Trending
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
- ଏହି କାରଣରୁ ବ୍ରିକସ୍ସ ମ୍ମିଳନୀ ମଝିରୁ ନିଜ ଦେଶକୁ ଫେରିଗଲେ ଅବୁଧାବୀ କ୍ରାଉନ ପ୍ରିନ୍ସ
- ୧୮ତମ BRICS ଶିଖର ସମ୍ମିଳନୀ ୨୦୨୬: ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଫଟୋ ଉଠାଇବାକୁ ବିଦେଶୀ ମହିଳା ପ୍ରତିନିଧିମାନଙ୍କ ମଧ୍ୟରେ ବେଶ ଉତ୍ସାହ
- ବ୍ରିକ୍ସ ସମ୍ମିଳନୀରେ ଆତଙ୍କବାଦ ବିରୋଧରେ ଭାରତର କୂଟନୈତିକ ଆଭିମୁଖ୍ୟକୁ ବଡ଼ ସମର୍ଥନ
- ୟୁଏଇରେ ତିନି ଦିନିଆ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟି ଟଙ୍କାର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା
- ବନତାରାରୁ ନନ୍ଦନକାନନକୁ ଆସିଲେ ୪୦ରୁ ଅଧିକ ଜୀବଜନ୍ତୁ,ପର୍ଯ୍ୟଟକଙ୍କ ପାଇଁ ଏହା ହେବ ଏକ ନୂଆ ଅନୁଭୂତି
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
Browsing Category
National
ନକଲି ହେଲ୍ମେଟ୍ ବିରୁଦ୍ଧରେ ଆରମ୍ଭ ହେଲା ଅଭିଯାନ
ରାସ୍ତାକଡ଼ରେ ବିକ୍ରି ହେଉଥିବା ଖରାପ ଗୁଣବତ୍ତା ବିଶିଷ୍ଟ ହେଲମେଟ୍କୁ ନେଇ କେନ୍ଦ୍ର ସରକାର ଗୁରୁତ୍ବପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି। ବିଆଇଏସ୍ ଓ ଆଇଏସ୍ଆଇ ମାର୍କର ଅପବ୍ୟବହାର କରୁଥିବା ହେଲ୍ମେଟ୍ ନିର୍ମାତା ଓ ବିକ୍ରେତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ…
ଦୀପାବଳିରେ ୨୮ଲକ୍ଷ ଦୀପରେ ଝଲସିଉଠିବ ଅଯୋଧ୍ଯା
ଦୀପାବଳି ପାଇଁ ଉତ୍ସବ ମୁଖବର ସାରା ଭାରତ |ଏଥର ଅଯୋଧ୍ୟା ୨୮ ଲକ୍ଷ ଦୀପ ସହିତ ଆଲୋକିତ ହେବ, ଯାହାର ପ୍ରସ୍ତୁତି ପ୍ରାୟ ସମ୍ପୂର୍ଣ୍ଣ ହୋଇଛି। ସେପଟେ ମଙ୍ଗଳବାର ନେଇ ଏକ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାବପ୍ରବଣ ହୋଇ କହିଛନ୍ତି, ଏଥର ଦୀପାବଳି ଅତ୍ୟନ୍ତ ସ୍ବତନ୍ତ୍ର ହେବାକୁ…
ସ୍ୱାସ୍ଥ୍ୟ ବୀମା ଲଞ୍ଚ୍ କରିବେ ପ୍ରଧାନମନ୍ତ୍ରୀ
ଆଜି ୭୦ ବର୍ଷରୁ ଉର୍ଦ୍ଧ୍ବ ବୟସ୍କଙ୍କ ପାଇଁ ସ୍ବାସ୍ଥ୍ୟ ବୀମା ଲଞ୍ଚ୍ କରିବେ ମୋଦି । ଓଡିଶାକୁ ମିଳିବ ମୋଦିଙ୍କ ସ୍ବାସ୍ଥ୍ୟ ଗ୍ୟାରେଣ୍ଟି । ମାର୍ଚ୍ଚ ଶେଷ ସୁଦ୍ଧା ଓଡିଶାରେ ଲାଗୁ ହେବ ଆୟୁଷ୍ମାନ ଯୋଜନା । ଆଜି ଆୟୁଷ୍ମାନ ଯୋଜନା ଦ୍ବିତୀୟ ଭାଗକୁ ଗ୍ରହଣ କରିବେ ରାଜ୍ୟ ସରକାର । ବିସ୍ତୃତ…
ସାଂସଦ ତେଜସ୍ୱୀ ସୂର୍ଯ୍ୟଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦୀ
କର୍ଣ୍ଣାଟକର ଲୋକସଭା ସାଂସଦ ତେଜସ୍ୱୀ ସୂର୍ଯ୍ୟ ସଫଳତାର ସହ ଆଇରନ ମ୍ୟାନ ଚାଲେଞ୍ଜ ସମ୍ପନ୍ନ କରିଛନ୍ତି । ଏହା ଏକ ପ୍ରଶଂସନୀୟ ଉପଲବ୍ଧି ବୋଲି କହି ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏକସ ରେ ଏକ ପୋଷ୍ଟରେ ଶ୍ରୀ ମୋଦୀ ଜି ଲେଖିଛନ୍ତି ଯେ ,ମୁଁ ନିଶ୍ଚିତ ଯେ ଏହା ଅନେକ…
ଜମ୍ମୁ-କଶ୍ମୀରରେ ସେନା ଗାଡ଼ି ଉପରେ ପୁଣି ଆତଙ୍କବାଦୀ ଆକ୍ରମଣ
ଜମ୍ମୁ-କଶ୍ମୀରରେ ସେନା ଗାଡ଼ି ଉପରେ ପୁଣି ଆତଙ୍କବାଦୀ ଆକ୍ରମଣ କରିଛନ୍ତି । କିଛି ସନ୍ଦିଗ୍ଧ ଆତଙ୍କବାଦୀ ଆଜି ଅଖନୁର ସେକ୍ଟରରେ ଏକ ଆର୍ମି ଗାଡ଼ି ଉପରକୁ ଗୁଳି ମାଡ଼ କରିଛନ୍ତି। ଏଥିରେ କୌଣସି କ୍ଷୟକ୍ଷତି ହୋଇଥିବା ସୂଚନା ମିଳିନାହିଁ । ସେନା ପକ୍ଷରୁ ମିଳିତ ଭାବେ ସର୍ଚ୍ଚ ଅପରେସନ…
ଆଇପିଏଲ୍ ୨୦୨୫ରେ ବି ଖେଳିବେ ମାହି
ଅକ୍ଟୋବର ୩୧ ସୁଦ୍ଧା ବିଭିନ୍ନ ଫ୍ରାଞ୍ଚାଇଜ ସେମାନଙ୍କର ଖେଳାଳି ରିଟେନସନ୍ ତାଲିକା ଜାରି କରିବେ। ମେଗା ଅକ୍ସନ ପୂର୍ବରୁ ଧୋନିଙ୍କୁ ଚେନ୍ନାଇ ରିଟେନ କରିବ କି ନାହିଁ, ତାହା ଏବେ ସୁଦ୍ଧା ସ୍ପଷ୍ଟ ହୋଇନାହିଁ। ଏହାରି ଭିତରେ ଏକ କାର୍ଯ୍ୟକ୍ରମରେ ଧୋନି ନିଜେ ଏପରି କିଛି କଥା କହିଛନ୍ତି,…
ଆଜି ଗୁଜୁରାଟ ଗ୍ରସ୍ତରେ ପ୍ରଧାନମନ୍ତ୍ରୀ ମୋଦୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପୂର୍ବାହ୍ନ ୧୦ଟା ବେଳେ ପ୍ରଧାନମନ୍ତ୍ରୀ ସ୍ପେନ ପ୍ରଧାନମନ୍ତ୍ରୀ ପେଡ୍ରୋ ସାଞ୍ଚେଜଙ୍କ ସହ ମିଳିତ ଭାବେ ଟାଟା ଏୟାରକ୍ରାଫ୍ଟ କମ୍ପେ୍ଲକ୍ସର ଉଦଘାଟନ କରିବେ। ଟାଟା ଆଡଭାନ୍ସଡ ସିଷ୍ଟମସ ଲିମିଟେଡ କ୍ୟାମ୍ପସରେ ସି-୨୯୫ ବିମାନ ନିର୍ମାଣ କରାଯାଉଛି ।…
ଦିଲ୍ଲୀରେ ଅସମ୍ଭାଳ ବାୟୁ ପ୍ରଦୂଷଣ
ଗତ କିଛି ଦିନ ଧରି ପ୍ରଦୂଷଣ ସ୍ତରରେ ଉନ୍ନତି ଆଣିଥିବା ପବନର ବେଗ ମଧ୍ୟ ହ୍ରାସ ପାଇଛି। ତେଣୁ ଆଗାମୀ ଦିନରେ ପ୍ରଦୂଷଣର ମାତ୍ରା ବଢ଼ିବ ବୋଲି ଆଶଙ୍କା ବ୍ୟକ୍ତ କରାଯାଇଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ସିପିସିବି)ର ତଥ୍ୟ ଅନୁଯାୟୀ, ସକାଳ ୯ଟା ସୁଦ୍ଧା ଦିଲ୍ଲୀର ବାୟୁ ଗୁଣବତ୍ତା…
ନିର୍ବାଚନ ମଇଦାନକୁ ଓହ୍ଲାଇଲେ ମହେନ୍ଦ୍ର ସିଂ ଧୋନୀ
ନିର୍ବାଚନ ମଇଦାନରେ ନଜର ଆସିବେ ଭାରତର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ନିକଟରେ ହେବାକୁ ଥିବା ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନରେ ତାଙ୍କୁ ଦେଖିବାକୁ ମିଳିବ। ଏହି ନିର୍ବାଚନ ଲାଗି ଧୋନୀଙ୍କୁ ବ୍ରାଣ୍ଡ ଆମ୍ବାସାଡର ଭାବେ ନିର୍ବାଚନ କମିଶନ ନିଯୁକ୍ତ କରିଛନ୍ତି। ବିଧାନସଭା…
ମୁମ୍ବାଇ ବାନ୍ଦ୍ରା ରେଳ ଷ୍ଟେସନରେ ପ୍ରବଳ ଭିଡ ଯୋଗୁଁ ଦଳାଚକଟା
ଦୀପାବଳି ଅବସରରେ ଘରକୁ ଯିବାକୁ ମୁମ୍ବାଇ ବାନ୍ଦ୍ରା ରେଳ ଷ୍ଟେସନରେ ପ୍ରବଳ ଭିଡ ଯୋଗୁଁ ଦଳାଚକଟା ସ୍ଥିତି । ଫଳରେ ୭ ଜଣ ଆହତ ହୋବା ସହ ୨ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି । ସେମାନଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।
ଆଜି ଭୋର ପାଖାପାଖି ୫ଟା ୪୫ ମିନିଟ ସମୟରେ ଏହି ଘଟଣା…