Trending
- ଇସ୍ତଫା ଦେଲେ ଇଣ୍ଡିଗୋ ଏୟାର ଲାଇନ୍ସର ସିଇଓ
- ରାଜ୍ୟରେ ଯଥେଷ୍ଟ ପରିମାଣର ରନ୍ଧନ ଗ୍ୟାସ ଉପଲବ୍ଧ ରହିଛି ,ଚିନ୍ତିତ ନ ହେବାକୁ ପରାମର୍ଶ- ଓଡ଼ିଶା ସରକାର
- ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା
- ଯୁଦ୍ଧ ଯୋଗୁଁ ଏଲ୍ପିଜି ସିଲିଣ୍ଡରର ଅଭାବ, ସ୍ଥିତି ନସୁଧୁରିଲେ, ୨ ଦିନ ଭିତରେ ବଡ଼ ବଡ଼ ସହରରେ ବନ୍ଦ ରହିବ ରେଷ୍ଟୁରାଣ୍ଟ
- ଷ୍ଟ୍ରେଟ୍ ଅଫ୍ ହରମୁଜ ଦେଇ ଗୋଟିଏ ଲିଟର ବି ତେଲ କେହି ନେଇପାରିବେ ନାହିଁ – ଇରାନ
- ଓଡ଼ିଶାର 9 ଟି ଷ୍ଟେସନ ଦେଇ ଚାଲିବ ଏକ ନୂତନ ଅମୃତ ଭାରତ ଟ୍ରେନ୍
- ନେପାଳରେ ରାଷ୍ଟ୍ରୀୟ ସ୍ବତନ୍ତ୍ର ପାର୍ଟି ବାମପନ୍ଥୀ ଦଳଗୁଡ଼ିକୁ ପରାସ୍ତ କରିଛି,ରବି ଲାମିଛାନେ ଏବଂ ବାଲେନ ଶାହଙ୍କ ସହ କଥା ହେଲେ ମୋଦୀ
- ରାଜ୍ୟସଭା ନିର୍ବାଚନ: ୩ ରାଜ୍ୟ ପାଇଁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ବିଜେପି
- ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ: ରିଫାଇନ୍, ପାମୋଲିନ୍ ତେଲ ଦର ୫ରୁ ୬ ଟଙ୍କା ବୃଦ୍ଧି
- ରାଜ୍ୟରେ ମହିଳା, ଦଳିତ ମାନଙ୍କ ଉପରେ ଆକ୍ରମଣ, ମହିଳାଙ୍କ ପ୍ରତି ଘଟିଥିବା ହିଂସା ସ୍ଥିର – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
Browsing Category
National
ଜମ୍ମୁ କାଶ୍ମୀରରେ ଆତଙ୍କବାଦୀ ହମଲା
ଜମ୍ମୁ କାଶ୍ମୀରରେ ସର୍ଚ୍ଚ ଅପରେସନ ବେଳେ ବଡ଼ ଅଘଟଣ । ୪୮ ରାଷ୍ଟ୍ରୀୟ ରାଇଫଲର ଜଣେ କ୍ୟାପଟେନ ସହିଦ୍ ହୋଇଥିବା ସୂଚନା ମିଳିଛି । ସେନା ପକ୍ଷରୁ ସର୍ଚ୍ଚ ଅପରେସନ ଚାଲିଥିବା ବେଳେ ଏହି ଅଘଟଣ ଘଟିଛି । ସୂଚନା ଅନୁସାରେ ଜମ୍ମୁ କାଶ୍ମୀରର ଡୋଡା ଜିଲ୍ଲାର ଅସାର ଅଞ୍ଚଳର ଘଞ୍ଚ ଜଙ୍ଗଲ ଭିତରେ ଏକ…
ଆଜି ସାରା ଦେଶ ପାଳୁଛି ୭୮ତମ ସ୍ବାଧୀନତା ଦିବସ
ଆଜି ଦେଶ ପାଳୁଛି ୭୮ତମ ସ୍ବାଧୀନତା ଦିବସ । ତ୍ରିରଙ୍ଗା ରଙ୍ଗରେ ରଙ୍ଗୀନ ଗାଁଠୁ ସହର । ସବୁଆଡ ରଙ୍ଗୀନ ଆଲୋକମାଳାରେ ସଜା ହୋଇଛି । ସବୁଆଡ଼େ ଫର ଫର ହୋଇ ଉଡୁଛି ତ୍ରିରଙ୍ଗା । ତେବେ ଆଉ କିଛି ସମୟପରେ ପ୍ରଧାନମନ୍ତ୍ରୀ ଲାଲକିଲ୍ଲାରେ ଉଡ଼ାଇବେ ଜାତୀୟ ପତାକା । ଦେଶବାସୀଙ୍କୁ କରିବେ ସମ୍ବୋଧନ ।…
ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ଦ୍ୱାରା ରାଷ୍ଟ୍ର ଉଦ୍ଦେଶ୍ୟରେ ଅଭିଭାଷଣ
ମୋର ପ୍ରିୟ ଦେଶବାସୀଗଣ,
ମୁଁ ଆପଣମାନଙ୍କୁ ସ୍ୱାଧୀନତା ଦିବସର ହାର୍ଦ୍ଦିକ ଶୁଭେଚ୍ଛା ଜଣାଉଛି।
୭୮ତମ ସ୍ୱାଧୀନତା ଦିବସ ପାଳନ ପାଇଁ ଦେଶ ପ୍ରସ୍ତୁତ ହେଉଥିବା ଦେଖି ମୁଁ ଆନନ୍ଦିତ। ଏହି ଅବସରରେ ଲାଲକିଲ୍ଲା ହେଉ, ରାଜ୍ୟର ରାଜଧାନୀରେ ହେଉ କିମ୍ୱା ସ୍ଥାନୀୟ ଅଞ୍ଚଳରେ ତ୍ରିରଙ୍ଗା…
ଅହମ୍ମଦାବାଦରେ ତ୍ରିରଙ୍ଗା ଯାତ୍ରାର ଶୁଭାରମ୍ଭ କଲେ ଅମିତ ଶାହ
ଅହମ୍ମଦାବାଦ: କେନ୍ଦ୍ର ଗୃହ ତଥା ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହ ଅହମ୍ମଦାବାଦ ମ୍ୟୁନିସିପାଲିଟି କର୍ପୋରେସନ୍ (ଏଏମସି) ପକ୍ଷରୁ ଅହମ୍ମଦାବାଦ ଠାରେ ଆୟୋଜିତ 'ତ୍ରିରଙ୍ଗା ଯାତ୍ରା' ର ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ଗୁଜରାଟ ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ର ପଟେଲଙ୍କ ସମେତ ବହୁ…
୭୮ତମ ସ୍ୱାଧୀନତା ଦିବସ ଉତ୍ସବର ନେତୃତ୍ୱ ନେବେ ପ୍ରଧାନମନ୍ତ୍ରୀ
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଗଷ୍ଟ ୧୫, ୨୦୨୪ରେ ଦିଲ୍ଲୀର ଐତିହାସିକ ଲାଲକିଲ୍ଲାରୁ ୭୮ତମ ସ୍ୱାଧୀନତା ଦିବସ ପାଳନ କରିବାରେ ଦେଶବାସୀଙ୍କ ନେତୃତ୍ୱ ନେବେ । ସେ ଜାତୀୟ ପତାକା ଉତ୍ତୋଳନ କରିବା ସହ ଏହି ସ୍ମାରକୀର ପ୍ରାଚୀରରୁ ଦେଶବାସୀଙ୍କ ଉଦ୍ଦେଶ୍ୟରେ ପାରମ୍ପରିକ ଅଭିଭାଷଣ ଦେବେ।…
୨୧ ତାରିଖରେ ଭାରତ ବନ୍ଦ ଡାକରା
ସଂରକ୍ଷଣକୁ ନେଇ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ବିରୋଧରେ ଆସନ୍ତା ଅଗଷ୍ଟ ୨୧ ତାରିଖରେ ଭାରତ ବନ୍ଦ ଡାକରା ଦିଆଯାଇଛି। ଏହାକୁ ସଫଳ କରିବା ଲାଗି ଅନୁସୂଚିତ ଓ ଜନଜାତି ବର୍ଗ ପକ୍ଷରୁ ଆହ୍ବାନ କରାଯାଇଛି। ଉତ୍ତରପ୍ରଦେଶର ଦାଉଦନଗର ଜଳସେଚନ ବିଭାଗ ଡାକବଙ୍ଗଳାର ଅନୁସୂଚିତ ଜାତି ସମାଜର ବରିଷ୍ଠ…
ସାହାସିକତା ପାଇଁ ପୁରସ୍କାର
ସ୍ଵାଧୀନତା ଦିବସ ଅବସରରେ ଦେଶର ୧୦୩୭ ଜଣଙ୍କୁ ମିଳିବ ପୁଲିସ ପଦକ ଏବଂ ସାହସିକତା ପୁରସ୍କାର। କାର୍ଯ୍ୟକ୍ଷେତ୍ରରେ ଉତ୍ସର୍ଗୀକୃତ ସେବା ପ୍ରଦର୍ଶନ ଲାଗି ପୁଲିସ ବିଭାଗ, ଅଗ୍ନିଶମ ବିଭାଗ ଏବଂ ହୋମଗାର୍ଡ ବିଭାଗର ଅଧିକାରୀ ଓ କର୍ମଚାରୀମାନଙ୍କୁ ଏହି ପଦକ ପ୍ରଦାନ କରାଯିବ। ସେମାନଙ୍କ ମଦ୍ୟରୁ…
ହିମାଚଳରେ ବନ୍ୟା
ଲଗାଣ ବର୍ଷା ଯୋଗୁ ହିମାଚଳ ପ୍ରଦେଶରେ ଭୂସ୍ଖଳନ ଏବଂ ହଠାତ୍ ଆସିଥିବା ବନ୍ୟା କାରଣରୁ ୨୧୩ଟି ସଡ଼କ ବନ୍ଦ ହୋଇପଡ଼ିଥିବା ନେଇ ରାଜ୍ୟ ବିପର୍ଯ୍ୟୟ ଓ ପରିଚାଳନା ବିଭାଗ ପକ୍ଷରୁ ମଙ୍ଗଳବାର ସୂଚନା ଦିଆଯାଇଛି। ଶିମଲା ଜିଲାର ୮୯, ସିରମୌରର ୪୨, ମଣ୍ଡିର ୩୭, କୁଲ୍ଲୁର ୨୬, କାଙ୍ଗଡ଼ାର ୬ ସଡ଼କ…
ସଜେଇ ହେଉଛି ରାଜଧାନୀ
ଦିନକ ପରେ ଦେଶ ପାଳିବ ୭୮ତମ ସ୍ୱାଧୀନତା ଦିବସ। ଲାଲକିଲ୍ଲାରୁ ଜାତୀୟ ପତାକା ଉତ୍ତୋଳନ କରି ଦେଶବାସୀଙ୍କୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ ମୋଦି। ଏଥିପାଇଁ ସଜେଇ ହେଉଛି ରାଜଧାନୀ । ସୁରକ୍ଷାକୁ ଦୃଷ୍ଟିରେ ରଖି ଦିଲ୍ଲୀ ପୋଲିସ ପକ୍ଷରୁ ବ୍ୟାପକ ପଦକ୍ଷେପ ନିଆଯାଇଛି । ନିୟୋଜିତ ହୋଇଛନ୍ତି…
ଜାତୀୟ ରାଜପଥ ନିର୍ମାଣ ସମୀକ୍ଷା ବୈଠକରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଜାତୀୟ ରାଜପଥ ନିର୍ମାଣ ସମୀକ୍ଷା ବୈଠକରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବୈଠକରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଭେଟି ଓଡ଼ିଶାର ଦାବି ରଖିଛନ୍ତି। ରାଜ୍ୟରେ କୋଷ୍ଟାଲ ହାଇୱେ ଏବଂ ରୋଡ ନେଟୱର୍କ ଲାଗି କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି…