Trending
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
- ଆଜି ପବିତ୍ର ଦୋଳପୂର୍ଣ୍ଣିମା,ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତି କାନ୍ତି ଅନୁଷ୍ଠିତ
- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଡାକିଲେ ବିଧାୟକ ଦଳ ବୈଠକ
Browsing Category
National
ବ୍ରିଟିଶ ଶାସନକୁ ସଠିକ୍ ଜବାବ ଦେଇଥିଲା ‘ବନ୍ଦେ ମାତରମ୍’ ସ୍ଲୋଗାନ୍ – ମୋଦୀ
ସଂସଦରେ ବନ୍ଦେ ମାତରମ୍ ବିତର୍କ । ଅଭିଭାଷଣ ରଖିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଅଭିଭାଷଣ ବେଳେ କଂଗ୍ରେସକୁ ପରୋକ୍ଷରେ ଟାର୍ଗେଟ୍ କଲେ ପିଏମ୍ । ପିଏମ୍ କହିଛନ୍ତି ଜରୁରୀ ପରିସ୍ଥିତି ବେଳେ ବନ୍ଦେ ମାତରମ ଶହେ ବର୍ଷ ପୂରଣ କରିଥିଲା । ସେହି ସମୟରେ ଗଣତନ୍ତ୍ର ବିପଦରେ ଥିଲା । ୧୮୭୫ରୁ…
ଗୋଆର ଅର୍ପୋରା ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ପ୍ରଧାନମନ୍ତ୍ରୀଙ୍କ ଶୋକ ପ୍ରକାଶ
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗୋଆର ଅର୍ପୋରା ଠାରେ ଘଟିଥିବା ଅଗ୍ନିକାଣ୍ଡ ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ବ୍ୟକ୍ତ କରିଛନ୍ତି। ଶ୍ରୀ ମୋଦୀ ମଧ୍ୟ ଏହି ଦୁର୍ଘଟଣାରେ ଆହତମାନଙ୍କର ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି। ପ୍ରଧାନମନ୍ତ୍ରୀ ସୂଚନା ଦେଇଛନ୍ତି…
ଛାତ୍ରଛାତ୍ରୀଙ୍କ ପାଇଁ ଉପଯୁକ୍ତ ପୋଷଣ ସୁନିଶ୍ଚିତ କରିବା ଶିକ୍ଷା ସଂସ୍କାରର ଗୁରୁତ୍ୱପୂର୍ଣ୍ଣ ଆଧାର –…
ଛାତ୍ରଛାତ୍ରୀଙ୍କ ପାଇଁ ଉପଯୁକ୍ତ ପୋଷଣ ସୁନିଶ୍ଚିତ କରିବା ଶିକ୍ଷା ସଂସ୍କାରର ଗୁରୁତ୍ୱପୂର୍ଣ୍ଣ ଆଧାର - ଧର୍ମେନ୍ଦ୍ର ପ୍ରଧାନ
'ପୋଷଣ ଅଭିଯାନ' ମାଧ୍ୟମରେ ଛାତ୍ରଛାତ୍ରୀଙ୍କ ପାଇଁ ସନ୍ତୁଳିତ ପୋଷଣ ସୁନିଶ୍ଚିତ କରିବା ଶିକ୍ଷା ସଂସ୍କାରର ଏକ ଗୁରୁତ୍ୱପୂର୍ଣ୍ଣ ଆଧାର । ଉତ୍ତମ ପୋଷଣ…
ନୂଆଦିଲ୍ଲୀରେ ହିନ୍ଦୁସ୍ତାନ ଟାଇମ୍ସ ଲିଡରସିପ୍ ଶିଖର ସମ୍ମିଳନୀ 2025ରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ…
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀରେ ହିନ୍ଦୁସ୍ତାନ ଟାଇମ୍ସ ଲିଡରସିପ୍ ଶିଖର ସମ୍ମିଳନୀ 2025ରେ ଉଦବୋଧନ ଦେଇଛନ୍ତି । ସମ୍ମିଳନୀରେ ଭାରତ ଏବଂ ବିଦେଶରୁ ଅନେକ ବିଶିଷ୍ଟ ଅତିଥିଙ୍କ ଉପସ୍ଥିତିକୁ ସେ ସ୍ୱାଗତ କରିବା ସହିତ ଆୟୋଜକ ଏବଂ ନିଜର ମତାମତ ବାଣ୍ଟିଥିବା…
୮୯ ଟି ସ୍ୱତନ୍ତ୍ର ଟ୍ରେନ୍ ସେବା ଆରମ୍ଭ କରିଛି ଭାରତୀୟ ରେଳ
ଶୀତ ଋତୁରେ ବ୍ୟାପକ ବିମାନ ବାତିଲ ଏବଂ ଅତିରିକ୍ତ ଭିଡ଼କୁ ଦୃଷ୍ଟିରେ ରଖି ଭାରତୀୟ ରେଳବାଇ ସୁଗମ ଯାତ୍ରା ସୁବିଧା ପ୍ରଦାନ କରିବା ପାଇଁ ସ୍ବତନ୍ତ୍ର ଟ୍ରେନ୍ ସେବା ଆରମ୍ଭ କରିଛି। ଆଜିଠାରୁ ବିଭିନ୍ନ ଜୋନରେ ୮୯ ଟି ସ୍ୱତନ୍ତ୍ର ଟ୍ରେନ୍ ସେବା (୧୦୦ ରୁ ଅଧିକ ଯାତ୍ରା) ଆଗାମୀ ତିନି ଦିନରେ…
ଘରୋଇ ବିମାନ ଭଡ଼ା ଉପରେ ନିୟନ୍ତ୍ରଣ
ଦେଶରେ ଘରୋଇ ବିମାନ ଯାତ୍ରା ଭଡ଼ାରେ ଅସ୍ୱାଭାବିକ ବୃଦ୍ଧିକୁ ନିୟନ୍ତ୍ରଣ କରିବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ନେବାକୁ ବିଚାର କରୁଛନ୍ତି। ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଆଗାମୀ ଦିନରେ ଘରୋଇ ବିମାନ ଭଡ଼ାର ସର୍ବୋଚ୍ଚ…
ଗୋଆର ହୋଟେଲରେ ଅଗ୍ନିକାଣ୍ଡ, ୨୩ ଜଣଙ୍କ ମୃତ୍ୟୁ
ଉତ୍ତର ଗୋଆର ଆରପୋରା ଗାଁରେ ଏକ ନାଇଟ୍ କ୍ଲବ୍ରେ ଶନିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ଅତି କମରେ ୨୩ ଜଣ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଗୋଆ ପୁଲିସ ମୁଖ୍ୟ ଆଲୋକ କୁମାର କହିଛନ୍ତି ଯେ ଅଗ୍ନିକାଣ୍ଡଟି ସିଲିଣ୍ଡର ବିସ୍ଫୋରଣ ଯୋଗୁଁ ଘଟିଥିଲା। ରିପୋର୍ଟ ଅନୁଯାୟୀ ପୁଲିସ…
ଟଳିନି ଇଣ୍ଡିଗୋ ସଙ୍କଟ, ଆଜି ବି ବିମାନ ସେବା ବାତିଲ କରିଛି ଇଣ୍ଡିଗୋ
ଟଳିନି ଇଣ୍ଡିଗୋ ସଙ୍କଟ । ଆଜି ବି ଯାତ୍ରୀ ହନ୍ତସନ୍ତ । ବିମାନବନ୍ଦରରେ ଦୟନୀୟ ସ୍ଥିତି । ବିମାନ ଯାତ୍ରୀଙ୍କ ପାଇଁ ଆଜିର ଦିନଟି ଅତ୍ୟନ୍ତ କଷ୍ଟଦାୟକ ସାବ୍ୟସ୍ତ ହୋଇଛି । ଦେଶର ସବୁଠାରୁ ବଡ ବିମାନ ସେବା ପ୍ରଦାନକାରୀ ସଂସ୍ଥା ଇଣ୍ଡିଗୋ ଆଜି ଏକକାଳୀନ ଶହ ଶହ ବିମାନ ବାତିଲ କରିଦେଇଛି ।…
ମୋଦୀ ଏବଂ ପୁଟିନଙ୍କ ମଧ୍ୟରେ ୭ଟି ବୁଝାମଣା ସମ୍ପର୍କରେ ସହମତି
ଭାରତ ଓ ରୁଷ ମଧ୍ୟରେ ସୁଦୃଢ଼ ସମ୍ପର୍କର ନୂଆଯୁଗ ଆରମ୍ଭ । ଦିଲ୍ଲୀ ହାଇଦ୍ରାବାଦ୍ ହାଉସରେ ଦ୍ବିପାକ୍ଷିକ ଆଲୋଚନାରେ ରୁଷ୍ ରାଷ୍ଟ୍ରପତି ଭ୍ଲାଦିମିର୍ ପୁଟିନ ଓ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହାକୁ ନୂଆ ଦିଶା ଦେଇଛନ୍ତି । ଆଲୋଚନା ପରେ ଏକ ମିଳିତ ବିବୃତି ଜାରି କରାଯାଇଛି। ପୁଟିନ ଓ…
ରେପୋ ରେଟ୍କୁ ୨୫ ବେସିସ୍ ପଏଣ୍ଟ ହ୍ରାସ
ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ଏହାର ମୁଦ୍ରା ନୀତି ସମୀକ୍ଷା ବୈଠକ ପରେ ରେପୋ ରେଟ୍କୁ ୨୫ ବେସିସ୍ ପଏଣ୍ଟ ହ୍ରାସ କରି ୫.୨୫ ପ୍ରତିଶତକୁ ଆଣିଛି। ଆରବିଆଇ ଗଭର୍ଣ୍ଣର ସଞ୍ଜୟ ମଲହୋତ୍ରା ଏହି ଘୋଷଣା କରିବା ସହିତ ନିଜର ‘ତଟସ୍ଥ ଆଭିମୁଖ୍ୟ’ ବଜାୟ ରଖିଛନ୍ତି।
ଗଭର୍ଣ୍ଣର ସଞ୍ଜୟ ମଲହୋତ୍ରା…