Trending
- ତାଗିଦ୍ ପରେ ବି ଦୋକାନୀ ଶୁଣୁନାହାନ୍ତି – ବିଏମସି ମେୟର ସୁଲୋଚନା ଦାସ
- ବିଜେପିର ରାଷ୍ଟ୍ରୀୟ ସଭାପତି ଭାବେ ଦାୟିତ୍ୱ ଗ୍ରହଣ କଲେ ନୀତିନ ନବୀନ
- ଚିଲିକାରେ ଡଲଫିନ ଗଣନା ଆରମ୍ଭ, ଆଜିଠୁ ତିନିଦିନ ଧରି ଚାଲିବ ଗଣନା , ଡଙ୍ଗାଚଳାଚଳ ବନ୍ଦ
- ୟୁନିଟ୍-୧ ହାଟରେ ଭୟଙ୍କର ଅଗ୍ନିକାଣ୍ଡ ଘଟଣା: ସ୍ଥିତି ଅନୁଧ୍ୟାନ କରିଛନ୍ତି ବିଏମସି କମିଶନର ରଞ୍ଚଳ ରଣା
- ୟୁନିଟ-୧ ହାଟରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ
- କଳାହାଣ୍ଡି ଜିଲ୍ଲା ପାଇଁ ପ୍ରାୟ ୮୯୧ .୩୯ କୋଟି ଟଙ୍କା ବିନିମୟରେ ୩ ହଜାର ୬୧୨ ଟି ପ୍ରକଳ୍ପର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
- ବିଜେପିର ନୂଆ ସାରଥୀ ହେବେ ନୀତିନ ନବୀନ: ପ୍ରଥମ ଯୁବ ସଭାପତି ଭାବେ ନିଦ୍ୱନ୍ଦ୍ୱରେ ନିର୍ବାଚିତ ହେବା ନିଶ୍ଚିତ
- ଚଳିତ ବର୍ଷ ଚିଲିକାକୁ ଆସିଛନ୍ତି ୧୦୬ ପ୍ରଜାତିର ୧୧ ଲକ୍ଷ ୧୦ ହଜାର ୨୫୭ ଟି ବିଦେଶାଗତ ପକ୍ଷୀ
- ଆଜି ଠୁ ଭକ୍ତ ନିବାସରେ ଲାଗୁ ହେବ ହେବ ନୂଆ ପାର୍କିଂ ଫି
- ଦାବି ପୂରଣ ନ ହେଲେ ୨୪ ରେ ରୁ ଗଡ଼ିବନି ଘରୋଇ ବସ
Browsing Category
National
ନାମାଙ୍କନ ଭରିଲେ ମୋଦୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ବାରଣାସୀରୁ ଲୋକସଭା ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ କଲେ । ଏହା ପୂର୍ବରୁ ସେ ୨୦୧୪ ଓ ୨୦୧୯ରେ ବାରଣାସୀରୁ ନିର୍ବାଚନ ଜିତିଥିଲେ।ନାମାଙ୍କନ ପତ୍ର ଦାଖଲ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦି କାଳ ଭୈରବ ମନ୍ଦିରରେ ପହଞ୍ଚିଥିଲେ । ପ୍ରଧାନମନ୍ତ୍ରୀ ବାବା…
ଆଜି ନାମାଙ୍କନ ଭରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ଆଜି ନାମାଙ୍କନ ଭରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ତୃତୀୟ ଥର ପାଇଁ ବାରଣାସୀରୁ ପ୍ରାର୍ଥୀ ହୋଇଛନ୍ତି ମୋଦୀ । ପ୍ରାର୍ଥୀପତ୍ର ଦାଖଲ ପୂର୍ବରୁ ବାରଣାସୀର କାଶୀ ବିଶ୍ୱନାଥ ମନ୍ଦିରରେ ପୂଜାଚ୍ଚର୍ନା କରିଛନ୍ତି ପ୍ରଧାନମନ୍ତ୍ରୀ ।ଗତକାଲି ବାରଣାସୀରେ ପ୍ରଧାନମନ୍ତ୍ରୀଙ୍କ ବିଶାଳ ରୋଡ ସୋ’…
ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସୁଶୀଲ ମୋଦିଙ୍କ ପରଲୋକ
ରାଜ୍ୟ ସଭା ସଦସ୍ୟ ତଥା ବିହାରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସୁଶୀଲ ମୋଦିଙ୍କ ସୋମବାର ପରଲୋକ ହୋଇଯାଇଛି। ତାଙ୍କୁ ୭୨ ବର୍ଷ ହୋଇଥିଲା। ସେ କ୍ୟାନ୍ସରରେ ପୀଡ଼ିତ ଥିବା ଗତ ମାସରେ ଜଣାପଡ଼ିଥିଲା। ଏନେଇ ସେ ଲୋକ ସଭା ନିର୍ବାଚନରେ ଭାଗନେବାକୁ ଅସମର୍ଥ ପ୍ରକାଶ କରିଥିଲେ।ମଙ୍ଗଳବାର ତାଙ୍କ ମରଶରୀର…
ବଡ଼ ନେତାଙ୍କ ଭାଗ୍ୟ ପରୀକ୍ଷା
ଆଜି ଲୋକସଭା ନିର୍ବାଚନର ଚତୁର୍ଥ ପର୍ଯ୍ୟାୟ ପାଇଁ ସକାଳେ ୯ଟି ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳର ୯୬ଟି ଆସନରେ ମତଦାନ ଆରମ୍ଭ ହୋଇଛି । ଏହି ପର୍ଯ୍ୟାୟରେ ମୋଟ ୧୭୧୭ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା ହେବ।ସମାଜବାଦୀ ପାର୍ଟି ସୁପ୍ରିମୋ ଅଖିଳେଶ ଯାଦବ ଉତ୍ତରପ୍ରଦେଶର କନୌଜ…
ମା’ଙ୍କ ପାଇଁ ଦିନଟିଏ
ମା’ଙ୍କ ପାଇଁ ଦିନଟିଏ । ବିଶ୍ୱବ୍ୟାପୀ ପ୍ରତ୍ୟେଟି ମଣିଷ ଏହି ଦିବସକୁ ବେଶ ସହକାର ସହ ପାଳନ କରୁଛନ୍ତି । କିଏ କେକ୍ କାଟି ମାତୃ ଦିବସ ପାଳୁଛନ୍ତି ତ ଆଉ କିଏ ସୋସିଆଲ ମିଡିଆରେ ନିଜ ମାଙ୍କ ଫଟୋକୁ ସ୍ଥାନ ଦେଇ ମାତୃ ଦିବସ ପାଳନ କରୁଛନ୍ତି । ଦୁନିଆର ସବୁଠୁ ସୁନ୍ଦର ଶବ୍ଦ ହେଉଛି ମା, ଏହାର…
ଆଜି କେଜ୍ରିୱାଲଙ୍କ ପ୍ରଥମ ନିର୍ବାଚନ ରୋଡ ସୋ’ , ସାମ୍ବାଦିକ ସମ୍ମିଳନୀ କରି ବିରୋଧୀଙ୍କୁ କଲେ କଡ଼ା ସମାଲୋଚନା
ଜେଲରୁ ବାହାରିବା ପରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଆଜି ହନୁମାନ ଦର୍ଶନ କରିବା ପରେ ସିଧା ପାର୍ଟି ଅଫିସ ଯାଇଛନ୍ତି । ସେଠାରେ ଏକ ସଭା ଆୟୋଜନ କରିବା ପରେ ସେ ସିଧାସଳଖ ବିରୋଧୀଙ୍କୁ ଟାର୍ଗଟ କରିଛନ୍ତି । ସେ କହିଛନ୍ତି ଯେ ମୋଦି ତାନଶାହା ଶାସନ ଚଲାଇଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମ…
ଓଡ଼ିଶାକୁ ନେଇ ମୋଦିଙ୍କ ବଡ଼ ବୟାନ
ରାଜଧାନୀ ଭୁବନେଶ୍ୱରରେ ମେଗା ରୋଡ ଶୋ’ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତେବେ ଏହି ରୋଡ ଶୋ’ ପରେ ଓଡ଼ିଶାକୁ ନେଇ ଜାତୀୟ ଗଣମାଧ୍ୟମରେ ବଡ଼ ବୟାନ ଦେଇଛନ୍ତି ମୋଦି।ସେ କହିଛନ୍ତି, ଓଡିଶାରେ ବିପୁଳ ସମର୍ଥନ ମିଳୁଛି। ପୂର୍ବରୁ ଓଡ଼ିଶାରେ ଏପରି ଜନ ସମାଗମ ଓ ଉତ୍ସାହ ଦେଖି ନ ଥିଲି।…
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ମିଳିଲା ଅନ୍ତରୀଣ ଜାମିନ
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ମିଳିଲା ଅନ୍ତରୀଣ ଜାମିନ । ଜୁନ୍ ୧ ତାରିଖ ପର୍ଯ୍ୟନ୍ତ ଅନ୍ତରୀଣ ଜାମିନ ଦେଲେ ସୁପ୍ରିମକୋର୍ଟ । ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ମାର୍ଚ୍ଚ ୨୧ରେ କେଜ୍ରିୱାଲଙ୍କୁ ଗିରଫ କରିଥିଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ଗିରଫ ପରେ କେଜ୍ରିୱାଲ ତିହାର…
ଖୋଲିଲା କେଦାରନାଥ
ଭାରତର ବହୁ ଚର୍ଚ୍ଚିତ ତୀର୍ଥସ୍ଥାନ କେଦାରନାଥ ଧାମ୍ ଶୁକ୍ରବାରଠାରୁ ଖୋଲାଯାଇଛି। ହର ହର ମହାଦେବଙ୍କ ନାମ ଉଚ୍ଚାରଣ କରି ଭକ୍ତମାନେ ସେହି ସ୍ଥାନକୁ ପବିତ୍ର କରି ଦେଇଥିବା ସମୟରେ ମନ୍ଦିରର ଫାଟକ ଖୋଲିଥିଲା। ଆଜି ସକାଳ ୭ଟାରୁ କେଦାରନାଥ ମନ୍ଦିର ଭକ୍ତଙ୍କ ପାଇଁ ଖୋଲାଯାଇଛି।ଆଜି ପୂରା…
କେଜ୍ରିୱାଲଙ୍କୁ ଜାମିନ ମିଳିବା ସମ୍ଭାବନା କ୍ଷୀଣ!
ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଶୁକ୍ରବାର ଏକ ବଡ଼ ଦିନ। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଆଜି ଟ୍ରାଏଲ କୋର୍ଟରେ ମଦଫା ଦୁର୍ନୀତି ମାମଲାରେ ଏହାର ଚାର୍ଜସିଟ୍ ଦାଖଲ କରିବାକୁ ଯାଉଛି। ଏହାରି ମଧ୍ୟରେ ଚାର୍ଜସିଟ୍କୁ ନେଇ ବଡ଼ ଖୁଲାସା ହୋଇଛି। ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଚାର୍ଜସିଟ୍ରେ…