Trending
- ଇସ୍ତଫା ଦେଲେ ଇଣ୍ଡିଗୋ ଏୟାର ଲାଇନ୍ସର ସିଇଓ
- ରାଜ୍ୟରେ ଯଥେଷ୍ଟ ପରିମାଣର ରନ୍ଧନ ଗ୍ୟାସ ଉପଲବ୍ଧ ରହିଛି ,ଚିନ୍ତିତ ନ ହେବାକୁ ପରାମର୍ଶ- ଓଡ଼ିଶା ସରକାର
- ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା
- ଯୁଦ୍ଧ ଯୋଗୁଁ ଏଲ୍ପିଜି ସିଲିଣ୍ଡରର ଅଭାବ, ସ୍ଥିତି ନସୁଧୁରିଲେ, ୨ ଦିନ ଭିତରେ ବଡ଼ ବଡ଼ ସହରରେ ବନ୍ଦ ରହିବ ରେଷ୍ଟୁରାଣ୍ଟ
- ଷ୍ଟ୍ରେଟ୍ ଅଫ୍ ହରମୁଜ ଦେଇ ଗୋଟିଏ ଲିଟର ବି ତେଲ କେହି ନେଇପାରିବେ ନାହିଁ – ଇରାନ
- ଓଡ଼ିଶାର 9 ଟି ଷ୍ଟେସନ ଦେଇ ଚାଲିବ ଏକ ନୂତନ ଅମୃତ ଭାରତ ଟ୍ରେନ୍
- ନେପାଳରେ ରାଷ୍ଟ୍ରୀୟ ସ୍ବତନ୍ତ୍ର ପାର୍ଟି ବାମପନ୍ଥୀ ଦଳଗୁଡ଼ିକୁ ପରାସ୍ତ କରିଛି,ରବି ଲାମିଛାନେ ଏବଂ ବାଲେନ ଶାହଙ୍କ ସହ କଥା ହେଲେ ମୋଦୀ
- ରାଜ୍ୟସଭା ନିର୍ବାଚନ: ୩ ରାଜ୍ୟ ପାଇଁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ବିଜେପି
- ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ: ରିଫାଇନ୍, ପାମୋଲିନ୍ ତେଲ ଦର ୫ରୁ ୬ ଟଙ୍କା ବୃଦ୍ଧି
- ରାଜ୍ୟରେ ମହିଳା, ଦଳିତ ମାନଙ୍କ ଉପରେ ଆକ୍ରମଣ, ମହିଳାଙ୍କ ପ୍ରତି ଘଟିଥିବା ହିଂସା ସ୍ଥିର – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
Browsing Category
National
ଇତିହାସ ରଚିବ ଇସ୍ରୋ
ଅଗଷ୍ଟ ୧୫ରେ SSLV-D3 ରକେଟରେ ଉତକ୍ଷେପଣ ହେବ ଆର୍ଥ ଅବଜର୍ଭେସନ୍ ସାଟେଲାଇଟ୍ EOS-08 । ଶ୍ରୀହରିକୋଟାରୁ ସକାଳ ୯ଟା ୧୭ରେ ଏହି ଲଞ୍ଚ ହେବ। ଏହା ସ୍ମଲ୍ ସାଟେଲାଇଟ୍ ଲଞ୍ଚ ଭେହିକିଲ୍ ବା SSLVର ତୃତୀୟ ତଥା ଚୂଡ଼ାନ୍ତ ଉଡ଼ାଣ ହେବାକୁ ଯାଉଛି । ଫଳରେ SSLV ଡେଭଲପମେଣ୍ଟ ପ୍ରୋଜେକ୍ଟ ସଂପୂର୍ଣ୍ଣ…
ପଶ୍ଚିମବଙ୍ଗ ପୂର୍ବତନ ମୁଖ୍ୟମନ୍ତ୍ରୀ ବୁଦ୍ଧଦେବ ଭଟ୍ଟାଚାର୍ଯ୍ୟଙ୍କ ପରଲୋକ
ଦୀର୍ଘ ଦିନର ଅସୁସ୍ଥତା ପରେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସିପିଏମ ନେତା ବୁଦ୍ଧଦେବ ଭଟ୍ଟାଚାର୍ୟ୍ୟଙ୍କ ଗୁରୁବାର ସକାଳେ କୋଲକାତାରେ ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ ହୋଇଥିଲା। ଜୁଲାଇ ୨୯ ତାରିଖରେ ଭଟ୍ଟାଚାର୍ୟ୍ୟଙ୍କୁ ଆଲିପୋରର ଏକ ଘରୋଇ ଡାକ୍ତରଖାନାରେ…
ରାଷ୍ଟ୍ରୀୟ ବିଜ୍ଞାନ ପୁରସ୍କାର
ଚଳିତ ମାସ ଅଗଷ୍ଟ ୨୩ ତାରିଖ ତଥା ଜାତୀୟ ମହାକାଶ ଦିବସ ଅବସରରେ ଏହି ପୁରସ୍କାର ପ୍ରଦାନ କରାଯିବ ବୋଲି କେନ୍ଦ୍ର ସରକାରଙ୍କ ପକ୍ଷରୁ ସୂଚନା ମିଳିଛି। ପ୍ରଥମ ଥର ପାଇଁ ପ୍ରଦାନ କରାଯାଉଥିବା ଏହି ପୁରସ୍କାରର ଉଦ୍ଦେଶ୍ୟ ହେଉଛି ବିଜ୍ଞାନ, ପ୍ରଯୁକ୍ତି ବିଦ୍ୟା ଏବଂ ପ୍ରଯୁକ୍ତି ବିଦ୍ୟା ଭିତ୍ତିକ…
ଶପଥ ନେବେ ମହମ୍ମଦ ୟୁନୁସ
ରାଷ୍ଟ୍ରପତି ମହମ୍ମଦ ଶାହାବୁଦ୍ଦିନ ପାର୍ଲାମେଣ୍ଟକୁ ଭଙ୍ଗକରି ନୋବେଲ ପୁରସ୍କାର ବିଜେତା ମହମ୍ମଦ ୟୁନୁସ୍ଙ୍କୁ ଅନ୍ତରୀରଣ ସରକାରରେ ମୁଖ୍ୟ ପରାମର୍ଶଦାତା ନିଯୁକ୍ତ କରିଛନ୍ତି। ୮୪ ବର୍ଷୀୟ ୟୁନୁସ୍ ଷ୍ଟୁଡେଣ୍ଟ୍ସ ଏଗେନ୍ଷ୍ଟ ଡିସ୍କ୍ରିମିନେଶନ୍ ଆନ୍ଦୋଳନର ନେତୃତ୍ୱ ନେଇଥିବା ‘ସାହସୀ…
ଅଧିକ ଓଜନ ହେତୁ ଅଯୋଗ୍ୟା ହେଲେ ଭିନେଶ ଫୋଗଟ
ପ୍ୟାରିସ୍ ଅଲିମ୍ପିକ୍ସ ୧୨ ଦିନରେ ପହଞ୍ଚିଥିବା ବେଳେ ଆଜି ଅଲିମ୍ପିକ୍ ଗେମ୍ସରେ ଏକ କୁସ୍ତି ଇଭେଣ୍ଟର ଫାଇନାଲରେ ପ୍ରବେଶ କରିଥିବା ପ୍ରଥମ ଭାରତୀୟ ମହିଳା ଭିନେଶ ଫୋଗଟଙ୍କ ଉପର ସଭିଙ୍କ ନଜର ରହିଥିଲା। ସେ ସ୍ବର୍ଣ୍ଣ ପଦକ ଜିତିବେ ବୋଲି ଆଶା କରାଯାଉଥିବା ବେଳେ ସେହି ଆଶା ଆଶାରେ ହିଁ…
ଚୀନ୍-ପାକ୍ ଷଡ଼୍ଯନ୍ତ୍ର
ବାଂଲାଦେଶରେ ଏବେ ଯେଉଁ ଅରାଜକ ସ୍ଥିତି ଆସିଛି ତା’ ପଛରେ ଚୀନ୍ ଏବଂ ପାକିସ୍ତାନର ବଡ଼ ଧରଣର ଷଡ଼୍ଯନ୍ତ୍ର ଅଛି। ସଂରକ୍ଷଣକୁ ବିରୋଧ କରି ଦେଶବ୍ୟାପୀ ହିଂସାତ୍ମକ ଆନ୍ଦୋଳନ ଏବଂ ପରିଶେଷରେ ଶେଖ୍ ହସିନାଙ୍କ ୧୫ ବର୍ଷ ଶାସନର ଅନ୍ତ ଘଟିବା ଏକ ଯୋଜନାବଦ୍ଧ ଷଡ଼୍ଯନ୍ତ୍ର ବୋଲି ଗୁଇନ୍ଦା…
କାହିଁକି ଲଣ୍ଡନରେ ଶରଣ ନେଉଛନ୍ତି ନେତା
ବାଂଲାଦେଶରେ ସଂରକ୍ଷଣ ଉପରେ ଆରମ୍ଭ ହୋଇଥିବା ହିଂସା ପରିସ୍ଥିତିକୁ ଓଲଟାଇ ଦେଇଛି। ଇସ୍ତଫା ଦେବା ପରେ ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନା ଦେଶ ଛାଡିଛନ୍ତି। ବର୍ତ୍ତମାନ ଶେଖ ହସିନା ଭାରତରେ ଅଛନ୍ତି କିନ୍ତୁ ଏଠାରୁ ସେ ଲଣ୍ଡନ ଯିବାକୁ ପ୍ରସ୍ତୁତ ହେଉଥିବା କୁହାଯାଉଛି। ଏହାର ଗୋଟିଏ ଦିନ…
ରାଷ୍ଟ୍ରପତିଙ୍କୁ ମିଳିଲା ସର୍ବୋଚ୍ଚ ନାଗରିକ ପୁରସ୍କାର
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଏକ ବଡ଼ ସମ୍ମାନରେ ସମ୍ମାନିତ କରାଯାଇଛି । ଫିଜୀର ସର୍ବୋଚ୍ଚ ନାଗରିକ ପୁରସ୍କାରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସମ୍ମାନିତ କରାଯାଇଛି । ରାଷ୍ଟ୍ରପତି ନିଜର ୩ ରାଷ୍ଟ୍ର ଯାତ୍ରା ଅବସରରେ ପ୍ରଥମ ପର୍ଯ୍ୟାୟରେ ଫିଜୀର ରାଜସ୍ଥାନୀ ସୁବାରେ ପହଞ୍ଚିଛନ୍ତି…
ବାଂଲାଦେଶରେ ସୃଷ୍ଟି ହୋଇଥିବା ରାଜନୈତିକ ଅସ୍ଥିରତାକୁ ନେଇ ଭାରତ ସୀମାରେ ହାଇ ଆଲର୍ଟ ଜାରି
ଜଳୁଛି ବାଂଲାଦେଶ। ବାଂଲାଦେଶରେ ସୃଷ୍ଟି ହୋଇଥିବା ରାଜନୈତିକ ଅସ୍ଥିରତାକୁ ନେଇ ଭାରତ ସୀମାରେ ହାଇ ଆଲର୍ଟ ଜାରି କରାଯାଇଛି। ମେଘାଳୟରେ ରାତ୍ରୀକାଳୀନ କର୍ଫ୍ୟୁ ଜାରି କରାଯାଇଛି। ସୀମା ସୁରକ୍ଷା ଦାୟିତ୍ବରେ ଥିବା ବିଏସଏଫ୍କୁ ସତର୍କତା ଜାରି କରାଯାଇଛି। ବାଂଲାଦେଶ ସଂଲଗ୍ନ ୪୦୯୬ କିମି…
ନୂଆଦିଲ୍ଲୀରେ ପହଞ୍ଚିଲେ ଶେଖ ହସିନା
ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନା ଇସ୍ତଫା ଦେବା ପରେ ଦେଶ ଛାଡ଼ିଥିଲେ । ଏବେ ଆସିଥିବା ସୂଚନା ଅନୁସାରେ ସେ ଭାରତରେ ପହଞ୍ଚିଛନ୍ତି । ସେ ନୂଆଦିଲ୍ଲୀ ଉପକଣ୍ଠ ଗାଜିଆବାଦରେ ଥିବା ଭାରତୀୟ ବାୟୁସେନାର ବିମାନଘାଟି ହିଣ୍ଡନରେ ଓହ୍ଲାଇଛନ୍ତି । ସଂଧ୍ୟା ୫ଟା ୩୬ରେ ତାଙ୍କ ବିମାନ ହିଣ୍ଡନରେ…