Browsing Category

National

ସୁରକ୍ଷା ବାହିନୀଙ୍କ ଗୁଳିରେ ଆତଙ୍କବାଦୀ ନିହତ

ଜମ୍ମୁ କଶ୍ମୀରରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର ହୋଇଥିବା ଖବର ରହିଛି। କୁହାଯାଉଛି ଯେ ସୁରକ୍ଷା କର୍ମୀଙ୍କ ଜବାବରେ ଜଣେ ଆତଙ୍କବାଦୀ ନିହତ ହୋଇଛନ୍ତି। ସମ୍ପ୍ରତି ସୁରକ୍ଷାକର୍ମୀ ସମଗ୍ର ଅଞ୍ଚଳରେ ସର୍ଚ୍ଚ ଅପରେସନ କରୁଛନ୍ତି। ବୁଧବାର ସକାଳେ କୁପୱାରାର ଲୋଲାବର…

ବିହାରର ଲୋକପ୍ରିୟ ଗାୟିକା ଶାରଦା ସିହ୍ନାଙ୍କ ପରଲୋକ

ବିହାରର ପ୍ରସିଦ୍ଧ ଗାୟିକା ତଥା ଛଟ ଗୀତ ପାଇଁ ଲୋକଙ୍କ ହୃଦୟରେ ରାଜ୍ କରୁଥିବା ଶାରଦା ସିହ୍ନାଙ୍କ ଦେହାନ୍ତ ହୋଇଛି। କିଛି ଦିନ ହେଲାଣି ଡାକ୍ତରଖାନାରେ ତାଙ୍କର ଚିକିତ୍ସା ଚାଲିଥିବା ବେଳେ ୭୨ବର୍ଷ ବୟସରେ ମଙ୍ଗଳବାର ରାତିରେ ସେ ଶେଷ ନିଶ୍ବାସ ତ୍ୟାଗ କରିଥିବା ଜଣାଯାଇଛି।  ଅକ୍ଟୋବର ୨୧ରୁ…

୩ଦିନରେ ୧୦୦କୋଟି ଆୟ କଲା ‘ସିଙ୍ଘମ ଏଗେନ’

ରୋହିତ ସେଟ୍ଟୀଙ୍କ ନିର୍ଦ୍ଦେଶିତ ଫିଲ୍ମ 'ସିଙ୍ଘମ ଏଗେନ' ଦୀପାବଳି ଅବସରରେ ପ୍ରେକ୍ଷାଳୟରେ ରିଲିଜ୍ ହୋଇଥିଲା।  ଏହି ଚଳଚ୍ଚିତ୍ରରେ ଅଜୟ ଦେବଗନ୍, ଅକ୍ଷୟ କୁମାର, କରୀନା କପୁର, ରଣବୀର ସିଂ, ଟାଇଗର ଶ୍ରଫ୍, ସଲମାନ ଖାନ, ଦୀପିକା ପାଦୁକୋନ ଏବଂ ଅର୍ଜୁନ କପୁରଙ୍କ ଭଳି ଅନେକ ବଡ ତାରକା ନଜର…

ଫାଇଟର ଜେଟ ମିଗ-୨୯ ଦୁର୍ଘଟଣାଗ୍ରସ୍ତ

ଉତ୍ତରପ୍ରଦେଶର ଆଗ୍ରାରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଆଗ୍ରା ନିକଟରେ ଖସିପଡ଼ିଥିଲା ମିଗ-୨୯ ବିମାନ। ମିଗ-୨୯ରେ ଥିବା ପାଇଲଟ ପାରାଚ୍ୟୁଟ ଯୋଗେ ବର୍ତ୍ତି ଯାଇଥିବା ଜଣାପଡ଼ିଛି। ପଞ୍ଜାବ-ଆଦମପୁରରୁ ଆଗ୍ରା ଯାଉଥିଲା ଏହି ଫାଇଟର ଜେଟ। ବିମାନରେ ପାଇଲଟଙ୍କ ସମେତ ୨ଜଣ ଉପସ୍ଥିତ ଥିଲେ।

‘ନରସିଂହ ବାରାହି ବ୍ରିଗେଡ’ କାହିଁକି ଲଞ୍ଚ କଲେ ପଓ୍ବନ କଲ୍ୟାଣ!

ଦକ୍ଷିଣରେ ସନାତନ ଧର୍ମ ସୁରକ୍ଷା ପାଇଁ ଅଣ୍ଟା ଭିଡିଛନ୍ତି ପଓ୍ବନ କଲ୍ୟାଣ । ଏଥିପାଇଁ ସେ ଯୁବବାହିନୀ ଗଠନ କରିଛନ୍ତି ।  ଜଣାଶୁଣା ସୁପରଷ୍ଟାର ତଥା ଜନସେନା ପାର୍ଟି (ଜେଏସପି) ମୁଖ୍ୟ ଆନ୍ଧ୍ରପ୍ରଦେଶ ଉପମୁଖ୍ୟମନ୍ତ୍ରୀ ପୱନ କଲ୍ୟାଣ ତାଙ୍କ ଦଳ ମଧ୍ୟରେ ନରସିଂହ ବାରାହି ବ୍ରିଗେଡ ଗଠନ…

ଜମ୍ମୁ-କଶ୍ମୀରରେ ପୁଣି ଆତଙ୍କବାଦୀ- ସୁରକ୍ଷାବାହିନୀ ମୁହାଁମୁହିଁ

ଜମ୍ମୁ-କଶ୍ମୀରରେ ପୁଣି ଆତଙ୍କବାଦୀ- ସୁରକ୍ଷାବାହିନୀଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି । କିଛି ଦିନ ହେଲା ଆତଙ୍କବାଦୀ ମାତିଛନ୍ତି । ସୁରକ୍ଷାକର୍ମୀ ଉପରକୁ  ଆକ୍ରମଣ ବୃଦ୍ଧି ପାଉଛି। ଗତ ସପ୍ତାହ ହେଲା ଶ୍ରୀନଗରରେ ଅନେକ ଗ୍ରେନେଡ୍‌ ଆକ୍ରମଣ ହୋଇସାରିଲାଣି । ଆକ୍ରମଣକାରୀଙ୍କୁ ଧରିବା…

ବାବା କେଦାରନାଥ ମନ୍ଦିରର କବାଟ କେତେଦିନ ବନ୍ଦ ରହିବ ଜାଣିନିଅନ୍ତୁ

ଶ୍ରୀ କେଦାରନାଥ ଜ୍ୟୋତିର୍ଲିଙ୍ଗ ଦର୍ଶନ କରିବାକୁ ଯଦି ପ୍ଲାନ କରିଛନ୍ତି ତେବେ ଅପେକ୍ଷା କରନ୍ତୁ । ଶୀତ ଆରମ୍ଭ ହୋଇଥିବାରୁ ମନ୍ଦିର ଗର୍ଭଗୃହ କବାଟ ବନ୍ଦ ରହିଛି । ବର୍ତ୍ତମାନର ମନ୍ଦିର ସମ୍ମୁଖରେ ବରଫ ପଡ଼ିବା ଆରମ୍ଭ ହେଲାଣି । ଶୀତ ଦିନ ଆରମ୍ଭ ସହ ବରଫ ପାତ ହେଉଥିବାରୁ ବାବା…

ଯୋଗୀ ଆଦିତ୍ୟନାଥଙ୍କୁ ହତ୍ୟା ଧମକ

 ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଧମକ ଦେବା ଅଭିଯୋଗରେ ଜଣେ ଯୁବତୀକୁ ଗିରଫ କରାଯାଇଛି। ମୁମ୍ବାଇ ପୁଲିସ ତାକୁ ପଚରାଉଚରା କରୁଛି। ତା ନାଁ ଫାତିମା ଖାନ୍ ବୋଲି କୁହାଯାଉଛି। ତେବେ ଏହି ଘଟଣାକୁ ନେଇ ଉତ୍ତରପ୍ରଦେଶର ଲୋକଙ୍କ ମଧ୍ୟରେ ରୋଷ ପ୍ରକାଶ ପାଇଛି । ସୋସିଆଲ ମିଡିଆରେ…

୨୪ ବର୍ଷ ପରେ ୩ମ୍ୟାଚ୍ ବିଶିଷ୍ଟ ସିରିଜ ହାରିଲା ଭାରତ

ଟେଷ୍ଟ ସିରିଜରେ ଭାରତର ଲଜ୍ୟାଜନକ ପରାଜୟ । ୨୫ ରନରେ ନ୍ୟୁଜିଲାଣ୍ଡଠୁ ହାରିଲା ଭାରତ । ବ୍ୟାଟ୍ସ ମ୍ୟାନଙ୍କ ନୈରାଶ୍ୟଜନକ ପ୍ରଦର୍ଶନ ପାଇଁ ଟିମ୍ ଇଣ୍ଡିଆ ପରାଜିତ । ଭାରତ ଆଗରେ ୧୪୭ ରନର ଟାର୍ଗେଟ ଥିଲା ମାତ୍ର ୧୨୧ ରନ୍ କରିଛି ଟିମ ଇଣ୍ଡିଆ । ପ୍ରଥମ ଥର ପାଇଁ ୩ ମ୍ୟାଚ୍ ବିଶିଷ୍ଟ ସିରିଜ…

ଲରେନ୍ସ ବିଷ୍ଣୋଇର ଭାଇ ଅନମୋଲ ବିଷ୍ଣୋଇକୁ ଗିରଫ କଲା ପୋଲିସ

ଲରେନ୍ସ ବିଷ୍ଣୋଇର ଭାଇ ଅନମୋଲ ବିଷ୍ଣୋଇକୁ  ଆମେରିକାରେ ଗିରଫ କରିଛି ପୋଲିସ୍। ସଲମାନ ଖାନଙ୍କ ଘର ଆଗରେ ଫାୟରିଂ ଏବଂ ଅନ୍ୟ ମାମଲାକୁ ନେଇ ଅନେକ ଦିନ ଧରି ୱାଣ୍ଟେଡ ଥିଲା । ବାବା ସିଦ୍ଦିକି ମର୍ଡର ମାମଲାରେ ମଧ୍ୟ ତାର ହାତ ଥିବା ଜଣାପଡିଛି । ତେବେ ଅନମୋଲ ଅନେକ ଦିନ ହେଲା ଆମେରିକାରେ…