Trending
- ମହାକାଶରେ ଇସ୍ରୋର ଆଉ ଏକ ସଫଳତା,ଶ୍ରୀହରିକୋଟାରୁ GSLV-F18 ରକେଟ୍ ରେ NVS-03 ଉପଗ୍ରହର ସଫଳ ଉତକ୍ଷେପଣ
- ଭାରତୀୟ ବାୟୁସେନାର ୨୯ତମ ମୁଖ୍ୟ ଭାବେ କାର୍ଯ୍ୟଭାର ଗ୍ରହଣ କଲେ ଏୟାର ଚିଫ୍ ମାର୍ଶଲ ଆଶୁତୋଷ ଦୀକ୍ଷିତ
- ଭୟଙ୍କର ଭୂସ୍ଖଳନରେ ପୋତି ହୋଇ ଯାଇଥିବା ୧୨ଜଣଙ୍କୁ ଖୋଜିବ ହେଲିକପ୍ଟର
- ଚାଷୀଙ୍କ ଆକାଉଣ୍ଟକୁ ଗଲା ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୨୪ତମ କିସ୍ତି
- ବାତ୍ୟା ଅର୍ଣ୍ଣବ ପରେ ଗଞ୍ଜାମ ଓ ଗଜପତିରେ ବ୍ୟାପକ କ୍ଷୟକ୍ଷତି – ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
Browsing Category
National
ମାଲବାହୀକୁ ଧକ୍କା ଦେଲା ବାଗମତୀ ଏକ୍ସପ୍ରେସ୍
ତାମିଲନାଡ଼ୁର ତିରୁବଲ୍ଲୁରରେ ଆଜି ରାତିରେ ଏକ ବଡ଼ ଟ୍ରେନ୍ ଦୁର୍ଘଟଣା ଘଟିଛି। ବିହାରର ଦରଭଙ୍ଗା ଯାଉଥିବା ବାଗମତୀ ଏକ୍ସପ୍ରେସ୍ (୧୨୫୭୮) ସହ ମାଲବାହୀ ଟ୍ରେନ୍ର ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ବାଗମତୀ ଏକ୍ସପ୍ରେସ୍ର ୧୨ଟି ବଗି ଲାଇନ୍ଚ୍ୟୁତ ହେବା ସହ ଦୁଇଟି ବଗିରେ ନିଆଁ ଲାଗିଯାଇଛି।…
ନ୍ୟୁଜିଲାଣ୍ଡ ବିପକ୍ଷ ଟେଷ୍ଟ ସିରିଜ ପାଇଁ କିଏ ହେଲେ ଉପ ଅଧିନାୟକ ?
ରୋହିତ ଶର୍ମାଙ୍କ ନେତୃତ୍ୱରେ ନ୍ୟୁଜିଲାଣ୍ଡ ବିପକ୍ଷ ତିନି ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା ହୋଇଛି। ବାଂଲାଦେଶ ସହ ବିଜୟ ପରେ ଟିମ୍ ଭାରତ ଏବେ ଭଲ ଫର୍ମରେ ରହିଛି । ୧୫ ଜଣିଆ ଟିମରେ ଦ୍ରୁତ ବୋଲର ଯଶପ୍ରୀତ ବୁମ୍ରାଙ୍କୁ ଉପ-ଅଧିନାୟକ ଦାୟିତ୍ୱ ମିଳିଛି। ବାଂଲାଦେଶ…
ମୋଦି ଦାନ ଦେଇଥିଲେ ଚୋର ନେଇଗଲେ ମା ଦେବୀ କାଳୀଙ୍କର ମୁକୁଟ
ବାଂଲାଦେଶରେ ହିନ୍ଦୁ ମନ୍ଦିରରେ କଣ ସବୁ ଚାଲିଛି ତାକୁ ନେଇ ଭାରତ ଅସନ୍ତୋଷ ପ୍ରକାଶ କରିଛି । ହିନ୍ଦୁ ଦେବାଦେବୀ ମନ୍ଦିର ଆକ୍ରମଣ ବାରମ୍ବାର ହେଉଛି । ମୂର୍ତ୍ତି ଭଂଗା ଯାଉଥିବା ବେଳେ ମନ୍ଦିର ଭଂଗାଯାଉଛି । ତେବେ ପ୍ରଧାନମନ୍ତ୍ରୀ ମୋଦି ଯେଉଁ ମନ୍ଦିରର ମା କାଳୀଙ୍କୁ ସୁନାର ମୁକୁଟ…
ତାମିଲନାଡ଼ୁରେ ରେଳ ଦୁର୍ଘଟଣା:୨ ବଗିରେ ନିଆଁ, ୧୨ ବଗି ଲାଇନ୍ଚ୍ୟୁତ
ମହୀଶୂର-ଦରଭଙ୍ଗା ଏକ୍ସପ୍ରେସ୍ (ଟ୍ରେନ୍ ନମ୍ବର ୧୨୫୭୮) ଚେନ୍ନାଇ ଡିଭିଜନର କବରାରାପେଟ୍ଟାଇଠାରେ ଲାଇନଚ୍ୟୁତ ହୋଇଛି। ଲାଇନଚ୍ୟୁତ ହେବା ପରେ ଟ୍ରେନଟି ଅଟକି ରହିଥିବା ଏକ ମାଲବାହୀ ଟ୍ରେନକୁ ଧକ୍କା ଦେଇଥିଲା। ଏହି ଧକ୍କା ପରେ ୫ଟି ବଗି ଲାଇନଚ୍ୟୁତ ହେବା ସହ କେତେକ ବଗିରେ ନିଆଁ…
ନିହୋନ ହିଡ଼ାନକିୟୋଙ୍କୁ ନୋବେଲ ଶାନ୍ତି ପୁରସ୍କାର
ଜାପାନର ସଂଗଠନ ନିହୋନ ହିଡ଼ାନକିୟୋ 2024 ମସିହା ପାଇଁ ନୋବେଲ ଶାନ୍ତି ପୁରସ୍କାର ଜିତିଛି । ଏହି ସଂଗଠନ ହିରୋସିମା ଏବଂ ନାଗାସାକି ଉପରେ ପରମାଣୁ ବୋମା ଆକ୍ରମଣରେ ବଞ୍ଚିଥିବା ଲୋକଙ୍କ ଦେଖାଶୁଣା ସୁନିଶ୍ଚିତ କରୋ ପରମାଣୁ ଅସ୍ତ୍ର ଆଉ ଯେମିତି ବ୍ୟବହାର ନହୁଏ ସେ ଦିଗରେ ଏହି ଜାପାନୀ…
ତୋପ ଗୋଳା ବିସ୍ଫୋରଣ ହେବାରୁ ଦୁଇ ଜଣ ଅଗ୍ନିବୀରଙ୍କ ମୃତ୍ୟୁ
ନାଶିକ ମିଲିଟାରୀ ସେଣ୍ଟରରେ ନିୟମିତ ତାଲିମ ସମୟରେ ବିସ୍ଫୋରଣ ଯୋଗୁ ଦୁଇଜଣ ଅଗ୍ନିବୀରଙ୍କ ଦୁଃଖଦ ମୃତ୍ୟୁ ହୋଇଥିବା ଜଣାପଡିଛି। ଲାଇଭ ଫାୟାର ଆର୍ଟିଲରିଅଭ୍ୟାସ ସମୟରେଏହି ଦୁର୍ଘଟଣା ଘଟିଛି।ଏହି ବିସ୍ଫୋରଣ ଘଟିଥିଲା ଯେତେବେଳେ ସୈନିକମାନେ ଆର୍ଟିଲିରିରୁ ଗୁଳି ଚଳାଇବା ଅଭ୍ୟାସ କରୁଥିଲେ,…
ହିନ୍ଦୁମାନଙ୍କୁ ଏକଜୁଟ ହେବାକୁ ଆହ୍ଵାନ ଦେଲେ ଗିରିରାଜ ସିଂ
ବିଜେପିର ଫାୟାରବ୍ରାଣ୍ଡ ନେତା ତଥା ବେଗୁସରାଇ ସାଂସଦ ଗିରିରାଜ ସିଂ ୧୮ ଅକ୍ଟୋବର ୨୦୨୪ରୁ ବିହାରରେ ହିନ୍ଦୁ ସ୍ୱାଭିମାନ ଯାତ୍ରା ଆରମ୍ଭ କରିବାକୁ ଯାଉଛନ୍ତି। ଏହି ଯାତ୍ରାର ପ୍ରଥମ ପର୍ଯ୍ୟାୟ ୧୮ ଅକ୍ଟୋବରରେ ଭାଗଲପୁରରୁ ଆରମ୍ଭ ହୋଇ ୨୨ ଅକ୍ଟୋବରରେ କିଶାନଗଞ୍ଜରେ ଶେଷ ହେବ |
କେନ୍ଦ୍ର…
୧୦ ପାକିସ୍ତାନୀ ନାଗରିକଙ୍କୁ ଗିରଫ କଲା ଦିଲ୍ଲୀ ପୁଲିସ
ନକଲି ପରିଚୟ ସହ ବେଙ୍ଗାଲୁରୁରେ ରହୁଥିବା ୭ ପାକିସ୍ତାନୀ ନାଗରିକ ଗିରଫ ହେବାର କିଛି ଦିନ ପରେ ଦିଲ୍ଲୀ ପୁଲିସ ପୁଣି ଆଉ ୧୦ ଜଣଙ୍କୁ ଏହି ଅଭିଯୋଗରେ ଗିରଫ କରିଛି। ସେମାନଙ୍କ ମଧ୍ୟରେ ୬ ଜଣ ମହିଳା ଅଛନ୍ତି। ଦେଶର ବିଭିନ୍ନ ଅଂଶରେ ସେମାନେ ହିନ୍ଦୁ ନାମରେ ବେଆଇନ ଭାବେ ରହୁଛନ୍ତି। …
ପଶ୍ଚିମବଙ୍ଗରେ ଡାକ୍ତର ଆନ୍ଦୋଳନ
ପଶ୍ଚିମବଙ୍ଗରେ ଆର୍ଜି କର ମେଡିକାଲ କଲେଜ ଓ ହସ୍ପିଟାଲରେ ଜଣେ କନିଷ୍ଠ ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାରେ ନ୍ୟାୟ ଦାବିରେ କୋଲକାତାରେ ଚାଲିଥିବା କନିଷ୍ଠ ଡାକ୍ତରଙ୍କ ଆନ୍ଦୋଳନକୁ ସମର୍ଥନ କରି ବିଭିନ୍ନ ସରକାରୀ ଚିକିତ୍ସା ଅନୁଷ୍ଠାନର ଅଧିକ ବରିଷ୍ଠ ଡାକ୍ତର ସାମୂହିକ ଇସ୍ତଫା ଦେବା…
ଦୁଇ ଦିନିଆ ଭିଏତନାମା ଗସ୍ତରେ ମୋଦି
ଲାଓସରେ ପ୍ରଧାନମନ୍ତ୍ରୀ ମୋଦି । ଆଜି ଲାଓସରେ ପହଂଚିବାପରେ ପ୍ରଧାନମନ୍ତ୍ରୀଙ୍କ ଭବ୍ୟ ସ୍ବାଗତ କରାଯାଇଥିଲା । ଦୁଇ ଦିନିଆ ଭିଏତନାମା ଗସ୍ତରେ ଥିବା ପିଏମ୍ ମୋଦି 21ତମ ଆସିଆନ ସମିଟ ସହ ଇଷ୍ଟ ଏସିଆ ସମିଟରେ ସାମିଲ ହେବେ । ସମ୍ମିଳନୀରେ ସାମିଲ ହେବାକୁ ମୋଦିଙ୍କୁ ନିମନ୍ତ୍ରଣ କରିଥିଲେ…