Trending
- ମହାକାଶରେ ଇସ୍ରୋର ଆଉ ଏକ ସଫଳତା,ଶ୍ରୀହରିକୋଟାରୁ GSLV-F18 ରକେଟ୍ ରେ NVS-03 ଉପଗ୍ରହର ସଫଳ ଉତକ୍ଷେପଣ
- ଭାରତୀୟ ବାୟୁସେନାର ୨୯ତମ ମୁଖ୍ୟ ଭାବେ କାର୍ଯ୍ୟଭାର ଗ୍ରହଣ କଲେ ଏୟାର ଚିଫ୍ ମାର୍ଶଲ ଆଶୁତୋଷ ଦୀକ୍ଷିତ
- ଭୟଙ୍କର ଭୂସ୍ଖଳନରେ ପୋତି ହୋଇ ଯାଇଥିବା ୧୨ଜଣଙ୍କୁ ଖୋଜିବ ହେଲିକପ୍ଟର
- ଚାଷୀଙ୍କ ଆକାଉଣ୍ଟକୁ ଗଲା ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୨୪ତମ କିସ୍ତି
- ବାତ୍ୟା ଅର୍ଣ୍ଣବ ପରେ ଗଞ୍ଜାମ ଓ ଗଜପତିରେ ବ୍ୟାପକ କ୍ଷୟକ୍ଷତି – ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
Browsing Category
National
ଆସାମରେ ଗୋମାଂସ ଉପରେ ପ୍ରତିବନ୍ଧକ ଲଗାଇଲେ ସରକାର
ହୋଟେଲ, ରେଣ୍ଟୋରାଣ୍ଟ ଏବଂ ସାର୍ବଜନିକ ସ୍ଥାନରେ ଗୋମାଂସ ଉପରେ ନିଷେଧାଦେଶ ଜାରି କରିଛନ୍ତି ରାଜ୍ୟ ସରକାର । ରାଜ୍ୟ କ୍ୟାବିନେଟ ବୈଠକରେ ଗୋମାଂସ ଉପରେ ପ୍ରତିବନ୍ଧକ ଲଗାଯାଇଥିବା ନେଇ ନିଷ୍ପତ୍ତି ନିଆଯାଇଥିବା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ଵଶର୍ମା । ଏଣିକି ଆସାମର…
ତୃତୀୟ ଥର ପାଇଁ ମହାରାଷ୍ଟ୍ରର ଶାସନ ଭାର ସମ୍ଭାଳିବେ ଫଡନାବିସ୍, ଆଜି ନେବେ ଶପଥ
ମହାରାଷ୍ଟ୍ରରେ ମହାୟୁତି ମେଣ୍ଟର ଦ୍ବିତୀୟ ପାଳି ସରକାର ଗଠନ ପ୍ରକ୍ରିୟା ବୁଧବାର ଚୂଡାନ୍ତ ହୋଇଛି। ଦେବେନ୍ଦ୍ର ଫଡନାବିସ୍ ମେଣ୍ଟ ସରକାରର ନେତା ନିର୍ବାଚିତ ହୋଇଛନ୍ତି। ନେତା ନିର୍ବାଚିତ ହେବା ପରେ ମହାୟୁତି ମେଣ୍ଟର ନେତାମାନେ ରାଜ୍ୟପାଳ ସି.ପି ରାଧାକୃଷ୍ଣନଙ୍କୁ ଭେଟି ସରକାର ଗଠନ ପାଇଁ…
ପୂର୍ବତନ ଉପମୁଖ୍ୟମନ୍ତ୍ରୀଙ୍କୁ ଗୁଳିମାଡ଼
ବୁଧବାର ଅମୃତସରର ସ୍ବର୍ଣ୍ଣ ମନ୍ଦିର ପ୍ରବେଶ ପଥରେ ଶିରୋମଣି ଅକାଲୀ ଦଳର ନେତା ତଥା ପଞ୍ଜାବର ପୂର୍ବତନ ଉପ ମୁଖ୍ୟମନ୍ତ୍ରୀ ସୁଖବୀର ସିଂ ବାଦଲଙ୍କ ଉପରକୁ ଗୁଳି ଚାଳନା ହୋଇଛି। ଜାଣିବାକୁ ମିଳିଛି ଯେ ତାଙ୍କ ଉପରକୁ ପୂର୍ବତନ ବାବର ଖାଲସା ଇଣ୍ଟରନ୍ୟାସନାଲ (ବି.କେ.ଆଇ) ଆତଙ୍କବାଦୀ ଗୁଳି…
LACରେ ସ୍ୱାଭାବିକ ହେଉଛି ସ୍ଥିତି : ଏସ ଜୟଶଙ୍କର
ଭାରତ ଚୀନ ସୀମା ସମସ୍ୟାର ଶାନ୍ତପୂର୍ଣ୍ଣ ସମାଧାନକୁ ନେଇ ଲୋକସଭାରେ ବିବୃତ୍ତି ରଖିଛନ୍ତି ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର । ଏଲଏସିରେ ସେନା ପ୍ରତ୍ୟାହାର ପ୍ରକ୍ରିୟା ଶେଷ ପରେ ବିବାଦୀୟ ସ୍ଥଳରେ ପ୍ୟାଟ୍ରୋଲିଂ କରୁଛନ୍ତି ଉଭୟ ଦେଶର ସେନା । ପ୍ରଧାନମନ୍ତ୍ରୀ ମୋଦିଙ୍କ ଦୂରଦର୍ଶୀ…
ଶେଷ ହେବ ମାଗଣା ଆଧାର ଅପଡେଟ
ଅନଲାଇନରେ ମାଗଣା ଆଧାର ଅପଡେଟର ଶେଷ ତାରିଖ ରହିଛି ୧୪ ଡିସେମ୍ବର । ଏହାପରେ ଆପଣକୁ ନିର୍ଦ୍ଧାରିତ ଅର୍ଥ ଦେଇ ଅପଡେଟ କରିବାକୁ ପଡିବ । ୟୁନିକ୍ ଆଇଡେଣ୍ଟିଫିକେସନ୍ ଅଥରିଟି ଅଫ୍ ଇଣ୍ଡିଆ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି । ପୂର୍ବରୁ ଅପଡେଟ ପାଇଁ ଶେଷ ତାରିଖ ୧୪ ସେପ୍ଟେମ୍ବର ରହିଥିଲା ।…
ଡିସେମ୍ବର ୫ରେ ରିଲିଜ୍ ହେବ ‘ପୁଷ୍ପା-୨ ଦ ରୁଲ୍’
ଡିସେମ୍ବର ୫ରେ ରିଲିଜ୍ ହେବ ଅଲ୍ଲୁ ଅର୍ଜୁନ୍ ଅଭିନୀତ ବହୁଚର୍ଚ୍ଚିତ ଫିଲ୍ମ ‘ପୁଷ୍ପା-୨: ଦ ରୁଲ୍’। ସାରା ଦେଶରେ ଏହି ଫିଳ୍ମକୁ ନେଇ କ୍ରେଜ୍ ବଢ଼ିବାରେ ଲାଗିଛି। ଆଡଭାନ୍ସ ବୁକିଂରେ ହିନ୍ଦୀ ଏବଂ ତେଲୁଗୁ ସିନେମାକୁ ପଛରେ ପକାଇ ଭାରତୀୟ ସିନେମା ଜଗତରେ ନୂଆ କୀର୍ତ୍ତିମାନ ଯୋଡ଼ିଛି ଏହି…
ବିବାହ ବନ୍ଧନରେ ବାନ୍ଧି ହେବେ ପିଭି ସିନ୍ଧୁ
ବିବାହ କରିବେ ଭାରତର ପ୍ରସିଦ୍ଧ ବ୍ୟାଡମିଣ୍ଟନ ଖେଳାଳି ପିଭି ସିନ୍ଧୁ। ଚଳିତ ମାସରେ ହେବ ବିବାହ। ଡିସେମ୍ବର ୨୨ରେ ରାଜସ୍ଥାନର ଉଦୟପୁରରେ ବିବାହ ହେବ ବୋଲି ଜଣାପଡ଼ିଛି। ସିନ୍ଧୁଙ୍କ ଭାବିସ୍ୱାମୀ ଭେଙ୍କଟ ଦତ୍ତା ସାଇ ଜଣେ ବରିଷ୍ଠ ଆଇଟି ପ୍ରଫେସନାଲ ଏବଂ ପୋଜିଡେକ୍ସ ଟେକ୍ନୋଲୋଜିର…
୧୦ ଦିନ ବିତିଲା : ସରକାର ଗଠନ ହୋଇପାରୁନି
ମହାରାଷ୍ଟ୍ରରେ ମୁଖ୍ୟମନ୍ତ୍ରୀ କିଏ ହେବେ? ସେ ଅଡ଼ୁଆ ତୁଟି ପାରୁନି। ଗୋଟିଏ ପଟେ ବିଜେପି ଶପଥ ଗ୍ରହଣ ଉତ୍ସବ ପାଇଁ ତାରିଖ ଘୋଷଣା କରିଦେଇଛି। କିନ୍ତୁ ଅନ୍ୟପକ୍ଷେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ମହାୟୁତି ମେଣ୍ଟ ମଧ୍ୟରେ ଅଡ଼ୁଆ ଛିଡ଼ୁନି।
ସିନ୍ଦେ କିଛି ବଡ଼ ଦାବି କରୁଥିବା ଚର୍ଚା ହେଉଛି ।…
ରାଜ୍ୟସଭା ଉପନିର୍ବାଚନ ପାଇଁ ଅଜିଠୁ ପ୍ରାଥିପତ୍ର ଦାଖଲ ଆରମ୍ଭ
ଭାରତର ୪ଟି ରାଜ୍ୟର ୬ ରାଜ୍ୟସଭା ଆସନ ପାଇଁ ଡିସେମ୍ବର ୨୦ ତାରିଖରେ ହେବ ଉପନିର୍ବାଚନ। ଏନେଇ ମଙ୍ଗଳବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି। ଏଥିରେ ଓଡ଼ିଶାରେ ଖାଲି ପଡ଼ିଥିବା ଗୋଟିଏ ଆସନ ପାଇଁ ଉପନିର୍ବାଚନ ହେବ। ରାଜ୍ୟସଭା…
କାଲି ଯାଏ ମୁଲତବୀ ରହିବ ସଂସଦର ଶୀତକାଳୀନ ଅଧିବେଶନ
ଆଜି ପୁଣି ଥରେ ବିରୋଧୀଙ୍କ ହଟ୍ଟଗୋଳ ଭିତରେ ଲୋକସଭା ସ୍ଥଗିତ ହୋଇଛି । ବିରୋଧୀ ସଦସ୍ୟମାନେ ଆଦାନୀ ପ୍ରସଙ୍ଗ ଏବଂ ମଣିପୁର ପରିସ୍ଥିତିକୁ ବିରୋଧ କରି ନିଜର ବିରୋଧ ଜାରି ରଖିଥିଲେ । ଏକ ସପ୍ତାହ ଧରି ସଂସଦରେ ବିରୋଧୀଙ୍କ ଏପରି ବିଶୃଂଖଳା କାରଣରୁ ସଂସଦରେ କୈାଣସି କାର୍ଯ୍ୟ ହୋଇପାରିନାହିଁ ।…