Trending
- ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରର ଖୋଲିଲା ଆଉ ୪ ଗେଟ୍,ବର୍ତ୍ତମାନ ୧୬ ଟି ଗେଟ୍ ଦେଇ ପାଣି ନିଷ୍କାସିତ
- ରାଜ୍ୟରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବର୍ଗର ଲୋକଙ୍କୁ ମିଳିବ ଶୀଘ୍ର ନ୍ୟାୟ, ରାଜ୍ୟର ୬ଟି ଜିଲ୍ଲାରେ ଏକ୍ସକ୍ଲୁସିଭ୍ ସ୍ୱତନ୍ତ୍ର କୋର୍ଟ ସ୍ଥାପନ ନେଇ ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
Browsing Category
National
ବିଷ୍ଣୋଇ ଗ୍ୟାଙ୍ଗର ୭ଜଣ ସୁଟର ଗିରଫ
ଦିଲ୍ଲୀ ପୋଲିସର ସ୍ପେଶାଲ ସେଲକୁ ବଡ ସଫଳତା ମିଳିଛ। ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ, ପ୍ୟାନ ଇଣ୍ଡିଆ କାର୍ଯ୍ୟାନୁଷ୍ଠାନରେ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗର ୭ଜଣ ସୁଟରଙ୍କୁ ଗିରଫ କରିଛି । ଏହି ୭ଜଣ ସୁଟରଙ୍କୁ ପଞ୍ଜାବ ଏବଂ ଏହାର ଆଖପାଖ ରାଜ୍ୟରୁ ପୋଲିସ ଗିରଫ କରିଛି। ସ୍ପେଶାଲ ସେଲ ଟିମ ମଧ୍ୟ…
ଜଷ୍ଟିସ ସଞ୍ଜୀବ ଖାନ୍ନା ହେବେ ସୁପ୍ରିମକୋର୍ଟର ପରବର୍ତ୍ତୀ ପ୍ରଧାନ ବିଚାରପତି
ଜଷ୍ଟିସ ସଞ୍ଜୀବ ଖାନ୍ନା ହେବେ ସୁପ୍ରିମକୋର୍ଟର ପରବର୍ତ୍ତୀ ପ୍ରଧାନ ବିଚାରପତି । ସଞ୍ଜୀବ ଖାନ୍ନାଙ୍କୁ ନିଯୁକ୍ତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ନଭେମ୍ବର ୧୧ରେ ଦାୟିତ୍ବ ଗ୍ରହଣ କରିବେ ଜଷ୍ଟିସ ଖାନ୍ନା । ବର୍ତ୍ତମାନର ପ୍ରଧାନ ବିଚାରପତି ଜଷ୍ଟିସ ଚନ୍ଦ୍ରଚୂଡ଼ଙ୍କ କାର୍ଯ୍ୟକାଳ ସରିବା…
ସେନା ଗାଡ଼ି ଉପରେ ଆତଙ୍କବାଦୀ ଆକ୍ରମଣ
ଜମ୍ମୁ କଶ୍ମୀରର LOC ନିକଟରେ ଆତଙ୍କବାଦୀମାନେ ସେନା ଗାଡିକୁ ଟାର୍ଗେଟ କରିଛନ୍ତି। ଏହି ଆକ୍ରମଣରେ ଦୁଇ ଯବାନ ଶହୀଦ ହୋଇଥିବାବେଳେ ସେନାରେ କାର୍ଯ୍ୟ କରୁଥିବା ଦୁଇଜଣ ଶ୍ରମିକଙ୍କର ମଧ୍ୟ ମୃତ୍ୟୁ ହୋଇଛି ଓ ଦୁଇ ଯବାନ ଆହତ ହୋଇଛନ୍ତି।
ଏହି ଆକ୍ରମଣକୁ ନେଇ ଜମ୍ମୁ କଶ୍ମୀର ମୁଖ୍ୟମନ୍ତ୍ରୀ…
ଦୁଇ ଦିନିଆ ଋଷିଆ ଗସ୍ତ ସାରି ସ୍ବଦେଶ ଫେରିଛନ୍ତି ପ୍ରଧାନମନ୍ତ୍ରୀ
୧୬ତମ ବ୍ରିକ୍ସ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ଦୁଇ ଦିନିଆ ଋଷିଆ ଗସ୍ତ ସାରି ସ୍ବଦେଶ ଫେରିଛନ୍ତି। ରୁଷିଆର କାଜାନ ସହରରେ ଅନୁଷ୍ଠିତ ୧୬ତମ ବ୍ରିକ୍ସ ସମ୍ମିଳନୀରେ ସେ ଯୋଗ ଦେଇଥିଲେ। ତେବେ ତେବେ ଏହି ସମୟରେ ସେ ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍ ଓ ଚାଇନା…
ପ୍ରଚାର ଆରମ୍ଭ କଲେ ପ୍ରିୟଙ୍କା
ନିର୍ବାଚନ ଲଢ଼ିବେ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧି ଭଦ୍ରା । ଏଥିନିମନ୍ତେ ସେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ୱାୟନାଡ ଲୋକସଭା ସିଟ୍ ପାଇଁ ହେବାକୁ ଥିବା ଉପନିର୍ବାଚନ ନିମନ୍ତେ ଆଜି ନାମାଙ୍କନ ଦାଖଲ କରିଛନ୍ତି ପ୍ରିୟଙ୍କା ଗାନ୍ଧି ଭଦ୍ରା ।
ପ୍ରିୟଙ୍କାଙ୍କ ନାମାଙ୍କନ ଦାଖଲ…
ପୃଥିବୀର ସବୁଠାରୁ ପ୍ରଦୂଷିତ ରାଜଧାନୀ ପାଲଟିଛି ଦିଲ୍ଲୀ
ରାଜଧାନୀ ଦିଲ୍ଲୀରେ ବାୟୁ ପ୍ରଦୂଷଣ ଏବେ ‘ଅତି ଖରାପ’ ସ୍ତରରୁ ‘ସାଂଘାତିକ’ ଆଡ଼କୁ ଗତି କରୁଛି। ଶୀତ ଆରମ୍ଭ ନ ହେଉଣୁ ଦିଲ୍ଲୀରେ ପ୍ରଦୂଷଣ ସ୍ଥିତି ଉଦ୍ବେଗଜନକ ହୋଇଥିବା ବେଳେ ଅଧିକାଂଶ ଅଂଚଳରେ ବାୟୁମାନ ସୂଚକାଙ୍କ (ଏକ୍ୟୁଆଇ) ୩୦୦ ଅତିକ୍ରମ କରିଛି। ଏଭଳି ସ୍ଥିତିରେ ଦିଲ୍ଲୀବାସୀଙ୍କ ଜୀବନ…
ବିବାହ ବନ୍ଧନରେ ବାନ୍ଧିହେବାକୁ ଯାଉଛନ୍ତି ନାଗା ଚୈତନ୍ୟ ଓ ଶୋଭିତ ଧୁଲିପାଲା
ଶୋଭିତା ଧୁଲିପାଲ ଖୁବଶୀଘ୍ର ସାଉଥ ସୁପରଷ୍ଟାର୍ ନାଗା ଚୈତନ୍ୟଙ୍କୁ କରିବେ ବିବାହ। ଏନେଇ ଅଭିନେତ୍ରୀ ନିଜେ ସୂଚନା ଦେଇଛନ୍ତି । ନାଗା ଚୈତନ୍ୟଙ୍କ ସହ ନିର୍ବନ୍ଧର ଦୁଇ ମାସ ପରେ ଏବେ ବଧୂ ସାଜିବେ ଶୋଭିତା। ଏଥିପାଇଁ ତାଙ୍କ ଘରେ ପ୍ରସ୍ତୁତି ଆରମ୍ଭ ହୋଇଗଲାଣି ।ଶୋଭିତ ଧୁଲିପାଲା ନିଜ…
ପ୍ରଧାନମନ୍ତ୍ରୀ ଭାରତୀୟ ଜନଔଷଧି ପରିଯୋଜନା ଅକ୍ଟୋବର ୨୦୨୪ରେ ୧୦୦ କୋଟିର ବିକ୍ରି କରିଛି
ପ୍ରଧାନମନ୍ତ୍ରୀ ଭାରତୀୟ ଜନଔଷଧି ପରିଯୋଜନା (ପିଏମ୍ବିଜେପି) ଅକ୍ଟୋବର ୨୦୨୪ରେ ୧୦୦୦ କୋଟି ଟଙ୍କାର ବିକ୍ରି ସହ ଏକ ଉଲ୍ଲେଖନୀୟ ଉପଲବ୍ଧି ହାସଲ କରିଛି । ଗତ ବର୍ଷ ତୁଳନାରେ ଏହା ଏକ ମହତ୍ୱପୂର୍ଣ୍ଣ ଅଭିବୃଦ୍ଧି ଏବଂ ଏହି ଲକ୍ଷ୍ୟ ୨୦୨୩ ଡିସେମ୍ବରରେ ହାସଲ କରାଯାଇଥିଲା। ଏହି ସଫଳତା ସୁଲଭ ତଥା…
ସିଙ୍ଗାପୁର ପ୍ରଧାନମନ୍ତ୍ରୀ ଲରେନ୍ସ ଓଙ୍ଗଙ୍କୁ ସାକ୍ଷାତ୍ କଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ
ଗୁରୁତ୍ୱପୂର୍ଣ୍ଣ ବିଦେଶ ଗସ୍ତରେ ଥିବା କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ସିଙ୍ଗାପୁରର ପ୍ରଧାନମନ୍ତ୍ରୀ ଲରେନ୍ସ ୱଙ୍ଗଙ୍କୁ ଭେଟି ଭାରତ ଓ ସିଙ୍ଗାପୁର ମଧ୍ୟରେ ବିଦ୍ୟାଳୟ ଶିକ୍ଷା, ଧନ୍ଦାମୂଳକ ଶିକ୍ଷା ଏବଂ ଗବେଷଣା କ୍ଷେତ୍ରରେ ଦ୍ୱିପାକ୍ଷିକ ସହଯୋଗକୁ ବୃଦ୍ଧି ଏବଂ ବ୍ୟାପକ…
ଏୟାର୍ ଇଣ୍ଡିଆ ବିମାନ ଉଡ଼ାଇଦେବାକୁ ଧମକ ଦେଲା ଗୁରୁପତୱନ୍ତ ସିଂହ ପନ୍ନୁ
ଆମେରିକାରେ ଥିବା ଖଲିସ୍ତାନୀ ଆତଙ୍କବାଦୀ ତଥା ଶିଖ୍ସ ଫର୍ ଜଷ୍ଟିସ୍ (ଏସ୍ଏଫ୍ଜେ)ର ମୁଖ୍ୟ ଗୁରୁପତୱନ୍ତ ସିଂହ ପନ୍ନୁ ଗତବର୍ଷ ଭଳି ପୁଣି ଥରେ ବିମାନ ଉଡ଼ାଇଦେବାକୁ ଧମକ ଦେଇଛି। ଦିଲ୍ଲୀ ଶିଖ୍ ବିରୋଧୀ ଦଙ୍ଗାର ୪୦ତମ ବାର୍ଷିକୀ ଅବସରରେ ନଭେମ୍ବର ୧ ଠାରୁ ୧୯ ମଧ୍ୟରେ ଏୟାର୍ ଇଣ୍ଡିଆ…