Trending
- ଜିତିଲା ମୃତ୍ୟୁ,ହରିଶ ରାଣାଙ୍କୁ ‘ଇଚ୍ଛାମୃତ୍ୟୁ’ ପାଇଁ ମଞ୍ଜୁରୀ ଦେଲେ ସୁପ୍ରିମକୋର୍ଟ
- ନନ୍ଦନକାନନ ପାଇଁ ଖୁସି ଖବର,୫ ପ୍ରଜାତିର ୧୧ ଜୀବଜନ୍ତୁ ଆସିଛନ୍ତି ,ଦେଖିବାକୁ ଲାଗିବ ପର୍ଯ୍ୟଟଙ୍କ ଭିଡ଼
- ରାଜଧାନୀରେ ଗର୍ଜିଲେ ଆଉଟସୋର୍ସିଂ କର୍ମଚାରୀ
- ଇସ୍ତଫା ଦେଲେ ଇଣ୍ଡିଗୋ ଏୟାର ଲାଇନ୍ସର ସିଇଓ
- ରାଜ୍ୟରେ ଯଥେଷ୍ଟ ପରିମାଣର ରନ୍ଧନ ଗ୍ୟାସ ଉପଲବ୍ଧ ରହିଛି ,ଚିନ୍ତିତ ନ ହେବାକୁ ପରାମର୍ଶ- ଓଡ଼ିଶା ସରକାର
- ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା
- ଯୁଦ୍ଧ ଯୋଗୁଁ ଏଲ୍ପିଜି ସିଲିଣ୍ଡରର ଅଭାବ, ସ୍ଥିତି ନସୁଧୁରିଲେ, ୨ ଦିନ ଭିତରେ ବଡ଼ ବଡ଼ ସହରରେ ବନ୍ଦ ରହିବ ରେଷ୍ଟୁରାଣ୍ଟ
- ଷ୍ଟ୍ରେଟ୍ ଅଫ୍ ହରମୁଜ ଦେଇ ଗୋଟିଏ ଲିଟର ବି ତେଲ କେହି ନେଇପାରିବେ ନାହିଁ – ଇରାନ
- ଓଡ଼ିଶାର 9 ଟି ଷ୍ଟେସନ ଦେଇ ଚାଲିବ ଏକ ନୂତନ ଅମୃତ ଭାରତ ଟ୍ରେନ୍
- ନେପାଳରେ ରାଷ୍ଟ୍ରୀୟ ସ୍ବତନ୍ତ୍ର ପାର୍ଟି ବାମପନ୍ଥୀ ଦଳଗୁଡ଼ିକୁ ପରାସ୍ତ କରିଛି,ରବି ଲାମିଛାନେ ଏବଂ ବାଲେନ ଶାହଙ୍କ ସହ କଥା ହେଲେ ମୋଦୀ
Browsing Category
National
ବିଜେପି ୨ ଦିନ ପାଳିବ କଳା ଦିବସ
ସାରା ଦେଶରେ ବିଜେପି ପାଳୁଛି କଳା ଦିବସ। ୧୯୭୫ ମସିହା ଆଜିର ଦିନ ୨୫ ଜୁନରେ ସାରା ଦେଶରେ ଲାଗୁ ହୋଇଥିଲା ଜରୁରୀକାଳୀନ ପରିସ୍ଥିତି ଏମର୍ଜେନି। ପ୍ରଧାନମନ୍ତ୍ରୀ ଇନ୍ଦିରାଗାନ୍ଧିଙ୍କ ଶାସନ କାଳରେ ଏହି ଏମର୍ଜେନ୍ସି ଲାଗୁ କରାଯାଇଥିଲା। ଏହି ଦିବସର ବିରୋଧ କରି ବିଜେପି ପକ୍ଷରୁ କଳାଦିବସ ପାଳନ…
ବାଚସ୍ପତି ଭାବେ ଶପଥ ନେଲେ ଭର୍ତ୍ତୃହରି
ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଶପଥପାଠ କରାଇଛନ୍ତି। ଲଗାତର ୬ ଥର ବିଜେଡିର ଏମ୍ପି ହୋଇଥିବା ବେଳେ ଭର୍ତ୍ତୃହରି ଗତ ନିର୍ବାଚନରେ ଭାଜପାରେ ମିଶି ମଧ୍ୟ ବିଜୟ ଲାଭ କରିଥିଲେ। ଲଗାତର ୭ ଥରର ଏମ୍ପି ଭର୍ତ୍ତୃହରି ନବନିର୍ବାଚିତ ଏମ୍ପିଙ୍କୁ ଶପଥ ପାଠ…
କାର୍ଗିଲ ବିଜୟ ଦିବସ ଉପଲକ୍ଷେ ପର୍ଯ୍ୟଟକଙ୍କ ପାଇଁ ଲଦାଖରେ ଖଲୁବର ଯୁଦ୍ଧ ସ୍ମାରକୀ ଖୋଲିଛି
କାର୍ଗିଲ ଯୁଦ୍ଧର ବୀରଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇ ଭାରତୀୟ ସେନା ପର୍ଯ୍ୟଟକଙ୍କ ପାଇଁ ଲଦାଖରେ ଖଲୁବର ଯୁଦ୍ଧ ସ୍ମାରକୀ ଖୋଲିଛି। ଚଳିତ ବର୍ଷ ଜୁଲାଇ ୨୬ରେ ଦେଶ କାର୍ଗିଲ ବିଜୟ ଦିବସର ୨୫ତମ ବାର୍ଷିକୀ ପାଳନ କରିବାକୁ ଯାଉଛି ଏବଂ ଏହି ଉଦଘାଟନୀ ସମାରୋହ ‘ଫରଏଭର ଇନ୍ ଅପରେସନ୍’ ଡିଭିଜନର…
ସୁରକ୍ଷା ବାହିନୀ-ଆତଙ୍କବାଦୀ ମୁହାଁମୁହିଁ
ଉତ୍ତର କଶ୍ମୀରର ବାରମୁଳା ଜିଲ୍ଲାର ଉରି ସେକ୍ଟରରେ ଆତଙ୍କବାଦୀଙ୍କ ଅନୁପ୍ରବେଶ ଷଡଯନ୍ତ୍ରକୁ ସୁରକ୍ଷା ବାହିନୀ ପଣ୍ଡ କରିଛନ୍ତି। ସୂଚନାନୁସାରେ, ଆତଙ୍କବାଦୀ ଗୋଷ୍ଠୀର କାର୍ଯ୍ୟକଳାପ ବିଷୟରେ ଲାଇନ୍ ଅଫ୍ କଣ୍ଟ୍ରୋଲରେ ଇନପୁଟ୍ ରହିଥିଲା, ଯାହା ଉପରେ ଆଧାର କରି ସେନା ଏଲଓସି ନିକଟରେ ଅନେକ…
ବିଜେପିକୁ ଟାର୍ଗେଟ କରିଥିଲେ ବିରୋଧୀ
ଲୋକସଭା ନିର୍ବାଚନରେ ଉତ୍ତରପ୍ରଦେଶରେ ପରାଜୟକୁ ଗ୍ରହଣ କରିବା ବିଜେପି ପାଇଁ କଷ୍ଟସାଧ୍ୟ ହୋଇପଡ଼ିଛି। ରାଜ୍ୟରେ ପରାଜୟ ପରେ ସମୀକ୍ଷା ବୈଠକ ମଧ୍ୟ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ବିଜେପି ସଭାପତି ଭୁପେନ୍ଦ୍ର ଚୌଧୁରୀ ଜାତୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଭେଟି ପରାଜୟ ରିପୋର୍ଟ ମଧ୍ୟ ତାଙ୍କ…
ପ୍ରତିଶୋଧ ରାଜନୀତିରେ ଜଳୁଛନ୍ତି ନାଇଡ଼ୁ , ଜଗନଙ୍କ କାର୍ଯ୍ୟାଳୟରେ ବୁଲିଲା ବୁଲ୍ଡୋଜର
ଚନ୍ଦ୍ରବାବୁ ନାଇଡୁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ୱାଇଏସଆର କଂଗ୍ରେସ ପାର୍ଟିର ଏକ ନିର୍ମାଣାଧୀନ କାର୍ଯ୍ୟାଳୟକୁ ଭାଙ୍ଗି ଦିଆଯାଇଛି। ଗୁଣ୍ଟୁର ଜିଲାର ତାଡେପଲ୍ଲୀ ନିକଟରେ ଏହି କାର୍ଯ୍ୟାଳୟ ନିର୍ମାଣ ଚାଲିଥିଲା। ଏହା ବେଆଇନ ଭାବେ ନିର୍ମାଣ କରାଯାଇଥିବା ଦର୍ଶାଯାଇ ସ୍ଥାନୀୟ ଏନଏସି…
ଅଟଳ ସେତୁରେ ଫାଟ !
ମୁମ୍ବାଇରେ ଅଟଳ ସେତୁ ଉଦ୍ଘାଟନ ହେବାର ମାତ୍ର ୫ ମାସ ପରେ ଏଥିରେ ଫାଟ ଦେଖାଦେବା ବିଷୟ ନେଇ ବିଜେପି ଏବଂ କଂଗ୍ରେସ ମୁହାଁମୁହିଁ ହୋଇଛନ୍ତି। ମହାରାଷ୍ଟ୍ର କଂଗ୍ରେସ ମୁଖ୍ୟ ନାନା ପାଟୋଲ୍ ନାଭି ମୁମ୍ବାଇରେ ଅଟଳ ସେତୁର ଯାଞ୍ଚ କରିବାପରେ ଅଟଳ ସେତୁ ନିର୍ମାଣରେ ଦୁର୍ନୀତି ହୋଇଥିବା…
କେଜରିୱାଲଙ୍କୁ ତଳ କୋର୍ଟ ଜାମିନ ପ୍ରଦାନ କରିଥିବା ବେଳେ ତାହା ଉପରେ ରୋକ ଲଗାଇଛନ୍ତି ହାଇକୋର୍ଟ
ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଅରବିନ୍ଦ କେଜରିୱାଲଙ୍କୁ ଗତକାଲି ତଳ କୋର୍ଟ ଜାମିନ ପ୍ରଦାନ କରିଥିବା ବେଳେ ଆଜି ହାଇକୋର୍ଟ ଏହା ଉପରେ ରୋକ ଲଗାଇଛି । ମାମଲାର ଶୁଣାଣି ପର୍ଯ୍ୟନ୍ତ ହାଇକୋର୍ଟ ଏହି ଜାମିନ ପ୍ରଦାନ ନିଷ୍ପତ୍ତି ଉପରେ ରୋକ ଲଗାଇଛନ୍ତି । କେଜ୍ରିୱାଲଙ୍କ ଜାମିନ ପ୍ରଦାନ ବିରୋଧରେ…
ଜେଲ୍ରୁ ବାହାରିବେ କେଜ୍ରିୱାଲ୍
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଆଜି ତିହାର ଜେଲରୁ ବାହାରକୁ ବାହାରିବାକୁ ଯାଉଛନ୍ତି।କେଜ୍ରିୱାଲଙ୍କ ଓକିଲମାନେ ଆଜି ପରେ କୋର୍ଟରେ ୧ ଲକ୍ଷ ଟଙ୍କା ଜାମିନ ବଣ୍ଡ ଦାଖଲ କରିବେ। ଏହାପରେ ତାଙ୍କୁ ତିହାର ଜେଲରୁ ମୁକ୍ତ କରାଯିବ; ଯେଉଁଠାରେ ମଧ୍ୟବର୍ତ୍ତୀକାଳୀନ ଜାମିନ ଶେଷ ହେବା ପରେ…
ଶରୀର ଓ ମନକୁ ସୁସ୍ଥ ରଖିବା ପାଇଁ ଯୋଗ ଆବଶ୍ୟକ – ମୋଦୀ।
ଆଜି ଅନ୍ତର୍ଜାତୀୟ ଯୋଗ ଦିବସ। ଚଳିତ ବର୍ଷ ୧୦ମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରୁଛି ସାରା ବିଶ୍ୱ। ଚଳିତ ବର୍ଷ ଏହି ଦିବସରେ ଥିମ୍ ରହିଛି ‘ନିଜ ଓ ସମାଜ ପାଇଁ ଯୋଗ’। ଏହି ଅବସରରେ ଶ୍ରୀନଗରରେ ଯୋଗ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଡାଲ୍ ହ୍ରଦ ନିକଟରେ ଥିବା ଶୈର-ଏ-କଶ୍ମୀର…