୍ନରେ ସମ୍ମାନିତ ହେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଗୟାନା…
ଫୁଟବଲଷ୍ଟାର ଖେଳାଳୀ ମେସି ଆସିବେ ଭାରତ
ଭାରତୀୟ ଫୁଟବଲ ପ୍ରେମୀମାନଙ୍କ ପାଇଁ ଖୁସି ଖବର । ଭାରତ ଆସିବ ଆର୍ଜେଣ୍ଟିନା ଫୁଟବଲ ଟିମ ,ଏବଂ ଦଳର ଷ୍ଟାର ଖେଳାଳି ଲିଓନେଲ ମେସି କେରଳ ଆସିବେ । ୨୦୨୫ ରେ ଭାରତ ଆସବ ଆର୍ଜେଣ୍ଟିନା । କେରଳର କ୍ରୀଡ଼ା ମନ୍ତ୍ରୀ ଭି ଅବ୍ଦୁରାହୀମାନ ବୁଧବାର ପ୍ରକାଶ କରିଛନ୍ତି ଲିଓନେଲ ମେସିଙ୍କ ନେତୃତ୍ୱରେ…
ତିରୁପତି ମନ୍ଦିରକୁ ଅଣ ହିନ୍ଦୁ କର୍ମଚାରୀ ମନା
ତିରୁପତି ମନ୍ଦିରକୁ ଅଣ ହିନ୍ଦୁ କର୍ମଚାରୀ ମନା । ଲଡ଼ୁରେ ଚର୍ବି ବିବାଦ ପରେ ଏପରି ନିଷ୍ପତ୍ତି ନେଇଛି ପରିଚାଳନା କମିଟି । ତିରୁମାଲା ତିରୁପତି ଦେବସ୍ଥାନମର ୫୪ତମ ଗଭର୍ଣ୍ଣିଂ କାଉନସିଲ ବୈଠକରେ ନିଆଯାଇଛି ଏହି ନିଷ୍ପତ୍ତି ।
ଏବେ ମନ୍ଦିରରେ କାମ କରୁଥିବା ଅଣହିନ୍ଦୁ କର୍ମଚାରୀଙ୍କୁ…
ରେହମାନଙ୍କୁ ଛାଡପତ୍ର ଦେବେ ସାଏରା
ଓସ୍କାର ବିଜେତା ତଥା ଭେଟେରାନ ସଙ୍ଗୀତକାର ଏ.ଆର୍ ରେହମାନଙ୍କର ଛାଡପତ୍ର ହେବାକୁ ଯାଉଛି। ଦୀର୍ଘ ୨୯ବର୍ଷର ଦାମ୍ପତ୍ୟ ଜୀବନ ପରେ ସ୍ତ୍ରୀ ସାଏରା ବାନୋଙ୍କ ଠାରୁ ସେ ଅଲଗା ହେବାକୁ ଯାଉଛନ୍ତି। ଏନେଇ ରେହମାନ ଓ ସାୟରାଙ୍କ ଓକିଲ ସୂଚନା ଦେଇଛନ୍ତି। ତେବେ ସାଏରାଙ୍କ ଅନୁସାରେ, ସେ ଏହି…
ଅଣନିଶ୍ବାସୀ ହେଲେଣି ଦିଲ୍ଲୀ ବାସିନ୍ଦା
ଦିଲ୍ଲୀକୁ କ୍ରମାଗତ ୩ ଦିନ ହେଲା ବିଷାକ୍ତ ଧୂମକୁହୁଡ଼ିର ଘନ ଅସ୍ତରଣ ଘୋଡ଼ାଇ ରଖିଥିବାରୁ ଜନସାଧାରଣ ଅଣନିଃଶ୍ୱାସୀ ହୋଇପଡ଼ିଲେଣି। ପ୍ରଦୂଷଣ ଅତ୍ୟନ୍ତ ସାଂଘାତିକ ହୋଇଥିବାବେଳେ ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ୪୮୮ ରହିଛି। କେତେକ ସ୍ଥାନରେ ଏହା ୫୦୦ ଛୁଇଁଥିବା ଜଣାପଡ଼ିଛି।…