Trending
- ମହାକାଶରେ ଇସ୍ରୋର ଆଉ ଏକ ସଫଳତା,ଶ୍ରୀହରିକୋଟାରୁ GSLV-F18 ରକେଟ୍ ରେ NVS-03 ଉପଗ୍ରହର ସଫଳ ଉତକ୍ଷେପଣ
- ଭାରତୀୟ ବାୟୁସେନାର ୨୯ତମ ମୁଖ୍ୟ ଭାବେ କାର୍ଯ୍ୟଭାର ଗ୍ରହଣ କଲେ ଏୟାର ଚିଫ୍ ମାର୍ଶଲ ଆଶୁତୋଷ ଦୀକ୍ଷିତ
- ଭୟଙ୍କର ଭୂସ୍ଖଳନରେ ପୋତି ହୋଇ ଯାଇଥିବା ୧୨ଜଣଙ୍କୁ ଖୋଜିବ ହେଲିକପ୍ଟର
- ଚାଷୀଙ୍କ ଆକାଉଣ୍ଟକୁ ଗଲା ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୨୪ତମ କିସ୍ତି
- ବାତ୍ୟା ଅର୍ଣ୍ଣବ ପରେ ଗଞ୍ଜାମ ଓ ଗଜପତିରେ ବ୍ୟାପକ କ୍ଷୟକ୍ଷତି – ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
Browsing Category
National
ବଜାରକୁ ଆସିବ କ୍ୟାନସର୍ ଭ୍ୟାକ୍ସିନ
ଆଜି ସମଗ୍ର ବିଶ୍ୱ କର୍କଟ ଭଳି ଗମ୍ଭୀର ରୋଗରେ ପୀଡିତ। ଏଭଳି ପରିସ୍ଥିତିରେ ରୁଷିଆ ଏକ ଦାବି କରିଛି, ଯାହା ସମଗ୍ର ବିଶ୍ୱ ପାଇଁ ଆଶ୍ୱସ୍ତି ଆଣିଦେଇଛି। ରୁଷିଆ କହିଛି ଯେ, ଆମେ ଏକ କ୍ୟାନ୍ସର୍ ଟିକା ପ୍ରସ୍ତୁତ କରିଛୁ, ଯାହା ୨୦୨୫ରୁ ସମସ୍ତ ନାଗରିକଙ୍କ ପାଇଁ ମାଗଣାରେ ଉପଲବ୍ଧ ହେବ।
ଲୋକସଭାରେ ଆଗତ ପରେ ଜେପିସିକୁ ଗଲା ଏକକ ନିର୍ବାଚନ ବିଲ
ସଂସଦରେ ଆଗତ ପରେ ଯୁଗ୍ମ ସଂସଦୀୟ କମିଟି ବା ଜେପିସିକୁ ଯାଇଛି ଏକକ ନିର୍ବାଚନ ବିଲ। ବିଲ୍ ସପକ୍ଷରେ ୨୬୯ ଭୋଟ୍ ପଡ଼ିଥିବା ବେଳେ ବିପକ୍ଷରେ ପଡ଼ିଛି ୧୯୮ ଭୋଟ। ଆଇନ୍ ମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ ସମ୍ବିଧାନ ସଂଶୋଧନ ବିଲ ଲୋକସଭାରେ ଆଗତ କରିଛନ୍ତି। ବିଲ ଆଗତ ପରେ ଏହାକୁ ଜେପିସିକୁ ପଠାଇ…
ଏକକ ନିର୍ବାଚନ ବିଲକୁ ନେଇ ପଡ଼ିଲା ଭୋଟ
ବହୁ ଚର୍ଚ୍ଚା ଏବଂ ଆଲୋଚନା ପରେ ଆଜି ପରିଶେଷରେ ଲୋକସଭାରେ ଆଗତ ହୋଇଛି ‘ଓ୍ବାନ୍ ନେସନ୍ ଓ୍ବାନ୍ ଇଲେକ୍ସନ’ ବିଲ୍ । କେନ୍ଦ୍ର ଆଇନ୍ ମନ୍ତ୍ରୀ ଅର୍ଜୁନ୍ ରାମ୍ ମେଘଓ୍ବାଲା ଆଗଜି ଲୋକସଭାରେ ‘ଗୋଟିଏ ରାଷ୍ଟ୍ର, ଗୋଟିଏ ନିର୍ବାଚନ’ ପାଇଁ ସମ୍ବିଧାନ ସଂଶୋଧନ ବିଲ୍ ଆଗତ କରିଛନ୍ତି । ଏହାକୁ…
ସମ୍ବିଧାନର 75 ବର୍ଷ ପୂର୍ତ୍ତି ଉପରେ ବକ୍ତବ୍ୟ ରଖିବେ ସବୁ ଦଳର ସାଂସଦ
ଆଜିଠାରୁ ରାଜ୍ୟସଭାରେ ଆରମ୍ଭ ହେବ ସମ୍ବିଧାନ ଉପରେ ବିତର୍କ |ଆଜି ଓ କାଲି ସମ୍ବିଧାନର 75 ବର୍ଷ ପୂର୍ତ୍ତି ଉପରେ ବକ୍ତବ୍ୟ ରଖିବେ ସବୁ ଦଳର ସାଂସଦ। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କରିପାରନ୍ତି ଆଲୋଚନାର ଆରମ୍ଭ। ବିରୋଧୀ ପକ୍ଷରୁ ବିତର୍କ ଆରମ୍ଭ କରିପାରନ୍ତି ବିରୋଧୀ ଦଳ ନେତା…
ଇଂଜିନିୟର ଅତୁଲ ସୁଭାଷ ଆତ୍ମହତ୍ୟା ଘଟଣାରେ ପତ୍ନୀ, ଶାଶୂ ଓ ଶଳା ଗିରଫ
ପତ୍ନୀ ନିର୍ଯାତନାରେ ଅତିଷ୍ଠ ହୋଇ ଯୁବ ଇଂଜିନିୟର ଅତୁଲ ସୁଭାଷ (୩୪)ଙ୍କ ଆତ୍ମହତ୍ୟା ମାମଲାରେ ପୁଲିସକୁ ସଫଳତା ମିଳିଛି। ଫେରାର୍ ପତ୍ନୀ ନିକିତା ସିଂଘାନିଆ, ଶାଶୂ ନିଶା ସିଂଘାନିଆ ଓ ଶଳା ଅନୁରାଗ ସିଂଘାନିଆଙ୍କୁ ଗିରଫ କରାଯାଇଛି। ବେଙ୍ଗାଲୁରୁ ହ୍ବାଇଟ୍ ଫିଲ୍ଡ୍ ଡିଭିଜନ୍ର ଡିସିପି…
ପରଲୋକରେ ପ୍ରସିଦ୍ଧ ତବଲା ବାଦକ ଜାକିର ହୁସେନ
ପ୍ରସିଦ୍ଧ ତବଲା ବାଦକ ଜାକିର ହୁସେନଙ୍କ ପରଲୋକ । କିଛିଦିନ ତଳେ ସ୍ୱାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ ଆମେରିକାର ସାନ୍ ଫ୍ରାନ୍ସିସ୍କୋର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେ ହୃଦଜନିତ ଓ ରକ୍ତଚାପଜନିତ ସମସ୍ୟାର ସମ୍ମୁଖୀନ ହେଉଥିଲେ। ତାଙ୍କୁ ୭୩ ବର୍ଷ ବୟସ ହୋଇଥିଲା। ଜାକିରଙ୍କ…
ଏକ ଦେଶ ଏକ ନିର୍ବାଚନ ବିଲକୁ ମିଳିଲା କ୍ୟାବିନେଟ ମଞ୍ଜୁରୀ
ଏକ ଦେଶ ଏକ ନିର୍ବାଚନ ପ୍ରସଙ୍ଗ। ଏକ ଦେଶ ଏକ ନିର୍ବାଚନ ବିଲକୁ ମିଳିଲା କ୍ୟାବିନେଟ ମଞ୍ଜୁରୀ। ଏ ନେଇ ଆସନ୍ତାକାଲି ଆସିପାରେ ସଂସଦରେ ଏନେଇ ବିଲ୍ । ସାରା ଦେଶରେ ଏକ ସମୟରେ ଲୋକସଭା, ବିଧାନସଭା ଓ ଆଞ୍ଚଳିକ ପରିଷଦଗୁଡିକର ନିର୍ବାଚନ କରିବା ଲାଗି ବିଲରେ ଉଦ୍ଦିଷ୍ଟ ରହିଛି। ଏହି ବିଲ୍ ଲାଗି…
ଲାଲ କୃଷ୍ଣ ଆଡଭାନୀ ଆପୋଲୋ ହସ୍ପିଟାଲରେ ଭର୍ତ୍ତି
ଅସୁସ୍ଥ ହୋଇ ଚିକିତ୍ସିତ ହେଉଛନ୍ତି ଆଡ଼ଭାନୀ । ହସ୍ପିଟାଲ୍ରେ ଭର୍ତ୍ତି ହୋଇଛନ୍ତି ବିଜେପି ନେତା ଲାଲକୃଷ୍ଣ ଆଡଭାନୀ। ଗତକାଲି ବିଳମ୍ବିତ ରାତିରେ ସ୍ୱାସ୍ଥ୍ୟ ଅବସ୍ଥା ଖରାପ ହେବା ପରେ ବିଜେପି ନେତା ଲାଲ କୃଷ୍ଣ ଆଡଭାନୀଙ୍କୁ ଦିଲ୍ଲୀର ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଗତ ମାସରେ…
ରାଜ୍ୟସଭାରେ ଧନଖଡ଼ ଏବଂ ଖଡ଼ଗେ ମୁହାଁମୁହିଁ
ରାଜ୍ୟସଭାରେ ଆଜି ଅଧ୍ୟକ୍ଷ ତଥା ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ ଏବଂ ବିରୋଧୀ ଦଳ ନେତା ମଲ୍ଲିକାର୍ଜୁନ ଖଡ଼ଗେ ମୁହାଁମୁହିଁ ହୋଇଛନ୍ତି। ଧନଖଡ଼ କହିଥିଲେ ଯେ ସେ ଜଣେ କୃଷକଙ୍କ ପୁଅ। ବିରୋଧୀ ଦଳଙ୍କ ଅନାସ୍ଥା ପ୍ରସ୍ତାବରେ ସେ ଦବିଯିବେ ନାହିଁ। ବିରୋଧୀ ଦଳ ନିକଟରେ ଅନାସ୍ଥା ପ୍ରସ୍ତାବ ଆଣିବା…
ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଦୁଇଦିନ ନୂଆଦିଲ୍ଲୀରେ ଅନୁଷ୍ଠିତ ହେବ ଦେଶର ମୁଖ୍ୟ ସଚିବମାନଙ୍କ ଜାତୀୟ ସମ୍ମିଳନୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଆଜି ଓ ଆସନ୍ତାକାଲି ନୂଆଦିଲ୍ଲୀରେ ଅନୁଷ୍ଠିତ ହେବ ଦେଶର ମୁଖ୍ୟ ସଚିବମାନଙ୍କ ଚତୁର୍ଥ ଜାତୀୟ ସମ୍ମିଳନୀ। ଉଭୟ କେନ୍ଦ୍ର ଓ ରାଜ୍ୟ ମଧ୍ୟରେ ସୁସମ୍ପର୍କ ସ୍ଥାପନ ଏହି ସମ୍ମିଳନୀର ମୁଖ୍ୟ ଉଦ୍ଦେଶ୍ୟ। ଗତ ତିନି ବର୍ଷ ଧରି ଏହି ବାର୍ଷିକ…