Browsing Category

National

୪ ଦିନରେ ୭୫୦ କୋଟିରୁ ଅଧିକ ରୋଜଗାର କଲା ‘ପୁଷ୍ପା ଦି ରୁଲ୍‌’

ରିଲିଜ୍‌ ହେବା ପରଠାରୁ ଅଭିନେତା ଅଲ୍ଲୁ ଅର୍ଜୁନଙ୍କ ‘ପୁଷ୍ପା ଦି ରୁଲ୍‌’ ଚଳଚ୍ଚିତ୍ର ବିଭିନ୍ନ ରେକର୍ଡକୁ ଭଙ୍ଗ କରି ନୂତନ ରେକର୍ଡ ସୃଷ୍ଟି କରିଚାଲିଛି। ବିଭିନ୍ନ ରିପୋର୍ଟ ଅନୁଯାୟୀ, ରବିବାର ରାତି ୧୧ଟା ସୁଦ୍ଧା ବିଶ୍ୱବ୍ୟପୀ ‘ପୁଷ୍ପା ୨’ ଚଳଚ୍ଚିତ୍ର ୭୫୦ କୋଟି ଟଙ୍କାରୁ ଅଧିକ ରୋଜଗାର…

ବିରୋଧୀଙ୍କୁ ଟାର୍ଗେଟ କଲେ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଶିନ୍ଦେ

ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ବିରୋଧୀଙ୍କୁ ଟାର୍ଗେଟ କରିଛନ୍ତି। ଇଲେକ୍ଟ୍ରୋନିକ ଭୋଟିଂ ମେଶିନ ବିଷୟରେ ଲୋକଙ୍କୁ ବିଭ୍ରାନ୍ତ କରିବା ଏବଂ ସେମାନଙ୍କ ଆଦେଶ ଗ୍ରହଣ ନକରିବାକୁ ସେ ବିରୋଧ କରିଛନ୍ତି। ସାମ୍ବାଦିକମାନଙ୍କ ସହ କଥାବାର୍ତ୍ତା କରି ଶିନ୍ଦେ କହିଛନ୍ତି ଯେ କଠିନ…

କେନ୍ଦ୍ର ସରକାରଙ୍କ ବଡ ପଦକ୍ଷେପ : କମିଲା କ୍ୟାନ୍ସର ଔଷଧ ଦର

ଜୀବନ ରକ୍ଷକ ଔଷଧମାନଙ୍କୁ ଅଧିକ ଶସ୍ତା କରିବା ଦିଗରେ ସରକାରଙ୍କର ବଡ ପଦକ୍ଷେପ । ଭାରତ ସରକାର ତିନିଟି ପ୍ରମୁଖ କ୍ୟାନ୍ସର ଔଷଧର MRP କମେଇବାକୁ ଔଷଧ ନିର୍ମାତାମାନଙ୍କୁ ନିର୍ଦେଶ ଦେଇଛନ୍ତି । ଏହି ଔଷଧମାନଙ୍କୁ କଷ୍ଟମ୍ ଶୁଲ୍କରୁ ମୁକ୍ତ କରିବା ଏବଂ ଜିଏସଟି ହାରକୁ ୧୨% ରୁ  ୫% କରାଯାଇଛି।…

ବାଂଲାଦେଶ ଗସ୍ତରେ ଯିବେ ଭାରତ ବୈଦେଶିକ ସଚିବ ବିକ୍ରମ ମିସ୍ରୀ

ଡିସେମ୍ବର ୯ରେ ଭାରତ ବୈଦେଶିକ ସଚିବ ବିକ୍ରମ ମିସ୍ରୀ ବାଂଲାଦେଶ ଗସ୍ତରେ ଯିବେ। ଏହି ଗସ୍ତ ସମୟରେ ମିସ୍ରୀ ବାଂଲାଦେଶ ସହ ବୈଦେଶିକ କାର୍ଯ୍ୟାଳୟର ପରାମର୍ଶର ନେତୃତ୍ୱ ନେବେ ଏବଂ ତାଙ୍କ ପ୍ରତିପକ୍ଷଙ୍କୁ ଭେଟିବେ। ବୈଦେଶିକ ସଚିବ ବାଂଲାଦେଶର ଅନ୍ତରୀଣ ସରକାରଙ୍କ ଅଧୀକାରୀମାନଙ୍କୁ…

ମୃତ ମହିଳାଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କା ଦେବେ ଆଲୁ ଅର୍ଜୁନ

'ପୁଷ୍ପା ୨: ଦି ରୁଲ୍'ର ପ୍ରିମିୟର୍ ସୋ’ରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିବା ସହ ତାଙ୍କ ପୁଅ ଗୁରୁତର ଆହତ ହୋଇଥିଲେ। ଏହି ଘଟଣାର ଦୁଇ ଦିନ ପରେ ଅଭିନେତା ଅଲ୍ଲୁ ଅର୍ଜୁନ ମୃତ ମହିଳାଙ୍କ ପରିବାରକୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିଛନ୍ତି। ଶୁକ୍ରବାର ଦିନ ନିଜ ଏକ୍ସ ଆକାଉଣ୍ଟରେ ଏକ ଭିଡିଓ…

ଦେଶରେ ଖୋଲିବ 85ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ

୮୫ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ଓ ୨୮ଟି ନବୋଦୟ ବିଦ୍ୟାଳୟ ପ୍ରତିଷ୍ଠାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ। ଏଥିରୁ ଓଡ଼ିଶାରେ ଖୋଲିବ ୮ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ। ଏନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୂଚନା ଦେଇଛନ୍ତି। ସମ୍ବଲପୁର ଜିଲ୍ଲାର କୁଚିଣ୍ଡା, ଅନୁଗୋଳ…

ମହାରାଷ୍ଟ୍ରରେ ଶପଥ ଗ୍ରହଣ କରିଥିବା ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ଶ୍ରୀ ଦେବେନ୍ଦ୍ର ଫଡନଭିସଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ଶ୍ରୀ ଏକନାଥ ସିନ୍ଦେ ଏବଂ ଶ୍ରୀ ଅଜିତ ପାୱାରଙ୍କୁ ମଧ୍ୟ ସେ ଅଭିନନ୍ଦନ ଜଣାଇଛନ୍ତି ।…

ଆଜି ପାଇଁ ସ୍ଥାନୀୟ ଛୁଟି ଘୋଷଣା କରିଛନ୍ତି ମହାରାଷ୍ଟ୍ର ସରକାର

ମହାରାଷ୍ଟ୍ରରେ ବିଜେପି ନେତା ଦେବେନ୍ଦ୍ର ଫଡନାବିସ୍ ମୁଖ୍ୟମନ୍ତ୍ରୀ ଭାବେ ଗତକାଲି ଶପଥ ଗ୍ରହଣ କରିଛନ୍ତି। ଏଣେ ଆଜି  ଡିସେମ୍ବର ୬କୁ  ମୁମ୍ବାଇ ଏବଂ ଉପାନ୍ତ ଅଞ୍ଚଳ ପାଇଁ ରାଜ୍ୟ ସରକ‌ାର ଛୁଟି ଘୋଷଣା କରିଛନ୍ତି। ଆଜି ଚୈତ୍ୟ ଭୂମିରେ ଡକ୍ଟର ବି.ଆର. ଆମ୍ବେଦକରଙ୍କୁ ଶ୍ରଦ୍ଧାଞ୍ଜଳି ଦେବାକୁ…

ବିବାହ କଲେ ଅଭିନେତା ନାଗା ଚୈତନ୍ୟ ଓ ଅଭିନେତ୍ରୀ ଶୋଭିତା ଧୁଲିପାଲା

ଅଭିନେତା ନାଗା ଚୈତନ୍ୟ ଓ ଅଭିନେତ୍ରୀ ଶୋଭିତା ଧୁଲିପାଲା ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ହାଇଦ୍ରାବାଦର ଅନ୍ନପୂର୍ଣ୍ଣା ଷ୍ଟୁଡିଓରେ ଏହି ଷ୍ଟାର୍‌ କପଲଙ୍କ ବିବାହ ଅନୁଷ୍ଠିତ ହୋଇଯାଇଛି। ବିବାହରେ ଫିଲ୍ମ ଜଗତର ବହୁ ବିଶିଷ୍ଟ ବ୍ୟକ୍ତଙ୍କ ସହ ନାଗା ଓ ଶୋଭିତାଙ୍କ ପରିବାରବର୍ଗ,…

ଶପଥ ନେଲେ ଦେବେନ୍ଦ୍ର ଫଡନାବୀସ

ତୃତୀୟ ଥର ପାଇଁ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ବିଜେପି ନେତା ଦେବେନ୍ଦ୍ର ଫଡନାବୀସ। ମହାରାଷ୍ଟ୍ର ରାଜ୍ୟପାଳ ସି. ପି. ରାଧାକୃଷ୍ଣନ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ । ତାଙ୍କ ସହ ଶିବସେନା ନେତା ଏକନାଥ ସିନ୍ଦେ ଏବଂ ଏନସିପି ନେତା ଅଜିତ ପାୱାର…