Trending
- ଫୁଲବାଣୀ ପୋଲିସ ରିଜର୍ଭ ପଡ଼ିଆରେ ୧୦ ଜଣ ମାଓବାଦୀଙ୍କ ଆତ୍ମସମର୍ପଣ
- ଜିତିଲା ମୃତ୍ୟୁ,ହରିଶ ରାଣାଙ୍କୁ ‘ଇଚ୍ଛାମୃତ୍ୟୁ’ ପାଇଁ ମଞ୍ଜୁରୀ ଦେଲେ ସୁପ୍ରିମକୋର୍ଟ
- ନନ୍ଦନକାନନ ପାଇଁ ଖୁସି ଖବର,୫ ପ୍ରଜାତିର ୧୧ ଜୀବଜନ୍ତୁ ଆସିଛନ୍ତି ,ଦେଖିବାକୁ ଲାଗିବ ପର୍ଯ୍ୟଟଙ୍କ ଭିଡ଼
- ରାଜଧାନୀରେ ଗର୍ଜିଲେ ଆଉଟସୋର୍ସିଂ କର୍ମଚାରୀ
- ଇସ୍ତଫା ଦେଲେ ଇଣ୍ଡିଗୋ ଏୟାର ଲାଇନ୍ସର ସିଇଓ
- ରାଜ୍ୟରେ ଯଥେଷ୍ଟ ପରିମାଣର ରନ୍ଧନ ଗ୍ୟାସ ଉପଲବ୍ଧ ରହିଛି ,ଚିନ୍ତିତ ନ ହେବାକୁ ପରାମର୍ଶ- ଓଡ଼ିଶା ସରକାର
- ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା
- ଯୁଦ୍ଧ ଯୋଗୁଁ ଏଲ୍ପିଜି ସିଲିଣ୍ଡରର ଅଭାବ, ସ୍ଥିତି ନସୁଧୁରିଲେ, ୨ ଦିନ ଭିତରେ ବଡ଼ ବଡ଼ ସହରରେ ବନ୍ଦ ରହିବ ରେଷ୍ଟୁରାଣ୍ଟ
- ଷ୍ଟ୍ରେଟ୍ ଅଫ୍ ହରମୁଜ ଦେଇ ଗୋଟିଏ ଲିଟର ବି ତେଲ କେହି ନେଇପାରିବେ ନାହିଁ – ଇରାନ
- ଓଡ଼ିଶାର 9 ଟି ଷ୍ଟେସନ ଦେଇ ଚାଲିବ ଏକ ନୂତନ ଅମୃତ ଭାରତ ଟ୍ରେନ୍
Browsing Category
National
ଧ୍ୟାନ ଶେଷ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
କନ୍ୟାକୁମାରୀରେ ବିବେକାନନ୍ଦ ମେମୋରିଆଲରେ ଶିଳାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ଦୁଇ ଦିନିଆ ଧ୍ୟାନ ସମାପ୍ତ କରିଛନ୍ତି। ଗୁରୁବାର ସଦ୍ଧ୍ୟରେ ପ୍ରଧାନମନ୍ତ୍ରୀ ଲୋକସଭା ନିର୍ବାଚନ ପ୍ରଚାର ଶେଷ କରି କାନ୍ୟମୁକରି ଯାଇ ଧ୍ୟାନରେ ବସିଥିଲେ। ପ୍ରଧାନମନ୍ତ୍ରୀ ପ୍ରାୟ ୪୫ ଘଣ୍ଟା…
ଏକଜିଟ ପୋଲରୁ ଦୁରେଇ ରହିବ କଂଗ୍ରେସ- ଅମିତ ଶାହା
ଲୋକସଭା ନିର୍ବାଚନ ପରେ ଏକଜିଟ ପୋଲକୁ କଂଗ୍ରେସ ହାରିବା ଭୟରେ ଦୁରେଇ ରଖିଛି ଏଭଳି କିଛି ମନ୍ତବ୍ୟ ଦେଇଛନ୍ତି ଅମିତ ଶାହା । କଂଗ୍ରେସ ହାରିବା ଭୟରେ ଏଭଳି କରୁଥିବା ସେ କହିଛନ୍ତି ସେ ଆହୁରି ମଧ୍ୟ କହିଛନ୍ତି କଂଗ୍ରେସ ଦୀର୍ଘଦିନ ଧରି ହାରିବା ଭୟକୁ ଅସ୍ୱିକାର କରିଛି । ନିବାଚନରେ ସେମାନେ…
ପୂର୍ବାହ୍ନ ୧୧ଟା ସୁଦ୍ଧା ଦେଶରେ ୨୬.୩୦ ପ୍ରତିଶତ ମତଦାନ
ଦେଶରେ ଲୋକସଭା ନିର୍ବାଚନର ସପ୍ତମ ତଥା ଶେଷ ପର୍ଯ୍ୟାୟ ପାଇଁ ସାତୋଟି ରାଜ୍ୟ ତଥା ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳର ୫୭ ଟି ସଂସଦୀୟ ଆସନରେ ମତଦାନ ଜାରି ରହିଛି। ଦେଶରେ ପୂର୍ବାହ୍ନ ୧୧ଟା ସୁଦ୍ଧା ୨୬.୩୦ ପ୍ରତିଶତ ମତଦାନ ହୋଇଛି।
ସେଥିମଧ୍ୟରୁ ହିମାଚଳ ପ୍ରଦେଶ ୩୧.୯୨ ପ୍ରତିଶତ ମତଦାନ…
ଦେଶର ୫୭ ଲୋକସଭା ଆସନରେ ମତଦାନ ଆରମ୍ଭ
ଲୋକସଭା ନିର୍ବାଚନ-୨୦୨୪ର ଚୂଡ଼ାନ୍ତ ପର୍ଯ୍ୟାୟରେ ଶନିବାର ୮ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ ମୋଟ୍ ୫୭ଟି ଆସନରେ ମତଦାନ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଆରମ୍ଭ ହୋଇଛି। ବିହାର, ଚଣ୍ଡିଗଡ଼, ହିମାଚଳପ୍ରଦେଶ, ଝାଡ଼ଖଣ୍ଡ, ଓଡ଼ିଶା, ପଂଜାବ, ଉତ୍ତରପ୍ରଦେଶ ଏବଂ ପଶ୍ଚିମବଙ୍ଗରେ ୫୭…
ଧ୍ୟାନରେ ବସିଛନ୍ତି ମୋଦି
ଲୋକ ସଭା ନିର୍ବାଚନର ଶେଷ ପର୍ଯ୍ୟାୟ ଭୋଟ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାମିଲନାଡୁର କନ୍ୟାକୁମାରୀରେ ଧ୍ୟାନ କରୁଛନ୍ତି। କୁହାଯାଉଛି ଯେ ପିଏମ ମୋଦି ଧ୍ୟାନ କକ୍ଷରେ ମୌନ ଅଛନ୍ତି। ସା ୬.୪୫ରୁ ପ୍ରଧାନମନ୍ତ୍ରୀ ଧ୍ୟାନରେ ବସିଛନ୍ତି। ଏହି ଅବଧି ମଧ୍ୟରେ ପିଏମ ମୋଦି କାହା ସହ କଥା…
୪୮ ଘଂଟା ପର୍ଯ୍ୟନ୍ତ ଧ୍ୟାନ ମୁଦ୍ରାକୁ ଯାଇଛନ୍ତି ନରେନ୍ଦ୍ର ମୋଦି
ନିର୍ବାଚନ ପ୍ରଚାର ସରିବା ପରେ କନ୍ୟାକୁମାରୀରେ ପହଁଚିଛନ୍ତି ପ୍ରଧାନମନ୍ତ୍ରୀ । ୪୮ ଘଂଟା ପର୍ଯ୍ୟନ୍ତ ଧ୍ୟାନ ମୁଦ୍ରାକୁ ଯାଇଛନ୍ତି ନରେନ୍ଦ୍ର ମୋଦି । କନ୍ୟାକୁମାରୀରେ ପହଁଚିବା ପରେ ପ୍ରଥମେ ଭଗବତୀ ଅମ୍ମନ ମନ୍ଦିରକୁ ଯାଇ ମୋଦି ପୂଜାର୍ଚ୍ଚନା କରିଛନ୍ତି । ପରେ ସମୁଦ୍ର ମଧ୍ୟରେ ଅବସ୍ଥିତ…
ମୋଦିଙ୍କ ବିବାଦୀୟ ମନ୍ତବ୍ୟ
ଲୋକ ସଭା ନିର୍ବାଚନ ଶେଷ ହେବାକୁ ବସିଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାକ୍ଷାତ୍କାରରେ ପୂର୍ବର କଂଗ୍ରେସ ସରକାରଗୁଡ଼ିକୁ ସମାଲୋଚନା କରିବାକୁ ଯାଇ କହିଛନ୍ତି, ଗାନ୍ଧିଜୀ ଜଣେ ମହାନ୍ ଆତ୍ମା ଥିଲେ। ଗତ ୭୫ ବର୍ଷ ମଧ୍ୟରେ ତାଙ୍କୁ ସେଭଳି ବୈଶ୍ୱିକ ସ୍ବୀକୃତି ପ୍ରଦାନ କରାଇବା କ’ଣ…
କେଜ୍ରିୱାଲଙ୍କ ଜାମିନ ମିଆଦ ବୃଦ୍ଧି ଆବେଦନ: ଜରୁରୀ ଶୁଣାଣି ପାଇଁ ମନା କଲେ ସୁପ୍ରିମ୍କୋର୍ଟ
ନିର୍ବାଚନ ପ୍ରଚାର ପାଇଁ ଜାମିନରେ ଜେଲ୍ରୁ ବାହାରକୁ ଆସିଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ସ୍ବାସ୍ଥ୍ୟଗତ କାରଣ ଦର୍ଶାଇ ତାଙ୍କ ଜାମିନ ମିଆଦକୁ ଆଉ ସପ୍ତାହେ ବୃଦ୍ଧି କରିବାପାଇଁ ସୁପ୍ରିମକୋର୍ଟରେ ଏକ ଆବେଦନ କରିଥିଲେ। ଏହି ଆବେଦନର ସେ ଜରୁରୀ ଶୁଣାଣି କରିବାପାଇଁ ନିବେଦନ…
ଓଡ଼ିଶାରେ ପ୍ରଧାନମନ୍ତ୍ରୀ
ଆଜି ପୁଣି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ମୟୂରଭଞ୍ଜ ବାରିପଦା, ବାଲେଶ୍ବରର ରେମୁଣା ଓ କେନ୍ଦ୍ରାପଡ଼ାରେ ବିଶାଳ ଜନସଭାକୁ ସମ୍ବୋଧନ କରିବେ ମୋଦି । ପ୍ରଧାନମନ୍ତ୍ରୀ ମୋଦି ଦିନିକିଆ ଗସ୍ତରେ ଆସି ବାରିପଦା ଛଉ ପଡିଆରେ ବିଶାଳ ଜନ ସଭାରେ ଉଦବୋଧନ ଦେବେ । ଏଥିସହ…
ମାଡିଆସୁଛି ମହାମାରୀ
ବ୍ରିଟେନ୍ର ପୂର୍ବତନ ମୁଖ୍ୟ ବୈଜ୍ଞାନିକ ପରାମର୍ଶଦାତା ସାର୍ ପାଟ୍ରିକ୍ ଭାଲାନ୍ସ ସତର୍କ କରାଇଛନ୍ତି। ସେଥିପାଇଁ ଆଗାମୀ ସରକାର ପ୍ରସ୍ତୁତି ଉପରେ ପ୍ରାଥମିକତା ଦେବାକୁ ସେ ପରାମର୍ଶ ଦେଇଛନ୍ତି। ନୂତନ ଭାବେ ସୃଷ୍ଟି ହେଉଥିବା ବିପଦକୁ ଶୀଘ୍ର ଚିହ୍ନଟ କରିବା ପାଇଁ ଉନ୍ନତ ସର୍ଭିଲାନ୍ସ…