Trending
- ଫୁଲବାଣୀ ପୋଲିସ ରିଜର୍ଭ ପଡ଼ିଆରେ ୧୦ ଜଣ ମାଓବାଦୀଙ୍କ ଆତ୍ମସମର୍ପଣ
- ଜିତିଲା ମୃତ୍ୟୁ,ହରିଶ ରାଣାଙ୍କୁ ‘ଇଚ୍ଛାମୃତ୍ୟୁ’ ପାଇଁ ମଞ୍ଜୁରୀ ଦେଲେ ସୁପ୍ରିମକୋର୍ଟ
- ନନ୍ଦନକାନନ ପାଇଁ ଖୁସି ଖବର,୫ ପ୍ରଜାତିର ୧୧ ଜୀବଜନ୍ତୁ ଆସିଛନ୍ତି ,ଦେଖିବାକୁ ଲାଗିବ ପର୍ଯ୍ୟଟଙ୍କ ଭିଡ଼
- ରାଜଧାନୀରେ ଗର୍ଜିଲେ ଆଉଟସୋର୍ସିଂ କର୍ମଚାରୀ
- ଇସ୍ତଫା ଦେଲେ ଇଣ୍ଡିଗୋ ଏୟାର ଲାଇନ୍ସର ସିଇଓ
- ରାଜ୍ୟରେ ଯଥେଷ୍ଟ ପରିମାଣର ରନ୍ଧନ ଗ୍ୟାସ ଉପଲବ୍ଧ ରହିଛି ,ଚିନ୍ତିତ ନ ହେବାକୁ ପରାମର୍ଶ- ଓଡ଼ିଶା ସରକାର
- ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା
- ଯୁଦ୍ଧ ଯୋଗୁଁ ଏଲ୍ପିଜି ସିଲିଣ୍ଡରର ଅଭାବ, ସ୍ଥିତି ନସୁଧୁରିଲେ, ୨ ଦିନ ଭିତରେ ବଡ଼ ବଡ଼ ସହରରେ ବନ୍ଦ ରହିବ ରେଷ୍ଟୁରାଣ୍ଟ
- ଷ୍ଟ୍ରେଟ୍ ଅଫ୍ ହରମୁଜ ଦେଇ ଗୋଟିଏ ଲିଟର ବି ତେଲ କେହି ନେଇପାରିବେ ନାହିଁ – ଇରାନ
- ଓଡ଼ିଶାର 9 ଟି ଷ୍ଟେସନ ଦେଇ ଚାଲିବ ଏକ ନୂତନ ଅମୃତ ଭାରତ ଟ୍ରେନ୍
Browsing Category
National
ସ୍ୱାତୀ ମାଲିୱାଲ କେସ୍ ; ବିଭବ କୁମାରଙ୍କୁ ୪ ଦିନ ପାଇଁ ନ୍ୟାୟିକ ହେପାଜତକୁ ପଠାଇଲେ କୋର୍ଟ
ସ୍ୱାତୀ ମାଲିୱାଲ କେସରେ ବିଭବ କୁମାରଙ୍କୁ ୪ ଦିନ ପାଇଁ ବିଚାର ବିଭାଗୀୟ ହେପାଜତକୁ ପଠାଇଲେ କୋର୍ଟ । ତୀସ ହଜାରୀ କୋର୍ଟଙ୍କ ଆଦେଶ ଅନୁସାରେ, ଆସନ୍ତା ମେ ୨୮ ତାରିଖ ପର୍ଯ୍ୟନ୍ତ ବିଭବ କୁମାର ନ୍ୟାୟିକ ହେପାଜତରେ ରହିବେ । ତେବେ ଆଜି ଅର୍ଥାତ ଶୁକ୍ରବାର ବିଭବ କୁମାରଙ୍କୁ କୋର୍ଟରେ ହାଜର…
ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ମୁହଁ ଖୋଲିଲେ ପିଏମ ମୋଦୀ
ମଦ ଦୁର୍ନୀତି ମାମଲା ସହ ଜଡିତ ମନି ଲଣ୍ଡରିଂ ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଗିରଫ କରିଥିଲା । ସେ ବର୍ତ୍ତମାନ ଅନ୍ତରୀଣ ଜାମିନରେ ପଦାକୁ ଆସିଛନ୍ତି, ପୁଣି ଜୁନ ୨ରେ ସେ ସରେଣ୍ଡର କରିବେ । ଏନେଇ ଅନେକ ପ୍ରକାର ପ୍ରଶ୍ନ ବି ଉଠିଛି । ଏହାରି ମଧ୍ୟରେ ନରେନ୍ଦ୍ର…
ଷଷ୍ଠ ପର୍ଯ୍ୟାୟ ମତଦାନ ପାଇଁ ଶେଷ ହେଲା ପ୍ରଚାର
ଆସନ୍ତା ୨୫ରେ ପଡିବ ଦେଶରେ ଷଷ୍ଠ ପର୍ଯ୍ୟାୟ ଭୋଟ୍ । ଏଥିପାଇଁ ଆଜି ଶେଷ ହୋଇଛି ପ୍ରଚାର । ଆଜି ପ୍ରଚାରର ଶେଷ ଦିନ ଥିବାରୁ ବିଜେପି, କଂଗ୍ରେସ, ଆମ୍ ଆଦମୀ ପାର୍ଟି, ସମାଜବାଦୀ ପାର୍ଟି ଭଳି ଦଳ ଜୋରଦାର ପ୍ରଚାର କରିଛନ୍ତି । ଷଷ୍ଠ ପର୍ଯ୍ୟାୟରେ ଦେଶର ୬ ରାଜ୍ୟ ଓ ୨ କେନ୍ଦ୍ରଶାସିତ ଅଂଚଳର ୫୮ଟି…
ଆଜି ଓଡ଼ିଶା ଆସୁଛନ୍ତି ବିଜେପିର ୩ ଫାୟାର ବ୍ରାଣ୍ଡ ନେତା
ରାଜ୍ୟରେ ଆଉ ଦୁଇଟି ପର୍ଯ୍ୟାୟ ନିର୍ବାଚନ ବାକି ରହିଛି । ତୃତୀୟ ପର୍ଯ୍ୟାୟ ନିର୍ବାଚନ ୨୫ ତାରିଖରେ ହେବାକୁ ଥିବା ବେଳେ ୬ଟି ଲୋକସଭା ଓ ଏହା ଅଧୀନରେ ଆସୁଥିବା ୪୨ଟି ବିଧାନସଭା ଆସନରେ ପଡ଼ିବ ଭୋଟ । ଏଥିପାଇଁ ଆଜି ସରୁଛି ପ୍ରଚାର । ସେପଟେ ବିଜେପି ତୁଙ୍ଗ ନେତାଙ୍କ ତୁଫାନୀ ପ୍ରଚାର ଜାରି…
କିଛି ବର୍ଷର ନିରବତା ପରେ ପୁଣି ଦେଶରେ କୋଭିଡ ଭୂତାଣୁକୁ ନେଇ ଭୟ ସୃଷ୍ଟି
କିଛି ବର୍ଷର ନିରବତା ପରେ ପୁଣି ଦେଶରେ କୋଭିଡ ଭୂତାଣୁକୁ ନେଇ ଭୟ ସୃଷ୍ଟି ହୋଇଛି । ସିଂଗାପୁର ପରେ ଭାରତରେ କୋଭିଡର ନୂଆ ଭାରିଆଣ୍ଟ ଦ୍ୱାରା ସଂକ୍ରମିତ ୩୨୪ ଜଣ ଚିହ୍ନଟ ହୋଇଛନ୍ତି । ଭାରତରେ କୋଭିଡର ନୂଆ ଭାରିଆଣ୍ଟ କେପି-୧ ଓ କେପି-୨ ଦ୍ୱାରା ସଂକ୍ରମିତ ହୋଇଛନ୍ତି ଏହି ୩୨୪ ବ୍ୟକ୍ତି । ଏହି…
ସୁନାର ୧୦ ଗ୍ରାମ ପିଛା ଦାମ୍ ୮୩୧ ଟଙ୍କା ବୃଦ୍ଧି ପାଇ ୭୪,୨୨୨ ଟଙ୍କାରେ ପହଞ୍ଚିଛି
ଇରାନ ଓ ଇସ୍ରାଏଲ୍ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଥିବାରୁ ସୁନାର ୧୦ ଗ୍ରାମ ପିଛା ଦାମ୍ ୮୩୧ ଟଙ୍କା ବୃଦ୍ଧି ପାଇ ୭୪,୨୨୨ ଟଙ୍କାରେ ପହଞ୍ଚିଛି। ସୁନା ଦାମ୍ରେ ହୋଇଥିବା ବୃଦ୍ଧିର ଅନ୍ୟତମ କାରଣ ହେଉଛି ଆମେରିକାରେ ମୁଦ୍ରାସ୍ଫୀତିରେ ଘଟିଥିବା ହ୍ରାସ। ଏହାର ପ୍ରଭାବରେ ଆମେରିକା ସୁଧ ହାର…
ନୂତନ ଭାରତ ବିପଦପୂର୍ଣ୍ଣ
ପାକିସ୍ତାନୀ ରାଷ୍ଟ୍ରଦୂତ ମିଳିତ ଜାତିସଂଘର ସାଧାରଣ ସଭାରେ ନିଜର ଦୁଃଖ ପ୍ରକାଶ କରି ଏହା କହିଛନ୍ତି। ନିକଟରେ ସାଧାରଣ ସଭାକୁ ସମ୍ବୋଧିତ କରିବାବେଳେ ପାକିସ୍ତାନର ସ୍ଥାୟୀ ରାଷ୍ଟ୍ରଦୂତ ମୁନିର ଆକ୍ରମ କହିଛନ୍ତି, ନୂତନ ଭାରତ ବିପଦପୂର୍ଣ୍ଣ। ଭାରତର ଏହି ଅଭିଯାନ କେବଳ ପାକିସ୍ତାନରେ ସୀମିତ…
କେଜ୍ରିୱାଲ୍ଙ୍କୁ ବିଚାର ବିଭାଗୀୟ ହାଜତକୁ ନେବାକୁ କୋର୍ଟରେ ଇଡିର ଆବେଦନ
ଦିଲ୍ଲୀ ମଦ ନୀତି ଦୁର୍ନୀତି ମାମଲାରେ ଛନ୍ଦି ହୋଇ ଜାମିନରେ ଆସିଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ୍ଙ୍କ ଜାମିନ ମିଆଦ ଜୁନ୍ ୨ ତାରିଖରେ ଶେଷ ହେଉଛି। ଏହି ସ୍ଥିତିରେ ଆଜି ମାମଲାର ପ୍ରତିପକ୍ଷ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଦିଲ୍ଲୀର ରାଉଜ୍ ଆଭେନ୍ୟୁ କୋର୍ଟଙ୍କ…
ମମତାଙ୍କୁ ଲିଗାଲ ନୋଟିସ୍
ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଭାରତ ସେବାଶ୍ରମ ସଂଘ (ବିଏସ୍ଏସ୍)ର ସମ୍ପାଦକ ସ୍ବାମୀ ପ୍ରଦୀପ୍ତାନନ୍ଦ ସୋମବାର ଲିଗାଲ ନୋଟିସ୍ ପଠାଇ ୪୮ ଘଣ୍ଟା ମଧ୍ୟରେ ନିଃସର୍ତ୍ତ କ୍ଷମା ମାଗିବାକୁ କହିଛନ୍ତି। ପ୍ରଦୀପ୍ତାନନ୍ଦଙ୍କ ସମେତ ଗୋଟିଏ ଗୋଷ୍ଠୀ ସନ୍ଥ ଭାଜପା ପାଇଁ କାର୍ଯ୍ୟ…
ଆଜି ଓଡ଼ିଶା ଆସୁଛନ୍ତି ଶାହା
୨୦୨୪ ନିର୍ବାଚନକୁ ନିଜ ସପକ୍ଷରେ ପୂର୍ଣ୍ଣ ବହୁମତ ସହ ନେବା ଲାଗି ଭାଜପା ନିଜର ଜୋରଦାର ଉଦ୍ୟମ ଚଳାଇଛି। ଭାଜପାର ନିର୍ବାଚନୀ ପ୍ରଚାରକୁ ଶାଣିତ କରିବା ପାଇଁ କେନ୍ଦ୍ର ଓ ରାଜ୍ୟ ନେତୃବୃନ୍ଦ ବିଭିନ୍ନ ସ୍ଥାନ ଗସ୍ତ କରୁଛନ୍ତି ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା…