Browsing Category

National

ଆଜି ଦେଶବ୍ୟାପୀ ଇଡି ଅଫିସ୍ ଘେରିବ କଂଗ୍ରେସ

ଆଜି ଦେଶବ୍ୟାପୀ ଇଡି ଅଫିସ୍ ଘେରିବ କଂଗ୍ରେସ । ଅଖିଳ ଭାରତ କଂଗ୍ରେସ କମିଟି ଆହ୍ୱାନକ୍ରମେ ଦେଶବ୍ୟାପୀ ପ୍ରବର୍ତ୍ତନ ନିର୍ଦେଶାଳୟ ଅଫିସ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯିବ। ରାଜ୍ୟରେ ଆନ୍ଦୋଳନର ନେତୃତ୍ୱ ନେବେ ପୂର୍ବତନ ବିଧାୟକ ମହମ୍ମଦ ମୋକିମ । କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ଗତ…

ପୋଲାଣ୍ଡରେ ମୋଦୀଙ୍କୁ ହାତରେ ରାକ୍ଷୀ ବାନ୍ଧି ତାଙ୍କୁ ସ୍ବାଗତ

ଦୀର୍ଘ ୪୫ ବର୍ଷ ମଧ୍ୟରେ ପ୍ରଥମ ପ୍ରଧାନମନ୍ତ୍ରୀ ଭାବେ ମୋଦୀ ପୋଲାଣ୍ଡ ଗସ୍ତ କରିଛନ୍ତି। ଆଜି ସନ୍ଧ୍ୟାରେ ମୋଦୀ ପୋଲାଣ୍ଡ ରାଜଧାନୀ ୱାରସାରେ ପହଞ୍ଚିବାପରେ ‌ତାଙ୍କୁ ପୋଲାଣ୍ଡର ଉପବିଦେଶ ମନ୍ତ୍ରୀ ଭବ୍ୟ ସ୍ବାଗତ କରି ପାଛୋଟି ନେଇଥିଲେ। ଭାରତୀୟ ବଂଶୋଦ୍ଭବ ସଦସ୍ୟ ମଧ୍ୟ ମୋଦୀଙ୍କ…

୩ ତିନିଆ ବିଦେଶଗସ୍ତରେ ମୋଦୀ

ଆଜିଠୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୩ ଦିନିଆ ବିଦେଶଗସ୍ତ କରିବେ । ପ୍ରଧାନମନ୍ତ୍ରୀ ୨୧-୨୨ ତାରିଖରେ ପୋଲାଣ୍ଡ ଯାତ୍ରା କରିବାର କାର୍ଯ୍ୟକ୍ରମ ରହିଛି । ଏହାପରେ ୨୩ ତାରିଖରେ ସେ ୟୁକ୍ରେନର ରାଜଧାନୀ କିବ ଗସ୍ତ କରିବେ । କହିରଖୁ, ୪୫ ବର୍ଷ ପରେ କୌଣସି ଭାରତୀୟ ପ୍ରଧାନମନ୍ତ୍ରୀ ପୋଲାଣ୍ଡ…

ଆଜି ଭାରତ ବନ୍ଦ

ତଫସିଲଭୁକ୍ତ ଜାତି(ଏସ୍‌ସି) ଏବଂ ଜନଜାତି(ଏସ୍‌ଟି)ଙ୍କ ମଧ୍ୟରେ ଉପବର୍ଗୀକରଣ ତଥା ସଂରକ୍ଷଣ ନେଇ ଅଗଷ୍ଟ ୧ରେ ସୁପ୍ରିମକୋର୍ଟ ଦେଇଥିବା ରାୟକୁ ବିରୋଧ କରି ଅନୁସୂଚିତ ଜାତି, ଜନଜାତି, ପଛୁଆବର୍ଗ, ସଂଖ୍ୟାଲଘୁ ମିଳିତ କ୍ରିୟାନୁଷ୍ଠାନ କମିଟି ଓ ରାଜନୈତିକ ଦଳଗୁଡ଼ିକ ପକ୍ଷରୁ ବୁଧବାର (ସକାଳ ୬ରୁ…

ଆସନ୍ତାକାଲି ଭାରତ ବନ୍ଦ

ସଂରକ୍ଷିତ ଜାତି ଏବଂ ଜନଜାତି ଆରକ୍ଷଣରେ କ୍ରିମି ଲେୟାର ଲାଗୁ କରିବା ନେଇ ସୁପ୍ରିମ୍‌କୋର୍ଟ ନିଷ୍ପତ୍ତି ଶୁଣାଇଛନ୍ତି । ଏହି ନିଷ୍ପତ୍ତିକୁ ବିରୋଧକରି ଆରକ୍ଷଣ ବଞ୍ଚାଅ ସଂଘର୍ଷ ସମିତି ୨୧ ଅଗଷ୍ଟ ଅର୍ଥାତ କାଲି ଭାରତ ବନ୍ଦ ଡାକରା ଦେଇଛି। ଏହାର ସମର୍ଥନରେ କିଛି ଦଳିତ ସଂଗଠନ ବାହାରିଛନ୍ତି ।…

ପଶ୍ଚିମବଙ୍ଗ ସରକାର ଉପରେ ବର୍ଷିଲେ ସୁପ୍ରିମକୋର୍ଟ

କୋଲକାତା ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାକୁ ନେଇ ବର୍ଷିଲେ ସୁପ୍ରିମକୋର୍ଟ। ଘଟଣାରେ ବହୁ ବିଳମ୍ବରେ ଏଫ୍‌ଇଆର୍‌ ରୁଜୁ ହୋଇଥିବା ନେଇ ଉଠାଇଲେ ପ୍ରଶ୍ନ। ବର୍ତ୍ତମାନ ସୁଦ୍ଧା ଏହି ମାମଲାରେ କ'ଣ ସବୁ ପଦକ୍ଷେପ ଗ୍ରହଣ କରାଯାଇଛି। ତଦନ୍ତ କେତେ ଦୂର ପହଞ୍ଚିଛି ବୋଲି କୋର୍ଟ ସିବିଆଇ…

ଟ୍ରେନି ଡାକ୍ତରାଣୀଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲା: ଷ୍ଟାଟସ ରିପୋର୍ଟ ଦେବାକୁ ନିର୍ଦ୍ଦେଶ

କଲକାତା ଆର.ଜି କର ମେଡିକାଲ କଲେଜରେ ଟ୍ରେନି ଡାକ୍ତରାଣୀଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ଉଦବେଗ ପ୍ରକାଶ କରିଛନ୍ତି ସୁପ୍ରିମକୋର୍ଟା। ପୀଡିତାଙ୍କ ନାମ ଓ ଫଟୋ ଆଦି ଭାଇରାଲ ନେଇ ଉଦବେଗ ପ୍ରକାଶ ପାଇଛି। ନିଜ ଆଉ ରୁଜୁ କରିଥିବା ମାମଲାର ଶୁଣାଣି କରିଛନ୍ତି ସର୍ବୋଚ୍ଚ ଅଦାଲତ। ପ୍ରଧାନ…

ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ପ୍ରସଙ୍ଗ : ଆଜି ସୁପ୍ରିମକୋର୍ଟରେ ଶୁଣାଣି

କୋଲକାତା ଆରଜି କର ମେଡ଼ିକାଲରେ ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ଆଜି ସୁପ୍ରିମକୋର୍ଟରେ ଶୁଣାଣି। ପ୍ରଧାନ ବିଚାରପତିଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରିବେ। ଏହା ପୂର୍ବରୁ ସର୍ବୋଚ୍ଚ ଅଦାଲତ ଜୁନିଅର ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ଏବଂ…

କାଶ୍ମୀରରେ ଭୂକମ୍ପର ଝଟକା

ଆଜି ଜାମ୍ମୁ କାଶ୍ମୀରର ବାରାମୂଳାରେ ସକାଳୁ ସକାଳୁ ପ୍ରବଳ ଭୂକମ୍ପ ଅନୁଭୂତ ହୋଇଛି । ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର କହିଛି ଯେ ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୪.୯ ରେକର୍ଡ କରାଯାଇଛି ।ଏହାପୂର୍ବରୁ ଜୁଲାଇ ୧୨ ରେ ବାରାମୁଲାରେ ଏକ ଭୂକମ୍ପ ହୋଇଥିଲା । ରାତି ୧୨:୨୬ ରେ ଲୋକମାନେ…

ମମତା ବାନାର୍ଜୀଙ୍କ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ଦେଇ ୨୩ ବର୍ଷୀୟ ଛାତ୍ରୀ ଗିରଫ

କୋଲକାତା : ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ଦେଇ ଏକ ସୋସିଆଲ୍‌ ମିଡିଆ ପୋଷ୍ଟ କରିବା ସହ କୋଲକାତା ଡାକ୍ତରଖାନାରେ ଦୁଷ୍କର୍ମ ଓ ହତ୍ୟାର ଶିକାର ହୋଇଥିବା ଟ୍ରେନି ଡାକ୍ତରଙ୍କ ପରିଚୟ ପ୍ରକାଶ କରିଥିବା ଅଭିଯୋଗରେ ଜଣେ ୨୩ ବର୍ଷୀୟ କୀର୍ତ୍ତି…