Browsing Category

National

ମହାରାଷ୍ଟ୍ର ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି

ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ବିଜେପି ନିଜର ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିଛି। ଏଥିରେ ଦଳ ୯୯ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ନାଗପୁର ଦକ୍ଷିଣ-ପଶ୍ଚିମରୁ ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ୍ ଏବଂ କାମାଥୀ ବିଧାନସଭା ଆସନରୁ ଦଳର ରାଜ୍ୟ ସଭାପତି ଚନ୍ଦ୍ରଶେଖର…

ବରିଷ୍ଠ ନାଗରିକଙ୍କ ସ୍ୱାସ୍ଥ୍ୟବୀମାରୁ ଜିଏସ୍‌ଟି ସମ୍ପୂର୍ଣ୍ଣ ପ୍ରତ୍ୟାହାର ପାଇଁ ସରକାରଙ୍କ ନିଷ୍ପତ୍ତି

ବରିଷ୍ଠ ନାଗରିକମାନଙ୍କ ପାଇଁ ସ୍ୱାସ୍ଥ୍ୟବୀମା କ୍ଷେତ୍ରରେ ସମ୍ପୂର୍ଣ୍ଣ ଜିଏସ୍‌ଟି ପ୍ରତ୍ୟାହାର ପାଇଁ ମନ୍ତ୍ରୀସ୍ତରୀୟ କମିଟି ସୁପାରିଶ କରିଛି । ଜିଏସ୍‌ଟି ପରିଷଦକୁ ସୁପାରିଶ କରାଯାଇଥିବା ନିଷ୍ପତ୍ତି ଅନୁସାରେ, ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସ୍ୱାସ୍ଥ୍ୟବୀମା ଏବଂ ବରିଷ୍ଠ ନାଗରିମାନଙ୍କ…

ପଶ୍ଚିମବଙ୍ଗରେ ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ଟିଏମସି

ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ତୃଣମୂଳ କଂଗ୍ରେସ (ଟିଏମସି) ଆଜି ବିଧାନସଭା ଉପ-ନିର୍ବାଚନ ପାଇଁ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୬ ଜଣଙ୍କ ନାମ ଘୋଷଣା କରାଯାଇଛି। ଉପ-ନିର୍ବାଚନ ପାଇଁ ସୀତାଇରୁ ସଂଗୀତା ରୟଙ୍କୁ ଟିଏମସି ଟିକେଟ୍…

ଦିଲ୍ଲୀରେ ବୋମା ବିସ୍ଫୋରଣ, ତଦନ୍ତ ଆରମ୍ଭ

ନୂଆଦିଲ୍ଲୀ:  ଦିଲ୍ଲୀରେ ବୋମା ବିସ୍ଫୋରଣ ଘଟିଛି । ସିଆରପିଏଫ ସ୍କୁଲ କାନ୍ଥ ଗେଟ ନିକଟରେ ବୋମା ବିସ୍ପୋରଣ ଘଟିବାରୁ ଏକ କାର କ୍ଷତିଗ୍ରସ୍ତ ହୋଇଛି ।   ରୋହିଣୀ ଜିଲ୍ଲାର ପ୍ରଶାନ୍ତ ବିହାର ଅଞ୍ଚଳରେ ଏହି  ବିସ୍ଫୋରଣ ଘଟିଛି। ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ଦେଖାଦେଇଛି।…

୭ ଦିନିଆ ସିଙ୍ଗାପୁର ଓ ଅଷ୍ଟ୍ରେଲିଆ ଗସ୍ତରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଶିକ୍ଷା ସମ୍ପର୍କକୁ ସୁଦୃଢ଼ କରିବା ପାଇଁ ୭ ଦିନିଆ ସିଙ୍ଗାପୁର ଓ ଅଷ୍ଟ୍ରେଲିଆ ଗସ୍ତରେ ଗଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଅକ୍ଟୋବର ୨୦ରୁ ୨୬ ତାରିଖ ପର୍ଯ୍ୟନ୍ତ ସିଙ୍ଗାପୁର ଓ ଅଷ୍ଟ୍ରେଲିଆରେ ସେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ।ସିଙ୍ଗାପୁରର ପ୍ରଧାନମନ୍ତ୍ରୀ,…

ରଘୁବର ଦାସଙ୍କ ବୋହୂ ପୂର୍ଣ୍ଣିମା ଦାସ ସାହୁଙ୍କୁ ଜାମସେଦପୁର ଇଷ୍ଟରୁ ବିଜେପି ଟିକେଟ

ଝାରଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ବିଜେପି ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଏହି ତାଲିକାରେ ମୋଟ ୬୬ଟି ଆସନ ପାଇଁ ପ୍ରାର୍ଥୀଙ୍କ ନାଁ ରହିଛି। ବିଜେପି ରାଜ୍ୟର ୮୧ଟି ଆସନରୁ ୬୮ଟିରେ ଲଢ଼ିବ ଓ ସହଯୋଗୀଙ୍କ ପାଇଁ ବାକି ଆସନ ଛାଡ଼ିବାକୁ ନେଇଛି। ଏହି କ୍ରମରେ ଦଳ ଆଜି ୬୬ଟି…

କେନ୍ଦ୍ରମନ୍ତ୍ରୀ ବାନ୍ଦି ସଞ୍ଜୟ କୁମାରଙ୍କୁ ପୁଲିସ ଗିରଫ କରିଛି

କେନ୍ଦ୍ରମନ୍ତ୍ରୀ ବାନ୍ଦି ସଞ୍ଜୟ କୁମାରଙ୍କୁ ପୁଲିସ ଗିରଫ କରିଛି। ହାଇଦ୍ରାବାଦର ଚିକ୍କାଡପଲ୍ଲୀସ୍ଥିତ ଅଶୋକ ନଗରରେ ଗ୍ରୁପ୍ ୧ ସର୍ଭିସର ପ୍ରାର୍ଥୀଙ୍କ ସହ ମିଶି ବିକ୍ଷୋଭ କରିଥିଲେ ସଞ୍ଜୟ କୁମାର। ଏଥିପାଇଁ ତାଙ୍କୁ ଗିରଫ କରାଯାଇଛି ବୋଲି କୁହାଯାଉଛି । ଗତ ସେପ୍ଟେମ୍ବର ମାସରେ କେନ୍ଦ୍ର…

ଜାତୀୟ ଶିକ୍ଷା ସପ୍ତାହ ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ

ଆଜି ଜାତୀୟ ଶିକ୍ଷା ସପ୍ତାହ ଅଧିନରେ କର୍ମଯୋଗୀ ସପ୍ତାହର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନୂଆଦିଲ୍ଲୀର ଡଃ ଆମ୍ବେଦକର ଅନ୍ତର୍ଜାତୀୟ କେନ୍ଦ୍ରରେ କାର୍ଯ୍ୟକ୍ରମର ଶୁଭ ଉଦଘାଟନ କରିବେ ମୋଦି। ସରକାରୀ କର୍ମଚାରୀଙ୍କ ବ୍ୟକ୍ତିଗତ ଏବଂ ସାଂଗଠନିକ ଦକ୍ଷତା ବିକାଶ ପାଇଁ 2020ରେ…

ଏନଡ଼ିଏ ଏକ ସାମ୍ବାଦିକ ସମ୍ମିଳନୀ କରି ଆସନ ଘୋଷଣା କରିଛି

ଝାରଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଏନ୍‌ଡିଏ ତାର ଆସନ ବୁଝାମଣା ଚୂଡ଼ାନ୍ତ କରିଛି । ୮୧ ଆସନ ବିଶିଷ୍ଟ ଝାରଖଣ୍ଡ ବିଧାନସଭାରେ ବିଜେପି ୬୮ ଆସନରେ ଲଢିବ । ଅଲ୍‌ ଝାରଖଣ୍ଡ ଷ୍ଟୁଡେଣ୍ଟ୍‌ସ ୟୁନିଅନ୍‌ ୧୦, ଜେଡିୟୁ ୨, ଏଲ୍‌ଜେପି ଗୋଟିଏ ଆସନରେ ନିର୍ବାଚନ ଲଢ଼ିବେ । ହିମନ୍ତ ବିଶ୍ବଶର୍ମା ଏବଂ…

ଦିନର ଶେଷ ବଲରେ କିପରି ଆଉଟ ହେଲେ କୋହଲି!

ଗତକାଲି ଦିନର ଶେଷ ବଲରେ ଆଉଟ ହୋଇ ନିଜର ପ୍ରଶଂସକଙ୍କୁ ନିରାଶ କରିଛନ୍ତି ବିରାଟ କୋହଲି  । ତେବେ ସେ ଅର୍ଧ ଶତକ ହାସଲ କରିବା ପରେ  ତାଙ୍କ ଟେଷ୍ଟ କ୍ୟାରିୟରରେ ୯୦୦୦ ରନ ପୂରଣ କରିଛନ୍ତି। ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ବାଙ୍ଗାଲୋରରେ ଖେଳାଯାଉଛି। ଟିମ…