Trending
- ମହାକାଶରେ ଇସ୍ରୋର ଆଉ ଏକ ସଫଳତା,ଶ୍ରୀହରିକୋଟାରୁ GSLV-F18 ରକେଟ୍ ରେ NVS-03 ଉପଗ୍ରହର ସଫଳ ଉତକ୍ଷେପଣ
- ଭାରତୀୟ ବାୟୁସେନାର ୨୯ତମ ମୁଖ୍ୟ ଭାବେ କାର୍ଯ୍ୟଭାର ଗ୍ରହଣ କଲେ ଏୟାର ଚିଫ୍ ମାର୍ଶଲ ଆଶୁତୋଷ ଦୀକ୍ଷିତ
- ଭୟଙ୍କର ଭୂସ୍ଖଳନରେ ପୋତି ହୋଇ ଯାଇଥିବା ୧୨ଜଣଙ୍କୁ ଖୋଜିବ ହେଲିକପ୍ଟର
- ଚାଷୀଙ୍କ ଆକାଉଣ୍ଟକୁ ଗଲା ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୨୪ତମ କିସ୍ତି
- ବାତ୍ୟା ଅର୍ଣ୍ଣବ ପରେ ଗଞ୍ଜାମ ଓ ଗଜପତିରେ ବ୍ୟାପକ କ୍ଷୟକ୍ଷତି – ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
Browsing Category
National
ସାଲିମାର-ସିକନ୍ଦରାବାଦ ସ୍ପେଶାଲ ଟ୍ରେନ ଲାଇନଚ୍ୟୁତ
ପଶ୍ଚିମବଙ୍ଗରେ ଟ୍ରେନ୍ ଦୁର୍ଘଟଣା । ହାୱଡା ନାଲପୁର ନିକଟରେ ସାଲିମାର ସୁପରଫାଷ୍ଟ ଟ୍ରେନ ଲାଇନଚ୍ୟୁତ ହୋଇଛି । ହାୱଡ଼ା ନାଲପୁର ଷ୍ଟେଶନ ନିକଟରେ ଏହି ଘଟଣା ଘଟିଛି। ଟ୍ରେନର ୩ଟି ବଗି ଲାଇନଚ୍ୟୁତ ହୋଇଛି। ଟ୍ରେନ ନମ୍ବର ହେଉଛି ୨୨୮୫୦ । ଆଜି ଭୋର ୫ଟା ୪୫ ମିନିଟରେ ଟ୍ରେନଟି ଲାଇନଚ୍ୟୁତ…
ବାପା ହେବେ କେଏଲ ରାହୁଲ
ବଲିଉଡ ଅଭିନେତ୍ରୀ ଆଥିୟା ସେଟ୍ଟୀ ଏବଂ କ୍ରିକେଟର କେଏଲ ରାହୁଲଙ୍କ ଘରକୁ ଆସିବାକୁ ଯାଉଛି ବଡ ଖୁସି ଖବର। ଏକ ଇନଷ୍ଟାଗ୍ରାମ ପୋଷ୍ଟରେ ଅଭିନେତ୍ରୀ ତାଙ୍କର ପ୍ରେଗ୍ନେନ୍ସି ଘୋଷଣା କରିଛନ୍ତି। ଦୁହେଁ ଏକ ଫଟୋ ଶେୟାର କରି ଲେଖିଛନ୍ତି, ”ଆମର ଅତିସୁନ୍ଦର ଆଶୀର୍ବାଦ ଖୁବଶୀଘ୍ର ଆସୁଛି, ୨୦୨୫।”…
ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାରେ ବିଜୟରୁ ଅଭିଯାନ ଆରମ୍ଭ
ପ୍ରଥମ ଭାରତୀୟ ଭାବେ ସଂଜୁ ସାମସନ୍ କ୍ରମାଗତ ଟ୍ବେଣ୍ଟି-୨୦ ଅନ୍ତର୍ଜାତୀୟ ଶତକ ହାସଲ କରିବା ପରେ ସ୍ପିନ୍ରଙ୍କ କମାଲ କାରଣରୁ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାରେ ବିଜୟରୁ ଅଭିଯାନ ଆରମ୍ଭ କରିଛି। ସଂଜୁ ୫୦ ବଲ୍ରୁ ୧୦୭ ରନ୍ ସଂଗ୍ରହ କରିବା ପରେ ବରୁଣ ଚକ୍ରବର୍ତୀ, ରବି ବିଷ୍ଣୋଇ ପ୍ରତ୍ୟେକ ୩…
ପୂର୍ବତନ ଉପପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡଭାନୀଙ୍କୁ ଜନ୍ମଦିନରେ ଶୁଭେଚ୍ଛା ଜଣାଇଲେ ମୋଦୀ
ପୂର୍ବତନ ଉପ ପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡଭାନୀଙ୍କ ଆଜି ଜନ୍ମଦିନ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ୯୭ବର୍ଷରେ ପାଦ ଥାପିଥିବା ଲାଲକୃଷ୍ଣ ଆଡଭାନୀ ୧୯୨୭ ମସିହା ନଭେମ୍ବର ୮ ତାରିଖରେ ପାକିସ୍ତାନର କରାଚୀରେ ଜନ୍ମଗ୍ରହଣ କରିଥିଲେ । ସେ ୨୦୦୨ରୁ…
ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ୨ ଆତଙ୍କବାଦୀ ନିହତ
ଜମ୍ମୁ-କଶ୍ମୀରର ସୋପୋରରେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ୨ ଆତଙ୍କବାଦୀ ନିହତ ହୋଇଛନ୍ତି। ଆତଙ୍କବାଦୀମାନେ ଜମ୍ମୁ-କଶ୍ମୀର କିଶ୍ଟୱାଡା ଗ୍ରାମ ପ୍ରତିରକ୍ଷା କମିଟିର ୨ ଜଣ ଗ୍ରାମରକ୍ଷୀଙ୍କୁ ଆକ୍ରମଣ କରିଥିଲେ। ଉଭୟ ଗ୍ରାମରକ୍ଷୀଙ୍କ ମୃତ୍ୟୁ ଘଟିଥିଲା। ଏହାପରେ କିଶ୍ଟୱାଡା ଲୋକମାନେ ଅଧିକ…
ଆତଙ୍କବାଦ ଦମନ ପାଇଁ ଗୃହମନ୍ତ୍ରୀ ଅମିତ୍ ଶାହାଙ୍କ ବଡ ପଦକ୍ଷେପ
ଆତଙ୍କବାଦ ମୁକାବିଲା ଦିଗରେ ଟେକନୋଲୋଜିର ବ୍ୟବହାରକୁ ନେଇ 'Anti-Terror Conference-2024 ରେ କହିଛନ୍ତି ଶାହା। ଆତଙ୍କବାଦୀଙ୍କ ମୁକାବିଲା କରିବା ପାଇଁ ସୁରକ୍ଷାବଳକୁ ଟେକନୋଲୋଜି ବଳ ଦେବ। ଆକ୍ରମଣ ପୂର୍ବରୁ ଏହି ଟେକନୋଲୋଜି ଦ୍ବାରା ସେମାନଙ୍କ ପ୍ଳାନକୁ ଜାଣିହେବ । ଯଦି ଆମକୁ…
ରାଜଧାନୀ ଦିଲ୍ଲୀ ଓ ଏନସିଆରରେ ଅତ୍ୟଧିକ ବାୟୁ ପ୍ରଦୂଷଣ
ରାଜଧାନୀ ଦିଲ୍ଲୀ ଓ ଏନସିଆରରେ ବାୟୁ ପ୍ରଦୂଷଣ ରେକର୍ଡ ସ୍ତରରେ ପହଞ୍ଚିଛି। ଯାହାକୁ ନେଇ ଲୋକଙ୍କ ସ୍ବାସ୍ଥ୍ୟ ସମସ୍ୟା ମଧ୍ୟ ଦେଖା ଗଲାଣି। ଏଭିତରେ ହରିଆଣାର ଗୁରୁଗ୍ରାମରେ ବାୟୁ ପ୍ରଦୂଷଣ ଉପରେ ନିୟନ୍ତ୍ରଣ ଆଣିବା ଲାଗି ଆର୍ଟିଫିସିଆଲ ରେନ୍ ତଥା କୃତ୍ରିମ ବର୍ଷା କରାଯାଇଛି। ଏହି ବର୍ଷା…
୧୦୦ ବର୍ଷରେ ପଦାର୍ପଣ କରିଛି ଭାରତୀୟ ହକି
ଭାରତୀୟ ହକି ୧୦୦ ବର୍ଷରେ ପଦାର୍ପଣ କରିଛି। ଏହି ଶତକୀୟ ବର୍ଷକୁ ହକି ଇଣ୍ଡିଆ ସ୍ମରଣୀୟ କରିବାକୁ ଆଜିଠାରୁ ଉତ୍ସବ ଆରମ୍ଭ କରିଛି। ଶତକୀୟ ବର୍ଷରେ ହକି ଇଣ୍ଡିଆ ଲିଗ୍ (HIL) ପୁରୁଷ ଓ ମହିଳା ଲିଗ୍ ଆରମ୍ଭ କରି ଏହାକୁ ସ୍ମରଣୀୟ କରିବାକୁ ଯୋଜନା କରିଛି। ହକି କ୍ରୀଡ଼ାର ଜାତୀୟ ସଂଘ…
ଓଆରଓପି ଆମର ସଶସ୍ତ୍ର ବାହିନୀର କଲ୍ୟାଣ ପ୍ରତି ସରକାରଙ୍କ ପ୍ରତିବଦ୍ଧତା ଦର୍ଶାଉଛି
ୱାନ୍ ରାଙ୍କ ୱାନ୍ ପେନ୍ସନ୍ (ଓଆର୍ଓପି) ଯୋଜନାର ଦଶ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ, ଏହି ଯୋଜନା ଆମର ଭେଟେରାନ ଏବଂ ପୂର୍ବତନ ସେନା କର୍ମଚାରୀମାନଙ୍କର ସାହସ ଏବଂ ବଳିଦାନ ପ୍ରତି ଏକ ଶ୍ରଦ୍ଧାଞ୍ଜଳି, ଯେଉଁମାନେ ଆମ ଦେଶର ସୁରକ୍ଷା ପାଇଁ…
ଜମ୍ମୁକାଶ୍ମୀର ବିଧାନସଭାରେ ଧାରା ୩୭୦ ପୁର୍ନବାର ଲାଗୁ ପାଇଁ ହଙ୍ଗାମା
ବିରୋଧ କରି ବିଜେପି ଜୋରଦାର ବିକ୍ଷୋଭ କରିଛି । କେନ୍ଦ୍ର ସରକାର ୨୦୧୯ ମସିହାରେ ଧାରା ୩୭୦ ଉଚ୍ଛେଦ କରାଯାଇଥିଲା । ତେବେ ବିଧାନସଭାର ତୃତୀୟ ଦିନର ଅଧିବେଶନରେ ଐତିହାସିକ ପ୍ରସ୍ତାବ ପାରିତ କରିଥିବା କହିଛି ନ୍ୟାସନାଲ କନଫେରେନ୍ସ । ନୂଆ ସରକାର କହିଛନ୍ତି ଜମ୍ମୁକାଶ୍ମୀରର ହିତ ପାଇଁ ଧାରା…