Trending
- ମହାକାଶରେ ଇସ୍ରୋର ଆଉ ଏକ ସଫଳତା,ଶ୍ରୀହରିକୋଟାରୁ GSLV-F18 ରକେଟ୍ ରେ NVS-03 ଉପଗ୍ରହର ସଫଳ ଉତକ୍ଷେପଣ
- ଭାରତୀୟ ବାୟୁସେନାର ୨୯ତମ ମୁଖ୍ୟ ଭାବେ କାର୍ଯ୍ୟଭାର ଗ୍ରହଣ କଲେ ଏୟାର ଚିଫ୍ ମାର୍ଶଲ ଆଶୁତୋଷ ଦୀକ୍ଷିତ
- ଭୟଙ୍କର ଭୂସ୍ଖଳନରେ ପୋତି ହୋଇ ଯାଇଥିବା ୧୨ଜଣଙ୍କୁ ଖୋଜିବ ହେଲିକପ୍ଟର
- ଚାଷୀଙ୍କ ଆକାଉଣ୍ଟକୁ ଗଲା ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୨୪ତମ କିସ୍ତି
- ବାତ୍ୟା ଅର୍ଣ୍ଣବ ପରେ ଗଞ୍ଜାମ ଓ ଗଜପତିରେ ବ୍ୟାପକ କ୍ଷୟକ୍ଷତି – ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
Browsing Category
National
କୌଟିଲ୍ୟ ଆର୍ଥିକ ସମାବେଶ
କୌଟିଲ୍ୟ ଆର୍ଥିକ ସମାବେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗ ଦେବେ। ସମାବେଶର ତୃତୀୟ ସଂସ୍କରଣ ଆଜିଠୁ ଆରମ୍ଭ ହୋଇ ୬ ତାରିଖ ପର୍ଯ୍ୟନ୍ତ ଚାଲିବ। ଚଳିତ ବର୍ଷର ବୈଠକରେ ସବୁଜ ପରିବର୍ତ୍ତନର ଆର୍ଥିକପୋଷଣ, ଭୂ- ଆର୍ଥିକ ବିଖଣ୍ଡନ ଏବଂ ଅଭିବୃଦ୍ଧି ପାଇଁ ଆଶା, ଅନ୍ୟମାନଙ୍କ ମଧ୍ୟରେ…
ପାଞ୍ଚଟି ଭାରତୀୟ ଭାଷାକୁ ଶାସ୍ତ୍ରୀୟ ଭାଷା ମାନ୍ୟତା
କେନ୍ଦ୍ର ସରକାର ଗୁରୁବାର ମରାଠୀ ଏବଂ ବଙ୍ଗାଳୀ ସମେତ ଆଉ ପାଞ୍ଚଟି ଭାରତୀୟ ଭାଷାକୁ ଶାସ୍ତ୍ରୀୟ ଭାଷା ମାନ୍ୟତା ପ୍ରଦାନ କରିଛନ୍ତି। ଶାସ୍ତ୍ରୀୟ ଭାଷା ଭାବରେ ମାନ୍ୟତା ପାଇଥିବା ପାଞ୍ଚଟି ଭାଷା ହେଉଛି ମରାଠୀ, ବଙ୍ଗାଳୀ, ପାଲି, ପ୍ରାକୃତ ଏବଂ ଆସାମୀ।ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅଶ୍ୱିନୀ…
ଆରମ୍ଭ ହେଲା ‘ପିଏମ୍ ଇଣ୍ଟର୍ନସିପ୍’ ଯୋଜନା
ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ 2024-25 ଆର୍ଥିକ ବର୍ଷ ପାଇଁ କେନ୍ଦ୍ର ବଜେଟରେ ପିଏମ ଇଣ୍ଟର୍ନସିପ୍ ଯୋଜନା ଘୋଷଣା କରିଥିଲେ ଯେଉଁଥିରେ ଆସନ୍ତା 5 ବର୍ଷ ମଧ୍ୟରେ ପ୍ରାୟ 1 କୋଟି ଯୁବକ ଉପକୃତ ହେବେ। ଏହି କାର୍ଯ୍ୟକ୍ରମରେ ଇଣ୍ଟରନେଟ୍ ମାନଙ୍କୁ ମାସିକ ୫୦୦୦ ଟଙ୍କା ଭତ୍ତା ପ୍ରଦାନ କରାଯିବ।…
ଶସ୍ତା ହୋଇଯିବ ଖାଇବା ତେଲ
କେନ୍ଦ୍ର ସରକାର ଗୁରୁବାର (ଅକ୍ଟୋବର ୩) ଖାଇବା ତେଲ ମାମଲାରେ ଭାରତକୁ ଆତ୍ମନିର୍ଭରଶୀଳ କରିବା ପାଇଁ ୧୦,୧୦୩ କୋଟି ଟଙ୍କା ବ୍ୟୟବରାଦ ସହିତ ଖାଇବା ତେଲ-ତେଲ ବିହନ ଉପରେ ଜାତୀୟ ମିଶନକୁ ମଞ୍ଜୁର କରିଛନ୍ତି ।ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ…
ସିଆର୍ପିଏଫ୍ ଇତିହାସରେ ପ୍ରଥମ ଥର ପଦୋନ୍ନତି
ଦିଲ୍ଲୀସ୍ଥିତ ସିଆର୍ପିଏଫ୍ ମୁଖ୍ୟାଳୟ ସମେତ ବିଭିନ୍ନ କାର୍ଯ୍ୟାଳୟରେ ଏକ ‘ରୢାଙ୍କ ପାଇପିଂ’ ସମାରୋହ ଅନୁଷ୍ଠିତ ହୋଇଥିଲା, ଯେଉଁଠାରେ ଏହାର ମହାନିର୍ଦେଶକ ଏଡି ସିଂହ କାର୍ଯ୍ୟକ୍ରମରେ ଯୋଗ ଦେଇ ଏହି କର୍ମଚାରୀଙ୍କ ପଦୋନ୍ନତି ଘୋଷଣା କରିଥିଲେ।କେନ୍ଦ୍ର ସରକାରଙ୍କ ଏକ ବଡ଼ ପଦକ୍ଷେପର ଅଂଶ…
ଆଜି ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ
ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ । ଆଜି ଜନ୍ମ ଜୟନ୍ତୀରେ ବାପୁଙ୍କୁ ମନେ ପକାଉଛି ଦେଶ। ଅର୍ପଣ କରୁଛି ଶ୍ରଦ୍ଧା ସୁମନ। ରାଜଘାଟରେ ମହାତ୍ମା ଗାନ୍ଧୀଙ୍କ ସମାଧି ସ୍ଥଳରେ ପହଞ୍ଚି ଶ୍ରଦ୍ଧାଞ୍ଜଳି ଜଣାଉଛନ୍ତି ନେତା । ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି । …
ଭାରତ-ଚୀନ୍ ବିବାଦ
ଚୀନ୍ ସହ ବାସ୍ତବ ନିୟନ୍ତ୍ରଣ ରେଖା (ଏଲ୍ଏସି) ନିକଟରେ ସ୍ଥିତି ସ୍ଥିର ରହିଛି କିନ୍ତୁ ଏହା ସ୍ବାଭାବିକ ହୋଇନାହିଁ। ସେନାମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ବିବେଦୀ ଆଜି ‘ଚାଣକ୍ୟ ଡିଫେନ୍ସ ଡାଏଲଗ୍’ରେ ଭାଷଣ ରଖିବା ସମୟରେ ଏହି ଗୁରୁତ୍ବପୂର୍ଣ୍ଣ ଟିପ୍ପଣୀ ଦେଇଛନ୍ତି। ଜେନେରାଲ ଦ୍ବିବେଦୀ…
ଗାନ୍ଧୀ ଜୟନ୍ତୀରେ ଓଡ଼ିଶାକୁ ଏକ ବଡ଼ ଉପହାର ଦେବେ ପ୍ରଧାନମନ୍ତ୍ରୀ
ଗାନ୍ଧୀ ଜୟନ୍ତୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାକୁ ବଡ଼ ଉପହାର ଦେବାକୁ ଯାଉଛନ୍ତି। ପିଏମ ଜନମନ ଯୋଜନାରେ ପ୍ରଧାନମନ୍ତ୍ରୀ ଓଡ଼ିଶାର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ୧୪୭ କିଲୋମିଟର ରାସ୍ତାର ଶିଳାନ୍ୟାସ କରିବେ ବୋଲି ସୂଚନା ରହିଛି ଦେବଗଡ, ଗଜପତି, ମୋହନା, ରାୟଗଡ଼ା, ବାଲିଗୁଡ଼ା,…
ଅପରାଧିଙ୍କ ଘର ଭାଙ୍ଗିପାରିବେନି ସରକାର, ଏଥିପାଇଁ ଗାଇଡଲାଇନ ଆବଶ୍ୟକ
ନୂଆଦିଲ୍ଲୀ: ଜନସାଧାରଣଙ୍କ ଘର ସରକାର ଭାଙ୍ଗିବା ବେଆଇନ । ଅପରାଧିଙ୍କୁ ଏହା ଦ୍ବାରା ବଦଳାଯାଇପାରିବ ନାହିଁ । ତେବେ ଯେଉଁମାନେ ଜବରଦଖଲ କରିଛନ୍ତି ତାହାକୁ ସରକାର ଭାଙ୍ଗିପାରିବେ । କିନ୍ତୁ ସେଥିପାଇଁ ଗାଇଡଲାଇନ ଆଣିବାକୁ ପଡ଼ିବ । ଭାରତ ଏକ ଧର୍ମନିରପେକ୍ଷ ଦେଶ ହୋଇଥିବାରୁ ଜବରଦଖଲ…
ଜମ୍ମୁ ଓ କାଶ୍ମୀରର ତୃତୀୟ ତଥା ଶେଷ ପର୍ଯ୍ୟାୟ ଭୋଟ : ୪୦ଟି ଆସନରେ ଭୋଟିଂ
ଆଜି ଜମ୍ମୁ ଓ କାଶ୍ମୀରର ତୃତୀୟ ତଥା ଶେଷ ପର୍ଯ୍ୟାୟ ଭୋଟ । ୪୦ଟି ଆସନରେ ଭୋଟିଂ ହେଉଛି । ମଇଦାନରେ ଅଛନ୍ତି ୪୪୯ ପ୍ରାର୍ଥୀ । ଏହା ଆଗରୁ ସେପଟେମ୍ବର ୧୮ରେ ପ୍ରଥମ ପର୍ଯ୍ୟାୟ ଭୋଟ ହୋଇଥିଲା। ଏଥିରେ ମତଦାନ ହାର ଥିଲା ୫୯ ପ୍ରତିଶତ। ସେହିପରି ସେପଟେମ୍ଵର ୨୫ରେ ହୋଇଥିବା ଦ୍ଵିତୀୟ ପର୍ଯ୍ୟାୟରେ…