Trending
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
- ଏହି କାରଣରୁ ବ୍ରିକସ୍ସ ମ୍ମିଳନୀ ମଝିରୁ ନିଜ ଦେଶକୁ ଫେରିଗଲେ ଅବୁଧାବୀ କ୍ରାଉନ ପ୍ରିନ୍ସ
- ୧୮ତମ BRICS ଶିଖର ସମ୍ମିଳନୀ ୨୦୨୬: ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଫଟୋ ଉଠାଇବାକୁ ବିଦେଶୀ ମହିଳା ପ୍ରତିନିଧିମାନଙ୍କ ମଧ୍ୟରେ ବେଶ ଉତ୍ସାହ
- ବ୍ରିକ୍ସ ସମ୍ମିଳନୀରେ ଆତଙ୍କବାଦ ବିରୋଧରେ ଭାରତର କୂଟନୈତିକ ଆଭିମୁଖ୍ୟକୁ ବଡ଼ ସମର୍ଥନ
- ୟୁଏଇରେ ତିନି ଦିନିଆ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟି ଟଙ୍କାର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା
- ବନତାରାରୁ ନନ୍ଦନକାନନକୁ ଆସିଲେ ୪୦ରୁ ଅଧିକ ଜୀବଜନ୍ତୁ,ପର୍ଯ୍ୟଟକଙ୍କ ପାଇଁ ଏହା ହେବ ଏକ ନୂଆ ଅନୁଭୂତି
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
Browsing Category
National
୧୬ତମ ବ୍ରିକ୍ସ ଶିଖର ସମ୍ମିଳନୀରେ ଯୋଗଦେବେ ପ୍ରଧାନମନ୍ତ୍ରୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୧୬ତମ ବ୍ରିକ୍ସ ଶିଖର ସମ୍ମିଳନୀରେ ଯୋଗଦେବା ପାଇଁ ରୁଷ୍ ଗସ୍ତରେ ଯିବେ। ଆସନ୍ତା ଅକ୍ଟୋବର ୨୨ରୁ ୨୩ ପର୍ଯ୍ୟନ୍ତ ସେ ରୁଷ୍ ଗସ୍ତ କରିବେ। ରୁଷ୍ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍ଙ୍କ ନିମନ୍ତ୍ରଣକ୍ରମେ ପ୍ରଧାନମନ୍ତ୍ରୀ ଏହି ଗସ୍ତ କରୁଛନ୍ତି। ଏଥର…
ହରିୟାଣା ସରକାରଙ୍କ ବଡ଼ ଘୋଷଣା
ହରିୟାଣାର ମୁଖ୍ୟମନ୍ତ୍ରୀ ଭାବେ ନାୟବ ସିଂ ସାଇନି ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୁଣି ମୁଖ୍ୟମନ୍ତ୍ରୀ ହେବା ପରେ ଏକ ବଡ ନିଷ୍ପତ୍ତି ନେଇଛନ୍ତି। ସେ ରାଜ୍ୟବାସୀଙ୍କୁ ବହୁତ ଉପହାର ଦେଇଛନ୍ତି। ସାଇନି ରାଜ୍ୟର ସମସ୍ତ ସରକାରୀ ଡାକ୍ତରଖାନାରେ କିଡନୀ ରୋଗୀଙ୍କ ପାଇଁ ମାଗଣା ଡାଏଲିସିସ ଘୋଷଣା…
ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ ଗୁଳିରେ ଜଣେ ଅଣ-ସ୍ଥାନୀୟ ମୃତ
ଜମ୍ମୁ କଶ୍ମୀରର ଜେନାପୋରା ସୋପିଆନ୍ ଅଞ୍ଚଳରେ ଘଟିଯାଇଛି ଏକ ଅଭାବନୀୟ ଘଟଣା। ସଂପୃକ୍ତ ଅଞ୍ଚଳରେ ଜଣେ ଅଣ-ସ୍ଥାନୀୟ ଲୋକ ଆତଙ୍କବାଦୀଙ୍କ ଦ୍ୱାରା ଗୁଳି ମାଡ଼ର ଶିକାର ହୋଇଛନ୍ତି। ଆତଙ୍କବାଦୀଙ୍କ ଗୁଳିମାଡ଼ ଅଣ-ସ୍ଥାନୀୟ ବ୍ୟକ୍ତିଙ୍କ ଶରୀରରେ ବାଜିବା ପରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି।…
ଭାରତୀୟ ଅଧିନାୟକ ରୋହିତ ଶର୍ମା ତାଙ୍କ ଭୁଲକୁ ସ୍ୱୀକାର କରିଛନ୍ତି
ବେଙ୍ଗାଲୁରୁର ଏମ ଚିନ୍ନାସ୍ୱାମୀ ଷ୍ଟାଡିୟମରେ ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ୍ ଖେଳାଯାଉଛି। ଏହି ଟେଷ୍ଟରେ ଟସ୍ ଜିତିବା ଏବଂ ପ୍ରଥମେ ବ୍ୟାଟିଂ କରିବାକୁ ଚୟନ କରିବା ପରେ ଟିମ୍ ଇଣ୍ଡିଆ ମାତ୍ର ୪୬ ରନ୍ ସ୍କୋର କରିପାରିଥିଲା । ୬ ଜଣ ବ୍ୟାଟ୍ସମ୍ୟାନ ରନ୍ ସ୍କୋର୍…
ଭାରତୀୟ ନ୍ୟାୟଦେବୀଙ୍କର ନୂଆ ରୂପ
ଆଉ ‘ଅନ୍ଧ’ ହୋଇ ରହିବନି ଭାରତୀୟ ଆଇନ। ନ୍ୟାୟଦେବୀଙ୍କ ଆଖିରୁ ହଟିଲା କଳାପଟି, ହାତରେ ଖଣ୍ଡା ବଦଳରେ ଧରିଲେ ସମ୍ବିଧାନ। ସୁପ୍ରିମକୋର୍ଟଙ୍କ ପ୍ରଧାନ ବିଚାରପତି ଜଷ୍ଟିସ୍ ଡି.ଓ୍ୱାଇ.ଚନ୍ଦ୍ରଚୂଡ଼ଙ୍କ ପରାମର୍ଶରେ ନ୍ୟାୟଦେବୀଙ୍କ ସ୍ୱରୂପକୁ ବଦଳାଇ ଦିଆଯାଇଛି।
ପ୍ରଧାନ…
ଜାଣନ୍ତୁ ଜଷ୍ଟିସ ସଂଜୀବ ଖାନ୍ନା କିଏ? ଯିଏ ହେବେ ପରବର୍ତୀ ମୁଖ୍ୟ ବିଚାରପତି
ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ଡିୱାଇ ଚନ୍ଦ୍ରଚୁଡଙ୍କ କାର୍ଯ୍ୟକାଳ ସରିବାକୁ ଯାଉଛି । ଏହା ପରେ ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ସଂଜୀବ ଖାନ୍ନା ହେବା ସ୍ପଷ୍ଟ ହୋଇଛି । ଏନେଇ ଜଷ୍ଟିସ ଚନ୍ଦ୍ରଚୁଡ କେନ୍ଦ୍ର ସରକାରଙ୍କୁ ଏକ ପତ୍ର ଲେଖି ଜଷ୍ଟିସ ସଂଜୀବ ଖାନ୍ନାଙ୍କ ନାମ…
ଆଜି ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ନାଏବ ସିଂହ ସୈନି
ବିଜେପି ନେତା ନାଏବ ସିଂହ ସୈନି ଆଜି (ଗୁରୁବାର) ହରିୟାଣା ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ବୋଲି ଜଣାପଡିଛି। ବୁଧବାର ଅନୁଷ୍ଠିତ ବୈଠକରେ ନାଏବ ବିଜେପି ବିଧାୟକ ଦଳର ନେତା ନିର୍ବାଚିତ ହୋଇଛନ୍ତି। ବୈଠକରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଓ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ…
କୋଟିଏ ଲୋକଙ୍କୁ ମୋଦି ସରକାର ଦେଲେ ମହଙ୍ଗା ଭତ୍ତା
ଦରଦାମ ବଢ଼ିଥିବା ବେଳେ ପୂଜା ଖର୍ଚ ପାଇଁ କେନ୍ଦ୍ର ସରକାର ସରକାରୀ କର୍ମଚାରୀଙ୍କୁ ମହଙ୍ଗା ଭତ୍ତା ପ୍ରଦାନ କରିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସରକାର ଦୀପାବଳି ଭେଟି ଦେଇଛନ୍ତି। ମହଙ୍ଗା ଭତ୍ତା ବୃଦ୍ଧି କରିବାକୁ ମୋଦୀ ସରକାର ବୁଧବାର ନିଷ୍ପତ୍ତି ନେଇଛନ୍ତି। କ୍ୟାବିନେଟ…
ଜମ୍ମୁ-କଶ୍ମୀରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଓମାର ଅବଦୁଲ୍ଲା
ଶ୍ରୀନଗର: ଜମ୍ମୁ-କଶ୍ମୀର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି ଓମାର ଅବଦୁଲ୍ଲା। ଧାରା ୩୭୦ ଉଚ୍ଛେଦ ହେବା ପରଠାରୁ ଏହି କେନ୍ଦ୍ରଶାସିତ ଅଞ୍ଚଳର ପ୍ରଥମ ବିଧାନସଭା ନିର୍ବାଚନରେ ନେସ୍ନାଲ୍ କନ୍ଫରେନ୍ସ ଦଳ ବିଜୟ ଲାଭ କରିଥିବା ବେଳେ ସେ ଆଜି ଶପଥ ନେଇଛନ୍ତି। ପ୍ରଧାନମନ୍ତ୍ରୀ…
ଡିଜିଟାଲ ପ୍ରଯୁକ୍ତିକୁ ସାର୍ବଜନୀନ କରିଛି ଭାରତ: ପ୍ରଧାନମନ୍ତ୍ରୀ
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ଆନ୍ତର୍ଜାତିକ ଦୂରସଞ୍ଚାର ସଂଘ - ବିଶ୍ୱ ଦୂରସଞ୍ଚାର ମାନକ ସମାବେଶ (ଡବ୍ଲୁଟିଏସଏ) ୨୦୨୪କୁ ଉଦଘାଟନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ଶ୍ରୀ ମୋଦୀ ଇଣ୍ଡିଆ ମୋବାଇଲ୍ କଂଗ୍ରେସର ଅଷ୍ଟମ ସଂସ୍କରଣକୁ ମଧ୍ୟ ଉଦଘାଟନ…