Trending
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
- ଏହି କାରଣରୁ ବ୍ରିକସ୍ସ ମ୍ମିଳନୀ ମଝିରୁ ନିଜ ଦେଶକୁ ଫେରିଗଲେ ଅବୁଧାବୀ କ୍ରାଉନ ପ୍ରିନ୍ସ
- ୧୮ତମ BRICS ଶିଖର ସମ୍ମିଳନୀ ୨୦୨୬: ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଫଟୋ ଉଠାଇବାକୁ ବିଦେଶୀ ମହିଳା ପ୍ରତିନିଧିମାନଙ୍କ ମଧ୍ୟରେ ବେଶ ଉତ୍ସାହ
- ବ୍ରିକ୍ସ ସମ୍ମିଳନୀରେ ଆତଙ୍କବାଦ ବିରୋଧରେ ଭାରତର କୂଟନୈତିକ ଆଭିମୁଖ୍ୟକୁ ବଡ଼ ସମର୍ଥନ
- ୟୁଏଇରେ ତିନି ଦିନିଆ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟି ଟଙ୍କାର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା
- ବନତାରାରୁ ନନ୍ଦନକାନନକୁ ଆସିଲେ ୪୦ରୁ ଅଧିକ ଜୀବଜନ୍ତୁ,ପର୍ଯ୍ୟଟକଙ୍କ ପାଇଁ ଏହା ହେବ ଏକ ନୂଆ ଅନୁଭୂତି
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
Browsing Category
National
ହରିୟାଣାର ହିସାର ବିଧାନସଭା ଆସନରୁ ନିର୍ବାଚନ ଲଢ଼ିବେ ଭାରତର ଧନୀ ମହିଳା ସାବିତ୍ରୀ
ଭାରତର ଧନୀ ମହିଳା ଭାବେ ପରିଚିତ ସାବିତ୍ରୀ ଜିନ୍ଦଲ ହରିୟାଣାର ହିସାର ବିଧାନସଭା ଆସନରୁ ନିର୍ବାଚନ ଲଢ଼ିବେ। ସାବିତ୍ରୀ ହେଉଛନ୍ତି ବିଶିଷ୍ଟ ଶିଳ୍ପପତି ତଥା କୁରୁକ୍ଷେତ୍ର ବିଜେପି ସାଂସଦ ନବୀନ ଜିନ୍ଦଲଙ୍କ ମା’। ତେବେ ସାବିତ୍ରୀ ବିଜେପିରୁ ନିର୍ବାଚନ ଲଢ଼ିବେ ନାହିଁ। ସେ ସ୍ଵାଧୀନ ଭାବେ…
ସିକ୍କିମରେ ସଡକ ଦୁର୍ଘଟଣା
ସିକ୍କିମରେ ବଡ ଧରଣର ସଡକ ଦୁର୍ଘଟଣା । 700 ଫୁଟ ତଳକୁ ଖସିଲା ସେନାଗାଡି । ଅକାଳରେ ଚାଲିଗଲା 4 ଯବାନଙ୍କ ଜୀବନ । ଗୁରୁବାର ପାକୟୋଙ୍ଗରେ ଏହି ଦୁର୍ଘଟଣା ହୋଇଥିବା ବେଳେ ବର୍ତ୍ତମାନ ସେମାନଙ୍କର ପରିଚୟ ମିଳିଛି । ପଶ୍ଚିମବଙ୍ଗର ପେଡୋଙ୍ଗରୁ ଜୁଲୁକ ଯାଉଥିବା ବେଳେ ସେନାଗାଡି ଘାଟିରୁ ତଳକୁ…
ସୁରକ୍ଷାବାହିନୀକୁ ବଡ ସଫଳତା
ସୁରକ୍ଷାବାହିନୀଙ୍କ ଗୁଳିମାଡରେ ଟଳିପଡିଲେ ନକ୍ସଲ । ତେଲେଙ୍ଗାନା ଭଦ୍ରାଦି କୋଥାଗୁଡେମ ଜିଲ୍ଲାରେ ନକ୍ସଲ ଏବଂ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିବା ବେଳେ 6ଜଣ ନକ୍ସଲ ଟଳିପଡିଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି । ଅନ୍ୟପଟେ ଦୁଇଜଣ ସୁରକ୍ଷାକର୍ମୀ ମଧ୍ୟ ଆହତ ହୋଇଥିବା…
ସିଙ୍ଗାପୁରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ସିଙ୍ଗାପୁରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ସିଙ୍ଗାପୁର ପ୍ରଧାନମନ୍ତ୍ରୀ ଙ୍କ ଆମନ୍ତ୍ରଣ କ୍ରମେ ମୋଦୀ ଏହି ଦକ୍ଷିଣ ଏସୀୟ ରାଷ୍ଟ୍ର ଗସ୍ତ କରିଥିବା ଜଣାପଡିଛି। ଆଜି ( ଗୁରୁବାର) ସିଙ୍ଗାପୁର ପାର୍ଲାମେଣ୍ଟରେ ମୋଦୀଙ୍କ ସରକାରୀ ଭାବେ ସ୍ଵାଗି ସମ୍ବର୍ଦ୍ଧନା ଜ୍ଞାପନ କରାଯିବ। ଏହାପରେ ସେ…
ସନ୍ଦୀପ ଘୋଷଙ୍କୁ ବାଜିଲା ଶକ୍ତ ଚାପୁଡ଼ା
ସୋମବାର ଦିନ ସିବିଆଇ ଆରଜି କର ମେଡିକାଲ୍ କଲେଜର ପୂର୍ବତନ ପ୍ରିନ୍ସିପାଲ ସନ୍ଦୀପ ଘୋଷ, ତାଙ୍କର ଅତିରିକ୍ତ ସୁରକ୍ଷା କର୍ମୀ ଅଫସର ଅଲିଙ୍କ ସମେତ ବିପ୍ଲାବ ସିଂଘ ଓ ସୁମନ ହଜ୍ରା ନାମକ ଅନ୍ୟ ଦୁଇଜଣଙ୍କୁ ଆରଜି କର ମେଡିକାଲ କଲେଜ ଦୁର୍ନୀତି ମାମଲାରେ ଗିରଫ କରିଛି।
ମଙ୍ଗଳବାର ଦିନ…
ଦୁଷ୍କର୍ମ ଏବଂ ଯୌନ ଅପରାଧ ବିରୋଧରେ ମିଳିବ କଠୋର ଦଣ୍ଡ
କୋଲକାତା: ଦୁଷ୍କର୍ମ ଏବଂ ଯୌନ ଅପରାଧକାରୀଙ୍କୁ ମିଳିବ କଠୋର ଦଣ୍ଡ । ମମତା ବାନାର୍ଜୀଙ୍କ ସରକାର ଆଣିଛନ୍ତି ନୂଆ ଆଇନ । ଆଜୀବନ କାରାଦଣ୍ଡ ସହ ମୃତ୍ୟୁଦଣ୍ଡ ବି ମିଳିବ । ଆଇନକୁ କଠୋର କରିବାକୁ ଲକ୍ଷ୍ୟ ରଖି ପଶ୍ଚିମବଙ୍ଗ ବିଧାନସଭାରେ ସର୍ବସମ୍ମତି କ୍ରମେ 'ଅପରାଜିତା' ବିଲ୍ ପାରିତ…
ଆଜିଠାରୁ ଦେଶବ୍ୟାପି ବିଜେପିର ସଦସ୍ୟତା ସଂଗ୍ରହ ଅଭିଯାନ ଆରମ୍ଭ
ଆଜିଠାରୁ ଦେଶବ୍ୟାପି ବିଜେପିର ସଦସ୍ୟତା ସଂଗ୍ରହ ଅଭିଯାନ ଆରମ୍ଭ ହୋଇଛି। ପ୍ରଥମ ସଦସ୍ୟ ଭାବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପରେ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମଧ୍ୟ ସଦସ୍ୟତା ଗ୍ରହଣ କରିଛନ୍ତି। ବିଜେପିରେ ସବୁ ବର୍ଗର ଓ ସବୁ ସ୍ତରର ଲୋକଙ୍କୁ ସାମିଲ କରିବା ପାଇଁ…
ପାଣି ଘେରରେ ଆନ୍ଧ୍ର ସହର
ଆନ୍ଧ୍ରପ୍ରଦେଶ ଓ ତେଲଙ୍ଗାନାରେ ବର୍ଷା ପ୍ରକୋପ ଅବ୍ୟାହତ ହୋଇଛି। ଦୁଇ ରାଜ୍ୟରେ ବର୍ଷାଜନିତ ଘଟଣାରେ ମୋଟ ୨୮ ଜଣ ପ୍ରାଣ ହରାଇଛନ୍ତି। ଏଥିମଧ୍ୟରୁ ଆନ୍ଧ୍ରରେ ୧୨ ଏବଂ ତେଲଙ୍ଗାନାରେ ୧୬ ଜଣଙ୍କର ମୃତ୍ୟୁ ଘଟିଛି। ଭାରତୀୟ ପାଣିପାଗ କାର୍ଯ୍ୟାଳୟ (ଆଇଏମଡି) ପକ୍ଷରୁ ତେଲଙ୍ଗାନାର ଆଦିଲାବାଦ,…
ଦୁଷ୍କର୍ମ ମାମଲାଗୁଡ଼ିକ ବହୁସଂଖ୍ୟାରେ ବିଚାରାଧୀନ ରହିବା ନ୍ୟାୟପାଳିକା ପାଇଁ ଏକ ବଡ଼ ଚ୍ୟାଲେଞ୍ଜ – ରାଷ୍ଟ୍ରପତି
କୋଲକାତାରେ ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟାକାଣ୍ଡ ନେଇ ଜୋର୍ଦାର ପ୍ରତିବାଦ ଭିତରେ ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଷ୍କର୍ମ ମାମଲାରେ ତ୍ୱରିତ ନ୍ୟାୟ ସୁନିଶ୍ଚିତ କରିବା ଉପରେ ଗୁରୁତ୍ବାରୋପ କରିଛନ୍ତି । ରାଷ୍ଟ୍ରପତି କହିଛନ୍ତି ଯେ ଦୁଷ୍କର୍ମ ମାମଲାଗୁଡ଼ିକ ବହୁସଂଖ୍ୟାରେ…
ଜମ୍ମୁ ଦାରବାର ନିକଟରେ ଆକ୍ରମଣ
ଜମ୍ମୁ-କଶ୍ମୀରର ଜମ୍ମୁ ଦାରବାର ନିକଟରେ ଥିବା ସଞ୍ଜୱାନ ସେନା ଶିବିର ଉପରେ ଆକ୍ରମଣ ଘଟିବାରୁ ଜଣେ ଯବାନ ଗୁରଚତ ଭାବେ ଆହତ ହୋଇଛନ୍ତି। କ୍ୟାମ୍ପ୍ର ସାଣ୍ଟ୍ରି ପୋଷ୍ଟ୍ ପାଖାପାଖି ଏହି ଆକ୍ରମଣ ଘଟିଥିବାର ସୂଚନା ରହିଛି। ଏହି ଆକ୍ରମଣ ପରେ ସଂପୃକ୍ତ ଅଞ୍ଚଳରେ ଏବେ ସର୍ଚ୍ଚ ଅପରେସନ ଆରମ୍ଭ…