Browsing Category

National

ବିହାର ବିଧାନସଭାର ନିର୍ବାଚନ : ମହିଳା ମତଦାତାଙ୍କ ଉପରେ ଧ୍ୟାନ କେନ୍ଦ୍ରିତ

ବିହାର ବିଧାନସଭାର ଅନ୍ତିମ ପର୍ଯ୍ୟାୟ ନିର୍ବାଚନ ପ୍ରଚାର ଶେଷ ହୋଇଯାଇଛି।  ମୁଖ୍ୟମନ୍ତ୍ରୀ ନୀତିଶ କୁମାର ବିଶେଷକରି ମହିଳା ଭୋଟରଙ୍କୁ ନିଜ ସପକ୍ଷକୁ ଟାଣି ସଫଳତା ଦୋହରାଇବା ପାଇଁ ଅଣ୍ଟା ଭିଡ଼ିଛନ୍ତି। ନଗଦ ଅର୍ଥରାଶି ପ୍ରଦାନ, ଶିକ୍ଷା ଓ ଅନ୍ୟ ସୁବିଧା ସମେତ ମଦ ବନ୍ଦ ଉପରେ ନୀତିଶ ଗୁରୁତ୍ୱ…

ବିହାର ବିଧାନସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ଆଜି ପ୍ରଚାର ଶେଷ

ବିହାର ବିଧାନସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ପ୍ରଚାର ରବିବାର (୯ ନଭେମ୍ବର ୨୦୨୫) ସନ୍ଧ୍ୟା ୬ ଟାରେ ଶେଷ ହେବ।  ୨୦ ଜିଲ୍ଲାର ୧୨୨ ବିଧାନସଭା ଆସନ ପାଇଁ ନଭେମ୍ବର ୧୧ ରେ ମତଦାନ ହେବ। ୧୨୨ ଆସନ ମଧ୍ୟରୁ ୧୦୧ଟି ସାଧାରଣ ବର୍ଗ ପାଇଁ, ୧୯ଟି ଅନୁସୂଚିତ ଜାତି ପାଇଁ ଏବଂ ୨ଟି ଅନୁସୂଚିତ…

NDA ସରକାର ନଆସିଲେ ରାଜ୍ୟର ପିଲାମାନେ ଡାକ୍ତର କିମ୍ବା ଇଞ୍ଜିନିୟର ନୁହେଁ, ଗୁଣ୍ଡା ହେବେ – ମୋଦୀ

ବିହାରରେ ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ଏବେ ଦ୍ବିତୀୟ ପର୍ଯ୍ୟାୟ ମତଦାନ ପାଇଁ ପ୍ରଚାର ଆରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପ୍ରଧାନମନ୍ତ୍ରୀ ବିହାର ବିଧାନସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ ହେବା ପୂର୍ବରୁ ଶନିବାର ସୀତାମାଢ଼ିରେ ଏକ ରାଲିକୁ କୁ ସମ୍ବୋଧିତ…

ବିହାର ରେ ପ୍ରଥମ ପର୍ଯ୍ୟାୟ ଭୋଟଗ୍ରହଣ , ସନ୍ଧ୍ୟା ୫ ଟା ସୁଦ୍ଧା ରାଜ୍ୟରେ ୬୦.୧୩ ପ୍ରତିଶତ ଭୋଟର ମତଦାନ ରେକର୍ଡ

ବିହାରରେ ଆଜି (ଗୁରୁବାର ୬ ନଭେମ୍ବର) ପ୍ରଥମ ପର୍ଯ୍ୟାୟ ଭୋଟଗ୍ରହଣ ଚାଲିଛି । ଏଥର ରାଜ୍ୟ ସନ୍ଧ୍ୟା ୫ ଟା ସୁଦ୍ଧା ମତଦାନର ପୂର୍ବ ରେକର୍ଡ ଭାଙ୍ଗିଛି। ସନ୍ଧ୍ୟା ୫ ଟା ସୁଦ୍ଧା ରାଜ୍ୟରେ ୬୦.୧୩ ପ୍ରତିଶତ ଭୋଟର ମତଦାନ ରେକର୍ଡ କରାଯାଇଛି। ଏହି ୧୨୧ ଟି ଆସନରେ ମତଦାନର ପୂର୍ବ ରେକର୍ଡ ୫୫.୮୧…

ବିହାର ବିଧାନସଭା ନିର୍ବାଚନ , ଦିନ ୧୦ଟା ସୁଦ୍ଧା ୧୩.୧୩% ମତଦାନ

ବିହାରର ୧୮ଟି ଜିଲ୍ଲାର ୧୨୧ ବିଧାନସଭା ନିର୍ବାଚନମଣ୍ଡଳୀରେ ଆଜି ପ୍ରଥମ ପର୍ଯ୍ୟାୟ ଭୋଟ୍‌ ଗ୍ରହଣ ହେଉଛି। ଏହି ପର୍ଯ୍ୟାୟରେ ୧୩୧୪ ପ୍ରାର୍ଥୀ ନିର୍ବାଚନ ଲଢ଼ୁଛନ୍ତି। ମହାମେଣ୍ଟର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ତେଜସ୍ବୀ ପ୍ରସାଦ ଯାଦବ, ବିହାର ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧାରୀ ଏବଂ ବିଜୟ କୁମାର…

ଆଜି ବିହାରରେ ପ୍ରଥମ ପର୍ଯ୍ୟାୟ ମତଦାନ,୧୩୧୪ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା କରୁଛନ୍ତି ୩କୋଟି ୭୫ଲକ୍ଷ ଭୋଟର

ଆଜି ବିହାରରେ ପ୍ରଥମ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହେଉଛି । ୧୮ଟି ଜିଲାରେ ୧୨୧ଟି ଆସନରେ ଭୋଟ ଗ୍ରହଣ କରାଯାଉଛି । ୧୩୧୪ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା କରୁଛନ୍ତି ୩କୋଟି ୭୫ଲକ୍ଷ ଭୋଟର । ଆଜି ସକାଳ ୭ଟାରୁ ଭୋଟିଂ ଆରମ୍ଭ ହୋଇଥିବା ବେଳେ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ମତଦାନ ଚାଲିବ । ମତଦାନ ପାଇଁ…

ନୀତିଶଙ୍କ ବିକାଶ ବନାମ ଲାଲୁଙ୍କ ଜଙ୍ଗଲରାଜ

ପାଟନା: ନଭେମ୍ବର ୬ ତାରିଖରେ ହେବାକୁ ଥିବା ବିହାର ନିର୍ବାଚନର ପ୍ରଥମ ପର୍ଯ୍ୟାୟ ପାଇଁ ପ୍ରଚାର ଶେଷ ହୋଇଛି। ଏହି ୧୨୧ଟି ଆସନରେ ଏନଡିଏ ଏବଂ ମହାଗଠବନ୍ଧନ ମଧ୍ୟରେ ଲଢ଼େଇ  ତୀବ୍ର ହେଉଛି । ଉଭୟ ମେଣ୍ଟର ପ୍ରଚାର ମୁଖ୍ୟତଃ ତିନୋଟି ମୁଖ୍ୟ ପ୍ରସଙ୍ଗ ଉପରେ କେନ୍ଦ୍ରିତ ରହିଛି ।  …

ଆଜିଠାରୁ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା  ଆରମ୍ଭ

୯ ରାଜ୍ୟ ଏବଂ ୩ କେନ୍ଦ୍ରଶାସିତ ଅଞ୍ଚଳରେ ଆଜିଠାରୁ ସ୍ବତନ୍ତ୍ର  ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା  ଆରମ୍ଭ ହେବ ।  ଭୋଟର ତାଲିକାରେ ସ୍ବଚ୍ଛତା ଆଣିବାପାଇଁ ନିର୍ବାଚନ କମିସନ୍‌ ଆରମ୍ଭ କରିଥିବା ଏହି ଏସ୍‌ଆଇଆର ନିକଟରେ ବିହାରରେ ଫଳପ୍ରଦ ଭାବେ ଶେଷ ହୋଇଛି । ବିହାର ପରେ ଦ୍ବିତୀୟ…

ଇଣ୍ଡିଆ ମେଣ୍ଟର ତିନି ମାଙ୍କଡ – ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ

୨୦୨୫ ବିହାର ବିଧାନସଭା ନିର୍ବାଚନ ପାଇଁ ପ୍ରଚାର ବିଜେପି, କଂଗ୍ରେସ, ଜେଡିୟୁ, ଆରଜେଡି ସହ ଅନ୍ୟଦଳମାନଙ୍କର ପ୍ରଚାର ଜୋରଦାର ଚାଲିଛି | ନେତାମାନଙ୍କ ମଧ୍ୟରେ ଆରୋପ-ପ୍ରତ୍ୟାରୋପ ଜାରି ରହିଥିବାବେଳେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କଂଗ୍ରେସ, ରାଷ୍ଟ୍ରୀୟ ଜନତା ଦଳ ଏବଂ…

ବିହାର ବିଧାନସଭା ନିର୍ବାଚନ, ଆଜି ନିର୍ବାଚନୀ ପ୍ରଚାର ମଇଦାନକୁ ଓହ୍ଲାଇଲେ ପ୍ରିୟଙ୍କା

ବିହାରରେ ବିଧାନସଭା ନିର୍ବାଚନ ନେଇ ଆଜି ଦିନକୁ ସୁପର ଶନିବାର କୁହାଯାଉଛି । ଏନଡିଏ ସମେତ ମହାଗଠବନ୍ଧନର ବଡ଼ ନେତାମାନେ ମାରାଥନ ପ୍ରଚାର କରିଛନ୍ତି । କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଆଜି ନିର୍ବାଚନୀ ପ୍ରଚାର ମଇଦାନକୁ ଓହ୍ଲାଇଥିଲେ । ପ୍ରିୟଙ୍କା ଆଜି ଦୁଇଟି ନିର୍ବାଚନୀ ରାଲିରେ…