Trending
- ଇସ୍ତଫା ଦେଲେ ଇଣ୍ଡିଗୋ ଏୟାର ଲାଇନ୍ସର ସିଇଓ
- ରାଜ୍ୟରେ ଯଥେଷ୍ଟ ପରିମାଣର ରନ୍ଧନ ଗ୍ୟାସ ଉପଲବ୍ଧ ରହିଛି ,ଚିନ୍ତିତ ନ ହେବାକୁ ପରାମର୍ଶ- ଓଡ଼ିଶା ସରକାର
- ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା
- ଯୁଦ୍ଧ ଯୋଗୁଁ ଏଲ୍ପିଜି ସିଲିଣ୍ଡରର ଅଭାବ, ସ୍ଥିତି ନସୁଧୁରିଲେ, ୨ ଦିନ ଭିତରେ ବଡ଼ ବଡ଼ ସହରରେ ବନ୍ଦ ରହିବ ରେଷ୍ଟୁରାଣ୍ଟ
- ଷ୍ଟ୍ରେଟ୍ ଅଫ୍ ହରମୁଜ ଦେଇ ଗୋଟିଏ ଲିଟର ବି ତେଲ କେହି ନେଇପାରିବେ ନାହିଁ – ଇରାନ
- ଓଡ଼ିଶାର 9 ଟି ଷ୍ଟେସନ ଦେଇ ଚାଲିବ ଏକ ନୂତନ ଅମୃତ ଭାରତ ଟ୍ରେନ୍
- ନେପାଳରେ ରାଷ୍ଟ୍ରୀୟ ସ୍ବତନ୍ତ୍ର ପାର୍ଟି ବାମପନ୍ଥୀ ଦଳଗୁଡ଼ିକୁ ପରାସ୍ତ କରିଛି,ରବି ଲାମିଛାନେ ଏବଂ ବାଲେନ ଶାହଙ୍କ ସହ କଥା ହେଲେ ମୋଦୀ
- ରାଜ୍ୟସଭା ନିର୍ବାଚନ: ୩ ରାଜ୍ୟ ପାଇଁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ବିଜେପି
- ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ: ରିଫାଇନ୍, ପାମୋଲିନ୍ ତେଲ ଦର ୫ରୁ ୬ ଟଙ୍କା ବୃଦ୍ଧି
- ରାଜ୍ୟରେ ମହିଳା, ଦଳିତ ମାନଙ୍କ ଉପରେ ଆକ୍ରମଣ, ମହିଳାଙ୍କ ପ୍ରତି ଘଟିଥିବା ହିଂସା ସ୍ଥିର – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
Browsing Category
National
ପ୍ରବଳ ବର୍ଷା ଯୋଗୁଁ ଭାସିଲା ହିମାଚଳପ୍ରଦେଶ ଏବଂ ବେଙ୍ଗାଲୁରୁ ସହର
ପ୍ରବଳ ବର୍ଷା ପାଇଁ ହିମାଚଳପ୍ରଦେଶ ଏବଂ ବେଙ୍ଗାଲୁରୁରେ ଜଟିଳ ସ୍ଥିତି ସୃଷ୍ଟି ହୋଇଛି। ହିମାଚଳପ୍ରଦେଶରେ ରବିବାରଠାରୁ ପ୍ରବଳ ବର୍ଷାରେ ଭୂସ୍ଖଳନ ହେବା ସହ ଅଚାନକ ବନ୍ୟା ଆସିଛି। ଏଥିଯୋଗୁଁ ରାଜ୍ୟରେ ୪ ଜାତୀୟ ରାଜପଥ ସମେତ ୩୩୮ଟି ରାସ୍ତା ବନ୍ଦ ରହିଛି। ଉନାରେ ଅନେକ ଅଞ୍ଚଳ ଜଳମଗ୍ନ…
ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲା : ଆଜି ସାରା ଦେଶରେ ଓପିଡି ସେବା ବନ୍ଦ ପାଇଁ ଚେତାବନୀ
କୋଲକାତା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ଦେଶସାରା ଡାକ୍ତରଙ୍କ ପ୍ରତିବାଦ। ଘରୋଇ, ଆବାସିକ ହସ୍ପିଟାଲର ଶହଶହ ଡାକ୍ତର କାମ ଛାଡି ଧାରଣାରେ ବସିଛନ୍ତି । ଗତ ସପ୍ତାହରେ ମହିଳା ଜୁନିୟର ଡାକ୍ତରଙ୍କୁ ଗଣଦୁଷ୍କର୍ମ କରି ବୀଭତ୍ସ ହତ୍ୟା କରାଯାଇଥିବା ଘଟଣାକୁ ବିରୋଧ କରାଯାଉଛି । ସୋମବାର…
ବାଂଲାଦେଶରେ ସଂଖ୍ୟାଲଘୁମାନଙ୍କ ସୁରକ୍ଷା ପ୍ରତି ବିପଦ
ପଶ୍ଚିମବଙ୍ଗ, ତ୍ରିପୁରା ଏବଂ ମେଘାଳୟ ସୀମା ଦେଇ ଭାରତରେ ଅନୁପ୍ରବେଶ ଉଦ୍ୟମ କରୁଥିବା ୧୧ ଜଣ ବାଂଲାଦେଶୀଙ୍କୁ ଗିରଫ କରାଗଲାଣି। ସେମାନଙ୍କୁ ଜେରା ପରେ ଆଇନଗତ କାର୍ଯ୍ୟାନୁଷ୍ଠାନ ନିମନ୍ତେ ସମ୍ପୃକ୍ତ ରାଜ୍ୟ ପୋଲିସକୁ ହସ୍ତାନ୍ତର କରାଯିବ ବୋଲି ସୀମା ସୁରକ୍ଷା ବଳ (ବିଏସ୍ଏଫ୍) ମୁଖପାତ୍ର…
ନଭି ମୁମ୍ବାଇରୁ ଗିରଫ ହେଲେ ୫ ବାଂଲାଦେଶୀ ଅନୁପ୍ରବେଶକାରୀ
ବାଂଲାଦେଶରେ ଏକ ଗମ୍ଭୀର ପରିସ୍ଥିତି ମଧ୍ୟରେ ନଭି ମୁମ୍ବାଇରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ନଭି ମୁମ୍ବାଇ ପୁଲିସ ୫ ଜଣ ବାଂଲାଦେଶୀଙ୍କୁ ଗିରଫ କରିଛି। ନଭି ମୁମ୍ବାଇର କୋପରଖାଇରାନେ ଅଞ୍ଚଳର ଏକ କୋଠାରୁ ସେମାନଙ୍କୁ ଗିରଫ କରାଯାଇଛି। ଅଭିଯୁକ୍ତମାନେ ବାଂଲାଦେଶ-ଭାରତ ସୀମାରୁ ଅନୁପ୍ରବେଶ…
ଥମୁନି ବାଂଲାଦେଶ ହିଂସା
ବାଂଲାଦେଶରେ ହିନ୍ଦୁ ଓ ଅନ୍ୟ ସଂଖ୍ୟାଲଘୁ ସଂପ୍ରଦାୟ ଉପରେ ଆକ୍ରମଣ ଜାରି ରହିଛି। ହିନ୍ଦୁଙ୍କ ଉପରେ ବହୁଳ ଭାବେ ଆକ୍ରମଣ ହେଉଥିବାରୁ ଏହାର ପ୍ରତିବାଦରେ ଜାତିସଂଘ ମୁଖ୍ୟାଳୟ ବାହାରେ ବଡ଼ ଧରଣର ବିକ୍ଷୋଭ ପ୍ରଦର୍ଶନ ହୋଇଛି। ୱାସିଂଟନର ଏକ ସ୍ୱେଚ୍ଛାସେବୀ ଅନୁଷ୍ଠାନ ‘ହିନ୍ଦୁଆକ୍ସନ’ କହିଛି ଯେ…
ଭାରତକୁ ‘ଘନିଷ୍ଠ ମିତ୍ର’ କହିଲେ ମାଳଦ୍ୱୀପ ରାଷ୍ଟ୍ରପତି
୩ ଦିନିଆ ମାଳଦ୍ୱୀପ ଗସ୍ତରେ ଭାରତର ବୈଦେଶିକ ମନ୍ତ୍ରୀ ଏସ୍ ଜୟଶଙ୍କର ଅଛନ୍ତି । ମାଳଦ୍ୱୀପର ରାଜଧାନୀ ‘ମାଲେ’ରେ ପହଂଚିବା ପରେ ଏୟାରପୋର୍ଟରେ ମାଳଦ୍ୱୀପ ବୈଦେଶିକ ମନ୍ତ୍ରୀ ମୁସା ଜମୀରତାଙ୍କୁ ସ୍ୱାଗତ କରିଥିଲେ । ଶୁକ୍ରବାର ଦୁହିଁଙ୍କ ମଧ୍ୟରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା…
କେରଳର ୱାୟନାଡ଼ ଭୂସ୍ଖଳନ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ପ୍ରଧାନମନ୍ତ୍ରୀ
କେରଳର ୱାୟନାଡ଼ ଭୂସ୍ଖଳନ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଆକାଶମାର୍ଗରୁ ନୀରିକ୍ଷଣ କରିବା ସହ ଭୁସ୍ଖଳନ ଦ୍ୱାରା ହୋଇଥିବା କ୍ଷୟକ୍ଷତିର ସମୀକ୍ଷା କରିଛନ୍ତି ପ୍ରଧାନମନ୍ତ୍ରୀ। ଏହି ସମୀକ୍ଷା ପରେ କେରଳ ଭୁସ୍ଖଳନ ପୀଡିତଙ୍କ ପାଇଁ ସ୍ୱତନ୍ତ୍ର ପ୍ୟାକେଜ…
ଏୟାର ଇଣ୍ଡିଆ ବିମାନ ସେବା ସ୍ଥଗିତ
ଇସ୍ରାଏଲ୍ ଓ ଇରାନ ମଧ୍ୟରେ ଉତ୍ତେଜନା ବଢ଼ୁଥିବାରୁ ଏୟାର ଇଣ୍ଡିଆ କର୍ତ୍ତୃପକ୍ଷ ତେଲ୍ ଆଭିଭ୍କୁ ପରବର୍ତ୍ତୀ ନୋଟିସ ପର୍ଯ୍ୟନ୍ତ ବିମାନ ସେବା ସ୍ଥଗିତ ରଖିଛନ୍ତି। ପୂର୍ବରୁ ଟାଟା ଗ୍ରୁପ୍ ମାଲିକାନାରେ ଥିବା ଉକ୍ତ ଏୟାରଲାଇନ୍ସ ଅଗଷ୍ଟ ୮ ପର୍ଯ୍ୟନ୍ତ ଦିଲ୍ଲୀରୁ ତେଲ୍ ଆଭିଭ୍ ବିମାନ ସେବା…
ଓ୍ବକ୍ଫ ବିଲ୍କୁ ନେଇ ସଂସଦରେ ଝଡ଼
ଲୋକ ସଭାରେ ଆଗତ ପ୍ରଥମ ଗୁରୁତ୍ୱପୂର୍ଣ୍ଣ ବିଧେୟକ ଓ୍ବକ୍ଫ (ସଂଶୋଧନ) ବିଲ୍କୁ ନେଇ ବିବାଦ ମୁଣ୍ଡ ଟେକିଛି। କେନ୍ଦ୍ର ସଂଖ୍ୟାଲଘୁ ବ୍ୟାପାର ମନ୍ତ୍ରୀ କିରେନ୍ ରିଜିଜୁଙ୍କ ଦ୍ୱାରା ଆଗତ ଉକ୍ତ ବିଲ୍ରେ ଥିବା ନିୟମକୁ ନେଇ ବିରୋଧୀ ସଦସ୍ୟମାନେ ଆପତ୍ତି ଉଠାଇ ହଟ୍ଟଗୋଳ କରିଛନ୍ତି। ଏହା ପରେ…
ପାଳିତ ହେବ ‘ହର ଘର ତିରଙ୍ଗା’ ଅଭିଯାନର ତୃତୀୟ ସଂସ୍କରଣ
ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ‘‘ହର ଘର ତିରଙ୍ଗା’’ ଅଭିଯାନର ତୃତୀୟ ସଂସ୍କରଣ ଚଳିତ ଅଗଷ୍ଟ ମାସ ୯ରୁ ୧୫ ପର୍ଯ୍ୟନ୍ତ ପାଳନ କରାଯିବ ବୋଲି କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତ ଆଜି ଘୋଷଣା କରିଛନ୍ତି। ଆଜି ନୂଆଦିଲ୍ଲୀରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ…