Trending
- ରାଜଧାନୀରେ ଗର୍ଜିଲେ ଆଉଟସୋର୍ସିଂ କର୍ମଚାରୀ
- ଇସ୍ତଫା ଦେଲେ ଇଣ୍ଡିଗୋ ଏୟାର ଲାଇନ୍ସର ସିଇଓ
- ରାଜ୍ୟରେ ଯଥେଷ୍ଟ ପରିମାଣର ରନ୍ଧନ ଗ୍ୟାସ ଉପଲବ୍ଧ ରହିଛି ,ଚିନ୍ତିତ ନ ହେବାକୁ ପରାମର୍ଶ- ଓଡ଼ିଶା ସରକାର
- ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା
- ଯୁଦ୍ଧ ଯୋଗୁଁ ଏଲ୍ପିଜି ସିଲିଣ୍ଡରର ଅଭାବ, ସ୍ଥିତି ନସୁଧୁରିଲେ, ୨ ଦିନ ଭିତରେ ବଡ଼ ବଡ଼ ସହରରେ ବନ୍ଦ ରହିବ ରେଷ୍ଟୁରାଣ୍ଟ
- ଷ୍ଟ୍ରେଟ୍ ଅଫ୍ ହରମୁଜ ଦେଇ ଗୋଟିଏ ଲିଟର ବି ତେଲ କେହି ନେଇପାରିବେ ନାହିଁ – ଇରାନ
- ଓଡ଼ିଶାର 9 ଟି ଷ୍ଟେସନ ଦେଇ ଚାଲିବ ଏକ ନୂତନ ଅମୃତ ଭାରତ ଟ୍ରେନ୍
- ନେପାଳରେ ରାଷ୍ଟ୍ରୀୟ ସ୍ବତନ୍ତ୍ର ପାର୍ଟି ବାମପନ୍ଥୀ ଦଳଗୁଡ଼ିକୁ ପରାସ୍ତ କରିଛି,ରବି ଲାମିଛାନେ ଏବଂ ବାଲେନ ଶାହଙ୍କ ସହ କଥା ହେଲେ ମୋଦୀ
- ରାଜ୍ୟସଭା ନିର୍ବାଚନ: ୩ ରାଜ୍ୟ ପାଇଁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ବିଜେପି
- ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ: ରିଫାଇନ୍, ପାମୋଲିନ୍ ତେଲ ଦର ୫ରୁ ୬ ଟଙ୍କା ବୃଦ୍ଧି
Browsing Category
National
କାଲିଠୁ ସଂସଦର ମୌସୁମୀ ଅଧିବେଶନ
ସଂସଦର ମୌସୁମୀ ଅଧିବେଶନ ପୂର୍ବରୁ ସର୍ବଦଳୀୟ ବୈଠକ ଡକାଯାଇଛି। ମୌସୁମୀ ଅଧିବେଶନ ସମୟରେ ସାଂସଦମାନେ ଯେପରି କାର୍ଯ୍ୟରେ କୌଣସି ପ୍ରକାର ବାଧା ସୃଷ୍ଟି ନ କରିବେ ସେଥିଲାଗି ସଂସଦୀୟ ଶିଷ୍ଟାଚାର ଉପରେ ଧ୍ୟାନ ନିବେଶ କରିବାକୁ କୁହାଯାଇଛି। ସର୍ବଦଳୀୟ ବୈଠକରେ କଂଗ୍ରେସ ତରଫରୁ ଗୌରବ ଗୋଗୋଇ ଏବଂ…
କର୍ନାଟକରେ ଭୂସ୍ଖଳନ
ଉତ୍ତର କର୍ନାଟକରେ ଭୂସ୍ଖଳନ ଯୋଗୁ ବଡ଼ ଧରଣର ଅଘଟଣ ଘଟିଛି। ଭୂସ୍ଖଳନ ଯୋଗୁ ୭ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩ ଜଣ ବର୍ତ୍ତମାନ ସୁଦ୍ଧା ନିଖୋଜ ଅଛନ୍ତି।ଡେପୁଟି କମିଶନର କହିଛନ୍ତି, ୧୦ ଜଣ ନିଖୋଜ ଥିଲେ। ସେମାନଙ୍କ ମଧ୍ୟରୁ ୭ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଥିବା ବେଳେ ଆଉ ୩ ଜଣ ବର୍ତ୍ତମାନ…
ସଂରକ୍ଷଣ ନିଆଁରେ ଜଳୁଛି ବାଂଲାଦେଶ, ହିଂସାରେ ଗଲାଣି ୧୦୫ରୁ ଅଧିକ ଜୀବନ
ସଂରକ୍ଷଣ ନିଆଁରେ ଜଳୁଛି ବାଂଲାଦେଶ, ହିଂସାରେ ଗଲାଣି ୧୦୫ରୁ ଅଧିକ ଜୀବନ। ସ୍ଥିତି ନିୟନ୍ତ୍ରଣକୁ ଆଣିବାକୁ ସାରା ଦେଶରେ ଲାଗୁ ହୋଇଛି କର୍ଫ୍ୟୁ। ଏଭଳି ସ୍ଥିତିରେ ସେଠାରେ ଫସି ରହିଥିବା ଭାରତୀୟ ନାଗରିକଙ୍କ ଉଦ୍ଧାର ପ୍ରକ୍ରିୟା ଆରମ୍ଭ ହୋଇଛି। ସ୍ଥାନୀୟ କର୍ତ୍ତୃପକ୍ଷଙ୍କ ସହାୟତାରେ…
ଆତଙ୍କବାଦୀଙ୍କ ପାଖରୁ ମିଳିଲା ରାଇଫଲ
ଜାମ୍ମୁ-କାଶ୍ମୀରର କୁପୱାଡା ଜିଲ୍ଲାରେ ଆତଙ୍କବାଦୀ ଏବଂ ସୁରକ୍ଷାକର୍ମୀଙ୍କ ମଧ୍ୟରେ ହୋଇଥିବା ମୁହାଁମୁହିଁରେ ମୃତ୍ୟୁ ଘଟିଥିବା ଆତଙ୍କବାଦୀଙ୍କ ପାଖରେ ଏକ ଗୁରୁତ୍ୱପୂର୍ଣ୍ଣ ଅସ୍ତ୍ର ମିଳିଛି । ଯବାନମାନଙ୍କ ଦ୍ୱାରା ଆତଙ୍କବାଦୀମାନଙ୍କ ପାଖରୁ ଅଷ୍ଟ୍ରିଆରେ ତିଆରି ହୋଇଥିବା ଷ୍ଟେୟର ଏୟୁସି…
ସାରା ବିଶ୍ବରେ ଅନଲାଇନ୍ ସେବା ପ୍ରଭାବିତ
ମାଇକ୍ରୋସଫ୍ଟ ସର୍ଭର ଡାଉନ୍ ରହିଛି। ଫଳରେ ସାରା ବିଶ୍ୱରେ ଅନଲାଇନ୍ ସେବା ପ୍ରଭାବିତ ହୋଇଛି। ତେବେ ଧିରେ ଧିରେ ସୁଧୁରୁଛି ଅଚଳ ହୋଇପଡ଼ିଥିବା ୱିଣ୍ଡୋଜ୍ ଅପରେଟିଂ ବ୍ୟବସ୍ଥା। ଏଥିପାଇଁ କିଛି ସମୟ ଲାଗିବ ବୋଲି ମାଇକ୍ରୋସଫ୍ଟ ପକ୍ଷରୁ କୁହାଯାଇଛି। ଦିଲ୍ଲୀ ଓ ଚେନ୍ନାଇ ବିମାନ ବନ୍ଦରରେ…
ସରକାରଙ୍କ ବଢାଇଥିଲା ଟେନଶନ
ଭାରତୀୟ ରେଳ ହେଉଛି ବିଶ୍ୱର ଚତୁର୍ଥ ବୃହତ୍ତମ ରେଳ ନେଟୱାର୍କ । ପୁରା ଦେଶରେ ୬୮ହଜାର କି.ମିରୁ ଦୀର୍ଘ ରେଲଓ୍ବେ ଟ୍ରାକ୍ ବିଛାଯାଇଛି। ଭାରତରେ ରେଳବାଇକୁ ଲାଇଫ ଲାଇନ କୁହାଯାଏ । ଯେଉଁଥିରେ ପ୍ରତିଦିନ ପାଖାପାଖି ୨୨ହଜାର ଟ୍ରେନ୍ ଯାତ୍ରାୟତ କରୁଛନ୍ତି। ଏହି ଟ୍ରେନ ପ୍ରତିଦିନ ୨.୫ କୋଟି…
ଫାଷ୍ଟ୍ୟାଗ ନଥିଲେ ଦୁଇଗୁଣା ଟୋଲ ଟାକ୍ସ ଦେବେ
ଟୋଲ ପ୍ଲାଜାରେ ଲାଗୁଥିବା ଟ୍ୟାକ୍ସକୁ ନେଇ ଭାରତୀୟ ।ତୀୟ ରାଜପଥ ପ୍ରାଧିକରଣ (ଏନଏଚଏଆଇ) ପକ୍ଷରୁ ନୂଆ ନିୟମ ଲାଗୁ କରାଯାଇଛି । ନୂଆ ନିୟମ ଅନୁସାରେ ଯେଉଁ ଲୋକମାନେ ଗାଡ଼ିରେ ଫାଷ୍ଟ୍ୟାଗ ଲଗାଇ ନଥିବେ, ଏବେ ସେମାନେ ଦୁଇଗୁଣା ଟୋଲ ଟ୍ୟାକ୍ସ ଭରିଦେବ । ଏହାକୁ ନେଇ ଏନଏଚଆଇ ପକ୍ଷରୁ ଗାଇଡଲାଇନ୍ସ…
କାଉଡିଆଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ କଡା ନିର୍ଦ୍ଦେଶ
କାଉଡିଆଙ୍କ ସୁରକ୍ଷିତ ଯାତ୍ରା ତଥା ସେମାନଙ୍କ ବ୍ରତର ନିଶ୍ଚିତତା ପାଇଁ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଦେଇଛନ୍ତି କଡା ନିର୍ଦ୍ଦେଶ । ସବୁ ଭୋଜନାଳୟ ଆଗରେ ତା’ର ମାଲିକର ନାମ ଲେଖିବା ବାଧ୍ୟତାମୂଳକ ବୋଲି ନିର୍ଦ୍ଦେଶ ଦେଇଛନ୍ତି ଯୋଗୀ ଆଦିତ୍ୟନାଥ । ବର୍ତ୍ତମାନ, ପ୍ରତ୍ୟେକ…
ଶପଥ ଗ୍ରହଣ କଲେ ସୁପ୍ରିମକୋର୍ଟର ଦୁଇ ନୂଆ ବିଚାରପତି
ଆଜି ସୁପ୍ରିମକୋର୍ଟର ଦୁଇ ଜଣ ବିଚାରପତି ଭାବେ ଶପଥ ଗ୍ରହଣ କରିଛନ୍ତି। ସେମାନେ ହେଉଛନ୍ତି ଜଷ୍ଟିସ୍ ନୋଙ୍ଗମେଇକାପମ୍ କୋଟିଶ୍ୱର ସିଂହ ଏବଂ ଜଷ୍ଟିସ୍ ଆର୍ ମହାଦେବନ। ଉଭୟଙ୍କୁ ଶପଥ ପାଠ କରାଇଛନ୍ତି ପ୍ରଧାନ ବିଚାରପତି ଡିୱାଇ ଚନ୍ଦ୍ରଚୂଡ଼।ଗତ ମଙ୍ଗଳବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ…
ଛତିଶଗଡ଼ରେ ନକ୍ସଲଙ୍କ ଆଇଇଡି ବିସ୍ଫୋରଣ
ଛତିଶଗଡ଼ର ବିଜାପୁରରେ ନକ୍ସଲଙ୍କ ଆଇଇଡି ବିସ୍ଫୋରଣରେ ୨ ଜଣ ଯବାନ ସହିତ ହେବା ସହିତ ୪ ଜଣ ଆହତ ହୋଇଛନ୍ତି । ସମସ୍ତ ଆହତ ଯବାନଙ୍କୁ ବିଜାପୁର ଜିଲ୍ଲା ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଚିକିତ୍ସା ପରେ ଯବାନଙ୍କୁ ଅନ୍ୟତ୍ର ସ୍ଥାନାନ୍ତର ପାଇଁ ଯୋଜନା ଚାଲିଛି । ଜିଲ୍ଲାର ତରେମ ଥାନା ଅଞ୍ଚଳରେ…