Trending
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
Browsing Category
National
ଭାରତ ଓ ରୁଷ ମଧ୍ୟରେ ବଡ଼ ଧରଣର ବିମାନ ଚୁକ୍ତି ସ୍ୱାକ୍ଷରିତ
ଭାରତୀୟ ବେସାମରିକ ବିମାନ ଚଳାଚଳ କ୍ଷେତ୍ରରେ ଏକ ନୂତନ ଏବଂ ଐତିହାସିକ ଯୁଗର ଆରମ୍ଭ ହେବାକୁ ଯାଉଛି। ଭାରତ ଓ ରୁଷ ମଧ୍ୟରେ ବଡ଼ ଧରଣର ବିମାନ ଚୁକ୍ତି ସ୍ୱାକ୍ଷରିତ ହେବା ନେଇ ସୂଚନା ମିଳିଛି, ଯାହା ଆଗାମୀ ଦିନରେ ବିଶ୍ୱ ବିମାନ ପରିବହନ ବଜାରର ସମ୍ପୂର୍ଣ୍ଣ ଚିତ୍ର ବଦଳାଇ ଦେବାର କ୍ଷମତା…
ବିହାରର ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁରେ ଭୟଙ୍କର ଅଗ୍ନିକାଣ୍ଡ, 4 ମୃତ , କ୍ଷତିପୂରଣ ଘୋଷଣା କଲେ…
ବିହାରର ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଏହି ଘଟଣାରେ ପ୍ରାୟ 4 ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୨୦ ଜଣଙ୍କୁ ଉଦ୍ଧାର କରାଯାଇଛି । ଆଗକୁ ଆହୁରି ମୃତ୍ୟୁ ସଂଖ୍ୟା ବଢିପାରେ ବୋଲି ଆଶଙ୍କା କରାଯାଉଛି । ଏହି ଘଟଣା ପ୍ରାୟ ଆଜି ଭୋର ୩ଟାରେ ହୋଇଥିବା…
ଦିଲ୍ଲୀର ମାଲବ୍ୟ ନଗରରେ ଥିବା ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ, ନିଆଁ ଲାଗି ୨୦ ଜଣଙ୍କ ମୃତ୍ୟୁ,ଏକାଧିକ ଗୁରୁତର
ଦିଲ୍ଲୀର ମାଲବ୍ୟ ନଗରରେ ଥିବା ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ। ନିଆଁ ଲାଗି ୨୦ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତ୍ୟୁ ସଂଖ୍ୟା ଆହୁରି ବଢ଼ିବା ନେଇ ଆଶଙ୍କା କରାଯାଉଛି। ଏକାଧିକ ଗୁରୁତରଙ୍କ ସ୍ୱାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ରହିଛି। ରେଷ୍ଟୁରାଣ୍ଟଟି ବିଲ୍ଡିଂର ବେସମେଣ୍ଟରେ…
STF ର DIG ଭାବେ ଦାୟିତ୍ୱ ଗ୍ରହଣ କଲେ ଆଇପିଏସ ଡକ୍ଟର କନୱର ବିଶାଲ ସିଂହ
ଆଜି ଅପରାହ୍ନରେ, ଡକ୍ଟର କନୱର ବିଶାଲ ସିଂହ, ଆଇପିଏସ, STF (ସ୍ପେଶାଲ୍ ଟାସ୍କ ଫୋର୍ସ), ଓଡିଶାର DIG ଭାବରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟିତ୍ୱ ଗ୍ରହଣ କରିବା ସମୟରେ, DIG STF ଗୁରୁତ୍ୱାରୋପ କରିଥିଲେ ଯେ ଡିଜିପି ଓଡ଼ିଶାଙ୍କ ନିର୍ଦ୍ଦେଶ ଏବଂ ଡିଜିପି କ୍ରାଇମଙ୍କ ମାର୍ଗଦର୍ଶନରେ…
ସବୁଠୁ ଅଧିକ ସମୟ ଯାଏ ନିର୍ବାଚିତ ପ୍ରଧାନମନ୍ତ୍ରୀ ହେବାର ରେକର୍ଡ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ,…
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜୁନ୍ ୯ ପୂର୍ବତନ ପ୍ରଧାନମନ୍ତ୍ରୀ ଜବାହାରଲାଲ୍ ନେହରୁଙ୍କ ରେକର୍ଡ ଭାଙ୍ଗିବେ । ପିଏମ୍ ମୋଦୀ ଦେଶର ଏପରି ପ୍ରଧାନମନ୍ତ୍ରୀ ହୋଇଯିବେ, ଯିଏ ନିର୍ବାଚିତ ହେବା ପରେ ସବୁଠୁ ଅଧିକ ସମୟ ଯାଏଁ ଏହି ପଦରେ ରହିବେ । ଅର୍ଥାତ୍ ସବୁଠୁ ଅଧିକ ସମୟ ଯାଏ ନିର୍ବାଚିତ…
୩୦ ଜୁନ୍ ପର୍ଯ୍ୟନ୍ତ ଦେଶବ୍ୟାପୀ ଚାଲିବ “ଖେତ ବଚାଓ ଅଭିଯାନ”
କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ଏବଂ ଗ୍ରାମୀଣ ବିକାଶ ମନ୍ତ୍ରୀ ଶ୍ରୀ ଶିବରାଜ ସିଂହ ଚୌହାନ "ଖେତ ବଚାଓ ଅଭିଯାନ"କୁ କେବଳ ଏକ ସଚେତନତା କାର୍ଯ୍ୟକ୍ରମ ନୁହେଁ ବରଂ ଚାଷ, ଚାଷୀ ଏବଂ ଗ୍ରାମଗୁଡ଼ିକୁ ସଂଯୋଗ କରୁଥିବା ଏକ ବ୍ୟାପକ ଜାତୀୟ ଅଭିଯାନ କରିବାର ବାର୍ତ୍ତା ଦେଇଛନ୍ତି। ଆଜି ଦିଲ୍ଲୀରେ …
ଦେଶର ୭୫.୫ ଲକ୍ଷରୁ ଅଧିକ ଉଠାଦୋକାନୀ ପିଏମ୍ ସ୍ୱନିଧି ଯୋଜନାରେ ଉପକୃତ
ଗୃହନିର୍ମାଣ ଓ ସହରାଞ୍ଚଳ ବ୍ୟାପାର ମନ୍ତ୍ରଣାଳୟର ପ୍ରମୁଖ ଅଣୁଋଣ ଯୋଜନା 'ପିଏମ୍ ଷ୍ଟ୍ରିଟ୍ ଭେଣ୍ଡର୍ସ ଆତ୍ମନିର୍ଭର ନିଧି' ବା ପିଏମ୍-ସ୍ୱନିଧି, ସୁଲଭ ଏବଂ ଗ୍ୟାରେଣ୍ଟି-ମୁକ୍ତ ଋଣ, ଡିଜିଟାଲ୍ ଅନ୍ତର୍ଭୁକ୍ତୀକରଣ ଏବଂ ସାମାଜିକ ସୁରକ୍ଷା ମାଧ୍ୟମରେ ଉଠାଦୋକାନୀମାନଙ୍କୁ ସଶକ୍ତ କରିବାର ଛଅ…
୫ ମହଲା କୋଠା ଭୁଶୁଡ଼ିବା ଦୁର୍ଘଟଣାସ୍ଥଳ ପରିଦର୍ଶନ କରିବା ସହ ଚାଲିଥିବା ଉଦ୍ଧାର କାର୍ଯ୍ୟର ସମୀକ୍ଷା କଲେ ଦିଲ୍ଲୀ…
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ରେଖା ଗୁପ୍ତା ସୈଦୁଲାଜବ ଅଞ୍ଚଳରେ ୫ ମହଲା କୋଠା ଭୁଶୁଡ଼ିବା ଦୁର୍ଘଟଣାସ୍ଥଳ ପରିଦର୍ଶନ କରିବା ସହ ଚାଲିଥିବା ଉଦ୍ଧାର କାର୍ଯ୍ୟର ସମୀକ୍ଷା କରିଛନ୍ତି। ଗତକାଲି ରାତିରୁ ଉଦ୍ଧାରକାରୀ ଦଳ ନିରନ୍ତର ଭାବେ କାର୍ଯ୍ୟରେ ନିୟୋଜିତ ଅଛନ୍ତି। ମୁଖ୍ୟମନ୍ତ୍ରୀଙ୍କ…
ଓଡ଼ିଶାରେ ବେଲ ପଣା କେବଳ ପାନୀୟ ନୁହେଁ, ଏହା ଭାରତର ବିଭିନ୍ନ ଅଞ୍ଚଳର ପରମ୍ପରାର ଏକ ଅଂଶ – ପ୍ରଧାନମନ୍ତ୍ରୀ…
୩୪ତମ ମନ୍ କି ବାତ୍ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ମୁହଁରେ ଓଡ଼ିଶା କଥା । ଓଡ଼ିଶାର ବେଲପଣାକୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଗ୍ରୀଷ୍ମ ପ୍ରବାହକୁ ନେଇ ସତର୍କ ରହିବାକୁ ପରାମର୍ଶ ଦେଲେ ପ୍ରଧାନମନ୍ତ୍ରୀ । ଏଥିସହ ଦେଶର ବିଭିନ୍ନ ସ୍ଥାନର ପାନୀୟକୁ ନେଇ ଆଲୋଚନା କଲେ…
ଅଭିଷେକଙ୍କ ପରେ ପୁଣି ଜଣେ ଟିଏମସି ସାଂସଦଙ୍କ ଉପରେ ଆକ୍ରମଣ ,ଲିସ ଷ୍ଟେସନ ସାମ୍ନାରେ କଲ୍ୟାଣ ବାନାର୍ଜୀଙ୍କ ଉପରେ…
ପଶ୍ଚିମବଙ୍ଗରେ ପୁଣି ଜଣେ ଟିଏମସି ସାଂସଦଙ୍କ ଉପରେ ଆକ୍ରମଣ ଘଟଣା ସାମ୍ନାକୁ ଆସିଛି । ହୁଗୁଲି ସ୍ଥିତ ଚଣ୍ଡିତଲା ପୋଲିସ ଷ୍ଟେସନ ସାମ୍ନାରେ ଟିଏମସି ସାଂସଦ କଲ୍ୟାଣ ବାନାର୍ଜୀଙ୍କ ଉପରେ ଆକ୍ରମଣ ହୋଇଛି । ଟିଏମସି ସାଂସଦ କହିଛନ୍ତି, ବିଜେପି କର୍ମୀ ତାଙ୍କ ଉପରେ ଆକ୍ରମଣ କରିଛନ୍ତି । ତାଙ୍କ…