Trending
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
- ଏହି କାରଣରୁ ବ୍ରିକସ୍ସ ମ୍ମିଳନୀ ମଝିରୁ ନିଜ ଦେଶକୁ ଫେରିଗଲେ ଅବୁଧାବୀ କ୍ରାଉନ ପ୍ରିନ୍ସ
- ୧୮ତମ BRICS ଶିଖର ସମ୍ମିଳନୀ ୨୦୨୬: ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଫଟୋ ଉଠାଇବାକୁ ବିଦେଶୀ ମହିଳା ପ୍ରତିନିଧିମାନଙ୍କ ମଧ୍ୟରେ ବେଶ ଉତ୍ସାହ
- ବ୍ରିକ୍ସ ସମ୍ମିଳନୀରେ ଆତଙ୍କବାଦ ବିରୋଧରେ ଭାରତର କୂଟନୈତିକ ଆଭିମୁଖ୍ୟକୁ ବଡ଼ ସମର୍ଥନ
- ୟୁଏଇରେ ତିନି ଦିନିଆ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟି ଟଙ୍କାର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା
- ବନତାରାରୁ ନନ୍ଦନକାନନକୁ ଆସିଲେ ୪୦ରୁ ଅଧିକ ଜୀବଜନ୍ତୁ,ପର୍ଯ୍ୟଟକଙ୍କ ପାଇଁ ଏହା ହେବ ଏକ ନୂଆ ଅନୁଭୂତି
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
Browsing Category
National
ମହାରାଷ୍ଟ୍ରରେ ଗାଈକୁ “ରାଜ୍ୟମାତା” ସମ୍ମାନ
ମହାରାଷ୍ଟ୍ର ସରକାର ଏକ ନିର୍ଦ୍ଦେଶ ଜାରି କରି ଗାଈକୁ ରାଜ୍ୟମାତା ଭାବେ ଘୋଷଣା କରିଛନ୍ତି। ନିର୍ଦ୍ଦେଶରେ ଲେଖାଯାଇଛି ଯେ, ପ୍ରଶାସନ ଏହି ନିଷ୍ପତ୍ତି ନେଇଛି ଯେ, ଗାଈର ଭାରତୀୟ ସଂସ୍କୃତି, ବୈଦିକ ସମୟ ସହ ମହତ୍ତ୍ୱ ରହିଛି। ଦେଶୀ ଗାଈର କ୍ଷୀର ଖାଦ୍ୟ ପାଇଁ ଉପଯୁକ୍ତ। ଆୟୁର୍ବେଦ ଚିକିତ୍ସା…
ଈଶ୍ବରଙ୍କୁ ରାଜନୀତିରୁ ଦୂରେଇ ରଖନ୍ତୁ -ସୁପ୍ରିମ୍କୋର୍ଟ
ଯେଉଁମାନେ ସାମ୍ବିଧାନିକ ପଦବୀରେ ଅଛନ୍ତି ଈଶ୍ବରଙ୍କୁ ରାଜନୀତିରୁ ଦୂରେଇ ରଖିବେ ବୋଲି ଆଶା କରାଯାଉଛି। ତିରୁପତି ମନ୍ଦିର ଲଡୁ ବିବାଦକୁ ନେଇ ସୁପ୍ରିମ୍କୋର୍ଟଙ୍କ ଏକ ଖଣ୍ଡପୀଠ ଶୁଣାଣି ବେଳେ ଏହି ମନ୍ତବ୍ୟ ଦେଇଛନ୍ତି।ଆନ୍ଧ୍ରପ୍ରଦେଶ ସରକାରଙ୍କ ପକ୍ଷରୁ ଲଢୁଥିବା ଓକିଲ ମୁକୁଲ…
ଅପମାନଜନକ ମନ୍ତବ୍ୟ ଦେଇଥିବାରୁ କଂଗ୍ରେସର ନେତା ଖର୍ଗେଙ୍କୁ ନିନ୍ଦା କରିଛନ୍ତି ଅମିତ ଶାହା
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସଂପର୍କରେ ଅପମାନଜନକ ମନ୍ତବ୍ୟ ଦେଇଥିବାରୁ କଂଗ୍ରେସର ବରିଷ୍ଠ ନେତା ମଲ୍ଳିକାର୍ଜୁନ ଖର୍ଗେଙ୍କୁ ନିନ୍ଦା କରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା।ମଲ୍ଳିକାର୍ଜୁନ ଖର୍ଗେ ତାଙ୍କ ଅଭିଭାଷଣରେ କହିଥିଲେ ଯେ, ‘‘ମୋଦୀ କ୍ଷମତାରୁ ହଟିବା ଦେଖିବା ପାଇଁ…
ବାଂଲାଦେଶରେ ଏବେ ବି ହିନ୍ଦୁଙ୍କୁ ଟାର୍ଗେଟ୍
ପଡ଼ୋଶୀ ଦେଶ ବାଂଲାଦେଶରେ କଠୋରପନ୍ଥୀଙ୍କ ଖୋଲାଖୋଲି ଧମକ। ଏନେଇ ହିନ୍ଦୁ ସଂଖ୍ୟାଲଘୁଙ୍କ ପାଇଁ ସମସ୍ୟା ବଢ଼ିବାରେ ଲାଗିଛି। ଅନେକ ଛାତ୍ର ସଂଗଠନ ଦେଶରେ ଇସଲାମିକ ନିୟମକୁ ଆଧାର କରି ଶାସନ କରିବାକୁ ଦାବି ମଧ୍ୟ କରୁଛନ୍ତି। ବର୍ତ୍ତମାନ ଦୁର୍ଗାପୂଜା ପାଳନ ନକରିବାକୁ ହିନ୍ଦୁଙ୍କୁ ଧମକ…
ମିଥୁନଙ୍କୁ ମିଳବ ଦାଦା ସାହେବ ଫାଲକେ ଆଓ୍ବାର୍ଡ
ଅଭିନେତା ମିଥୁନ ଚକ୍ରବର୍ତ୍ତୀ ଭାରତୀୟ ସିନେମା ଜଗତର ଦିଗ୍ଜ ଓ ଲୋକପ୍ରିୟ କଳାକାର। ତାଙ୍କୁ ଦାଦା ସାହେବ ଫାଲକେ ସମ୍ମାନ ମିଳିବାକୁ ଯାଉଛି। ଏନେଇ କେନ୍ଦ୍ରମନ୍ତ୍ରୀ ଅଶ୍ୱନୀ ବୈଷ୍ଣବ ଟ୍ବିଟ କରି ସୂଚନା ଦେଇଛନ୍ତି। ଅକ୍ଟୋବର ୮ ନ୍ୟାଶନାଲ ଫିଲ୍ମ ଆଓ୍ବାର୍ଡ ସମାରୋହରେ ତାଙ୍କୁ ଏହି…
ବିହାରରେ ଭୟଙ୍କର ବନ୍ୟା
ଲଗାଣ ବର୍ଷା ଯୋଗୁଁ ବିହାରରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। କର୍ତ୍ତୃପକ୍ଷ ବନ୍ୟା ସତର୍କ ସୂଚନା ଜାରି କରିବା ସହ ଯୁଦ୍ଧସ୍ତରରେ ଲୋକଙ୍କୁ ସୁରକ୍ଷିତ ସ୍ଥାନାନ୍ତର ଜାରି ରଖିଛନ୍ତି। ୧୩ଟି ଜିଲ୍ଲାର ୧୬ ଲକ୍ଷ ଲୋକ ଏହି ବନ୍ୟାରେ ପ୍ରଭାବିତ ହୋଇଛନ୍ତି। ବନ୍ୟା ପ୍ରଭାବିତ ଅଂଚଳରେ…
ଆସୁଛି ଶୀତ ଋତୁ ,ଦିଲ୍ଲୀକୁ ଘାରିଲାଣି ପ୍ରଦୂଷଣ ଚିନ୍ତା, ମାର୍ଗଦର୍ଶିକା ଜାରି
ଦିଲ୍ଲୀରେ ବାୟୁ ପ୍ରଦୂଷଣ ଚିନ୍ତାର ବିଷୟ ପାଲଟିଥିବାବେଳେ ଆଗାମୀ ଶୀତ ଋତୁରେ ଏହା ଅଧିକ ସାଙ୍ଘାତିକ ହେବାର ଆଶଙ୍କା ରହିଛି। ବିଶେଷ କରି କୋଠାବାଡ଼ି, ରାସ୍ତାଘାଟ ନିର୍ମାଣ ସମୟରେ ବାହାରୁଥିବା ଧୂଳି ବାୟୁମଣ୍ଡଳରେ ମିଶିବା ଫଳରେ ପ୍ରଦୂଷଣ ବଢ଼ିବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି…
ଭାରତକୁ ସୁରକ୍ଷା ପରିଷଦର ସ୍ଥାୟୀ ସଦସ୍ୟତା ଦିଆଯିବାକୁ ରୁଷିଆ ସମର୍ଥନ କରିଛି
ମିଳିତ ଜାତିସଂଘ ସୁରକ୍ଷା ପରିଷଦରେ ସ୍ଥାନ ପାଇବାକୁ ଭାରତକୁ ଅନେକ ଦେଶ ସମର୍ଥନ କରିଛନ୍ତି । ଏହାରି ଭିତରେ ରୁଷିଆ ମଧ୍ୟ ଭାରତକୁ ସମର୍ଥନ କରିଛି । ବ୍ରିଟେନ, ଆମେରିକା, ଫ୍ରାନ୍ସ, ଭୁଟାନ, ପର୍ତ୍ତୁଗାଲ ଏବଂ ଚିଲି ଭାରତକୁ ୟୁଏନଏସସିର ସ୍ଥାୟୀ ସଦସ୍ୟ କରିବା ପାଇଁ ସମର୍ଥନ…
ମୁମ୍ବାଇରେ ହାଇ ଆଲର୍ଟ
ମୁମ୍ବାଇରେ ଆତଙ୍କବାଦୀ ଆକ୍ରମଣ ସମ୍ଭାବନା ଥିବା ଗୁଇନ୍ଦା ସୂଚନା ପରେ ସୁରକ୍ଷା ବ୍ୟବସ୍ଥାକୁ ବଢ଼ାଇ ଦିଆଯାଇଛି । ପାର୍ବଣ ସମୟରେ ମୁମ୍ବାଇରେ ଆତଙ୍କବାଦୀ ଆକ୍ରମଣ ସମ୍ଭାବନା ଥିବା କେନ୍ଦ୍ରୀୟ ଏଜେନ୍ସୀ ସୂଚନା ଦେବା ପରେ ହାଇ ଆର୍ଲଟରେ ମୁମ୍ବାଇ । ଜନଗହଳିପୂର୍ଣ୍ଣ ଅଞ୍ଚଳ ଏବଂ ଧାର୍ମିକ ସ୍ଥଳ…
ନଡ୍ଡାଙ୍କ ସ୍ଥାନ ନେବେ ବସୁନ୍ଧରା
ପୁଣି ଥରେ ଭାଜପା ଏକ ବଡ ମାଷ୍ଟରଷ୍ଟ୍ରୋକ ଖେଳିବାକୁ ଯାଉଛି। ଏକ ଜାତୀୟ ଗଣମାଧ୍ୟମ ରିପୋର୍ଟନୁସାରେ ଦଳର ହାଇକମାଣ୍ଡ ରାଜସ୍ଥାନର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ରାଷ୍ଟ୍ରୀୟ ଉପସଭାପତି ବସୁନ୍ଧରା ରାଜେଙ୍କୁ ରାଷ୍ଟ୍ରୀୟ ଅଧ୍ୟକ୍ଷ କରିପାରନ୍ତି।ଖୁବ ଶୀଘ୍ର ଏନେଇ ଘୋଷଣା କରାଯାଇପାରେ ବୋଲି…