Trending
- କଳାହାଣ୍ଡି ଜିଲ୍ଲା ପାଇଁ ପ୍ରାୟ ୮୯୧ .୩୯ କୋଟି ଟଙ୍କା ବିନିମୟରେ ୩ ହଜାର ୬୧୨ ଟି ପ୍ରକଳ୍ପର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
- ବିଜେପିର ନୂଆ ସାରଥୀ ହେବେ ନୀତିନ ନବୀନ: ପ୍ରଥମ ଯୁବ ସଭାପତି ଭାବେ ନିଦ୍ୱନ୍ଦ୍ୱରେ ନିର୍ବାଚିତ ହେବା ନିଶ୍ଚିତ
- ଚଳିତ ବର୍ଷ ଚିଲିକାକୁ ଆସିଛନ୍ତି ୧୦୬ ପ୍ରଜାତିର ୧୧ ଲକ୍ଷ ୧୦ ହଜାର ୨୫୭ ଟି ବିଦେଶାଗତ ପକ୍ଷୀ
- ଆଜି ଠୁ ଭକ୍ତ ନିବାସରେ ଲାଗୁ ହେବ ହେବ ନୂଆ ପାର୍କିଂ ଫି
- ଦାବି ପୂରଣ ନ ହେଲେ ୨୪ ରେ ରୁ ଗଡ଼ିବନି ଘରୋଇ ବସ
- ସରକାରଙ୍କ ଅନୁମତି ପରେ ଗଣତି ମଣତି ହେବ – ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ
- ହାୱଡ଼ାରୁ ଗୌହାଟୀ ଗଡ଼ିଲା ଦେଶର ପ୍ରଥମ ସ୍ଲିପର ବନ୍ଦେ ଭାରତ ଟ୍ରେନ୍
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
Browsing Category
National
କର୍ନାଟକରେ ଭୂସ୍ଖଳନ
ଉତ୍ତର କର୍ନାଟକରେ ଭୂସ୍ଖଳନ ଯୋଗୁ ବଡ଼ ଧରଣର ଅଘଟଣ ଘଟିଛି। ଭୂସ୍ଖଳନ ଯୋଗୁ ୭ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩ ଜଣ ବର୍ତ୍ତମାନ ସୁଦ୍ଧା ନିଖୋଜ ଅଛନ୍ତି।ଡେପୁଟି କମିଶନର କହିଛନ୍ତି, ୧୦ ଜଣ ନିଖୋଜ ଥିଲେ। ସେମାନଙ୍କ ମଧ୍ୟରୁ ୭ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଥିବା ବେଳେ ଆଉ ୩ ଜଣ ବର୍ତ୍ତମାନ…
ସଂରକ୍ଷଣ ନିଆଁରେ ଜଳୁଛି ବାଂଲାଦେଶ, ହିଂସାରେ ଗଲାଣି ୧୦୫ରୁ ଅଧିକ ଜୀବନ
ସଂରକ୍ଷଣ ନିଆଁରେ ଜଳୁଛି ବାଂଲାଦେଶ, ହିଂସାରେ ଗଲାଣି ୧୦୫ରୁ ଅଧିକ ଜୀବନ। ସ୍ଥିତି ନିୟନ୍ତ୍ରଣକୁ ଆଣିବାକୁ ସାରା ଦେଶରେ ଲାଗୁ ହୋଇଛି କର୍ଫ୍ୟୁ। ଏଭଳି ସ୍ଥିତିରେ ସେଠାରେ ଫସି ରହିଥିବା ଭାରତୀୟ ନାଗରିକଙ୍କ ଉଦ୍ଧାର ପ୍ରକ୍ରିୟା ଆରମ୍ଭ ହୋଇଛି। ସ୍ଥାନୀୟ କର୍ତ୍ତୃପକ୍ଷଙ୍କ ସହାୟତାରେ…
ଆତଙ୍କବାଦୀଙ୍କ ପାଖରୁ ମିଳିଲା ରାଇଫଲ
ଜାମ୍ମୁ-କାଶ୍ମୀରର କୁପୱାଡା ଜିଲ୍ଲାରେ ଆତଙ୍କବାଦୀ ଏବଂ ସୁରକ୍ଷାକର୍ମୀଙ୍କ ମଧ୍ୟରେ ହୋଇଥିବା ମୁହାଁମୁହିଁରେ ମୃତ୍ୟୁ ଘଟିଥିବା ଆତଙ୍କବାଦୀଙ୍କ ପାଖରେ ଏକ ଗୁରୁତ୍ୱପୂର୍ଣ୍ଣ ଅସ୍ତ୍ର ମିଳିଛି । ଯବାନମାନଙ୍କ ଦ୍ୱାରା ଆତଙ୍କବାଦୀମାନଙ୍କ ପାଖରୁ ଅଷ୍ଟ୍ରିଆରେ ତିଆରି ହୋଇଥିବା ଷ୍ଟେୟର ଏୟୁସି…
ସାରା ବିଶ୍ବରେ ଅନଲାଇନ୍ ସେବା ପ୍ରଭାବିତ
ମାଇକ୍ରୋସଫ୍ଟ ସର୍ଭର ଡାଉନ୍ ରହିଛି। ଫଳରେ ସାରା ବିଶ୍ୱରେ ଅନଲାଇନ୍ ସେବା ପ୍ରଭାବିତ ହୋଇଛି। ତେବେ ଧିରେ ଧିରେ ସୁଧୁରୁଛି ଅଚଳ ହୋଇପଡ଼ିଥିବା ୱିଣ୍ଡୋଜ୍ ଅପରେଟିଂ ବ୍ୟବସ୍ଥା। ଏଥିପାଇଁ କିଛି ସମୟ ଲାଗିବ ବୋଲି ମାଇକ୍ରୋସଫ୍ଟ ପକ୍ଷରୁ କୁହାଯାଇଛି। ଦିଲ୍ଲୀ ଓ ଚେନ୍ନାଇ ବିମାନ ବନ୍ଦରରେ…
ସରକାରଙ୍କ ବଢାଇଥିଲା ଟେନଶନ
ଭାରତୀୟ ରେଳ ହେଉଛି ବିଶ୍ୱର ଚତୁର୍ଥ ବୃହତ୍ତମ ରେଳ ନେଟୱାର୍କ । ପୁରା ଦେଶରେ ୬୮ହଜାର କି.ମିରୁ ଦୀର୍ଘ ରେଲଓ୍ବେ ଟ୍ରାକ୍ ବିଛାଯାଇଛି। ଭାରତରେ ରେଳବାଇକୁ ଲାଇଫ ଲାଇନ କୁହାଯାଏ । ଯେଉଁଥିରେ ପ୍ରତିଦିନ ପାଖାପାଖି ୨୨ହଜାର ଟ୍ରେନ୍ ଯାତ୍ରାୟତ କରୁଛନ୍ତି। ଏହି ଟ୍ରେନ ପ୍ରତିଦିନ ୨.୫ କୋଟି…
ଫାଷ୍ଟ୍ୟାଗ ନଥିଲେ ଦୁଇଗୁଣା ଟୋଲ ଟାକ୍ସ ଦେବେ
ଟୋଲ ପ୍ଲାଜାରେ ଲାଗୁଥିବା ଟ୍ୟାକ୍ସକୁ ନେଇ ଭାରତୀୟ ।ତୀୟ ରାଜପଥ ପ୍ରାଧିକରଣ (ଏନଏଚଏଆଇ) ପକ୍ଷରୁ ନୂଆ ନିୟମ ଲାଗୁ କରାଯାଇଛି । ନୂଆ ନିୟମ ଅନୁସାରେ ଯେଉଁ ଲୋକମାନେ ଗାଡ଼ିରେ ଫାଷ୍ଟ୍ୟାଗ ଲଗାଇ ନଥିବେ, ଏବେ ସେମାନେ ଦୁଇଗୁଣା ଟୋଲ ଟ୍ୟାକ୍ସ ଭରିଦେବ । ଏହାକୁ ନେଇ ଏନଏଚଆଇ ପକ୍ଷରୁ ଗାଇଡଲାଇନ୍ସ…
କାଉଡିଆଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ କଡା ନିର୍ଦ୍ଦେଶ
କାଉଡିଆଙ୍କ ସୁରକ୍ଷିତ ଯାତ୍ରା ତଥା ସେମାନଙ୍କ ବ୍ରତର ନିଶ୍ଚିତତା ପାଇଁ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଦେଇଛନ୍ତି କଡା ନିର୍ଦ୍ଦେଶ । ସବୁ ଭୋଜନାଳୟ ଆଗରେ ତା’ର ମାଲିକର ନାମ ଲେଖିବା ବାଧ୍ୟତାମୂଳକ ବୋଲି ନିର୍ଦ୍ଦେଶ ଦେଇଛନ୍ତି ଯୋଗୀ ଆଦିତ୍ୟନାଥ । ବର୍ତ୍ତମାନ, ପ୍ରତ୍ୟେକ…
ଶପଥ ଗ୍ରହଣ କଲେ ସୁପ୍ରିମକୋର୍ଟର ଦୁଇ ନୂଆ ବିଚାରପତି
ଆଜି ସୁପ୍ରିମକୋର୍ଟର ଦୁଇ ଜଣ ବିଚାରପତି ଭାବେ ଶପଥ ଗ୍ରହଣ କରିଛନ୍ତି। ସେମାନେ ହେଉଛନ୍ତି ଜଷ୍ଟିସ୍ ନୋଙ୍ଗମେଇକାପମ୍ କୋଟିଶ୍ୱର ସିଂହ ଏବଂ ଜଷ୍ଟିସ୍ ଆର୍ ମହାଦେବନ। ଉଭୟଙ୍କୁ ଶପଥ ପାଠ କରାଇଛନ୍ତି ପ୍ରଧାନ ବିଚାରପତି ଡିୱାଇ ଚନ୍ଦ୍ରଚୂଡ଼।ଗତ ମଙ୍ଗଳବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ…
ଛତିଶଗଡ଼ରେ ନକ୍ସଲଙ୍କ ଆଇଇଡି ବିସ୍ଫୋରଣ
ଛତିଶଗଡ଼ର ବିଜାପୁରରେ ନକ୍ସଲଙ୍କ ଆଇଇଡି ବିସ୍ଫୋରଣରେ ୨ ଜଣ ଯବାନ ସହିତ ହେବା ସହିତ ୪ ଜଣ ଆହତ ହୋଇଛନ୍ତି । ସମସ୍ତ ଆହତ ଯବାନଙ୍କୁ ବିଜାପୁର ଜିଲ୍ଲା ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଚିକିତ୍ସା ପରେ ଯବାନଙ୍କୁ ଅନ୍ୟତ୍ର ସ୍ଥାନାନ୍ତର ପାଇଁ ଯୋଜନା ଚାଲିଛି । ଜିଲ୍ଲାର ତରେମ ଥାନା ଅଞ୍ଚଳରେ…
ଦ୍ୱାଦଶ ପାସ୍ କଲେ ମିଳିବ ୬ ହଜାର ଟଙ୍କା
ରାଜ୍ୟ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଦ୍ୱାଦଶ ଏବଂ ସ୍ନାତକ ଉତ୍ତୀର୍ଣ୍ଣ କରିଥିବା ଛାତ୍ରଛାତ୍ରୀଙ୍କ ପାଇଁ ଆର୍ଥିକ ସହାୟତା ଯୋଜନାର ଘୋଷଣା କରିଛନ୍ତି । ମହାରାଷ୍ଟ୍ରରେ ବଢ଼ୁଥିବା ବେକାରୀ ସମସ୍ୟାକୁ ନେଇ ବିରୋଧିମେଣ୍ଟ ବାରମ୍ବାର ସରକାରଙ୍କୁ ଘେରୁଥିବା ବେଳେ ଏହି ପ୍ରସଙ୍ଗକୁ ଦର୍ବଳ କରିବାକୁ…