Trending
- ଇସ୍ତଫା ଦେଲେ ଇଣ୍ଡିଗୋ ଏୟାର ଲାଇନ୍ସର ସିଇଓ
- ରାଜ୍ୟରେ ଯଥେଷ୍ଟ ପରିମାଣର ରନ୍ଧନ ଗ୍ୟାସ ଉପଲବ୍ଧ ରହିଛି ,ଚିନ୍ତିତ ନ ହେବାକୁ ପରାମର୍ଶ- ଓଡ଼ିଶା ସରକାର
- ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା
- ଯୁଦ୍ଧ ଯୋଗୁଁ ଏଲ୍ପିଜି ସିଲିଣ୍ଡରର ଅଭାବ, ସ୍ଥିତି ନସୁଧୁରିଲେ, ୨ ଦିନ ଭିତରେ ବଡ଼ ବଡ଼ ସହରରେ ବନ୍ଦ ରହିବ ରେଷ୍ଟୁରାଣ୍ଟ
- ଷ୍ଟ୍ରେଟ୍ ଅଫ୍ ହରମୁଜ ଦେଇ ଗୋଟିଏ ଲିଟର ବି ତେଲ କେହି ନେଇପାରିବେ ନାହିଁ – ଇରାନ
- ଓଡ଼ିଶାର 9 ଟି ଷ୍ଟେସନ ଦେଇ ଚାଲିବ ଏକ ନୂତନ ଅମୃତ ଭାରତ ଟ୍ରେନ୍
- ନେପାଳରେ ରାଷ୍ଟ୍ରୀୟ ସ୍ବତନ୍ତ୍ର ପାର୍ଟି ବାମପନ୍ଥୀ ଦଳଗୁଡ଼ିକୁ ପରାସ୍ତ କରିଛି,ରବି ଲାମିଛାନେ ଏବଂ ବାଲେନ ଶାହଙ୍କ ସହ କଥା ହେଲେ ମୋଦୀ
- ରାଜ୍ୟସଭା ନିର୍ବାଚନ: ୩ ରାଜ୍ୟ ପାଇଁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ବିଜେପି
- ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ: ରିଫାଇନ୍, ପାମୋଲିନ୍ ତେଲ ଦର ୫ରୁ ୬ ଟଙ୍କା ବୃଦ୍ଧି
- ରାଜ୍ୟରେ ମହିଳା, ଦଳିତ ମାନଙ୍କ ଉପରେ ଆକ୍ରମଣ, ମହିଳାଙ୍କ ପ୍ରତି ଘଟିଥିବା ହିଂସା ସ୍ଥିର – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
Browsing Category
National
ଭୟାନକ ଭୂସ୍ଖଳନ
ଆଜି କେରଳର ୱାୟନାଡ଼ରେ ବଡ଼ଧରଣର ଭୂସ୍ଖଳନ ହୋଇଛି। ବଡ଼ି ଭୋରରେ ମାତ୍ର ୪ ଘଣ୍ଟା ବ୍ୟବଧାନରେ ଘଟିଥିବା କ୍ରମାଗତ ତିନିଟି ଭୂସ୍ଖଳନରେ ୫ଟି ଗାଁ ସଂପୂର୍ଣ୍ଣ ଧୋଇ ହୋଇଯାଇଛି। ବର୍ତ୍ତମାନ ସୁଦ୍ଧା ମାଟି ଭିତରୁ ୧୨୨ ଜଣଙ୍କ ମୃତ ଦେହକୁ ଉଦ୍ଧାର କରାଯାଇଛି। ଉଦ୍ଧାର କାର୍ଯ୍ୟରେ ନୌସେନା,…
ଆରବ ସାଗର ଉଷ୍ମ ହେବାରୁ କେରଳର ବାୟୁମଣ୍ଡଳ ଅସ୍ଥିର ହେବାରେ ଲାଗିଛି
ଆରବ ସାଗରର ଉଷ୍ମତା ଯୋଗୁ ଆକାଶରେ ଘନ ବାଦଲ ସୃଷ୍ଟି ହେଉଛି। ଯାହା ଫଳରେ କେରଳରେ ଅଳ୍ପ ସମୟ ମଧ୍ୟରେ ଅତି ପ୍ରବଳ ବର୍ଷା ହେବା ସହ ଭୂସ୍ଖଳନ ହୋଇଛି। ମଙ୍ଗଳବାର ଜଣେ ବରିଷ୍ଠ ଜଳବାୟୁ ବୈଜ୍ଞାନିକ ଏହା କହିଛନ୍ତି। କୋଚିନ୍ ୟୁନିଭର୍ସିଟି ଅଫ୍ ସାଇନ୍ସ ଆଣ୍ଡ୍ ଟେକ୍ନୋଲୋଜି (କୁସାଟ୍)ର ଆଡଭାନ୍ସଡ…
କେରଳ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ
କେରଳର ଓ୍ବାଇନାଡରେ ଲଗାଣ ବର୍ଷା ପରେ ଭୟଙ୍କର ଭୂସ୍ଖଳନ ହୋଇଛି। ଏଥିରେ ୧୯ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୧୦୦ରୁ ଅଧିକ ଲୋକ ମାଟି ତଳେ ପୋତି ହୋଇ ରହିଥିବା ସୂଚନା ମିଳିଛି। ପ୍ରଥମେ ରାତି ୨ଟାରେ ଓ ପରେ ସକାଳ ପ୍ରାୟ ୪ଟା ୧୦ରେ ଆଉ ଏକ ଭୂସ୍ଖଳନ ଘଟିଥିଲା । ପ୍ରାୟ ୧୦୦ରୁ ଅଧିକ ଲୋକ ମାଟି…
କେରଳରରେ ଭୂସ୍ଖଳନ
କେରଳର ପ୍ରବଳ ବର୍ଷା ପରେ ୱାୟନାଡରେ ଭୂସ୍ଖଳନ ଘଟିଛି। ଭୂସ୍ଖଳନ ହେତୁ ୧୦୦ରୁ ଅଧିକ ଲୋକ ମାଟି ତଳେ ପୋତି ହୋଇ ପଡଇଥିବା ଅନୁମାନ କରାଯାଉଛି,ଉଦ୍ଧାର କାର୍ଯ୍ୟଜାରି ରହିଛିି। କୁହାଯାଉଛି ଯେ ଭୂସ୍ଖଳନରେ ଦୁଇ ଜଣ ଶିଶୁଙ୍କ ସମେତ ୫ଜଣଙ୍କର ମୃତ୍ୟୁ ହୋଇଛି।ରାଜ୍ୟ ବିପର୍ଯ୍ୟୟ ପରିଚାଳନା…
ହାଓଡ଼ା-ମୁମ୍ବାଇ ମେଲ୍ ଏକ୍ସପ୍ରେସ୍ ଟ୍ରେନ୍ ଦୁର୍ଘଟଣାଗ୍ରସ୍ତ
ହାଓଡ଼ା-ମୁମ୍ବାଇ ମେଲ୍ ଏକ୍ସପ୍ରେସ୍ ଦୁର୍ଘଟଣାଗ୍ରସ୍ତ ହୋଇଥିବା ସୂଚନା । ଏକ୍ସପ୍ରେସ୍ ଟ୍ରେନର ୩ଟି କୋଚ୍ ଲାଇନଚ୍ୟୁତ୍ ହୋଇଛି । ଏହି ଦୁର୍ଘଟଣାରେ ୬ ଜଣ ଯାତ୍ରୀ ଆହତ ହୋଇଥିବା ବେଳେ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ଅପରପକ୍ଷରେ ରେଳବାଇ ପକ୍ଷରୁ ହେଲ୍ପଲାଇନ୍ ନମ୍ବର ଜାରି କରାଯାଇଛି…
ହିମାଚଳ ପ୍ରଦେଶରେ ଭୟଙ୍କର ବର୍ଷା
ଜୁନ ୨୭ରେ ହିମାଚଳରେ ମୌସୁମୀ ବର୍ଷା ଆରମ୍ଭ ହୋଇଥିଲା। ଉଚ୍ଚସ୍ଥାନରୁ ଖସି ୨୧ ଜଣ ପ୍ରାଣ ହରାଇଥିବାବେଳେ ପାଣିରେ ବୁଡି ୧୮, ସାପ କାମୁଡାରେ ଏବଂ ବିଦ୍ୟୁତ୍ ସଂସ୍ପର୍ଶରେ ପ୍ରତ୍ୟେକ ୮ ଏବଂ ଆକସ୍ମିକ ବନ୍ୟାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି ବୋଲି ରାଜ୍ୟ ବିପର୍ଯ୍ୟୟ ପ୍ରଶମନ ବିଭାଗ…
୨୮ ଦିନରେ ୧୨ ଭାରତୀୟ ଯବାନ ସହିଦ
ପାକିସ୍ତାନ ପ୍ରାୟୋଜିତ ଆତଙ୍କବାଦୀ କାର୍ଯ୍ୟକଳାପ ଜମ୍ମୁ ଓ କଶ୍ମୀରରେ ଅଚାନକ ବୃଦ୍ଧି ପାଇଛି। ଏହାସହ ସୀମାରେ ପାକିସ୍ତାନୀ ଆତଙ୍କବାଦୀ ଏବଂ ସେନା ସଦସ୍ୟଙ୍କ ମିଳିତ ବାହିନୀ ବର୍ଡର୍ ଆକ୍ସନ୍ ଟିମ୍ (ବ୍ୟାଟ୍)ର ଆକ୍ରମଣ ମଧ୍ୟ ଉଦ୍ବେଗର କାରଣ ପାଲଟିଛି । ଏହି ଆକ୍ରମଣରେ ଗତ ୨୮ ଦିନ…
ଓଡିଶାରୁ ଜମ୍ମୁ କାଶ୍ମୀର ଯିବେ ବିଏସଏଫ୍ ଯବାନ
ଓଡିଶାର ମାଲକାନଗିରି ଅଞ୍ଚଳରେ ମୁତୟନ ହୋଇଥିବା ପ୍ରାୟ ୨୦୦୦ ବିଏସଏଫ (BSF) ଯବାନଙ୍କୁ ଜମ୍ମୁ-କାଶ୍ମୀରରେ ମୁତୟନ କରାଯିବ । ସେଥିପାଇଁ ଭାରତୀୟ ସେନା ଏହି ନିଷ୍ପତ୍ତି ନେଇଛି । ଭାରତ ପାକ ସୀମାରେ ଅଧିକ ସୈନିକଙ୍କ ଆବଶ୍ୟକତାକୁ ଉପଲବ୍ଧି କରି ଭାରତୀୟ ସେନା ଏଭଳି କରିଥିବା କୁହାଯାଉଛି ।…
ଭାରତକୁ ପ୍ରଥମ ପଦକ
ପ୍ୟାରିସ୍ ଅଲମ୍ପିକରେ ଭାରତକୁ ପ୍ରଥମ ପଦକ। ଏୟାର ପିସ୍ତଲ ଇଭେଣ୍ଟର ଫାଇନାଲ ମୁକାବିଲାରେ ଭାରତକୁ ବ୍ରୋଞ୍ଜ ପଦକ। 10ମିଟର ଇଭେଣ୍ଟରେ ସୁଟର ମନୁ ଭାକରଙ୍କୁ ବ୍ରୋଞ୍ଜ ପଦକ । ପ୍ୟାରିସ ଅଲିମ୍ପିକ୍ସରେ ଇତିହାସ ରଚିଛନ୍ତି ଭାରତର ଯୁବ ଶୁଟର ମନୁ ଭାକର। ସେ ୨୦୨୪ ପ୍ୟାରିସ ଅଲିମ୍ପିକ୍ସରେ…
‘ମନ୍ କି ବାତ୍’ରେ ସମ୍ବଲପୁର ଶାଢ଼ି କଥା କହିଲେ ପ୍ରଧାନମନ୍ତ୍ରୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର ପୂର୍ବାହ୍ନ ୧୧ଟାରେ ମନ୍ କି ବାତ୍ର ୧୧୨ ତମ ସଂସ୍କରଣରେ ଦେଶର ଲୋକଙ୍କୁ ସମ୍ବୋଧିତ କରୁଛନ୍ତି। ଲଗାତାର ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଦାୟିତ୍ବ ଗ୍ରହଣ କରିବା ପରେ ପିଏମ ମୋଦୀଙ୍କ ମନ କି ବାତ୍ରେ ଏହା ହେଉଛି ଦ୍ୱିତୀୟ ପର୍ଯ୍ୟାୟ। ମନ କି…