Browsing Category

National

ପାସ୍ ହେଲା ୩ ସଂଶୋଧିତ ନୂଆ ଆଇନ ବିଲ୍

ଭାରତୀୟ ନ୍ୟାୟ ସଂହିତା, ଭାରତୀୟ ନାଗରିକ ସୁରକ୍ଷା, ଭାରତୀୟ ସାକ୍ଷ୍ୟ ଆଇନ ଲୋକସଭାରେ ଆଜି ପାସ୍ ହୋଇଛି ।  ଏହି ବିଲ୍ ପାସ୍ ଅବସରରେ ନାଗରିକଙ୍କ ସୁରକ୍ଷା, ଗୁରୁତ୍ୱ ଏବଂ ରାଷ୍ଟ୍ରହିତକୁ କଥା କହିଛନ୍ତି ଗୃହମନ୍ତ୍ରୀ ଅମିତ୍ ଶାହ । ମବ୍ ଲିଞ୍ଚିଂ ବା ଭିଡ଼ ହିଂସା ଏକ ଘୃଣିତ ଅପରାଧ ଅଟେ । ଆଉ…

ଡରାଇଲାଣି କରୋନା

ଆଜି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ହେବ କୋଭିଡ ବୈଠକ। ସବୁ ରାଜ୍ୟର ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସହ ବୈଠକ କରିବେ କେନ୍ଦ୍ର ସରକାର। କୋଭିଡ ସ୍ଥିତି ସମୀକ୍ଷା କରିବେ। କେରଳ ଓ କର୍ଣ୍ଣାଟକରେ ସଂକ୍ରମଣ ବଢିବା ପରେ ଗାଇଡଲାଇନ ଜାରି କରାଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ବୈଷୟିକ…

ତାମିଲନାଡୁରେ ପ୍ରବଳ ବର୍ଷା

ପାଣିରେ ଉବୁଡୁବୁ ତାମିଲନାଡୁ । ଗତ ୨ ଦିନ ହେଲାଣି ପ୍ରବଳ ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି । ତାମିଲନାଡୁରେ ପ୍ରବଳ ବର୍ଷା ଯୋଗୁଁ ଭୟଙ୍କର ପରିସ୍ଥିତି ସୃଷ୍ଟି ହୋଇଛି । ତାମିଲନାଡୁର ଦକ୍ଷିଣ ଭାଗରେ ପ୍ରବଳ ବର୍ଷା ଯୋଗୁ ରେଲଓ୍ୱେ ଟ୍ରାକ୍ କ୍ଷତିଗ୍ରସ୍ତ ହୋଇଛି । ଫଳରେ…

ମଦ ଦୁର୍ନୀତି ମାମଲା:କେଜ୍ରିୱାଲଙ୍କୁ ପୁଣି ED ସମନ

କେଜ୍ରିୱାଲଙ୍କୁ ପୁଣି ଥରେ ଇଡି ସମନ କରିଛି । ମଦ ଦୁର୍ନୀତି ମାମଲାରେକେଜ୍ରିୱାଲଙ୍କୁ ପୁଣି ED ସମନ କରିବାକୁ ନେଇ ରାଜନୀତି ଜୋର ଧରିଛି । ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆପ୍ ଆବାହକ ଅରବିନ୍ଦ କେଜ୍ରିୱାଲଙ୍କୁ ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ପୁଣି ଥରେ ସମନ୍ କରିଛି ପ୍ରବର୍ତ୍ତନ…

ଶୀତ ଅଧିବେଶନରୁ ମୋଟ ୯୨ ସାଂସଦଙ୍କୁ ନିଲମ୍ବିତ କରାଯାଇଛି: ଓମ ବିର୍ଲା

ନୂଆଦିଲ୍ଲୀ:ସଂସଦରେ ସୁରକ୍ଷା ତ୍ରୁଟି କୁ ନେଇ ଲଗାତାର ଚତୁର୍ଥ ଦିନ ଲୋକସଭାରେ ଉତ୍ତେଜନା ଦେଖାଦେଇଥିଲା  । ଲୋକସଭାରେ ସୁରକ୍ଷା ତ୍ରୁଟି ଘଟଣାରେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହାଙ୍କ ବୟାନ ଦାବି କରି ବିରୋଧୀ ଏମପିଙ୍କ ହଙ୍ଗାମା ପାଇଁ ଉଭୟ ଗୃହରୁ ୯୨ ସଦସ୍ୟ ନିଲମ୍ବିତ ହୋଇଛନ୍ତି। …

୩୩ ସାଂସଦ ନିଲମ୍ବିତ

ନୂଆଦିଲ୍ଲୀ: ସଂସଦର ସୁରକ୍ଷା ତ୍ରୁଟି ନେଇ ହୋହଲ୍ଲା ପ୍ରସଙ୍ଗରେ ପୂର୍ବରୁ ୧୪ ସାଂସଦଙ୍କୁ ଲୋକସଭା ବାଚସ୍ପତି ସସପେଣ୍ଡ କରିଥିବାବେଳେ ଆଉ ୩୩ ଲୋକସଭା ସାଂସଦ ହେଲେ ସସପେଣ୍ଡ । ସାଂସଦ ଅଧୀର ରଞ୍ଜନ ଚୌଧୁରୀଙ୍କ ସମେତ ଅନ୍ୟାନ୍ୟ ସାଂସଦଙ୍କୁ ସସପେଣ୍ଡ କରିଛନ୍ତି ବାଚସ୍ପତି । ଚଳିତ ଶୀତ…

କର୍ଣ୍ଣାଟକକୁ ଫେରିଲା ମାସ୍କ

ପଡ଼ୋଶୀ ରାଜ୍ୟ କେରଳରେ କୋଭିଡ ମହାମାରୀ ବୃଦ୍ଧି ପରେ କର୍ଣ୍ଣାଟକରେ ମାସ୍କ ପିନ୍ଧିବାକୁ ପରାମର୍ଶ ଦେଇଛି କର୍ଣ୍ଣାଟକ ସ୍ୱାସ୍ଥ୍ୟ ମନ୍ତ୍ରଣାଳ । ବିଶେଷ କରି ବରିଷ୍ଠ ନାଗରିକ ଏବଂ ବହୁବିଧ ରୋଗରେ ପୀଡ଼ିତ ବ୍ୟକ୍ତିଙ୍କୁ ମାସ୍କ ପିନ୍ଧିବାକୁ ପରାମର୍ଶ ଦିଆଯାଇଛି । କୋଭିଡ ମହାମାରୀକୁ ନେଇ ଭୟଭୀତ…

ସଶକ୍ତ ହେଉଛି ଭାରତୀୟ ବାୟୁସେନା

ଆକାଶ ଓ୍ବିପନ ସିଷ୍ଟମର ସଫଳ ପରୀକ୍ଷଣ କରାଯାଇଛି । ଏହି ୱିପନ ସିଷ୍ଟମ ଗୋଟିଏ ଥରରେ ୪ଟି ଲକ୍ଷ୍ୟଭେଦ କରିଛି । ଏପରି ପ୍ରତିରକ୍ଷା କ୍ଷମତା ହାସଲ କରିବାରେ ଭାରତ ବିଶ୍ୱରେ ପ୍ରଥମ ଦେଶ ବୋଲି ଡିଆରଡିଓ ପକ୍ଷରୁ କୁହାଯାଇଛି । ପରୀକ୍ଷଣ ବେଳେ ଗୋଟିଏ ଦିଗରୁ ୪ଟି ଟାର୍ଗେଟ୍ କ୍ଲୋଜ ଫର୍ମେସନରେ…

କୌଣସି ଶକ୍ତି ନାହିଁ ଯିଏ ଜମ୍ମୁ-କଶ୍ମୀରରେ ଧାରା ୩୭୦କୁ ଫେରାଇ ପାରିବ

ଜମ୍ମୁ-କଶ୍ମୀରରୁ ଧାରା ୩୭୦ ଉଚ୍ଛେଦ ପ୍ରସଙ୍ଗରେ କେନ୍ଦ୍ର ସରକାରଙ୍କ ନିଷ୍ପତ୍ତିକୁ ମଧ୍ୟ ସୁପ୍ରିମକୋର୍ଟ ଅନୁମୋଦନ କରିଛନ୍ତି। ପରେ ଧାରା ୩୭୦ ପ୍ରତ୍ୟାହାର ପାଇଁ ବିରୋଧୀ ଦଳ ସମେତ କାଶ୍ମୀରର ବିଭିନ୍ନ ଦଳ ଜୋରଦାର ଲଢ଼େଇ କରିବାକୁ କହିଛନ୍ତି। ତେବେ ଏ ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ନାଗପୁରର ସୋଲାର ଏକ୍ସପ୍ଲୋସିଭ କମ୍ପାନୀରେ ବିସ୍ଫୋରଣ

ମହାରାଷ୍ଟ୍ର ନାଗପୁରର ବାଜାରଗାଓଁରେ ଥିବା ସୋଲାର ଏକ୍ସପ୍ଲୋସିଭ କମ୍ପାନୀର ବିସ୍ଫୋରଣ । ବିସ୍ଫୋରଣରେ ୯ ଜଣଙ୍କର ମୃତ୍ୟୁ ହୋଇଛି । ତେବେ ଆଗକୁ ମୃତକଙ୍କ ସଂଖ୍ୟା ବଢିପାରେ ବୋଲି ଅନୁମାନ କରାଯାଇଛି । ବିସ୍ଫୋରଣ କାଷ୍ଟ ବୁଷ୍ଟର ପ୍ଲାଣ୍ଟ ପ୍ୟାକିଂ ସମୟରେ ହୋଇଥିବା କୁହାଯାଉଛି । ପୋଲିସ କହିବା…